ଏମ୍ସ ଗୌହାଟୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
April 14th, 12:45 pm
ଆସାମର ରାଜ୍ୟପାଳ ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ହେମନ୍ତ ବିଶ୍ବଶର୍ମା ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ, ଦେଶର ଆରୋଗ୍ୟ ମନ୍ତ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, ଡାକ୍ଟର ଭାରତୀ ପାୱାର ମହାଶୟ, ଆସାମ ସରକାରରେ ମନ୍ତ୍ରୀ କେଶବ ମହନ୍ତା ମହାଶୟ, ଏଠାରେ ଉପସ୍ଥିତ ମେଡିକାଲ ଜଗତର ସମସ୍ତ ମହାନୁଭବ, ଅନ୍ୟ ମହାନୁଭବ, ଭିନ୍ନ- ଭିନ୍ନ ସ୍ଥାନମାନଙ୍କରେ ଭିଡିଓ କନଫରେନ୍ସ ସହିତ ଯୋଡି ହୋଇଥିବା ସମସ୍ତ ମହାନୁଭବ ଏବଂ ଆସାମର ମୋର ପ୍ରିୟ ଭାଇ ଭଉଣୀମାନେ।ଆସାମର ଗୌହାଟୀ ଠାରେ ୩୪୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି ଆମାମର ଗୌହାଟୀ ଠାରେ ୩୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ପ୍ରଧାନମନ୍ତ୍ରୀ ଏମ୍ସ ଗୌହାଟୀ ଏବଂ ଅନ୍ୟ ତିନୋଟି ମେଡିକାଲ କଲେଜକୁ ଦେଶ ପାଇଁ ଉତ୍ସର୍ଗ କରିଥିଲେ । ସେ ଆସାମ ଆଡଭାନ୍ସଡ ହେଲଥ କେୟାର ଇନୋଭେସନ୍ ଇନଷ୍ଟିଚ୍ୟୁଟ୍ (ଏଏଏଚଆଇଆଇ) ର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେଏୱାଇ) କାର୍ଡ ବଣ୍ଟନ କରି ଆପକେ ଦ୍ୱାର ଆୟୁଷ୍ମାନ” ଅଭିଯାନର ଶୁଭାରମ୍ଭ କରିଛନ୍ତି ।ଭିଡିଓ କନଫରେନ୍ସିଂ ଯୋଗେ ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 19th, 11:11 am
କର୍ଣ୍ଣାଟକର ରାଜ୍ୟପାଳ ଏବଂ ମହୀଶୂର ବିଶ୍ୱବିଦ୍ୟାଳୟର କୁଳାଧିପତି, ଶ୍ରୀ ଭଜୁ ଭାଇ ବାଲାଜୀ, କର୍ଣ୍ଣାଟକର ଶିକ୍ଷା ମନ୍ତ୍ରୀ ଡକ୍ଟର ସି ଏନ ଅଶ୍ୱଥ ନାରାୟଣ ଜୀ, ମହୀଶୂର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଜି ହେମନ୍ତ କୁମାର ଜୀ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଅଧ୍ୟାପକଗଣ, ଛାତ୍ରଛାତ୍ରୀଗଣ, ଅଭିଭାବକଗଣ, ଦେବୀ ଏବଂ ସଜ୍ଜନଗଣ! ସର୍ବପ୍ରଥମେ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ “ମହୀଶୂର ଦଶହରା, “ନାଇ ହବ୍ୱାର ଅନନ୍ତ ଅନନ୍ତ ଶୁଭକାମନା ଜ୍ଞାପନ କରୁଛି!ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 19th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହୀଶୂର ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ସମାବର୍ତ୍ତନ ସମାରୋହରେ ଆଜି ଉଦ୍ବୋଧନ ଦେଇଛନ୍ତି । ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଏହି ସମାବର୍ତ୍ତନ ସମାରୋହରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମହୀଶୂର ବିଶ୍ୱବିଦ୍ୟାଳୟ ପ୍ରାଚୀନ ଭାରତର ମହାନ୍ ଶିକ୍ଷା ବ୍ୟବସ୍ଥାର ଏକ ପ୍ରମୁଖ କେନ୍ଦ୍ର । ଏହା ଭବିଷ୍ୟତ ଭାରତର ଆଶା ଆକାଂକ୍ଷା ଓ ଦକ୍ଷତାର ପ୍ରତୀକଭାବେ ରାଜଶ୍ରୀ ନଲୱାଡି କୃଷ୍ଣରାଜ ୱାଡିୟାର ଏବଂ ମୋକ୍ଷଗୁଣ୍ଡମ୍ ବିଶ୍ୱେଶ୍ୱରାୟାଜୀଙ୍କ ଲକ୍ଷ୍ୟ ପୂରଣରେ ସଫଳ ହୋଇଛି । ଏହି ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିଥିବା ଭାରତରତ୍ନ ଡ. ସର୍ବପଲ୍ଲୀ ରାଧାକୃଷ୍ଣନ୍ଙ୍କ ଭଳି ମହାନ୍ ଶିକ୍ଷାବିତଙ୍କ ସ୍ମୃତିଚାରଣ ଏହି ଅବସରରେ ପ୍ରଧାନମନ୍ତ୍ରୀ କରିଛନ୍ତି ।At the root of India’s brave fight against COVID-19 is the hardwork of medical community & our Corona Warriors: PM
June 01st, 01:50 pm
Addressing the 25th anniversary programme of RHUGS via video conferencing, PM Modi said, At such a time, the world is looking up to our doctors, nurses, medical staff and scientific community with hope and gratitude. The world seeks both ‘care’ and ‘cure’ from you. The PM also strongly condemned the violence against front-line workers.PM Modi addresses 25th anniversary programme RGUHS
June 01st, 11:27 am
Addressing the 25th anniversary programme of RHUGS via video conferencing, PM Modi said, At such a time, the world is looking up to our doctors, nurses, medical staff and scientific community with hope and gratitude. The world seeks both ‘care’ and ‘cure’ from you. The PM also strongly condemned the violence against front-line workers.