21st century is about fulfilling every Indian's aspirations: PM Modi in Lok Sabha
August 10th, 04:30 pm
PM Modi replied to the Motion of No Confidence in Lok Sabha. PM Modi said that it would have been better if the opposition had participated with due seriousness since the beginning of the session. He mentioned that important legislations were passed in the past few days and they should have been discussed by the opposition who gave preference to politics over these key legislations.ଲୋକସଭାରେ ଅନାସ୍ଥା ପ୍ରସ୍ତାବର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ
August 10th, 04:00 pm
ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବାରମ୍ବାର ସରକାରଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ସେ ଭାରତର ପ୍ରତ୍ୟେକ ନାଗରିକଙ୍କ ପ୍ରତି ଅତ୍ୟନ୍ତ କୃତଜ୍ଞତା ଜ୍ଞାପନ କରିବାକୁ ଆସିଛନ୍ତି । ପୂର୍ବ ଥରର ଅନାସ୍ଥା ପ୍ରସ୍ତାବ ବିଷୟରେ ସ୍ମରଣ କରାଇ ସେ କହିଥିଲେ, ଏହା ସରକାରଙ୍କ ପାଇଁ ଫ୍ଲୋର ଟେଷ୍ଟ ନୁହେଁ ବରଂ ୨୦୧୮ରେ ଅନାସ୍ଥା ପ୍ରସ୍ତାବ ଆଣିଥିବା ବିରୋଧୀଙ୍କ ପାଇଁ ଏକ ଫ୍ଲୋର ଟେଷ୍ଟ । ଉଭୟ ଏନଡିଏ ଓ ବିଜେପି ଅଧିକ ଆସନରେ ବିଜୟୀ ହୋଇଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ, ଯେତେବେଳେ ଆମେ ୨୦୧୯ରେ ନିର୍ବାଚନ ଲଢ଼ିଥିଲୁ, ଲୋକମାନେ ସେମାନଙ୍କ ଉପରେ ଅଧିକ ଦୃଢ଼ତାର ସହିତ ଆସ୍ଥା ପ୍ରକଟ କରିଥିଲେ। ଏକ ପ୍ରକାରରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ସରକାରଙ୍କ ପାଇଁ ଶୁଭ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଲୋକଙ୍କ ଆଶୀର୍ବାଦ ରେ ଏନଡିଏ ଓ ବିଜେପି ୨୦୨୪ରେ ସମସ୍ତ ରେକର୍ଡ ଭାଙ୍ଗି ବିଜୟୀ ହେବେ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।ଜର୍ମାନୀ ଚାନ୍ସେଲରଙ୍କ ଭାରତ ଗସ୍ତ ଅବସରରେ ସ୍ୱାକ୍ଷରିତ ବୁଝାମଣା ଓ ରାଜିନାମା ତାଲିକା
November 01st, 03:26 pm
ଜର୍ମାନୀ ଚାନ୍ସେଲରଙ୍କ ଭାରତ ଗସ୍ତ ଅବସରରେ ସ୍ୱାକ୍ଷରିତ ବୁଝାମଣା ଓ ରାଜିନାମା ତାଲିକାବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବେଳେ ଭାରତ – ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତି
October 05th, 06:40 pm
ଏହି ଅବସରରେ ଉଭୟ ଦେଶର ପ୍ରଧାନମନ୍ତ୍ରୀ ପାରସ୍ପରିକ ସଦ୍ଭାବ ଏବଂ ଉଷ୍ମ ବାତାବରଣ ମଧ୍ୟରେ ବିସ୍ତୃତ ଆଲୋଚନା କରିଥିଲେ । ଏହାପରେ, ଦୁଇ ପ୍ରଧାନମନ୍ତ୍ରୀ ଉଭୟ ରାଷ୍ଟ୍ର ମଧ୍ୟରେ ସ୍ୱାକ୍ଷରିତ ଦ୍ୱିପାକ୍ଷିକ ବୁଝାମଣା ପତ୍ର/ରାଜିନାମା ସ୍ୱାକ୍ଷର ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ।ଭାରତୀୟ ରାଷ୍ଟ୍ରୀୟ ଚଳଚ୍ଚିତ୍ର ସଂଗ୍ରହାଳୟ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ (19 ଜାନୁୟାରୀ 2019)
January 19th, 05:24 pm
ଏଠାରେ ଉପସ୍ଥିତ ସିନେ ଜଗତ ସହିତ ଜଡ଼ିତ ଥିବା ସମସ୍ତ ରଥୀ, ମହାରଥୀଗଣ । ଏହି ଭବ୍ୟ ସ୍ୱାଗତ ପାଇଁ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ଧନ୍ୟବାଦ ।ଭାରତୀୟ ସିନେମାର ଜାତୀୟ ସଂଗ୍ରହାଳୟକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
January 19th, 05:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇରେ ଭାରତୀୟ ସିନେମାର ଜାତୀୟ ସଂଗ୍ରହାଳୟକୁ ଉଦ୍ଘାଟନ କରିଥିଲେ ।