ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 03rd, 09:35 am
କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
August 03rd, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।ଜାମନଗର ଠାରେ ଡବ୍ଲୁଏଚଓ ଗ୍ଲୋବାଲ ସେଣ୍ଟର ଫର ଟ୍ରାଡିସନାଲ ମେଡିସିନର ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 19th, 03:49 pm
ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଜୀ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଡାଇରେକ୍ଟର ଜେନେରାଲ ଟେଡ୍ରୋସ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଡକ୍ଟର ମନସୁଖ ମାଣ୍ଡଭିୟ, ଶ୍ରୀ ମୁଞ୍ଜପାରା ମହେନ୍ଦ୍ରଭାଇ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀମାନେ ଏବଂ ଭଦ୍ର ବ୍ୟକ୍ତିମାନେ ।ଜାମନଗରଠାରେ ପାରମ୍ପାରିକ ଔଷଧକୁ ବୈଶ୍ୱିକ କେନ୍ଦ୍ରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ପନ୍ନ
April 19th, 03:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୯.୪.୨୦୨୧) ଗୁଜରାଟର ଜାମନଗରଠାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) ବୈଶ୍ୱିକ ପାରମ୍ପାରିକ ଭେଷଜ କେନ୍ଦ୍ର (ଜିସିଟିଏମ୍) ଶିଳାନ୍ୟାସ କରିଛନ୍ତି । ମରିସସ୍ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମହାନିର୍ଦ୍ଦେଶକ ଡକ୍ଟର ଟେଡ୍ରସ ଘାବିୟେସସ୍ଙ୍କ ଉପସ୍ଥିତିରେ ଏହି ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ ହୋଇଛି । ଜିସିଟିଏମ ବିଶ୍ୱରେ ପ୍ରଥମ ଓ ଏକମାତ୍ର ପାରମ୍ପରିକ ଭେଷଜ କେନ୍ଦ୍ର ହେବ । ଏହା ଆନ୍ତର୍ଜାତିକ ବୈଶ୍ୱିକ ସୁଧାର କେନ୍ଦ୍ର ଭାବେ ବିବେଚିତ ହେବ । ବଙ୍ଗଳାଦେଶ, ଭୁଟାନ, ନେପାଳର ପ୍ରଧାନମନ୍ତ୍ରୀ ଓ ମାଲଡାଭିସ ରାଷ୍ଟ୍ରପତିଙ୍କ ଭିଡିଓ ବାର୍ତ୍ତା ଏହି ଅବସରରେ ପ୍ରସାରିତ ହୋଇଥିଲା । କେନ୍ଦ୍ରମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବ୍ୟ, ଶ୍ରୀ ସର୍ବାନନ୍ଦ ସୋନୱାଲ, ଶ୍ରୀ ମଞ୍ଜପାରା ମହେନ୍ଦ୍ର ଭାଇ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।ପ୍ରୟାଗରାଜ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ
December 20th, 10:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଡିସେମ୍ବର ୨୧ ତାରିଖ ମଙ୍ଗଳବାର ଦିନ ପ୍ରୟାଗରାଜ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତର ସ୍ୱାତନ୍ତ୍ର୍ୟ ହେଉଛି ୨ ଲକ୍ଷରୁ ଅଧିକ ମହିଳା ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ତୃଣମୂଳ ସ୍ତରରୁ ମହିଳାମାନଙ୍କୁ ସଶକ୍ତ କରିବା ନିମିତ୍ତ ପ୍ରଧାନମନ୍ତ୍ରୀଙ୍କର ରହିଥିବା ଲକ୍ଷ୍ୟକୁ ପୂରଣ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଏହି ଅବସରରେ ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକର ୧୬ ଲକ୍ଷ ମହିଳାଙ୍କର କଲ୍ୟାଣ ପାଇଁ ୧ ହଜାର କୋଟି ଟଙ୍କା ପ୍ରଦାନ କରାଯିବ । ବ୍ୟବସାୟିକ ପ୍ରତିନିଧି- ‘ସଖୀ’ମାନଙ୍କୁ ପ୍ରଥମ ମାସର ବୃତ୍ତି ପ୍ରଦାନ କରାଯିବ । ଏଥିସହିତ ପ୍ରଧାନମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନାରେ ୧ ଲକ୍ଷ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ଦିଆଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୨ଶହରୁ ଅଧିକ ଅତିରିକ୍ତ ପୁଷ୍ଟି ପ୍ରସ୍ତୁତି କେନ୍ଦ୍ରସମୂହର ଶିଳାନ୍ୟାସ କରିବେ ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।ଆସନ୍ତା ସେପ୍ଟେମ୍ବର ପୋଷଣ ମାସଭାବେ ପାଳିତ ହେବ; ଏହି ମାସକୁ ଗଣପୁଷ୍ଟିସାଧନ ସଚେତନତା ଦିଗରେ ବିନିଯୋଗ କରାଯିବ : ପ୍ରଧାନମନ୍ତ୍ରୀ
August 30th, 03:46 pm
ଆସନ୍ତା ସେପ୍ଟେମ୍ବର ମାସଟିକୁ ପୋଷଣ ମାସଭାବେ ପାଳନ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (30.08.2020) ତାଙ୍କର ମନ୍କୀ ବାତ୍ ରେଡିଓ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ଉଦ୍ବୋଧନ ଦେବା ଅବସରରେ ଏହା କହିଛନ୍ତି । ଉଭୟ ରାଷ୍ଟ୍ର ଓ ପୁଷ୍ଟିସାଧନ ଅତି ନିବିଡଭାବେ ଜଡିତ । ତେଣୁ ପୁଷ୍ଟିସାଧନକୁ ଗୁରୁତ୍ୱ ଦେଇ ଗଣସଚେତନତା ସୃଷ୍ଟି ପାଇଁ ଏହି ମାସରେ ଉଦ୍ୟମ କରାଯିବ । ‘ଯଥା ଅନ୍ନମ୍ ତଥା ମନ୍ନମ୍’ ଉକ୍ତି ଉଦ୍ଧାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମାନସିକ ଏବଂ ବୌଦ୍ଧିକ ବିକାଶ ଆମେ ଗ୍ରହଣ କରୁଥିବା ଖାଦ୍ୟର ମାନ ଉପରେ ସିଧାସଳଖ ନିର୍ଭର କରେ । ପିଲା ଓ ବିଦ୍ୟାର୍ଥୀଙ୍କ ପାଇଁ ପୁଷ୍ଟିସାଧନ ଓ ଯତ୍ନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହାଦ୍ୱାରା ସେମାନେ ନିଜ ଦକ୍ଷତାର ସର୍ବାଧିକ ବିନିଯୋଗ କରିବାକୁ ସମର୍ଥ ହୋଇଥାନ୍ତି । ସେ କହିଛନ୍ତି ଶିଶୁମାନଙ୍କ ଉତ୍ତମ ପରିପୋଷଣ ପାଇଁ ମା’ ମଧ୍ୟ ଉପଯୁକ୍ତ ପୁଷ୍ଟିକର ଖାଦ୍ୟ ଓ ପରିବେଶର ସୁଯୋଗ ପାଇବା ଉଚିତ । ପୁଷ୍ଟିସାଧନର ଅର୍ଥ କେବଳ ଲୁଣ, ଭିଟାମିନ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଉପାଦାନ ଖାଇବାକୁ ବୁଝାଏ ନାହିଁ ; ଏହା ଏକ ବ୍ୟାପକ ବିଷୟ ବୋଲି ସେ ଉଲ୍ଲେଖ କରିଛନ୍ତି ।At the root of India’s brave fight against COVID-19 is the hardwork of medical community & our Corona Warriors: PM
June 01st, 01:50 pm
Addressing the 25th anniversary programme of RHUGS via video conferencing, PM Modi said, At such a time, the world is looking up to our doctors, nurses, medical staff and scientific community with hope and gratitude. The world seeks both ‘care’ and ‘cure’ from you. The PM also strongly condemned the violence against front-line workers.PM Modi addresses 25th anniversary programme RGUHS
June 01st, 11:27 am
Addressing the 25th anniversary programme of RHUGS via video conferencing, PM Modi said, At such a time, the world is looking up to our doctors, nurses, medical staff and scientific community with hope and gratitude. The world seeks both ‘care’ and ‘cure’ from you. The PM also strongly condemned the violence against front-line workers.In addition to rights, we must give as much importance to our duties as citizens: PM
December 25th, 02:54 pm
PM Modi unveiled a plaque to mark the laying of foundation stone of Atal Bihari Vajpayee Medical University in Lucknow. Speaking on the occasion, PM Modi said that from Swachh Bharat to Yoga, Ujjwala to Fit India and to promote Ayurveda - all these initiatives contribute towards prevention of diseases.ଅଟଳ ବିହାରୀ ବାଜପେୟୀ ମେଡ଼ିକାଲ ବିଶ୍ୱବିଦ୍ୟାଳୟ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
December 25th, 02:53 pm
ଆଜି ଲକ୍ଷ୍ନୌଠାରେ ଅଟଳ ବିହାରୀ ବାଜପେୟୀ ମେଡ଼ିକାଲ ବିଶ୍ୱବିଦ୍ୟାଳୟ ଲାଗି ଭିତିପ୍ରସ୍ଥର ସ୍ଥାପନ ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫଳକ ଉନ୍ମୋଚନ କରିଛନ୍ତି । ଉତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଶିଷ୍ଟବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିଲ ଗେଟ୍ସ
November 18th, 07:42 pm
ତିନି ଦିନିଆ ଭାରତ ଗସ୍ତରେ ଆସିଥିବା ବିଲ ଆଣ୍ଡ ମିଲିଣ୍ଡା ଗେଟ୍ସ ଫାଉଣ୍ଡେସନର ସହ ଅଧ୍ୟକ୍ଷ ମିଃ. ବିଲ ଗେଟ୍ସ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଗତ ସେପ୍ଟେମ୍ବର ମାସରେ ମିଳିତ ଜାତିସଂଘ ସାଧାରଣ ପରିଷଦ ବୈଠକ ଅବସରରେ ନ୍ୟୁୟର୍କ ଠାରେ ଉଭୟ ପରସ୍ପରକୁ ଭେଟିଥିଲେ ।‘ଆରୋଗ୍ୟ ମନ୍ଥନ’ର ଉଦଯାପନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 01st, 04:00 pm
ମଞ୍ଚ ଉପରେ ଉପସ୍ଥିତ ମନ୍ତ୍ରୀ ପରିଷଦର ମୋର ସାଥୀ ଡଃ ହର୍ଷବର୍ଦ୍ଧନ ଜୀ, ଅଶ୍ୱିନୀ କୁମାର ଚୌବେ ଜୀ, ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା, ଭିନ୍ନ ଭିନ୍ନ ସଂସ୍ଥାରୁ ଆସିଥିବା ପ୍ରତିନିଧି ଗଣ, ଆୟୁଷ୍ମାନ ଭାରତ ସହିତ ଜଡିତ ସମସ୍ତ ସାଥୀ ତଥା ଏଠାକୁ ଆସିଥିବା ସମସ୍ତ ହିତାଧିକାରୀ ।ବର୍ଷ ଏକ-ଆୟୁଷ୍ମାନ ଅନେକ ଆୟୁଷ୍ମାନ ଭାରତର ୧ ବର୍ଷ ପୂର୍ତି ଉପଲକ୍ଷେ ଆରୋଗ୍ୟ ମନ୍ଥନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 01st, 03:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ୧୦.୭୦ କୋଟି ଗରିବ ପରିବାରଙ୍କୁ ସ୍ୱାସ୍ଥ୍ୟ ସୁରକ୍ଷା ପ୍ରଦାନ କରୁଥିବା ବିଶ୍ୱର ସର୍ବବୃହତ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ ପାଇଁ ଏକ ନୂଆ ମୋବାଇଲ ଆପର ଶୁଭାରମ୍ଭ କରିଛନ୍ତି ।BJP has been taking strong, bold decisions in the long-term interests of the people: PM Modi
May 05th, 02:22 pm
Highlighting the BJP’s development model at a rally in Madhya Pradesh’s Gwalior, PM Modi said, “BJP has been taking strong, bold decisions in the long-term interests of the people without discriminating on the basis of caste or creed or indulging in corruption since 2014. The people of Madhya Pradesh in particular have witnessed how the state government of Congress has totally failed to meet the expectations of the people or to address their grievances.”The Congress and its ‘Mahamilawati’ allies spent decades ruling the country but could not eradicate poverty: PM Modi
May 05th, 02:21 pm
At a rally in Madhya Pradesh's Sagar, PM Modi targeted the Congress and said, “The Congress and its Mahamilawati allies spent decades ruling the country but could not eradicate poverty from the country and neither provide access to basic necessities of life to the poor. All that should have been done by governments in previous decades is being done by us during the 21st century such as providing sanitation, electricity and clean cooking fuel to the poor.Congress government in M.P. has been a colossal failure: PM Modi in Madhya Pradesh
May 05th, 02:20 pm
Prime Minister Narendra Modi addressed two major rallies in Sagar and Gwalior in Madhya Pradesh after addressing another such rally in U.P earlier today.Through the Swachh Bharat Abhiyan, we are ensuring cleaner and healthier environment for our children: PM Modi
February 11th, 12:45 pm
PM Modi took part in the 3 billionth meal of Akshaya Patra mid-day meal programme in Vrindavan today where he served food to children. Addressing a gathering at the event, PM Modi spoke at length about Centre's flagship initiatives like Mission Indradhanush and National Nutrition Mission. Stressing on cleanliness, the PM said, Swachhata is an important aspect of any child's health. Through the Swachh Bharat Abhiyan, we are ensuring cleaner and healthier environment fo rour children.ବୃନ୍ଦାବନରେ 300ତମ ଖାଦ୍ୟଥାଳି ପରଷିଲେ ପ୍ରଧାନମନ୍ତ୍ରୀ
February 11th, 12:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବୃନ୍ଦାବନ ଗସ୍ତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ବୃନ୍ଦାବନର ଚନ୍ଦ୍ରୋଦୟ ମନ୍ଦିର ପରିସରରେ ଅକ୍ଷୟ ପାତ୍ର ଫାଉଣ୍ଡେସନର 300 କୋଟିତମ ଖାଦ୍ୟପାତ୍ରର ଏକ ଫଳକ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଦୁସ୍ଥ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଉଥିବା 300 କୋଟିତମ ଖାଦ୍ୟଥାଳି ପରିବେଷଣ କରିଛନ୍ତି । ଇସ୍କନ ଅନୁଷ୍ଠାନ ପରିସରରେ ଶ୍ରୀଲ ପ୍ରଭୁପାଦଙ୍କ ବିଗ୍ରହରେ ପ୍ରଧାନମନ୍ତ୍ରୀ ଏହି ଅବସରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।