୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 03:04 pm
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୁଖ୍ୟାଂଶଗୁଡ଼ିକ ନିମ୍ନରେ ଦିଆଗଲା :୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 01:09 pm
ଆଜି ହେଉଛି ସେହି ଶୁଭ ମୁହୂର୍ତ୍ତ, ଯେତେବେଳେ ଆମେ ଦେଶ ପାଇଁ ଜୀବନ ଦେଇଥିବା, ଦେଶର ସ୍ୱାଧୀନତା ପାଇଁ ନିଜକୁ ସମର୍ପଣ କରିଦେଇଥିବା, ଆଜୀବନ ସଂଘର୍ଷ କରିଥିବା, ଫାଶୀର ଖୁଣ୍ଟରେ ଭାରତ ମା’ କୀ ଜୟର ସ୍ଳୋଗାନ ଦେଇ ଅଗଣିତ ସ୍ୱାଧୀନତା ସଂଗ୍ରାମୀ ସାହାସୀକତାର ସହ ଫାଶୀକୁ ଆଲିଙ୍ଗନ କରିଥିଲେ । ଆଜି ସେମାନଙ୍କୁ ସ୍ମରଣ କରିବାର ଏକ ପର୍ବ । ସ୍ୱାଧୀନତା ସଂଗ୍ରାମୀମାନେ ଆଜି ଆମକୁ ସ୍ୱାଧୀନତାର ଏହି ପର୍ବରେ ସ୍ୱତନ୍ତ୍ରତାର ନିଶ୍ୱାସ ନେବାର ସୌଭାଗ୍ୟ ପ୍ରଦାନ କରିଛନ୍ତି । ଦେଶ ସେମାନଙ୍କ ନିକଟରେ ଋଣୀ । ଏଭଳି ପ୍ରତ୍ୟେକ ମହାପୁରୁଷଙ୍କ ପ୍ରତି ଆମେ ଆମର ଶ୍ରଦ୍ଧା ଭାବ ପ୍ରକାଶ କରୁଛୁ ।78ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 07:30 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।ଗୁଜରାଟର ନବସାରୀଠାରେ ଗୁଜରାଟ ଗୌରବ ଅଭିଯାନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 10th, 10:16 am
ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଭାରତମାତା କୀ- ଜୟ, ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମିଷ୍ଟଭାଷୀ ଏବଂ ସଫଳ ଶ୍ରୀ ଭୂପେନ୍ଦ୍ର ପଟେଲ, ସଂସଦରେ ମୋର ବରିଷ୍ଠ ସହଯୋଗୀ ଓ ନବସାରୀର ସାଂସଦ ଏବଂ ଆପଣମାନେ ଗତ ନିର୍ବାଚନରେ ହିନ୍ଦୁସ୍ଥାନରେ ଯାହାଙ୍କୁ ସର୍ବାଧିକ ଭୋଟ ଦେଇ ବିଜୟୀ କରାଇଥିଲେ ଓ ନବସାରୀର ନାମକୁ ଗୌରବାନ୍ୱିତ କରିଥିଲେ, ଆପଣ ସମସ୍ତଙ୍କର ପ୍ରତିନିଧି ଶୀ ସି.ଆର ପାଟିଲ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭଉଣୀ ଦର୍ଶନା ମହୋଦୟା, ଭାରତ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ରାଜ୍ୟ ସରକାରଙ୍କର ସମସ୍ତ ମନ୍ତ୍ରୀଗଣ ଏବଂ ବହୁତ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!PM Launches Multiple Development Projects During 'Gujarat Gaurav Abhiyan' in Navsari
June 10th, 10:15 am
PM Modi participated in a programme 'Gujarat Gaurav Abhiyan’, where he launched multiple development initiatives. The pride of Gujarat is the rapid and inclusive development in the last two decades and a new aspiration born out of this development. The double engine government is sincerely carrying forward this glorious tradition, he said.ବହୁମୁଖୀ ସଂଯୋଗୀକରଣ ପାଇଁ ପିଏମ ଗତିଶକ୍ତି ନ୍ୟାସନାଲ ମାଷ୍ଟର ପ୍ଲାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ
October 13th, 11:55 am
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀ ନୀତିନ ଗଡ଼କରୀ ଜୀ, ଶୀ ପିୟୁଷ ଗୋୟଲ ଜୀ, ଶ୍ରୀ ହରଦୀପ ସିଂ ପୁରୀ ଜୀ, ଶ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଶ୍ରୀ ରାଜକୁମାର ଜୀ ଭିନ୍ନ-ଭିନ୍ନ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ, ଲେଫ୍ଟନାଣ୍ଟ ଗଭର୍ଣ୍ଣାଣ୍ଟ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ, ଉଦ୍ୟୋଗ ଜଗତର ସାଥୀ, ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପିଏମ୍ ଗତିଶକ୍ତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
October 13th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବହୁମୁଖୀ ସଂଯୋଗୀକରଣ ମାଷ୍ଟର ପ୍ଳାନ ଆଜି(ତା୧୩-୧୦-୨୦୨୧) ନୂଆଦିଲ୍ଳୀଠାରେ ଉଦଘାଟନ କରିଛନ୍ତି । ଏଥିସହ ସେ ପ୍ରଗତି ମଇଦାନଠାରେ ନୂତନ ପ୍ରଦର୍ଶନୀ ପରିସରକୁ ମଧ୍ୟ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ନିତୀନ ଗଡକରୀ, ପୀୟୁଷ ଗୋୟଲ, ହରଦୀପ ସିଂପୁରୀ, ସର୍ବାନନ୍ଦ ସୋନୱାଲ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଅଶ୍ୱିନୀ ବୈଷ୍ଣବ, ଆରକେ ସିଂହ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, ରାଜ୍ୟମନ୍ତ୍ରୀ ଓ ବିଶିଷ୍ଟ ଶିଳ୍ପପତିମାନେ ଏଥିରେ ଉପସ୍ଥିତ ଥିଲେ । ଶିଳ୍ପାନୁଷ୍ଠାନରୁ ଶ୍ରୀ କୁମାର ମଙ୍ଗଳମ୍ ବିରଳା (ଆଦିତ୍ୟ ବିରଳାଗ୍ରୁପ ଅଧ୍ୟକ୍ଷ) ଟ୍ରାକ୍ଟର ଓ ଚାଷୋପକରଣର ଅଧ୍ୟକ୍ଷ ଶ୍ରୀମତୀ ମଲ୍ଲିକା ଶ୍ରୀନିବାସନ, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ଟାଟା ଷ୍ଟିଲ) ଶ୍ରୀ ଟି.ଭି. ନରେନ୍ଦ୍ରନ୍, ଭାରତୀୟ ଶିଳ୍ପ ସଂଘର ସଭାପତି ତଥା ସିଭିଗୋର ସହ ପ୍ରତିଷ୍ଠାତା ଶ୍ରୀ ଦୀପକ ଗର୍ଗ ଏହି ଅବସରରେ ସେମାନଙ୍କ ମତାମତ ରଖିଥିଲେ ।ଡିଜିଟାଲ ଇଣ୍ଡିଆ ଅଭିଯାନର ୬ଷ୍ଠ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 01st, 11:01 am
କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବିଶଙ୍କର ପ୍ରସାଦ ମହାଶୟ, ଶ୍ରୀ ସଞ୍ଜୟ ଧୋତ୍ରେ ମହାଶୟ, ଡିଜିଟାଲ ଇଣ୍ଡିଆ ସମେତ ଭିନ୍ନ-ଭିନ୍ନ ପଦକ୍ଷେପ ସହିତ ସାମିଲ ମୋର ସମସ୍ତ ସାଥୀଗଣ, ଭାଇ ଓ ଭଉଣୀମାନେ ! ଡିଜିଟାଲ ଇଣ୍ଡିଆ ଅଭିଯାନର 6 ବର୍ଷ ପୂରଣ ହେବା ଅବସରରେ ଆପଣମାନଙ୍କୁ ବହୁତ-ବହୁତ ଶୁଭକାମନା !‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 01st, 11:00 am
ଡିଜିଟାଲ ଇଣ୍ଡିଆ’ ଅଭିଯାନକୁ ଛଅ ବର୍ଷ ପୂରଣ ହେବା ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନର ହିତାଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଶ୍ରୀ ରବି ଶଙ୍କର ପ୍ରସାଦ ଏବଂ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସଞ୍ଜୟ ଶାମରାଓ ଧୋତ୍ରେ ଉପସ୍ଥିତ ଥିଲେ।PM Modi addresses public meetings in Madurai and Kanyakumari, Tamil Nadu
April 02nd, 11:30 am
PM Modi addressed election rallies in Tamil Nadu's Madurai and Kanyakumari. He invoked MGR's legacy, saying who can forget the film 'Madurai Veeran'. Hitting out at Congress, which is contesting the Tamil Nadu election 2021 in alliance with DMK, PM Modi said, “In 1980 Congress dismissed MGR’s democratically elected government, following which elections were called and MGR won from the Madurai West seat. The people of Madurai stood behind him like a rock.”ନାସକମ୍ ଟେକ୍ନୋଲୋଜି ଓ ନେତୃତ୍ୱ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 17th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।ନାସ୍କମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 17th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।କେରଳରେ ଏକ ପୂର୍ଣ୍ଣାଙ୍ଗ ଅନ୍ତରାଷ୍ଟ୍ରୀୟ କ୍ରୁଜ ଟର୍ମିନାଲ ଉଦ୍ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଭାଷଣ
February 14th, 04:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।କେରଳର କୋଚିରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 14th, 04:39 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚି ଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କେରଳ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟ, ଶ୍ରୀ ଭି. ମୁରଲୀଧରନ୍ ଏହି ଅବସରରେ ଉପସ୍ଥିତ ଥିଲେ।ବିଶ୍ବ ଆର୍ଥିକ ମଞ୍ଚର ଡାଭୋସ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 05:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ବିଶ୍ୱ ଆର୍ଥିକ ଫୋରମର ଡାଭୋସ ଆଲୋଚନାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ “ଚତୁର୍ଥ ଶିଳ୍ପ ବିପ୍ଳବ- ମାନବ ସମାଜର କଲ୍ୟାଣ ସାଧନ ନିମନ୍ତେ ପ୍ରଯୁକ୍ତିର ଉପଯୋଗ” ଶୀର୍ଷକ ଉପରେ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ସଂସ୍ଥାର ସିଇଓମାନଙ୍କ ସହ ମଧ୍ୟ ଭାବ ବିନିମୟ କରିଛନ୍ତି ।ବିଶ୍ୱ ଆର୍ଥିକ ଫୋରମର ଡାଭୋସ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 05:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଯୋଗେ ବିଶ୍ୱ ଆର୍ଥିକ ଫୋରମର ଡାଭୋସ ଆଲୋଚନାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ “ଚତୁର୍ଥ ଶିଳ୍ପ ବିପ୍ଳବ- ମାନବ ସମାଜର କଲ୍ୟାଣ ସାଧନ ନିମନ୍ତେ ପ୍ରଯୁକ୍ତିର ଉପଯୋଗ” ଶୀର୍ଷକ ଉପରେ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ବିଭିନ୍ନ ସଂସ୍ଥାର ସିଇଓମାନଙ୍କ ସହ ମଧ୍ୟ ଭାବ ବିନିମୟ କରିଛନ୍ତି ।ଅହମ୍ମଦାବାଦ ମେଟ୍ରୋ ରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଏବଂ ସୁରତ୍ ମେଟ୍ରୋ ରେଳ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଭୂମିପୂଜ
January 18th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଅହମ୍ମଦାବାଦ ମେଟ୍ରୋରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଓ ସୁରତ୍ ମେଟ୍ରୋ ରେଳ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ହୋଇଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଆବାସ ଓ ସହରୀକରଣ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ଅହମ୍ମଦାବାଦ ମେଟ୍ରୋ ଦ୍ୱିତୀୟ ଫ୍ରେଜ୍ ଏବଂ ସୁରତ୍ ମେଟ୍ରୋ ପ୍ରକଳ୍ପର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 18th, 10:30 am
ଉତ୍ତରାୟଣ ଆରମ୍ଭରୁ ଆଜି ମୁଁ ଅହମ୍ମଦାବାଦ ଏବଂ ସୁରତକୁ ଅତ୍ୟନ୍ତ ମୂଲ୍ୟବାନ ଉପହାର ଦେଇଛି । ଦେଶର ଦୁଇଟି ବ୍ୟବସାୟିକ କେନ୍ଦ୍ର ଅହମ୍ମଦାବାଦ ଏବଂ ସୁରତ୍ରେ ଯୋଗଯୋଗ କ୍ଷେତ୍ରକୁ ମେଟ୍ରୋ ସେବା ସୁଦୃଢ କରିପାରିବ । ଗତକାଲି କେଓଡିଆକୁ ସଂଯୋଗ କରୁଥିବା ନୂତନ ରେଳପଥ ଏବଂ ନୂଆ ଟ୍ରେନ ଚଳାଚଳର ଆରମ୍ଭ ହୋଇଛି । ଅହମ୍ମଦାବାଦରୁ ମଧ୍ୟ ଆଧୁନିକ ଜନଶତାବ୍ଦୀ ଏକ୍ସପ୍ରେସ ବର୍ତ୍ତମାନ କେଓଡିଆ ପର୍ଯ୍ୟନ୍ତ ଯିବ । ଏହିସବୁର ଶୁଭାରମ୍ଭ ପାଇଁ ମୁଁ ଗୁଜରାତର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଜଣାଉଛି ।The digital potential of our nation is unparalleled, perhaps even in the history of mankind: PM
December 08th, 11:00 am
PM Modi addressed India Mobile Congress via video conferencing. PM Modi said it is important to think and plan how do we improve lives with the upcoming technology revolution. Better healthcare, Better education, Better information and opportunities for our farmers, Better market access for small businesses are some of the goals we can work towards, he added.ଇଣ୍ଡିଆ ମୋବାଇଲ କଂଗ୍ରେସ 2020ର ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 08th, 10:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ସି) 2020ରେ ଉଦ୍ଘାଟନୀ ଅଭିଭାଷଣ ପ୍ରଦାନ କରିଛନ୍ତି । ଚଳିତବର୍ଷ ଆଇଏମ୍ସିର ବାର୍ତ୍ତା ହେଉଛି- ‘ଇନ୍କ୍ଳୁସିଭ ଇନୋଭେସନ- ସ୍ମାର୍ଟ, ସିକିଓର, ସସ୍ଟେନେବୁଲ’ । ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଗଠନ ଲକ୍ଷ୍ୟରେ ଯେଉଁ ଡିଜିଟାଲ ସମାବେଶୀତା, ନିରନ୍ତର ବିକାଶ, ଉଦ୍ୟମୀତା ଓ ନବସୃଜନର ଯେଉଁ ଲକ୍ଷ୍ୟ ରହିଛି ତାହାକୁ ପ୍ରୋତ୍ସାହିତ କରିବା ପାଇଁ ମୋବାଇଲ କଂଗ୍ରେସ ପକ୍ଷରୁ ଏହି ବାର୍ତ୍ତା ପ୍ରସ୍ତୁତ କରାଯାଇଛି । ଏହା ମଧ୍ୟ ଟେଲିକମ୍ କ୍ଷେତ୍ରରେ ବିଦେଶୀ ଓ ସ୍ଥାନୀୟ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ସହ ଏ କ୍ଷେତ୍ରରେ ଗବେଷଣା ଓ ଉନ୍ନୟନକୁ ପ୍ରୋତ୍ସାହିତ କରିବାକୁ ଅଭିପ୍ରେତ ।