ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 26th, 11:28 pm
ଏକ ଅଦ୍ଭୁତ ଦୃଶ୍ୟ ମୋ ସମ୍ମୁଖରେ ଅଛି । ହେଉଛି ଭବ୍ୟ, ହେଉଛି ବିରାଟ, ହେଉଛି ବିହଙ୍ଗମ । ଆଉ ଆଜିର ଏ ଯେଉଁ ଅବସର ଅଛି, ଏହା ପଛରେ ଯେଉଁ କଳ୍ପନା ରହିଛି, ଏବଂ ଆଜି ଆମ ଆଖି ସାମ୍ନାରେ ସେହି ସ୍ୱପ୍ନକୁ ସାକାର ହେଉଥିବା ଦେଖୁଛେ, ସେତେବେଳେ ମୋତେ ଏକ ପ୍ରସିଦ୍ଧ କବିତା ପଂକ୍ତି ଗୁଣୁଗୁଣେଇବାକୁ ଇଚ୍ଛା ହେଉଛି:-ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
July 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିଛନ୍ତି । ସେ ଜି -୨୦ ମୁଦ୍ରା ଏବଂ ଜି -୨୦ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଡ୍ରୋନ୍ ମାଧ୍ୟମରେ କରାଯାଇଥିବା ସମ୍ମିଳନୀ କେନ୍ଦ୍ରର ନାମକରଣ ଭାରତ ମଣ୍ଡପମ୍” ତଥା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସମାରୋହର ସାକ୍ଷୀ ରହିଥିଲେ । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ଜାତୀୟ ପ୍ରକଳ୍ପ ଭାବରେ ବିକଶିତ ହୋଇଥିବା ପ୍ରଗତି ମଇଦାନରେ ଥିବା ନୂତନ ଆଇଇସିସି ସୌଧ ଭାରତକୁ ଏକ ବିଶ୍ୱ ବ୍ୟବସାୟ ସ୍ଥଳ ଭାବରେ ପରିଣତ କରିବାରେ ସାହାଯ୍ୟ କରିବ ।Lothal a symbol of India's maritime power and prosperity: PM Modi
October 18th, 07:57 pm
PM Modi reviewed the work in progress at the site of National Maritime Heritage Complex at Lothal, Gujarat. Highlighting the rich and perse maritime heritage of India that has been around for thousands of years, the PM talked about the Chola Empire, Chera Dynasty and Pandya Dynasty from South India who understood the power of marine resources and took it to unprecedented heights.ଗୁଜରାଟର ଲୋଥାଲଠାରେ ଜାତୀୟ ସାମୁଦ୍ରିକ ଐତିହ୍ୟ ପରିସର କାର୍ଯ୍ୟ ଅଗ୍ରଗତି ନେଇ ଆଭାସୀ ଜରିଆରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
October 18th, 04:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଲୋଥାଲଠାରେ ଆଜି ଭାରତୀୟ ସାମୁଦ୍ରିକ ଐତିହ୍ୟ ପରିସରର କାର୍ଯ୍ୟର ସମୀକ୍ଷା ଆଭାସୀ ମାଧ୍ୟମରେ ଏକ ଡ୍ରୋନ ସାହାଯ୍ୟରେ କରିଛନ୍ତି ।When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।Double Engine Sarkar is the one for the poor, the farmers and the youth: PM Modi
February 20th, 01:41 pm
Prime Minister Narendra Modi today addressed public meetings in Hardoi and Unnao, Uttar Pradesh. Addressing his first rally in Hardoi, PM Modi appreciated the enthusiasm of the people and highlighted the connection, the people of Hardoi have with the festival of Holi, “I know, this time the people of Hardoi, the people of UP are preparing to play Holi with colours twice.”PM Modi addresses public meetings in Hardoi and Unnao, Uttar Pradesh
February 20th, 01:30 pm
Prime Minister Narendra Modi today addressed public meetings in Hardoi and Unnao, Uttar Pradesh. Addressing his first rally in Hardoi, PM Modi appreciated the enthusiasm of the people and highlighted the connection, the people of Hardoi have with the festival of Holi, “I know, this time the people of Hardoi, the people of UP are preparing to play Holi with colours twice.”ଭିଡିଓ କନଫରେନ୍ସିଂ ଜରିଆରେ ସାଂସଦଙ୍କ ପାଇଁ ବହୁତଳ ଫ୍ଲାଟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 23rd, 11:27 am
ଲୋକସଭା ବାଚସ୍ପତି ଶ୍ରୀ ଓମ ବିର୍ଲା ଜୀ, ମୋର କ୍ୟାବିନେଟ ସହଯୋଗୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଜୀ, ଶ୍ରୀ ହରଦୀପ ସିଂ ପୁରୀ ଜୀ, ଏହି ସମିତିର ଅଧ୍ୟକ୍ଷ ଶ୍ରୀ ସି.ଆର. ପାଟିଲ ଜୀ, ସାଂସଦ, ଭାଇ ଓ ଭଉଣୀମାନେ!! ଦିଲ୍ଲୀରେ ଜନ ପ୍ରତିନିଧିମାନଙ୍କ ପାଇଁ ଏହି ନୂଆ ଆବାସିକ ସୁବିଧାର ଉଦଘାଟନ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା। ଆଜି ଆଉ ଏକ ସୁଖଦ ସଂଯୋଗ ମଧ୍ୟ। ଆଜି ଆମର ସଂକଳ୍ପବଦ୍ଧ ଏବଂ ସ୍ୱଳ୍ପଭାଷୀ ବାଚସ୍ପତି ଶ୍ରୀ ଓମ ବିର୍ଲା ଜୀଙ୍କ ଜନ୍ମଦିନ ମଧ୍ୟ। ଓମ ଜୀଙ୍କୁ ଅନେକ ଅନେକ ଶୁଭେଚ୍ଛା। ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଆପଣ ସୁସ୍ଥ ଏବଂ ଦୀର୍ଘଜୀବୀ ହୁଅନ୍ତୁ ଏବଂ ଦେଶ ସେବା ଜାରି ରଖନ୍ତୁ ।ସାଂସଦମାନଙ୍କ ନିମନ୍ତେ ବହୁତଳ ବିଶିଷ୍ଟ ଫ୍ଲାଟ୍ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 23rd, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସାଂସଦମାନଙ୍କ ନିମନ୍ତେ ନିର୍ମିତ ବହୁତଳ ଫ୍ଲାଟଗୁଡ଼ିକର ଉଦଘାଟନ କରିଛନ୍ତି । ଏହିସବୁ ଫ୍ଲାଟ ନୂଆଦିଲ୍ଲୀର ଡକ୍ଟର ବି ଡ଼ି ମାର୍ଗରେ ନିର୍ମିତ ହୋଇଛି । 80 ବର୍ଷରୁ ଅଧିକ ପୁରୁଣା ଆଠଟି ବଙ୍ଗଳାକୁ ଭାଙ୍ଗି ଏହା ସ୍ଥାନରେ ସେଠାରେ ମୋଟ 76ଟି ଫ୍ଲାଟ ନିର୍ମିତ ହୋଇଛି ।My Diwali is not complete without being with the soldiers: PM at Longewala
November 14th, 11:28 am
PM Narendra Modi, continuing his tradition of spending Diwali with the armed forces interacted and addressed the soldiers at the Indian border post of Longewala. He said his Diwali is complete only when he is with the soldiers. He also greeted the brave mothers and sisters and paid tribute to their sacrifice.PM spends Diwali with soldiers in forward areas
November 14th, 11:27 am
PM Narendra Modi, continuing his tradition of spending Diwali with the armed forces interacted and addressed the soldiers at the Indian border post of Longewala. He said his Diwali is complete only when he is with the soldiers. He also greeted the brave mothers and sisters and paid tribute to their sacrifice.ପୋଲିସ ସ୍ମୃତି ଦିବସରେ ଶହୀଦ ପୋଲିସ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 21st, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୋଲିସ ସ୍ମୃତି ଦିବସରେ କାର୍ଯ୍ୟରତ ସମୟରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ବିଜେପି ସରକାର ସର୍ବଦା ଗରିବ ଏବଂ ମହିଳାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିଛନ୍ତି : ପ୍ରଧାନମନ୍ତ୍ରୀ ମୋଦୀ
February 04th, 03:09 pm
ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀର ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି
February 04th, 03:08 pm
ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।ଜମ୍ମୁ ଓ କଶ୍ମୀରକୁ ଭାରତର ମୁକୁଟ ବର୍ଣ୍ଣନା କଲେ ପ୍ରଧାନମନ୍ତ୍ରୀ
January 28th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଲେ, ୟଙ୍ଗ୍ ଇଣ୍ଡିଆ ସମସ୍ୟାକୁ ଟାଳିବା ପାଇଁ ନୁହେଁ, ବିଚ୍ଛିନ୍ନତାବାଦ ଓ ଆତଙ୍କବାଦ ସହ ଲଢ଼େଇ କରିବା ପାଇଁ ଇଚ୍ଛା ରଖିଛି । ସେ ଆଜି ଦିଲ୍ଲୀରେ ଏନସିସି ରାଲିକୁ ସମ୍ବୋଧନ କରୁଥିଲେ ।ନ୍ୟାସନାଲ କ୍ୟାଡେଟ୍ କର୍ପସ ରାଲିରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
January 28th, 12:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ନ୍ୟାସନାଲ କ୍ୟାଡେଟ୍ କର୍ପସ (NCC) ରାଲିରେ ଯୋଗଦେଇଥିଲେ । ରାଲିରେ ପ୍ରଧାନମନ୍ତ୍ରୀ ଗାର୍ଡ ଅଫ୍ ଅନରର ତଦାରଖ କରିଥିଲେ ଏବଂ ଦେଶର ବିଭିନ୍ନ ଏନସିସି ଟିମ୍ ତଥା ଅନ୍ୟ ବନ୍ଧୁ ଓ ପଡ଼ୋଶୀ ରାଷ୍ଟ୍ରରୁ ଆସିଥିବା କ୍ୟାଡେଟ୍ ଦ୍ୱାରା ମାର୍ଚ୍ଚ ପାଷ୍ଟର ସମୀକ୍ଷା କରିଥିଲେ ।ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 12:07 pm
ମୋର କ୍ୟାବିନେଟ ସହଯୋଗୀ ଶ୍ରୀ ରାଜନାଥ ସିଂହଜୀ, ଶ୍ରୀପଦ ୟେଶୋ ନାୟକଜୀ, ଚିଫ୍ ଅଫ୍ ଡ଼ିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାୱତଜୀ, ତିନି ବାହିନୀର ଉଚ୍ଚ ପଦାଧିକାରୀଗଣ, ପ୍ରତିରକ୍ଷା ସଚିବ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମହା ନିର୍ଦ୍ଦେଶକ, ବନ୍ଧୁ ରାଷ୍ଟ୍ରମାନଙ୍କରୁ ଆସିଥିବା ଆମର ଅତିଥିଗଣ ;ଏବଂ ଦେଶର କୋଣ ଅନୁକୋଣରୁ ଆସି ଏଠାରେ ଉପସ୍ଥିତ ଏନସିସିର ମୋର ଯୁବ ସାଥୀଗଣ,ଦିଲ୍ଲୀରେ ଆୟୋଜିତ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ରାଲିରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
January 28th, 12:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଜାତୀୟ ସମରଶିକ୍ଷାର୍ଥୀ ବାହିନୀ (ଏନସିସି)ର ରାଲିରେ ଅଂଶଗ୍ରହଣ କରିଛନ୍ତି ।I get inspiration from you: PM Modi to winners of Rashtriya Bal Puraskar
January 24th, 11:24 am
Prime Minister Shri Narendra Modi interacted with recipients of Rashtriya Bal Puraskar, here today.