୧୯ ଅକ୍ଟୋବରରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ରର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
October 18th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୯ ଅକ୍ଟୋବର, ୨୦୨୩ରେ ମହାରାଷ୍ଟ୍ରରେ ୫୧୧ଟି ପ୍ରମୋଦ ମହାଜନ ଗ୍ରାମୀଣ କୌଶଲ୍ୟ ବିକାଶ କେନ୍ଦ୍ର ଶୁଭାରମ୍ଭ କରିବେ। ମହାରାଷ୍ଟ୍ରର ୩୪ଟି ଗ୍ରାମୀଣ ଜିଲ୍ଲାରେ ଏହି କେନ୍ଦ୍ରଗୁଡିକ ପ୍ରତିଷ୍ଠା କରାଯାଉଛି।ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 09th, 12:18 pm
କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଲୋକସଭା ସାଂସଦ ତଥା ସଂସଦୀୟ ଜୀବନରେ ଜଣେ ଉତ୍ତମ ସାଂସଦ ଭାବେ କାମ କରି ଅନ୍ୟମାନଙ୍କ ପାଇଁ ଜ୍ବଳନ୍ତ ଉଦାହରଣ ସୃଷ୍ଟି କରିଥିବା ଭାଇ ଭର୍ତ୍ତୃହରି ମହତାବ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ୟ ବରିଷ୍ଠ ମହାନୁଭବ, ଭାଇ ଓ ଭଉଣୀମାନେ! ମୋ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ମୋତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହାତାବ ଜୀଙ୍କ ସହ ଜଡ଼ିତ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ଅବସର ମିଳିଛି। ପାଖାପାଖି ଦେଢ଼ ବର୍ଷ ପୂର୍ବେ ଆମେ ସମସ୍ତେ ‘ଉତ୍କଳ କେଶରୀ’ ହରେକୃଷ୍ଣ ମହତାବ ଜୀଙ୍କ 120ତମ ଜୟନ୍ତୀକୁ ଏକ ବହୁତ ବଡ଼ ପ୍ରେରଣାର ଅବସର ରୂପରେ ପାଳନ କରିଥିଲୁ। ଆଜି ଆମେ ତାଙ୍କ ପ୍ରସିଦ୍ଧ ପୁସ୍ତକ “ଓଡ଼ିଶା ଇତିହାସ”ର ହିନ୍ଦୀ ସଂସ୍କରଣକୁ ଲୋକାର୍ପଣ କରୁଛୁ। ଓଡ଼ିଶାର ବ୍ୟାପକ ଏବଂ ବିବିଧତାପୂର୍ଣ୍ଣ ଇତିହାସ ଦେଶର ଲୋକମାନଙ୍କ ନିକଟରେ ପହଞ୍ଚୁ, ଏହା ଅତ୍ୟନ୍ତ ଆବଶ୍ୟକ। ଓଡ଼ିଆ ଓ ଇଂରାଜୀ ପରେ ହିନ୍ଦୀ ସଂସ୍କରଣ ଜରିଆରେ ଆପଣମାନେ ଏହି ଆବଶ୍ୟକତାକୁ ପୂରଣ କରିଛନ୍ତି। ମୁଁ ଏହି ଅଭିନବ ପ୍ରୟାସ ପାଇଁ ଭାଇ ଭର୍ତ୍ତୃହରି ମହତାବ, ହରେକୃଷ୍ଣ ମହତାବ ଫାଉଣ୍ଡେସନ ଓ ବିଶେଷ କରି ଶଙ୍କରଲାଲ ପୁରୋହିତଙ୍କୁ ଧନ୍ୟବାଦ ଜଣାଉଛି ଏବଂ ହାର୍ଦ୍ଦିକ ଶୁଭକାମନା ମଧ୍ୟ ଜ୍ଞାପନ କରୁଛି।ଡକ୍ଟର ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶା ଇତିହାସର ହିନ୍ଦୀ ସଂସ୍କରଣ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚି
April 09th, 12:17 pm
ଉତ୍କଳ କେଶରୀ ଡକ୍ଟର ହରକେୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ଓଡିଶାର ଇତିହାସର ହିନ୍ଦୀ ଅନୁବାଦ ଓ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉନ୍ମୋଚନ କରିଛନ୍ତି । ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ ଏହି ପୁସ୍ତକକୁ ଶ୍ରୀ ଶଙ୍କରଲାଲ ପୁରୋହିତ ହିନ୍ଦୀରେ ଅନୁବାଦ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ଲୋକସଭା ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ଥିଲେ ।PM Modi addresses public meeting in Palakkad, Kerala
March 30th, 11:30 am
Kickstarting his first public meeting ahead of assembly polls in Kerala’s Palakkad, PM Modi took a swipe at LDF and UDF and accused them of having a friendly agreement. About LDF it can be said: Judas betrayed Lord Christ for a few pieces of silver. LDF has betrayed Kerala for a few pieces of gold, PM Modi said in his address.ଶିକ୍ଷା କ୍ଷେତ୍ରରେ ବଜେଟ ବ୍ୟୟବରାଦର କାର୍ଯ୍ୟକାରିତା ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:15 am
ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି ।ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟବରାଦର ପ୍ରଭାବୀ କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:14 am
ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି ।Skill, reskill and upskill in order to remain relevant in the rapidly changing environment: PM
July 15th, 11:10 am
In his message to the Digital Skills Conclave held on the occasion of the World Youth Skills Day and the fifth anniversary of ‘Skill India’ mission, Prime Minister Modi exhorted the youth to Skill, Reskill and Upskill in order to remain relevant in the rapidly changing business environment and market conditions.Prime Minister, on the occasion of World Youth Skills Day, exhorts Youth to Skill, Reskill and Upskill
July 15th, 11:09 am
In his message to the Digital Skills Conclave held on the occasion of the World Youth Skills Day and the fifth anniversary of ‘Skill India’ mission, Prime Minister Modi exhorted the youth to Skill, Reskill and Upskill in order to remain relevant in the rapidly changing business environment and market conditions.ଇସ୍ରାଏଲ ସହିତ ଆମର ସମ୍ପର୍କ ପରସ୍ପର ବିଶ୍ୱାସ ଉପରେ ଆଧାରିତ :ପ୍ରଧାନମନ୍ତ୍ରୀ ମୋଦୀ
July 05th, 10:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଇସ୍ରାଏଲ ରାଜଧାନୀ ତେଲ୍ ଆଭିଭ୍ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ପ୍ରବାସୀ ଭାରତୀଙ୍କୁ ଉଦ୍ବୋଧନ ଦେଇଥିଲେ । ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ସେ ଇସ୍ରାଏଲ ଆସିଥିବା ଏବଂ ଦେଶ ସ୍ୱାଧୀନ ହେବାର 70 ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ସେ ଇସ୍ରାଏଲ ପହଞ୍ଚିଥିବା କହି ପ୍ରଧାନମନ୍ତ୍ରୀ ନିଜ ଅଭିଭାଷଣ ଆରମ୍ଭ କରିଥିଲେ ।The aim of my Government is reform, perform and transform : PM Modi
July 05th, 06:56 pm
PM Narendra Modi addressed a community event in Tel Aviv. Appreciating Israel in its development journey, Prime Minister Modi remarked, “Israel has shown that more than size, it is the spirit that matters. Jewish community has enriched India with their contribution in various fields.” PM Modi also thanked PM Netanyahu and Government of Israel for their warm hospitality.ସୋସିଆଲ ମିଡିଆ କର୍ଣ୍ଣର 11 ଏପ୍ରିଲ 2017
April 11th, 09:01 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।Social Media Corner 16th July
July 16th, 07:44 pm
Social Media Corner 23rd June 2016
June 23rd, 06:06 pm
First Meeting of Governing Council of National Skill Development Mission held under Chairmanship of Hon’ble Prime Minister of India, Shri Narendra Modi
June 02nd, 07:06 pm
#VikasKaBudget: Know more about Budget 2016
February 29th, 03:21 pm
PM's remarks at the Launch of "Skill India"
July 15th, 08:50 pm
Text of PM's remarks at the Launch of "Skill India"
July 15th, 08:33 pm