ଜାତୀୟ କ୍ରୀଡା ଦିବସରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

August 29th, 10:25 am

ଜାତୀୟ କ୍ରୀଡା ଦିବସ ଅବସରରେ ନାଗରିକମାନଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନ ଚାନ୍ଦଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଜାତୀୟ କ୍ରୀଡ଼ା ଦିବସରେ ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 29th, 08:54 am

ଜାତୀୟ କ୍ରୀଡ଼ା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

January 02nd, 01:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍‌, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍‌, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।

ଉତ୍ତରପ୍ରଦେଶର ମିରଟ୍‌ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

January 02nd, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍‌, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍‌, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।

ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

August 29th, 11:30 am

ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |

ପାରାଲିମ୍ପିକ୍ସ ଗେମ୍ସର ଟେବଲ ଟେନିସରେ ରୌପ୍ୟ ପଦକ ବିଜେତା ଭାବିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

August 29th, 09:06 am

ପାରାଲିମ୍ପିକ୍ସ ଗେମ୍ସ, ଟୋକିଓରେ ଟେବଲ ଟେନିସରେ ରୌପ୍ୟ ପଦକ ବିଜେତା ଭାବିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ାବିତମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା; ମେଜର ଧ୍ୟାନଚାନ୍ଦଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି

August 29th, 10:34 am

ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦେଶର ତମାମ କ୍ରୀଡ଼ାବିତମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତର କିମ୍ବଦନ୍ତୀ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଫିଟ୍ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 29th, 10:01 am

କିଛି ଲୋକଙ୍କୁ ତ ଲାଗୁଥିବ କି ଆମେ ତ ସ୍କୁଲ ଯାଉନାହୁଁ, କଲେଜ ଯାଉନାହୁଁ, କିନ୍ତୁ ମୋଦୀ ମହାଶୟ କେବଳ ବିଦ୍ୟାର୍ଥୀମାନଙ୍କୁ କହିଲେ କାହିଁକି । ଆପଣମାନେ ଏଠାକୁ ଆସିଛନ୍ତି, ବୟସ ଯାହାର ଯାହା ମଧ୍ୟ ହେଉ, କିନ୍ତୁ ମୋର ବିଶ୍ୱାସ ରହିଛି ଆପଣମାନଙ୍କ ଭିତରର ବିଦ୍ୟାର୍ଥୀ ଆଜି ମଧ୍ୟ ଜୀବିତ ରହିଛି ।

ଫିଟ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

August 29th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ କ୍ରୀଡା ଦିବସ ଅବସରରେ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ଫିଟ ଇଣ୍ଡିଆ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଦେଶବାସୀ ଫିଟନେସକୁ ନିଜ ଜୀବନ ଶୈଳୀର ଅଂଶବିଶେଷ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଆଗ୍ରହ ପ୍ରକାଶ କରିଛନ୍ତି ।

ମନର କଥା 2.0(ଦ୍ଵିତୀୟ ଅଧ୍ୟାୟ) ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’ର ଓଡ଼ିଆ ଭାଷାନ୍ତର

August 25th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆମ ଦେଶ ଆଜିକାଲି ଗୋଟିଏ ପଟେ ବର୍ଷାର ଆନନ୍ଦ ଉପଭୋଗ କରୁଛି, ତ ଅନ୍ୟପଟେ ଭାରତର କୋଣ ଅନୁକୋଣରେ କୌଣସି ନା କୌଣସି ପ୍ରକାର ଉତ୍ସବ, ମେଳା ଆଦି ଚାଲିଛି ଯାହା ପ୍ରାୟ ଦୀପାବଳୀ ପର୍ଯ୍ୟନ୍ତ ଚାଲିବ । ହୁଏତ ଆମ ପୂର୍ବପୁରୁଷମାନେ ଋତୁ ଚକ୍ର, ଅର୍ଥ ଚକ୍ର ଏବଂ ସାମାଜିକ ଜୀବନର ବ୍ୟବସ୍ଥାକୁ ଏତେ ସୁନ୍ଦର ଭାବେ ଗଢ଼ିଛନ୍ତି ଯେମିତି, କୌଣସି ପରିସ୍ଥିତିରେ ସମାଜରେ ମାନ୍ଦାପଣ ସୃଷ୍ଟି ନ ହୁଏ ।

ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ାପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

August 29th, 09:42 am

ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡ଼ା ପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ାବିତ ଓ କ୍ରୀଡ଼ାପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ;

August 29th, 11:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡ଼ା ଦିବସ ଅବସରରେ ସମସ୍ତ କ୍ରୀଡ଼ାବିତ ଓ କ୍ରୀଡ଼ାପ୍ରେମୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।