ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।Voting for Congress means putting Haryana's stability and development at risk: PM Modi in Sonipat
September 25th, 12:48 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.PM Modi addresses a massive gathering in Sonipat, Haryana
September 25th, 12:00 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 19th, 06:33 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।ବାରଣାସୀରେ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 23rd, 02:11 pm
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଜୀ, ମଞ୍ଚରେ ଉପସ୍ଥିତ ୟୁପି ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ, ପ୍ରତିନିଧି, କ୍ରୀଡ଼ା ଜଗତର ବିଶିଷ୍ଟ ଅତିଥି ଏବଂ କାଶୀର ମୋର ପ୍ରିୟ ପରିବାର ସଦସ୍ୟମାନେ!ଉତ୍ତରପ୍ରଦେଶର ବାରଣାସୀରେ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
September 23rd, 02:10 pm
ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପୁଣି ଥରେ ବାରଣାସୀ ଗସ୍ତ କରିବାର ସୁଯୋଗ ପାଇ ଆନନ୍ଦ ପ୍ରକାଶ କରିବା ସହ ଏହି ସହରରେ ଆନନ୍ଦର ଶବ୍ଦ ବାହାରେ ବୋଲି କହିଥିଲେ । ଗତ ମାସ ୨୩ ତାରିଖରେ ଚନ୍ଦ୍ରଯାନ ଚନ୍ଦ୍ରରେ ଅବତରଣ କରିଥିବା ଚନ୍ଦ୍ରର ଶିବ ଶକ୍ତି ପଏଣ୍ଟରେ ପହଞ୍ଚିବାର ଠିକ୍ ଏକ ମାସ ପରେ ସେ କାଶୀ ଗସ୍ତରେ ଆସୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ କହିଥିଲେ, ଶିବ ଶକ୍ତିର ଗୋଟିଏ ସ୍ଥାନ ଚନ୍ଦ୍ରରେ ଥିବା ବେଳେ ଅନ୍ୟଟି କାଶୀରେ ଅଛି।ଜୟପୁର ଠାରେ ଖେଳ ମହାକୁମ୍ଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 05th, 05:13 pm
ସର୍ବପ୍ରଥମେ ଜୟପୁର ମହାଖେଳରେ ମେଡାଲ ଜିତିଥିବା, ଏହି ପ୍ରତିଯୋଗୀତାରେ ସାମିଲ ହୋଇଥିବା ପ୍ରତ୍ୟକ ଖେଳାଳି, ପ୍ରଶିକ୍ଷକ ଏବଂ ତାଙ୍କର ପରିଜନମାନଙ୍କୁ ବହୁତ ବହୁତ ଶୁଭେଚ୍ଛା, ଆପଣ ସମସ୍ତେ ଜୟପୁରର ଖେଳ ପଡ଼ିଆରେ କେବଳ ଖେଳିବାକୁ ଓହ୍ଲାଇନାହାନ୍ତି, ଆପଣ ଜିତିବାକୁ ମଧ୍ୟ ଓହ୍ଲାଇଛନ୍ତି । ଏବଂ ଯେଉଁଠାରେ ଶିଖିବାକୁ ମିଳିଥାଏ, ସେଠାରେ ଜିତିବା ନିଜେ ନିଜେ ସୁନିଶ୍ଚିତ ହୋଇ ଯାଇଥାଏ । ଖେଳ ପଡ଼ିଆରେ କୌଣସି ମଧ୍ୟ ଖେଳାଳି, କାଲି ହାତରେ ଫେରି ନ ଥାଏ ।ଜୟପୁର ମହାଖେଳରେ ପ୍ରଧାନମନ୍ତ୍ରୀଙ୍କ ଆଭାସୀ ଉଦ୍ବୋଧନ “ଶିକ୍ଷା ଲାଭ କରିଥିଲେ ବିଜୟ ସୁନିଶ୍ଚିତ କରି ହେବ”
February 05th, 12:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି(୦୫.୦୨. ୨୦୨୩) ଆଭାସୀ ମାଧ୍ୟମରେ ଜୟପୁର ମହାଖେଳକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ସେ ଏକ କବାଡି ପ୍ରତିଯୋଗିତା ମଧ୍ୟ ଦେଖିଥିଲେ । ଜୟପୁର ଗ୍ରାମୀଣ ଲୋକସଭା ସଦସ୍ୟ ଶ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର ଏହି ମହାଖେଳ ୨୦୧୭ ମସିହାରୁ ଆୟୋଜନ କରି ଆସୁଛନ୍ତି ।ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତର ପ୍ରଦେଶର ବସ୍ତିରେ ଦ୍ୱିତୀୟ ସାଂସଦ ଖେଳ ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
January 18th, 04:39 pm
ୟୁପିର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ସଂସଦରେ ମୋର ସହକର୍ମୀ ଆମର ଯୁବ ବନ୍ଧୁ ଭାଇ ହରିଶ ଦ୍ୱିବେଦୀ ଜୀ, ବିଭିନ୍ନ ଖେଳର ଖେଳାଳି, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ, ଅନ୍ୟ ସମସ୍ତ ଜନପ୍ରତିନିଧି, ଅନ୍ୟ ସମସ୍ତ ବରିଷ୍ଠ ମାନ୍ୟଗଣ୍ୟ ଏବଂ ବିଶାଳ ସଂଖ୍ୟାରେ ମୁଁ ଏଠାରେ ଯୁବଗୋଷ୍ଠୀଙ୍କୁ ଦେଖୁଛି । ସବୁ ସ୍ଥାନରେ କେବଳ ଯୁବକ ଏବଂ ଯୁବକମାନେ ହିଁ ଅଛନ୍ତି । ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ବସ୍ତି ଜିଲ୍ଲାରେ ସାଂସଦ ଖେଳ ମହାକୁମ୍ଭ ଦ୍ୱିତୀୟ ପର୍ଯ୍ୟାୟ ୨୦୨୨-୨୩ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 18th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଂସଦ ମହାକୁମ୍ଭ ୨୦୨୨-୨୩ର ଦ୍ୱିତୀୟ ପର୍ଯ୍ୟାୟକୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଜି (୧୮.୦୧.୨୦୨୩) ଉଦ୍ଘାଟନ କରିଛନ୍ତି । ବସ୍ତିର ଲୋକସଭା ସଦସ୍ୟ ଶ୍ରୀ ହରିଶ ଦ୍ୱିବେଦୀ ୨୦୨୧ ମସିହାଠାରୁ ବସ୍ତି ଜିଲ୍ଲାରେ ସାଂସଦ ଖେଳ ମହାକୁମ୍ଭର ଆୟୋଜନ କରିଆସୁଛନ୍ତି । ଖେଳ ମହାକୁମ୍ଭ ଉଭୟ ଇନ୍ଡୋର ଓ ଆଉଟଡୋର କ୍ରୀଡାର ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିଥାଏ । ସେଗୁଡିକ ମଧ୍ୟରେ କୁସ୍ତି, କବାଡି, ଖୋ ଖୋ, ବାସ୍କେଟବଲ, ଫୁଟବଲ, ହକି, ଭଲିବଲ, ହ୍ୟାଣ୍ଡବଲ, ଚେସ୍, କ୍ୟାରୋମ, ବ୍ୟାଡମିଣ୍ଟନ, ଟେବୁଲ ଟେନିସ ଇତ୍ୟାଦି ଅନ୍ତର୍ଭୁକ୍ତ । ଏହା ବ୍ୟତୀତ ଖେଳ ମହାକୁମ୍ଭରେ ପ୍ରବନ୍ଧ ଲିଖନ, ଚିତ୍ରକଳା, ରଙ୍ଗୋଲୀ ଅଙ୍କନ ଇତ୍ୟାଦି ମଧ୍ୟ ଆୟୋଜିତ ହୋଇଥାଏ।ଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 06:40 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।