ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 07th, 08:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଭାରତ: ପରବର୍ତ୍ତୀ ଦଶନ୍ଧି ।India's path to development will be strong through a developed Tamil Nadu: PM Modi
March 04th, 06:08 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.PM Modi addresses a public meeting in Chennai, Tamil Nadu
March 04th, 06:00 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.ମାର୍ଚ୍ଚ ୪-୬ ରେ ତେଲେଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 03rd, 11:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ମାର୍ଚ୍ଚ ୪-୬, ୨୦୨୪ରେ ତେଲଙ୍ଗାନା, ତାମିଲନାଡୁ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ ।ପଶ୍ଚିମବଙ୍ଗର କୃଷ୍ଣାନଗରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 11:00 am
ଆଜି ଆମେ ପଶ୍ଚିମବଙ୍ଗକୁ ଏକ ବିକଶିତ ରାଜ୍ୟ ରେ ପରିଣତ କରିବା ଦିଗରେ ଆଉ ଏକ ପଦକ୍ଷେପ ନେଉଛୁ । ଗତକାଲି ମୁଁ ବଙ୍ଗଳାର ସେବା କରିବା ପାଇଁ ଆରାମବାଗରେ ଉପସ୍ଥିତ ଥିଲି । ସେଠାରୁ ପ୍ରାୟ ୭ ହଜାର କୋଟି ଟଙ୍କାର ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲି। ସେଥିମଧ୍ୟରୁ ରେଳବାଇ, ବନ୍ଦର, ପେଟ୍ରୋଲିୟମ ସମ୍ବନ୍ଧୀୟ ଅନେକ ବଡ଼ ଯୋଜନା ଥିଲା। ଆଉ ଆଜି ପୁଣି ଥରେ ମୋତେ ପ୍ରାୟ ୧୫ ହଜାର କୋଟି ଟଙ୍କାର ଏହାର ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିବାର ସୌଭାଗ୍ୟ ମିଳିଛି । ବିଜୁଳି, ସଡ଼କ ଓ ରେଳର ଉନ୍ନତ ସୁବିଧା ମୋର ଭାଇ ଭଉଣୀଙ୍କ ଜୀବନକୁ ସହଜ କରିବ । ଏହି ଉନ୍ନୟନମୂଳକ କାର୍ଯ୍ୟ ପଶ୍ଚିମବଙ୍ଗର ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବ । ଏହାଦ୍ୱାରା ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହି ଅବସରରେ ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 02nd, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ନଦିଆ ଜିଲ୍ଲାର କୃଷ୍ଣନଗର ଠାରେ ୧୫,୦୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକ ଶକ୍ତି, ରେଳ ଓ ସଡ଼କ ଭଳି କ୍ଷେତ୍ର ସହ ଜଡ଼ିତ ।ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ
February 02nd, 11:07 am
ଫେବ୍ରୁଆରୀ ୩ ତାରିଖ ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ। ଫେବ୍ରୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ଗୌହାଟୀରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୧୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପଦକ୍ଷେପର ଉଦଘାଟନ ଓ ଶିଳାନ୍ୟାସ କରିବେ ।In a democracy like India, people of the country should be prioritized over ‘Familial Dynastic Politics’: PM Modi
October 03rd, 10:39 pm
Addressing a public meeting in Nizamabad in Telangana, Prime Minister Modi said that he is happy to have presented the state with various developmental projects worth Rs. 8,000 crores. “The BJP government at the Centre had given money to the BRS-led government here for the development of Telangana but unfortunately, BRS indulged in looting the money sent for the welfare of the state,” he said while slamming the state government.PM Modi addresses a public meeting in Nizamabad, Telangana
October 03rd, 04:18 pm
Addressing a public meeting in Nizamabad in Telangana, Prime Minister Modi said that he is happy to have presented the state with various developmental projects worth Rs. 8,000 crores. “The BJP government at the Centre had given money to the BRS-led government here for the development of Telangana but unfortunately, BRS indulged in looting the money sent for the welfare of the state,” he said while slamming the state government.ତେଲଙ୍ଗାନାର ନିଜାମାବାଦରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 03rd, 04:09 pm
ତେଲଙ୍ଗାନାର ରାଜ୍ୟପାଳ ତମିଲିସାଇ ସୌନ୍ଦରାରାଜନ ମହୋଦୟା, କେନ୍ଦ୍ର ସରକାରରେ ମୋର ସହଯୋଗୀ ଭାଇ ଜି. କିଶନ ରେଡ୍ଡୀ ମହାଶୟ, ଏଠାରେ ଉପସ୍ଥିତ ସମସ୍ତ ବରିଷ୍ଠ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !ତେଲେଙ୍ଗାନାର ନିଜାମାବାଦ ଠାରେ ପାଖାପାଖି ୮୦୦୦ କୋଟି ଟଙ୍କାର ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିଛନ୍ତି
October 03rd, 04:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ନିଜାମାବାଦ ଠାରେ ବିଦ୍ୟୁତ୍ , ରେଳ ଏବଂ ସ୍ୱାସ୍ଥ୍ୟ ସେବା ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଉତ୍ସର୍ଗ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ଏନ୍ଟିପିସିର ତେଲେଙ୍ଗାନା ସୁପର ଥର୍ମାଲ ପାୱାର ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ୮୦୦ ମେଗାୱାଟ ୟୁନିଟ, ମନୋହରାବାଦ ଏବଂ ସିଦ୍ଦିପେଟକୁ ସଂଯୋଗ କରୁଥିବା ନୂତନ ରେଳ ଲାଇନ୍ ସମେତ ଅନେକ ରେଳ ପ୍ରକଳ୍ପ; ଏବଂ ଧର୍ମବାଦ - ମନୋହରାବାଦ ଏବଂ ମହବୁବନଗର - କୁର୍ଣ୍ଣୁଲ ମଧ୍ୟରେ ବିଦ୍ୟୁତୀକରଣ ପ୍ରକଳ୍ପ ଇତ୍ୟାଦି ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ - ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ସେ ସାରା ରାଜ୍ୟରେ ୨୦ଟି କ୍ରିଟିକାଲ କେୟାର ବ୍ଲକ (ସିସିବି)ର ଶିଳାନ୍ୟାସ କରିଛନ୍ତି । ଶ୍ରୀ ମୋଦୀ ସିଦ୍ଦିପେଟ୍ - ସିକନ୍ଦରାବାଦ -ସିଦ୍ଦିପେଟ୍ ଟ୍ରେନ୍ ସେବାକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଛତିଶଗଡ଼ର ରାୟଗଡରେ ରେଳବାଇ କ୍ଷେତ୍ରର ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 14th, 03:58 pm
ଆଜି ଛତିଶଗଡ଼ ବିକାଶ ଦିଗରେ ଆଉ ଏକ ବଡ଼ ପଦକ୍ଷେପ ଉଠାଉଛି। ଆଜି ଛତିଶଗଡ଼କୁ 6400 କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପର ଉପହାର ମିଳୁଛି । ଛତିଶଗଡ଼ର ସାମର୍ଥ୍ୟ ଉର୍ଜ୍ଜା ଉତ୍ପାଦନରେ ବୃଦ୍ଧି ପାଇଁ, ସ୍ୱାସ୍ଥ୍ୟ କ୍ଷେତ୍ରରେ ଆହୁରି ସୁଧାର ପାଇଁ ଆଜି ଅନେକ ନୂତନ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଆଜି ଏଠାରେ ସିକଲ ସେଲ ପରାମର୍ଶ କାର୍ଡ ମଧ୍ୟ ବିତରଣ କରାଯାଇଛି ।ଛତିଶଗଡର ରାୟଗଡରେ ପ୍ରାୟ 6,350 କୋଟି ଟଙ୍କା ମୂଲ୍ୟର ରେଳ ପ୍ରକଳ୍ପକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
September 14th, 03:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡର ରାୟଗଡରେ ପ୍ରାୟ 6,350 କୋଟି ଟଙ୍କା ମୂଲ୍ୟର ଅନେକ ରେଳ ପ୍ରକଳ୍ପକୁ ଦେଶକୁ ଉତ୍ସର୍ଗ କରିଛନ୍ତି। ସେ ଛତିଶଗଡର 9 ଟି ଜିଲ୍ଲାରେ 50 ଟି ଶଯ୍ୟା ବିଶିଷ୍ଟ ‘କ୍ରିକେଟ୍ କେୟାର ବ୍ଲକ୍’ର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ ଏବଂ ସ୍କ୍ରିନ ହୋଇଥିବା ଜନସଂଖ୍ୟାକୁ 1 ଲକ୍ଷ ସିକିଲ୍ ସେଲ୍ କାଉନସେଲିଂ କାର୍ଡ ବଣ୍ଟନ କରିଥିଲେ। ଏହି ରେଳ ପ୍ରକଳ୍ପରେ ଛତିଶଗଡ ଇଷ୍ଟ ରେଲ ପ୍ରୋଜେକ୍ଟ ର ପ୍ରଥମ ପର୍ଯ୍ୟାୟ, ଚମ୍ପା ଠାରୁ ଜାମଗା ମଧ୍ୟରେ 3ୟ ରେଳ ଲାଇନ, ପେଣ୍ଡ୍ରା ରୋଡରୁ ଅନୁପପୁର ମଧ୍ୟରେ 3ୟ ରେଳ ଲାଇନ୍ ଏବଂ ତଲାଇପାଲି କୋଇଲା ଖଣିକୁ ଏନଟିପିସି ଲାରା ସୁପର ଥର୍ମାଲ୍ ପାୱାର ଷ୍ଟେସନ ସହିତ ସଂଯୁକ୍ତ କରୁଥିବା ଏମଜିଆର (ମେରି-ଗୋ-ରାଉଣ୍ଡ) ପ୍ରଣାଳୀ ସାମିଲ୍ ରହିଛି।ଭାରତ-ବାଂଲାଦେଶ ବନ୍ଧୁତ୍ୱ ପାଇପଲାଇନର ମିଳିତ ଭର୍ଚୁଆଲ୍ ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
March 18th, 05:10 pm
ଆଜି ଭାରତ-ବାଂଲାଦେଶ ସମ୍ପର୍କ ଇତିହାସରେ ଏକ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି । ଭାରତ-ବାଂଲାଦେଶ ବନ୍ଧୁତ୍ୱ ପାଇପଲାଇନ - ଆମେ ସେପ୍ଟେମ୍ବର ୨୦୧୮ ରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲୁ । ମୁଁ ଖୁସି ଯେ ଆଜି ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ଏହାକୁ ଉଦଘାଟନ କରିବାର ସୁଯୋଗ ଆସିଛି ।ବାଂଲାଦେଶ ମୈତ୍ରୀ ପାଇପ ଲାଇନକୁ ମିଳିତ ଭାବେ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା
March 18th, 05:05 pm
ନୂଆଦିଲ୍ଲୀ, ୧୮-୩(ପିଆଇବି):ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ମିଳିତ ଭାବେ ଭାରତ -ବାଂଲାଦେଶ ମୈତ୍ରୀ ପାଇପ ଲାଇନ (ଆଇବିଏଫପି)କୁ ଆଜି (୧୮.୩.୨୦୨୩) ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ଉଭୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସେପ୍ଟେମ୍ବର ୨୦୧୮ରେ ଏହି ପାଇପଲାଇନ ନିର୍ମାଣର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ୨୦୧୫ ମସିହାଠାରୁ ନୁମାଲିଗଡ ବିଶୋଧନାଗାର ଲିମିଟେଡ ବାଂଲାଦେଶକୁ ପେଟ୍ରୋଲଜାତ ସାମଗ୍ରୀ ଯୋଗାଇ ଆସୁଛି । ଭାରତ ଓ ଏହାର ପଡୋଶୀଙ୍କ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ସୀମାପାର ଶକ୍ତି ପାଇପ ଲାଇନ ।ତାମିଲନାଡ଼ୁର କୋଏମ୍ବାଟୁର ଠାରେ ବିବିଧ ଭିତ୍ତିଭୂମି ପ୍ରକଳ୍ପ ଉଦ୍ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
February 25th, 04:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 1000 ମେଗାୱାଟ ନେଭେଲି ନୂତନ ତାପଜ ବିଦ୍ୟୁତ୍ ପ୍ରକଳ୍ପ ଏବଂ NLCIL ର 709 ମେଗାୱାଟ ସୌର ଶକ୍ତି ପ୍ରକଳ୍ପକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ସେ ଭି.ଓ ଚିଦାମ୍ବରନାର ବନ୍ଦରରେ 5 ମେଗାୱାଟ ଗ୍ରୀଡ୍ ସଂଯୁକ୍ତ ଗ୍ରାଉଣ୍ଡ-ଆଧାରିତ ସୌର ବିଦ୍ୟୁତ ଉତ୍ପାଦନ କେନ୍ଦ୍ର ଏବଂ ଲୋୟର ଭବାନୀ ପ୍ରକଳ୍ପ ପ୍ରଣାଳୀର ଡିଜାଇନ୍, ଯୋଗାଣ, ସ୍ଥାପନ ଏବଂ ବିସ୍ତାର, ନବୀକରଣ ଏବଂ ଆଧୁନିକୀକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । କୋଏମ୍ବାଟୁର, ମଦୁରାଇ, ସାଲେମ, ଥାଞ୍ଜାଭୁର, ଭେଲୋର, ତିରୁଚିରାପଲ୍ଲୀ, ତିରୁପୁର, ତିରୁନେଲଭେଲି ଏବଂ ଥୋଥୁକୁଡି ସମେତ ନଅଟି ସ୍ମାର୍ଟ ସହରରେ ଇଣ୍ଟିଗ୍ରେଟେଡ୍ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ୍ ସେଣ୍ଟର (ICCC) ର ବିକାଶ ପାଇଁ ସେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଭି.ଓ. ଚିଦାମ୍ବରନାର ବନ୍ଦରର ସେ 8 ଲେନ ବିଶିଷ୍ଟ କୋରାମପାଲମ୍ ସେତୁ ଏବଂ ରେଳ ଓଭର ବ୍ରିଜ୍ (ROB) ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା (ସହରୀ) ଅଧୀନରେ ର୍ନିମିତ ଘରଗୁଡ଼ିକର ଉଦଘାଟନ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରହଲଦ ଯୋଶୀ ଉପସ୍ଥିତ ଥିଲେ ।ପ୍ରଧାମନ୍ତ୍ରୀଙ୍କ ଦ୍ୱାରା କୋଏମ୍ବାଟୁରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ
February 25th, 04:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 1000 ମେଗାୱାଟ ନେଭେଲି ନୂତନ ତାପଜ ବିଦ୍ୟୁତ୍ ପ୍ରକଳ୍ପ ଏବଂ NLCIL ର 709 ମେଗାୱାଟ ସୌର ଶକ୍ତି ପ୍ରକଳ୍ପକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି । ସେ ଭି.ଓ ଚିଦାମ୍ବରନାର ବନ୍ଦରରେ 5 ମେଗାୱାଟ ଗ୍ରୀଡ୍ ସଂଯୁକ୍ତ ଗ୍ରାଉଣ୍ଡ-ଆଧାରିତ ସୌର ବିଦ୍ୟୁତ ଉତ୍ପାଦନ କେନ୍ଦ୍ର ଏବଂ ଲୋୟର ଭବାନୀ ପ୍ରକଳ୍ପ ପ୍ରଣାଳୀର ଡିଜାଇନ୍, ଯୋଗାଣ, ସ୍ଥାପନ ଏବଂ ବିସ୍ତାର, ନବୀକରଣ ଏବଂ ଆଧୁନିକୀକରଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । କୋଏମ୍ବାଟୁର, ମଦୁରାଇ, ସାଲେମ, ଥାଞ୍ଜାଭୁର, ଭେଲୋର, ତିରୁଚିରାପଲ୍ଲୀ, ତିରୁପୁର, ତିରୁନେଲଭେଲି ଏବଂ ଥୋଥୁକୁଡି ସମେତ ନଅଟି ସ୍ମାର୍ଟ ସହରରେ ଇଣ୍ଟିଗ୍ରେଟେଡ୍ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ୍ ସେଣ୍ଟର (ICCC) ର ବିକାଶ ପାଇଁ ସେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଭି.ଓ. ଚିଦାମ୍ବରନାର ବନ୍ଦରର ସେ 8 ଲେନ ବିଶିଷ୍ଟ କୋରାମପାଲମ୍ ସେତୁ ଏବଂ ରେଳ ଓଭର ବ୍ରିଜ୍ (ROB) ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା (ସହରୀ) ଅଧୀନରେ ର୍ନିମିତ ଘରଗୁଡ଼ିକର ଉଦଘାଟନ କରିଛନ୍ତି । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରହଲଦ ଯୋଶୀ ଉପସ୍ଥିତ ଥିଲେ ।ଝାରସୁଗୁଡ଼ା ବିମାନବନ୍ଦର ଏବଂ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ରାଷ୍ଟ୍ରକୁ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର
September 22nd, 01:26 pm
ଓଡ଼ିଶାର ରାଜ୍ୟପାଳ ଶ୍ରୀମାନ ପ୍ରଫେସର ଗଣେଶୀ ଲାଲ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନବୀନ ବାବୁ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ ଏବଂ ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ ।ଓଡିଶାରେ ପ୍ରଧାନମନ୍ତ୍ରୀ: ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ, ଝାରସୁଗୁଡା ବିମାନବନ୍ଦର ଉଦଘାଟିତ
September 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶା ଗସ୍ତ କରିଥିଲେ । ତାଳଚେରଠାରେ ସେ ଫଳକ ଉନ୍ମୋଚନ ପୂର୍ବକ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।Social Media Corner 4 June 2017
June 04th, 08:04 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!