ନୌସେନା ଦିବସ ଅବସରରେ ଭାରତୀୟ ନୌସେନାର ବୀର ସୈନିକଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
December 04th, 10:22 am
ନୌସେନା ଦିବସରେ ଭାରତୀୟ ନୌସେନାର ବୀର କର୍ମୀମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କର ପ୍ରତିବଦ୍ଧତା ପାଇଁ ସେମାନଙ୍କୁ ପ୍ରଶଂସା କରିଛନ୍ତି, ଯେଉଁମାନେ ଆମ ଦେଶର ସୁରକ୍ଷା, ନିରାପତ୍ତା ଏବଂ ସମୃଦ୍ଧତାକୁ ସୁନିଶ୍ଚିତ କରୁଛନ୍ତି ।Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.PM Modi's Commitment to Making Odisha a Global Hub of Growth and Opportunity
November 29th, 04:30 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.ସିନ୍ଧୁଦୁର୍ଗରେ ନୌସେନା ଦିବସ ପାଳନର ଝଲକ ସେୟାର କଲେ ପ୍ରଧାନମନ୍ତ୍ରୀ
December 04th, 08:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସିନ୍ଧୁଦୁର୍ଗରେ ନୌସେନା ଦିବସ ପାଳନ ଉତ୍ସବର ଝଲକ ସେୟାର କରିଛନ୍ତି ।ମହାରାଷ୍ଟ୍ରର ସିନ୍ଧୁଦୁର୍ଗରେ ନୌସେନା ଦିବସ 2023 ପଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 04th, 04:35 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ରମେଶ ମହୋଦୟ, ମୁଖ୍ୟମନ୍ତ୍ରୀ ଏକନାଥ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ରାଜନାଥ ସିଂହ ମହାଶୟ, ନାରାୟଣ ରାଣେ ମହାଶୟ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଣବୀସ ମହାଶୟ, ଅଜିତ ପୱାର ମହାଶୟ, ସିଡିଏସ ଜେନରାଲ ଅନୀଲ ଚୌହାନ ମହାଶୟ, ନୌସେନା ପ୍ରମୁଖ ଆଡମିରାଲ ଆର. ହରିକୁମାର, ନୌସେନାର ସମସ୍ତ ସାଥୀ, ଏବଂ ମୋର ସମସ୍ତ ପରିବାରଜନ!ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଠାରେ ପ୍ରଧାନମନ୍ତ୍ରୀଙ୍କ ନୌସେନା ଦିବସ ୨୦୨୩ କାର୍ଯ୍ୟକ୍ରମରେ ଯୋଗଦାନ
December 04th, 04:30 pm
ସିନ୍ଧୁଦୁର୍ଗରେ ନୌସେନା ଦିବସ ୨୦୨୩ ପାଳନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ । ସେ ମଧ୍ୟ ଭାରତୀୟ ନୌସେନାର ଜାହାଜ, ବୁଡ଼ାଜାହାଜ ଓ ସଶସ୍ତ୍ର ବଳର ପରୀକ୍ଷାମୂଳ ଯୁଦ୍ଧ କୌଶଳ ସିନ୍ଧୁଦୁର୍ଗର ତାରକାର୍ଲିର୍ ବେଳାଭୂମିରୁ ଅବଲୋକନ କରିବା ସହ ଗାର୍ଡ ଅଫ୍ ଅନରର ନିରୀକ୍ଷଣ କରିଥିଲେ ।ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 04th, 12:03 pm
ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଡିସେମ୍ବର ୪ ତାରିଖରେ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତରେ ଯିବେ
December 02nd, 04:06 pm
ଡିସେମ୍ବର ୪, ୨୦୨୩ ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ପରିଦର୍ଶନରେ ଯିବେ। ଅପରାହ୍ଣ ପ୍ରାୟ ୪ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ସିନ୍ଧୁଦୁର୍ଗରେ ପହଂଚି ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ପରେ ପ୍ରଧାନମନ୍ତ୍ରୀ ସିନ୍ଧୁଦୁର୍ଗ ଠାରେ ନୌସେନା ଦିବସ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମଧ୍ୟ ଭାରତୀୟ ନୌସେନା ଜାହାଜ, ବୁଡ଼ାଜାହାଜ, ବିମାନ ଓ ସ୍ବତନ୍ତ୍ର ବାହିନୀର ପରୀକ୍ଷାମୂଳକ ପ୍ରଦର୍ଶନ ପ୍ରସ୍ତୁତିକୁ ସିନ୍ଧୁ ଦୁର୍ଗର ତାରକାର୍ଲ ବେଳାଭୂମିରୁ ଅବଲୋକନ କରିବେ।ନୌସେନା ଦିବସ ଅବସରରେ ଭାରତୀୟ ନୌସେନାକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 04th, 11:07 am
ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ନୌସେନା କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍, ମାଇ ଗଭ୍ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।PM Modi greets valorous Navy personnel on Navy Day
December 04th, 09:50 am
The Prime Minister Shri Narendra Modi has greeted the Indian Navy personnel on the occasion of Navy Day today.ନୌସେନା ଦିବସ ଅବସରରେ ଭାରତୀୟ ନୌସେନାକୁ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ
December 04th, 01:14 pm
ଆଜି ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ନୌସେନା କର୍ମଚାରୀଙ୍କୁ ଅଭିବାଦନ ଜଣାଇଛନ୍ତି ।Congress’ "fatwa" that I should not begin rallies with "Bharat Mata Ki Jai” shows their disrespect for our Motherland: PM Modi
December 04th, 11:28 am
Prime Minister Narendra Modi today addressed two huge public meetings in Hanumangarh and Sikar in Rajasthan. PM Modi blasted the Congress leader for suggesting that the PM should not begin his rallies by saying ‘Bharat Mata Ki Jai.’ He said, “They should be ashamed of themselves for saying this and disrespecting our Motherland.”Don’t let the Congress come back to power: PM Modi in Rajasthan
December 04th, 11:26 am
Prime Minister Narendra Modi today addressed two huge public meetings in Hanumangarh and Sikar in Rajasthan. PM Modi blasted the Congress leader for suggesting that the PM should not begin his rallies by saying ‘Bharat Mata Ki Jai.’ He said, “They should be ashamed of themselves for saying this and disrespecting our Motherland.”ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 04th, 08:11 am
ନୌସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ନୌବାହିନୀର ଯବାନ, ଅଧିକାରୀ ଏବଂ ସେମାନଙ୍କର ପରିବାର ବର୍ଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM greets navy personnel on Navy Day
December 04th, 09:00 am
On Navy Day today, Prime Minister Narendra Modi extended his greetings to navy personnel and their families. In a video message, PM highlighted Indian Navy's vital contribution towards securing the seas and their humanitarian efforts of reaching out to people in times of crises.ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍’’ କାର୍ଯ୍ୟକ୍ରମର 38ତମ ସଂସ୍କରଣ (26.11.2017)
November 26th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । କିଛିଦିନ ପୂର୍ବରୁ ମୋତେ କର୍ଣ୍ଣାଟକର ଶିଶୁସାଥିମାନଙ୍କ ସହିତ ପରୋକ୍ଷ ବାର୍ତ୍ତାଳାପର ସୁଯୋଗ ମିଳିଲା ।ସୋସିଆଲ ମିଡିଆ କର୍ଣ୍ଣର 04 ଡ଼ିସେମ୍ବର 2016
December 04th, 12:40 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ନୌସେନା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 04th, 11:48 am
PM Narendra Modi extended his wishes on Navy Day. Navy Day greetings to all navy personnel & their families. We cherish the vital role of the navy & salute the bravery of our navy personnel, the Prime Minister tweeted.PM presents innovation trophies to 4 awardees on Navy Day
December 04th, 08:00 pm