NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।PM Modi urges NCC/NSS volunteers to share their experiences of Republic Day Parade
January 24th, 05:02 pm
Ahead of the Republic Day Celebrations, Prime Minister Narendra Modi addressed the tableaux artists, NCC/NSS volunteers who would be taking part in the Republic Day parade this year. The PM urged them to share their memorable experiences of participating in the Parade with him on the NaMo app.ଏନସିସି ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ବିବରଣୀ/ ନୂଆଦିଲ୍ଲୀରେ ଏନ୍ଏସ୍ଏସ୍ କ୍ୟାଡେଟ୍
January 24th, 03:26 pm
ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଜୀ, କ୍ୟାବିନେଟ୍ ମୋର ଅନ୍ୟ ସହଯୋଗୀ, ଡିଜି ଏନସିସି, ଉପସ୍ଥିତ ଅଧିକାରୀମାନେ , ସମ୍ମାନିତ ଅତିଥି, ଶିକ୍ଷକ, ଏନସିସି ଏବଂ ଏନଏସଏସର ମୋର ଯୁବ ସହଯୋଗୀ ।ପ୍ରଧାନମନ୍ତ୍ରୀଙ୍କ ସମର ଶିକ୍ଷାର୍ଥୀ (ଏନସିସି) ଓ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀଙ୍କୁ ଉଦ୍ବୋଧନ
January 24th, 03:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୧.୨୦୨୪) ସମର ଶିକ୍ଷାର୍ଥୀ ଓ ଜାତୀୟ ସମାଜସେବୀ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ସମବେତ ବ୍ୟକ୍ତିମାନଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ରାଣୀ ଲକ୍ଷ୍ମୀବାଈଙ୍କ ଜୀବନ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ଗବିତ୍ର୍ ହେବା ସହ ଏହା ଭାରତୀୟ ଇତିହାସକୁ ଆଜି ସଜୀବ କରିଥିବା କହିଛନ୍ତି । ଏହି କାର୍ଯ୍ୟକ୍ରମ ସହ ସଂଶ୍ଳିଷ୍ଟ ଦଳକୁ ପ୍ରଶଂସା କରିବା ସହ ସେମାନେ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶଗ୍ରହଣ କରିବେ ବୋଲି ସେ କହିଛନ୍ତି । ଏହି କ୍ଷଣ ଦୁଇଟି କାରଣ ପାଇଁ ସ୍ୱତନ୍ତ୍ର ବୋଲି ସେ କହିଛନ୍ତି । ତାହା ହେଲା “୭୫ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ ଓ ଭାରତର ନାରୀଶକ୍ତି ପ୍ରତି ଏହା ଉତ୍ସର୍ଗ ହୋଇଛି ।”ଏନପିଡିଆରଆର ର ତୃତୀୟ ବୈଠକ ଏବଂ ଶୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-2023 ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 10th, 09:43 pm
ସର୍ବ ପ୍ରଥମେ ମୁଁ ବିପର୍ଯ୍ୟୟ ହ୍ରାସ ଏବଂ ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ସମସ୍ତ ସାଥୀମାନଙ୍କୁ ଶୁଭେଚ୍ଛା ଜଣାଉଛି । କାରଣ କାର୍ଯ୍ୟ ହେଉଛି ଏଭଳି ଯେ, ଆପଣ ଅନେକ ଥର ନିଜ ଜୀବନକୁ ବିପଦରେ ପକାଇ ମଧ୍ୟ ଅନ୍ୟମାନଙ୍କର ଜୀବନ ବଂଚାଇବା ପାଇଁ ବହୁତ ଭଲ କାର୍ଯ୍ୟ କରିଥାନ୍ତି । ନିକଟରେ ତୁର୍କୀ ଏବଂ ସିରିଆରେ ଭାରତୀୟ ଦଳର ପ୍ରୟାସକୁ ସମଗ୍ର ବିଶ୍ୱ ପ୍ରଶଂସା କରିଛି ଆଉ ଏହି କଥା ହେଉଛି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗୌରବର ବିଷୟ । ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସହିତ ଜଡିତ ମାନବ ସମ୍ବଳ ଏବଂ ବୈଷୟିକ ଦକ୍ଷତାକୁ ଭାରତ ଯେଭଳି ଭାବେ ବୃଦ୍ଧି କରିଛି, ତାହାଦ୍ୱାରା ଦେଶରେ ମଧ୍ୟ ଭିନ୍ନ- ଭିନ୍ନ ବିପର୍ଯ୍ୟୟ ସମୟରେ ଅନେକ ଗୁଡିଏ ଲୋକଙ୍କର ଜୀବନ ବଂଚାଇବାରେ ସହାୟତା ମିଳିଛି । ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ବ୍ୟବସ୍ଥା ସଶକ୍ତ ହେଉ, ଏଥିପାଇଁ ପ୍ରୋତ୍ସାହନ ମିଳୁ, ଏବଂ ସାରା ଦେଶରେ ଏକ ସୁସ୍ଥ ପ୍ରତିଯୋଗିତାର ବାତାବରଣ ସୃଷ୍ଟି ହେଉ, ଏହି କାର୍ଯ୍ୟ ଲାଗି ଏବଂ ଏଥିପାଇଁ ଏକ ସ୍ୱତନ୍ତ୍ର ପୁରସ୍କାରର ମଧ୍ୟ ଘୋଷଣା କରାଯାଇଛି । ଆଜି ଏଠାରେ ଦୁଇଟି ସଂସ୍ଥାନକୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ଦିଆଯାଇଛି । ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(Odisha State Disaster Management Authority), ବାତ୍ୟାଠାରୁ ନେଇ ସୁନାମୀ ପର୍ଯ୍ୟନ୍ତ, ବିଭିନ୍ନ ବିପର୍ଯ୍ୟୟ ସମୟରେ ବହୁତ ଭଲ କାର୍ଯ୍ୟ କରୁଛି । ସେହିଭଳି ମିଜୋରମର ଲୁଙ୍ଗଲେଇ ଅଗ୍ନିଶମ କେନ୍ଦ୍ର ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାରେ କଠିନ ପରିଶ୍ରମ କରିଛି, ସମଗ୍ର ଅଂଚଳକୁ ବଂଚାଇଲା ଏବଂ ନିଆଁ ବ୍ୟାପିବାକୁ ରୋକିଲା । ମୁଁ ଏହି ସଂସ୍ଥାନରେ କାର୍ଯ୍ୟ କରୁଥିବା ସମସ୍ତ ସାଥୀମାନଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଜାତୀୟ ବିପର୍ଯ୍ୟୟ ଭୟ ହ୍ରାସ ମଞ୍ଚର ତୃତୀୟ ଅଧିବେଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 10th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍ଡିପିଆର୍ଆର)ର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରିଛନ୍ତି । ଏହି ମଂଚରେ ତୃତୀୟ ଅଧିବେଶନର ମୁଖ୍ୟ ବିଷୟବସ୍ତୁ ଥିଲା “ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ ମୁକାବିଲା ପ୍ରସ୍ତୁତି ।”ଦିଲ୍ଲୀର କରିଆପ୍ପା ପରେଡ ଗ୍ରାଉଣ୍ଡରେ ଏନସିସି ରାଲିକୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 28th, 09:51 pm
ସ୍ୱାଧୀନତାର 75 ବର୍ଷର ଏହି ପର୍ଯ୍ୟାୟରେ ଏନସିସି ମଧ୍ୟ ନିଜର 75 ବର୍ଷ ପୂର୍ତି ପର୍ବ ପାଳନ କରୁଛି । ଏହି ବର୍ଷମାନଙ୍କରେ ଯେଉଁ ଲୋକମାନେ ଏନସିସିର ପ୍ରତିନିଧିତ୍ୱ କରିଛନ୍ତି, ଯେଉଁମାନେ ଏହାର ଅଂଶ ହୋଇ ରହିଛନ୍ତି, ମୁଁ ରାଷ୍ଟ୍ର ନିର୍ମାଣରେ ସେମାନଙ୍କର ଯୋଗଦାନକୁ ପ୍ରଶଂସା କରୁଛି। ଆଜି ଏହି ସମୟରେ ମୋ ସାମ୍ନାରେ ଯେଉଁ କ୍ୟାଡେଟ୍ସ ଅଛନ୍ତି, ଯେଉଁମାନେ ଏବେ ଏନସିସିରେ ଅଛନ୍ତି, ସେମାନେ ମଧ୍ୟ ହେଉଛନ୍ତି ଆହୁରି ସ୍ୱତନ୍ତ୍ର, ହେଉଛନ୍ତି ସ୍ପେଶାଲ । ଆଜି ଯେଉଁଭଳି ଭାବେ କାର୍ଯ୍ୟକ୍ରମର ପରିକଳ୍ପନା କରାଯାଇଛି, କେବଳ ସମୟ ବଦଳି ନାହିଁ, ସ୍ୱରୂପ ମଧ୍ୟ ବଦଳିଛି । ପୂର୍ବ ତୁଳନାରେ ଦର୍ଶକଙ୍କ ସଂଖ୍ୟା ମଧ୍ୟ ବହୁତ ବଡ଼ ମାତ୍ରାରେ ରହିଛି । ଆଉ କାର୍ଯ୍ୟକ୍ରମର ପରିକଳ୍ପନାରେ ମଧ୍ୟ ବିବିଧତାରେ ଭରି ହୋଇ ରହିଛି କିନ୍ତୁ ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ମୂଳମନ୍ତ୍ର ଭାବେ ଗୁଞ୍ଜରିତ ହୋଇ ହିନ୍ଦୁସ୍ତାନର କୋଣ ଅନୁକୋଣକୁ ନେଇଯିବା ଭଳି ଏହି ସମାରୋହ ସଦା ସର୍ବଦା ସ୍ମରଣୀୟ ହୋଇ ରହିବ। ଆଉ ଏଥିପାଇଁ ମୁଁ ଏନସିସିର ସମ୍ପୂର୍ଣ୍ଣ ଟିମକୁ, ତାଙ୍କର ସମସ୍ତ ଅଧିକାରୀ ଏବଂ ପରିଚାଳକ ସମସ୍ତଙ୍କୁ ହୃଦୟର ସହିତ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି । ଆପଣ ଏନସିସି କ୍ୟାଡେଟ୍ସ ଭାବେ ଏବଂ ଦେଶର ଯୁବପିଢ଼ୀ ଭାବେ ମଧ୍ୟ ଏକ ଅମୃତ ପିଢ଼ୀର ପ୍ରତିନିଧିତ୍ୱ କରୁଛନ୍ତି । ଏହି ଅମୃତ ପିଢ଼ୀ, ଆଗାମୀ 25 ବର୍ଷରେ ଦେଶକୁ ଏକ ନୂତନ ଶିଖରକୁ ନେଇଯିବେ, ଭାରତକୁ ଆତ୍ମନିର୍ଭର କରିବେ, ବିକଶିତ କରିବେ ।କାରିଆପ୍ପା ପଡିଆରେ ଏନସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 28th, 05:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପ୍ୟାରେଡ ପଡିଆରେ ବାର୍ଷିକ ଏନସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଚଳିତ ବର୍ଷ, ଏନସିସି ଏହାର ଆରମ୍ଭର ୭୫ ତମ ପୂର୍ତ୍ତି ପାଳନ କରୁଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏନସିସିର ୭୫ ଟି ସଫଳ ବର୍ଷକୁ ସ୍ମରଣ କରି ଏକ ସ୍ୱତନ୍ତ୍ର ଲଫାପା ଏବଂ ୭୫ ଟଙ୍କା ମୂଲ୍ୟର ଏକ ସ୍ମରଣୀୟ ମୁଦ୍ରା ଉନ୍ମୋଚନ କରିଥିଲେ । ୟୁନିଟି ଫ୍ଲେମ୍ - କନ୍ୟାକୁମାରୀ ରୁ ଦିଲ୍ଲୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ହସ୍ତାନ୍ତର କରାଯାଇଥିଲା ଏବଂ କାରିଆପ୍ପା ପଡିଆରେ ପ୍ରଜ୍ୱଳିତ କରାଯାଇଥିଲା । ଦିନରାତି ଏକ ହାଇବ୍ରିଡ୍ କାର୍ଯ୍ୟକ୍ରମ ଭାବରେ ଏହି ରାଲି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଏକ ଭାରତ ଶ୍ରେଷ୍ଠ ଭାରତ” ବିଷୟବସ୍ତୁ ଉପରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ସାମିଲ ହେବ । ବସୁଧୈବ କୁଟୁମ୍ବକମଙ୍କ ପ୍ରକୃତ ଭାରତୀୟ ଆବେଗରେ, ୧୯ ଟି ବୈଦେଶିକ ଦେଶରୁ ୧୯୬ ଅଧିକାରୀ ଏବଂ କ୍ୟାଡେଟ୍ ଏହି ଉତ୍ସବରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରିତ ହୋଇଥିଲେ ।ଜାନୁୟାରୀ ୨୮ରେ କାରିଆପ୍ପା ଗ୍ରାଉଣ୍ଡରେ ଏନସିସି ପିଏମ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
January 26th, 08:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ ୨୮, ୨୦୨୩ ଅପରାହ୍ନ ପ୍ରାୟ ୫.୪୫ ବେଳେ କାରିଆପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନସିସି ପିଏମ ରାଲିକୁ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀ ଠାରେ ନିଜ ବାସଭବନରେ ଏନସିସି କ୍ୟାଡେଟ୍ ଏବଂ ଏନଏସଏସ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଥିବାର ମୂଳପାଠ
January 25th, 06:40 pm
ଗତ କିଛି ସପ୍ତାହ ମଧ୍ୟରେ, ମୁଁ ଯୁବ ସହକର୍ମୀମାନଙ୍କୁ ବାରମ୍ବାର ଭେଟିବାର ସୁଯୋଗ ପାଇଲି । ଏକ ମାସ ପୂର୍ବରୁ ଆମେ ‘ବୀର ବାଲ ଦିବସ’ ପାଳନ କରିଥିଲୁ, ଆମେ ବୀର ସାହସୀ ପୁଅମାନଙ୍କ ସାହସିକତା ଏବଂ ବଳିଦାନକୁ ପ୍ରଣାମ କରିବାର ସୁଯୋଗ ପାଇଲୁ । ଏହାପରେ କର୍ଣ୍ଣାଟକରେ ଚାଲିଥିବା ‘ଜାତୀୟ ଯୁବ ମହୋତ୍ସବ’ରେ ସାମିଲ ହୋଇଥିଲି । ଏହାର ମାତ୍ର ଦୁଇଦିନ ପରେ ଦେଶର ଯୁବ ଅଗ୍ନିବୀରମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲି । ତା’ପରେ ଯୁପିୟରେ ଖେଳ ମହାକୁମ୍ଭର ଏକ କାର୍ଯ୍ୟକ୍ରମରେ ଯୁବ ଖେଳାଳିମାନଙ୍କ ସହ ଏକ ଆଲୋଚନା ହୋଇଥିଲା । ଏହାପରେ ଆଜି ମୁଁ ସଂସଦରେ ଏବଂ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆପଣଙକ୍ ନେତାଙ୍କୁ ଜାଣନ୍ତୁ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମଗ୍ର ଦେଶର ବିଦ୍ୟାର୍ଥୀମାନଙ୍କ ସହ ମିଶିବାର ସୁଯୋଗ ମିଳିଲା । ଗତକାଲି ମୁଁ ଦେଶର ପ୍ରତିଭାଧାରୀ ପିଲାମାନଙ୍କୁ ଭେଟିଥିଲି ଯେଉଁମାନେ ଜାତୀୟ ପୁରସ୍କାର ଜିତିଥିଲେ । ଆଜି ମୁଁ ଏହି ବିଶେଷ କାର୍ଯ୍ୟକ୍ରମରେ ଆପଣମାନେ ସମସ୍ତଙ୍କୁ ଭେଟୁଛି । କିଛି ଦିନ ପରେ ‘ପରୀକ୍ଷା ପେ ଚର୍ଚ୍ଚା’ ମାଧ୍ୟମରେ ଦେଶର ଲକ୍ଷ ଲକ୍ଷ ଯୁବକ ଏବଂ ଛାତ୍ରଙ୍କ ସହ ଯୋଗାଯୋଗ କରିବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ମୁଁ ଏନସିସି କାର୍ଯ୍ୟକ୍ରମରେ ଅଂଶ ହେବାକୁ ସୁଯୋଗ ପାଇବାକୁ ଯାଉଛି ।ଏନସିସି କ୍ୟାଡେଟ୍ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 25th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନସିସି କ୍ୟାଡେଟ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ପ୍ରଥମ ଥର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରି ପୋଷାକ ପରିହିତ ଅନେକ ଶିଶୁ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଆସିଥିଲେ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜୟ ହିନ୍ଦର ମନ୍ତ୍ର ସମସ୍ତଙ୍କୁ ପ୍ରେରଣା ଯୋଗାଉଛି ।Double engine government is committed to the development of Arunachal Pradesh: PM Modi in Itanagar
November 19th, 09:40 am
PM Modi inaugurated Donyi Polo Airport, Itanagar and dedicated 600 MW Kameng Hydro Power Station to the nation. “Our government worked by considering the villages in the border areas as the first village of the country. This has resulted in making the development of the Northeast a priority for the government,” the PM remarked addressing a gathering at the inaugural event.PM inaugurates first greenfield airport ‘Donyi Polo Airport, Itanagar’ in Arunachal Pradesh
November 19th, 09:30 am
PM Modi inaugurated Donyi Polo Airport, Itanagar and dedicated 600 MW Kameng Hydro Power Station to the nation. “Our government worked by considering the villages in the border areas as the first village of the country. This has resulted in making the development of the Northeast a priority for the government,” the PM remarked addressing a gathering at the inaugural event.For me, every village at the border is the first village of the country: PM Modi in Mana, Uttarakhand
October 21st, 01:10 pm
PM Modi laid the foundation stone of road and ropeway projects worth more than Rs 3400 crore in Mana, Uttarakhand. Noting that Mana village is known as the last village at India’s borders, the Prime Minister said, For me, every village at the border is the first village of the country and the people residing near the border make for the country's strong guard.PM lays foundation stone of road and ropeway projects worth more than Rs 3400 crore in Mana, Uttarakhand
October 21st, 01:09 pm
PM Modi laid the foundation stone of road and ropeway projects worth more than Rs 3400 crore in Mana, Uttarakhand. Noting that Mana village is known as the last village at India’s borders, the Prime Minister said, For me, every village at the border is the first village of the country and the people residing near the border make for the country's strong guard.ଗୁଜୁରାଟର ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର ପ୍ରଥମ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷର ମୂଳ ପାଠ
March 12th, 12:14 pm
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ, ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର କୁଳପତି ବିମଲ ପଟେଲ ଜୀ, ଅଫିସର୍ସ, ଶିକ୍ଷକ, ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଅଭିଭାବକ ଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ।ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହ ପ୍ରଥମ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ
March 12th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଠାରେ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟର ଏକ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହିତ ଏଠାରେ ପ୍ରଥମ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଉପସ୍ଥିତ ଥିଲେ ।ପୁଣେର ସିମ୍ବୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 06th, 05:17 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶୀୟାରୀ ମହୋଦୟ, ଶ୍ରୀମାନ ଦେବେନ୍ଦ୍ର ଫଡ଼ନବୀସ ମହାଶୟ, ଶ୍ରୀମାନ ସୁଭାଷ ଦେଶାଇ ମହାଶୟ, ଏହି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଏସବି ମଜୁମଦାର ମହାଶୟ, ପ୍ରମୁଖ ନିର୍ଦ୍ଦେଶକ ଡଃ ବିଦ୍ୟା ୟେରାୱଦେକର ମହାଶୟ, ସମସ୍ତ ଅଧ୍ୟାପକଗଣ, ବିଶିଷ୍ଟ ଅତିଥିଗଣ, ଆଉ ମୋର ଯୁବ ସାଥୀଗଣ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପୁଣେସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦ୍ଘାଟିତ
March 06th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣେ ସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ ଉତ୍ସବକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିମ୍ବାୟୋସିସ୍ ଆରୋଗ୍ୟଧାମ ଉଦ୍ଘାଟିତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିୟାରି ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।