ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
August 25th, 12:12 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।ବ୍ରିକ୍ସ - ଆଫ୍ରିକା ଆଉଟ୍ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 24th, 02:38 pm
ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।ଦକ୍ଷିଣ କୋରିଆରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 21st, 06:01 pm
କୋରିଆରେ ବସବାସ କରୁଥିବା ଭାରତୀୟ ଭାଇ ଓ ଭଉଣୀମାନେ, ପୁଣିଥରେ ଆପଣମାନଙ୍କୁ ନମସ୍କାର । ବହୁ ଆଡମ୍ବର ସହିତ ମୋତେ ସ୍ୱାଗତ କରୁଥିବାରୁ ମୁଁ ଆପଣମାନଙ୍କ ପ୍ରତି କୃତଜ୍ଞତା ଜଣାଉଛି ।କୋରିଆରେ ଭାରତୀୟ ସମ୍ପ୍ରଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 21st, 06:00 pm
ସେ କହିଲେ ଯେ ଭାରତ ଏବଂ କୋରିଆ ମଧ୍ୟରେ ସମ୍ପର୍କ କେବଳ ବ୍ୟବସାୟିକ ସମ୍ପର୍କ ଆଧାରରେ ପ୍ରତିଷ୍ଠିତ ନୁହେଁ । ସେ କହିଲେ ଯେ ଉଭୟ ଦେଶ ମଧ୍ୟରେ ସମ୍ପର୍କର ମୁଖ୍ୟ ଆଧାର ହେଉଛି ଜନସାଧାରଣଙ୍କ ମଧ୍ୟରେ ସମ୍ପର୍କ । ପ୍ରଧାନମନ୍ତ୍ରୀ ଭାରତ ଏବଂ କୋରିଆ ମଧ୍ୟରେ ବର୍ଷ ବର୍ଷ ଧରି ରହିଥିବା ସମ୍ପର୍କ ସମ୍ବନ୍ଧରେ ସୂଚନା ପ୍ରଦାନ କରିଥିଲେ ଏବଂ ରାଣୀ ସୂର୍ଯ୍ୟରତ୍ନାଙ୍କ ସମ୍ବନ୍ଧରେ ସ୍ମରଣ କରିଥିଲେ ଯିଏକି ଅଯୋଧ୍ୟାରୁ ହଜାର ହଜାର କିଲୋମିଟର ଦୂର ଯାତ୍ରା କରି କୋରିଆ ରାଜାଙ୍କୁ ବିବାହ କରିଥିଲେ ।ଭାରତ-ଦକ୍ଷିଣ ଆଫ୍ରିକା ବ୍ୟାପାର ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
January 25th, 05:12 pm
ଭାରତ-ଦକ୍ଷିଣ ଆଫ୍ରିକା ବ୍ୟବସାୟ ମଞ୍ଚରେ ଆପଣମାନଙ୍କ ସହିତ ମୁଁ ଏଠାରେ ଉପସ୍ଥିତ ହୋଇ ଆନନ୍ଦିତ । ଆପଣଙ୍କୁ ପାଇଁ ଆମେ ଅତ୍ୟନ୍ତ ଗର୍ବିତ, ମହାମହିମ ରାଷ୍ଟ୍ରପତି ।ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
January 25th, 01:00 pm
ଆମ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ ଯେ ଭାରତର ଅଭିନ୍ନ ବନ୍ଦୁ, ରାଷ୍ଟ୍ରପତି ରାମାଫୋସା ଆଜି ଆମ ଗହଣରେ ଉପସ୍ଥିତ ରହିଛନ୍ତି । ତାଙ୍କ ପାଇଁ ଭାରତ ନୂଆ ନୁହେଁ, କିନ୍ତୁ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ । ଆହୁରି ତାଙ୍କର ଏହି ଭାରତ ଗସ୍ତ ଆମ ସମ୍ପର୍କର ଏକ ସ୍ୱତନ୍ତ୍ର ପର୍ଯ୍ୟାୟରେ ହେଉଛି । ଚଳିତ ବର୍ଷ ମହାତ୍ମା ଗାନ୍ଧୀଜୀଙ୍କର 150ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ଗତବର୍ଷ ନେଲସନ ମାଣ୍ଡେଲାଙ୍କ ଜନ୍ମଶତବାର୍ଷିକୀ ବର୍ଷ ଥିଲା । ଏବଂ ଗତ ବର୍ଷ ଆମ ରାଜନୈତିକ ସମ୍ପର୍କର ରୌପ୍ୟ ଜୟନ୍ତୀ ମଧ୍ୟ ଥିଲା । ମୁଁ ଅତ୍ୟନ୍ତ ଆନନ୍ଦିତ ଯେ ଏହି ବିଶେଷ ମୁହୂର୍ତ୍ତରେ ରାଷ୍ଟ୍ରପତି ରାମାଫୋସା ଭାରତ ଆସିଛନ୍ତି । ଏବଂ ତାଙ୍କର ଏହି ଭାରତ ଗସ୍ତ ଆମ ପାଇଁ ଆହୁରି ଅଧିକ ଗୁରୁତ୍ୱ ରଖୁଛି, କାରଣ ଆସନ୍ତାକାଲି ସେ ଭାରତୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । ଏହି ସମ୍ମାନ ଏବଂ ଗୌରବ ସେ ଆମକୁ ଦେଇଥିବାରୁ, ସେଥିପାଇଁ ସମସ୍ତ ଭାରତ ତାଙ୍କ ନିକଟରେ କୃତଜ୍ଞ ।ମନ୍ କି ବାତ୍ ର 51ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 30th, 11:30 am
2018ରେ, ବିଶ୍ୱର ସବୁଠାରୁ ବଡ଼ ସ୍ୱାସ୍ଥ୍ୟବୀମା ଯୋଜନା “ଆୟୁଷ୍ମାନ ଭାରତ”ର ଶୁଭାରମ୍ଭ ହେଲା । ଦେଶର ପ୍ରତ୍ୟେକ ଗ୍ରାମକୁ ବିଜୁଳି ପହଂଚିଗଲା । ବିଶ୍ୱର ମାନ୍ୟଗଣ୍ୟ ସଂସ୍ଥା ଏହାକୁ ସ୍ୱୀକାର କରିଛନ୍ତି ଯେ, ଭାରତ ରେକର୍ଡ ଗତିରେ ଦାରିଦ୍ର୍ୟରୁ ମୁକ୍ତିଲାଭ କରୁଛି । ଦେଶବାସୀଙ୍କ ଦୃଢ଼ସଂକଳ୍ପ ଯୋଗୁଁ ସ୍ୱଚ୍ଛତା ଉକ୍ଟଙ୍ଖରକ୍ସବଶର 95 ପ୍ରତିଶତକୁ ପାର କରିବା ଦିଗରେ ଅଗ୍ରସର ହେଉଛି ।ଆଜାଦ ହିନ୍ଦ ସରକାର ଗଠନର 75ତମ ବାର୍ଷିକୀ ଉତ୍ସବରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
October 21st, 11:15 am
ନେତାଜୀ ସୁବାସ ଚନ୍ଦ୍ର ବୋଷ ଗଠନ କରିଥିବା ଆଜାଦ ହିନ୍ଦ ସରକାରର 75ତମ ବାର୍ଷିକୀକୁ ସ୍ମରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ଆଜି ଲାଲ କିଲ୍ଲାଠାରେ ଜାତୀୟ ପତାକା ଉତୋଳନ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍’ର 48ତମ ସଂସ୍କରଣ
September 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଏମିତି କୌଣସି ଭାରତୀୟ ନ ଥିବ, ଯିଏ ଆମ ସେନାବାହିନୀ, ଆମ ସେନାର ଯବାନମାନଙ୍କୁ ନେଇ ଗର୍ବ କରୁନଥିବ । ପ୍ରତ୍ୟେକ ଭାରତୀୟ – ସେ ଯେକୌଣସି ଅଂଚଳ, ଜାତି, ଧର୍ମ, ସମ୍ପ୍ରଦାୟ ବା ଭାଷାର ହୋଇଥାଉ ନା କାହିଁକି – ଆମ ସୈନିକମାନଙ୍କ ପ୍ରତି ନିଜର ଆନନ୍ଦର ପରିପ୍ରକାଶ ଏବଂ ସମର୍ଥନ ଦର୍ଶାଇବା ପାଇଁ ସର୍ବଦା ତତ୍ପର ହୋଇରହିଥାଏ ।ଉଗାଣ୍ଡାକୁ ସରକାରୀ ଗସ୍ତ ଅବସରରେ ଉଗାଣ୍ଡା ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
July 25th, 01:00 pm
ସଂସଦର ଆମନ୍ତ୍ରଣ କ୍ରମେ ମୁଁ ଏହି ସମ୍ବୋଧନ କରିଥିବାରୁ ମୁଁ ଗଭୀର ଭାବେ ସମ୍ମାନିତ ଅନୁଭବ କରୁଛି । ମୁଁ ପୂର୍ବରୁ ଅନ୍ୟ ସଂସଦଗୁଡ଼ିକରେ ସମାନ ସୁଯୋଗ ପାଇଛି । ତେବେ, ଏହା ସ୍ୱତନ୍ତ୍ର । ଏହି ସମ୍ମାନ ପ୍ରଥମ ଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ମିଳିଛି । ଏହା 125 କୋଟି ଭାରତବାସୀଙ୍କ ପାଇଁ ବଡ଼ ସମ୍ମାନ । ମୁଁ ସେମାନଙ୍କ ଶୁଭକାମନା ଏବଂ ବନ୍ଧୁତ୍ୱର ସୌହାର୍ଦ୍ଦ୍ୟ ଭାବନା ନେଇ ମୋ ସହିତ ଆସିଛି । ତାହା ମୁଁ ଏହି ସଂସଦ ଏବଂ ଉଗାଣ୍ଡାର ସବୁ ଲୋକମାନଙ୍କୁ ଜଣାଉଛି । ଆପଣମାନଙ୍କ ଉପସ୍ଥିତି, ବାଚସ୍ପତି ମହୋଦୟା, ମୋର ଲୋକସଭାର କଥା ମନେ ପକାଇ ଦେଉଛି, ସେଠାରେ ମଧ୍ୟ ଜଣେ ମହିଳା ବାଚସ୍ପତି ଅଛନ୍ତି । ମୁଁ ମଧ୍ୟ ଏଠାରେ ବହୁ ଯୁବ ସାଂସଦମାନଙ୍କୁ ଦେଖିପାରୁଛି । ଏହା ଗଣତନ୍ତ୍ର ପାଇଁ ଶୁଭ ଖବର । ଯେତେଥର ମୁଁ ଉଗାଣ୍ଡା ଆସିଛି, ମୁଁ ଆଫ୍ରିକାର ଏକ ରତ୍ନକୁ ଅନୁଭବ କରିବାର ସୁଯୋଗ ପାଇଛି । ଏହା ଅପରୂପ ସୌନ୍ଦର୍ଯ୍ୟ, ବିପୁଳ ସମ୍ପଦର ଭଣ୍ଡାର ଏବଂ ଧନୀ ଐତିହ୍ୟର ଭୂମି । ଏହାର ନଦୀ ଏବଂ ହ୍ରଦ ଏହି ବିସ୍ତୃତ ଅଂଚଳରେ ବହୁ ସଭ୍ୟତାକୁ ବିକଶିତ କରିଛି । ମୁଁ ଇତିହାସ ବିଷୟରେ ସଚେତନ ଅଛି ଯାହା ଆମକୁ ଆଜି ଏହି ବିନ୍ଦୁରେ ଆଣି ଛିଡ଼ା କରିଛି, ଯେତେବେଳେ ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ଅନ୍ୟ ଏକ ସାର୍ବଭୌମ ରାଷ୍ଟ୍ରର ସଂସଦର ସଦସ୍ୟମାନଙ୍କୁ ଉଦବୋଧନ ଦେଉଛନ୍ତି । ଆମର ପ୍ରାଚୀନ ସାମୁଦ୍ରିକ ସମ୍ପର୍କ, ସାମ୍ରାଜ୍ୟବାଦର କଳା ସମୟ, ସ୍ୱାଧୀନତା ପାଇଁ ସଂଘର୍ଷରେ ସହଭାଗୀତା, ବିଭାଜିତ ବିଶ୍ୱରେ ସ୍ୱାଧୀନ ରାଷ୍ଟ୍ରଗୁଡ଼ିକର ଅନିଶ୍ଚିତ ମାର୍ଗ, ନୂତନ ସମ୍ଭାବନାର ସକାଳ ଏବଂ ଆମ ଯୁବ ଜନସଂଖ୍ୟା ଭିତରେ ପାରସ୍ପରିକ ଆକାଂକ୍ଷାର ମେଳକ(ସାମଞ୍ଜସ୍ୟ) । ଏ ସମସ୍ତ ଆମକୁ ଯୋଡ଼ିଛି ।Our future will be technology driven. We need to embrace it: PM Modi
July 31st, 11:36 am
India is a ray of HOPE, says Prime Minister Modi in Johannesburg
July 08th, 11:18 pm
Now it is time to work for economic freedom: PM at India-SA Business Meet
July 08th, 07:52 pm
South Africa backs India's bid to join Nuclear Suppliers Group
July 08th, 05:30 pm