ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ୍ ସେଣ୍ଟରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ୍ ସେଣ୍ଟରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 30th, 11:53 am

ଆପଣମାନଙ୍କୁ ସମସ୍ତଙ୍କୁ ଗୁଡ଼ି ପାଡ଼ୱା ଏବଂ ନୂତନ ବର୍ଷର ବହୁତ ବହୁତ ଶୁଭକାମନା! କାର୍ଯ୍ୟକ୍ରମରେ ଉପସ୍ଥିତ ପରମ ପୂଜ୍ୟ ସରସଂଘ ଚାଳକ ଜୀ, ଡକ୍ଟର ମୋହନ ଭାଗବତ ଜୀ, ସ୍ୱାମୀ ଗୋବିନ୍ଦ ଗିରି ଜୀ ମହାରାଜ, ସ୍ୱାମୀ ଅବଧେଶାନନ୍ଦ ଗିରି ଜୀ ମହାରାଜ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ନୀତିନ ଗଡକରୀ ଜୀ, ଡକ୍ଟର ଅଭିନାଶ ଚନ୍ଦ୍ର ଅଗ୍ନିହୋତ୍ରୀ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଉପସ୍ଥିତ ସମସ୍ତ ବରିଷ୍ଠ ସହକର୍ମୀ, ଆଜି ମୁଁ ଏହି ରାଷ୍ଟ୍ରଯଜ୍ଞର ପବିତ୍ର ଅନୁଷ୍ଠାନରେ ଯୋଗଦେବାର ସୌଭାଗ୍ୟ ପାଇଛି। ଆଜି, ଚୈତ୍ର ଶୁକ୍ଳ ପ୍ରତିପଦାର ଏହି ଦିନଟି ବହୁତ ସ୍ୱତନ୍ତ୍ର। ଆଜିଠାରୁ ନବରାତ୍ରିର ପବିତ୍ର ପର୍ବ ଆରମ୍ଭ ହେଉଛି। ଆଜି ଦେଶର ବିଭିନ୍ନ କୋଣରେ ଗୁଡ଼ି ପଡ଼ୱା, ଉଗାଦି ଏବଂ ନଭରେହ ପର୍ବ ମଧ୍ୟ ପାଳନ କରାଯାଉଛି। ଆଜି ମଧ୍ୟ ଭଗବାନ ଝୁଲେଲାଲ ଜୀ ଏବଂ ଗୁରୁ ଅଙ୍ଗଦ ଦେବ ଜୀଙ୍କ ଜନ୍ମ ଜୟନ୍ତୀ । ଏହା ଆମର ପ୍ରେରଣାର ଉତ୍ସ, ପରମ ପୂଜ୍ୟ ଡାକ୍ତର ସାହେବଙ୍କ ଜନ୍ମବାର୍ଷିକୀର ମଧ୍ୟ ଅବସର। ଏବଂ ଏହି ବର୍ଷ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଗୌରବମୟ ଯାତ୍ରାର ୧୦୦ ବର୍ଷ ମଧ୍ୟ ପୂରଣ ହେଉଛି। ଆଜି ଏହି ଅବସରରେ, ମୁଁ ସ୍ମୃତି ମନ୍ଦିର ପରିଦର୍ଶନ କରିବାର ଏବଂ ପୂଜ୍ୟ ଡାକ୍ତର ସାହେବ ଏବଂ ପୂଜ୍ୟ ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ସୌଭାଗ୍ୟ ପାଇଛି।

ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 30th, 11:52 am

ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ପବିତ୍ର ନବରାତ୍ରୀ ଉତ୍ସବର ଆରମ୍ଭକୁ ଚିହ୍ନିତ କରୁଥିବା ଚୈତ୍ର ଶୁକ୍ଳ ପ୍ରତିପଦାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଆଜି ସାରା ଦେଶରେ ଗୁଡି ପଡୱା, ଉଗାଦି ଏବଂ ନଭରେହ ଭଳି ପର୍ବ ପାଳନ କରାଯାଉଛି। ଭଗବାନ ଝୁଲେଲାଲ ଏବଂ ଗୁରୁ ଅଙ୍ଗଦ ଦେବଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସର ଗୁରୁତ୍ୱ ଉପରେ ସେ ଆଲୋକପାତ କରିଥିଲେ। ସେ ଏହି ଅବସରକୁ ପ୍ରେରଣାଦାୟୀ ଡକ୍ଟର କେ. ବି. ହେଡଗେୱାରଙ୍କ ଜୟନ୍ତୀ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ର ଉଲ୍ଲେଖନୀୟ ଯାତ୍ରାର ଶତବାର୍ଷିକୀ ବୋଲି ମଧ୍ୟ ସ୍ୱୀକାର କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ଡକ୍ଟର ହେଡଗେୱାର ଏବଂ ଶ୍ରୀ ଗୋଲୱାଲକର ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ସ୍ମୃତି ମନ୍ଦିର ପରିଦର୍ଶନ କରି ସେ ନିଜର ସମ୍ମାନ ବ୍ୟକ୍ତ କରିଥିଲେ।

Mauritius is not just a partner country; For us, Mauritius is family: PM Modi

Mauritius is not just a partner country; For us, Mauritius is family: PM Modi

March 12th, 06:07 am

PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.

ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

Netaji Subhas Chandra Bose's legacy will continue to inspire us in building a Viksit Bharat: PM Modi

January 23rd, 11:30 am

PM Modi addressed the nation on Parakram Diwas, paying tribute to Netaji Subhas Chandra Bose. He emphasized Netaji’s legacy of unity, sacrifice, and determination, urging everyone to step out of their comfort zones to achieve a Viksit Bharat. He highlighted the global opportunities for India and the need to stay united and vigilant against pisive forces.

Prime Minister Shri Narendra Modi’s address on Parakram Diwas

January 23rd, 11:25 am

PM Modi addressed the nation on Parakram Diwas, paying tribute to Netaji Subhas Chandra Bose. He emphasized Netaji’s legacy of unity, sacrifice, and determination, urging everyone to step out of their comfort zones to achieve a Viksit Bharat. He highlighted the global opportunities for India and the need to stay united and vigilant against pisive forces.

People are regarding BJP's ‘Sankalp Patra’ as Modi Ki Guarantee card: PM Modi in Tirunelveli

April 15th, 04:33 pm

Prime Minister Narendra Modi graced a public meeting ahead of the Lok Sabha Elections, 2024 in Tirunelveli, Tamil Nadu. The audience welcomed the PM with love and adoration. Manifesting a third term, PM Modi exemplified his vision for Tamil Nadu and the entire nation as a whole.

PM Modi holds a public meeting in Tirunelveli, Tamil Nadu

April 15th, 04:23 pm

Prime Minister Narendra Modi graced a public meeting ahead of the Lok Sabha Elections, 2024 in Tirunelveli, Tamil Nadu. The audience welcomed the PM with love and adoration. Manifesting a third term, PM Modi exemplified his vision for Tamil Nadu and the entire nation as a whole.

ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 08th, 01:00 pm

ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,

ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 08th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

ଲାଲକିଲ୍ଲାରେ ପରାକ୍ରମ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 23rd, 06:31 pm

କେନ୍ଦ୍ର ମନ୍ତ୍ରିମଣ୍ଡଳ ମୋର କ୍ୟାବିନେଟ୍ ସହଯୋଗୀ କିଶନ ରେଡ୍ଡୀ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଅଜୟ ଭଟ୍ଟ ଜୀ, ବ୍ରିଗେଡିୟର ଆରଏସ ଚିକାରା ଜୀ, ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନ ଜୀ ଏବଂ ମୋର ପ୍ରିୟ ଦେଶବାସୀମାନେ !

ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

January 23rd, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ସେ ଭାରତ ପର୍ବର ଶୁଭାରମ୍ଭ କରିଥିଲେ ଯାହା ସାଧାରଣତନ୍ତ୍ର ଦିବସ ପ୍ରଜ୍ଞାପନ ମେଢ଼ ଏବଂ ସାଂସ୍କୃତିକ ପ୍ରଦର୍ଶନୀ ସହିତ ଦେଶର ସମୃଦ୍ଧ ବିବିଧତାକୁ ପ୍ରଦର୍ଶିତ କରିବ । ପ୍ରଧାନମନ୍ତ୍ରୀ ନେତାଜୀଙ୍କ ଉପରେ ଫଟୋ, ଚିତ୍ର, ପୁସ୍ତକ ଏବଂ ମୂର୍ତ୍ତିକୁ ନେଇ ଜାତୀୟ ଅଭିଲେଖାଗାରର ଟେକ୍ନୋଲୋଜି ପରିଚାଳିତ ଇଣ୍ଟରଆକ୍ଟିଭ୍ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ଏବଂ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା ଦ୍ୱାରା ଉପସ୍ଥାପିତ ନେତାଜୀଙ୍କ ଜୀବନୀ ଉପରେ ପ୍ରୋଜେକ୍ସନ ମ୍ୟାପିଂ ସହିତ ସମନ୍ୱିତ ଏକ ନାଟକ ମଧ୍ୟ ଦେଖିଥିଲେ। ସେ ଏକମାତ୍ର ଜୀବିତ ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅବଦାନକୁ ସମ୍ମାନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଅନୁଯାୟୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ୨୦୨୧ ରୁ ପରାକ୍ରମ ଦିବସ ପାଳନ କରାଯାଉଛି ।

ଅଯୋଧ୍ୟାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ସମର୍ପଣ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 30th, 02:15 pm

ଅଯୋଧ୍ୟାରେ ସମସ୍ତ ଲୋକମାନଙ୍କୁ ମୋର ପ୍ରଣାମ ! ଜାନୁଆରୀ ୨୨ତାରିଖରେ ହେବାକୁ ଥିବା ଏହି ଐତିହାସିକ ମୁହୂର୍ତ୍ତକୁ ଆଜି ସମଗ୍ର ବିଶ୍ୱ ଉତ୍ସୁକତାର ସହ ଅପେକ୍ଷା କରିଛି। ତେଣୁ ଅଯୋଧ୍ୟା ବାସୀଙ୍କ ମଧ୍ୟରେ ଉତ୍ସାହ ଓ ବହୁତ ଆନନ୍ଦ ହେବା ସ୍ୱାଭାବିକ। ମୁଁ ଭାରତ ମାଟିର କୋଣ ଅନୁକୋଣ ଏବଂ ଭାରତର ପ୍ରତ୍ୟେକ ବ୍ୟକ୍ତିଙ୍କର ମୁଁ ଉପାସକ ଅଟେ, ଏବଂ ମୁଁ ମଧ୍ୟ ଆପଣଙ୍କ ପରି ସେତିକି ଉତ୍ସାହିତ ଅଛି| ଆମ ସମସ୍ତଙ୍କ ଏହି ଉତ୍ସାହ, ଏହି ଆନନ୍ଦ କିଛି ସମୟ ପୂର୍ବରୁ ଅଯୋଧ୍ୟାର ରାସ୍ତାରେ ଦେଖିବାକୁ ମିଳିଥିଲା। ଏମିତି ଲାଗୁଥିଲା ଯେମିତି ପୂରା ଅଯୋଧ୍ୟା ସହର ରାସ୍ତାକୁ ଓହ୍ଲାଇଆସିଛି। ଏହି ଭଲପାଇବା ଏବଂ ଆଶୀର୍ବାଦ ପାଇଁ ମୁଁ ଆପଣସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ମୋ ସହିତ ଯୋଗ ଦିଅନ୍ତୁ -

୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

December 30th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଯୋଧ୍ୟା ଧାମରେ ୧୫,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ଅଯୋଧ୍ୟା ଏବଂ ଏହାର ଆଖପାଖ ଅଞ୍ଚଳର ବିକାଶ ପାଇଁ ପ୍ରାୟ ୧୧,୧୦୦ କୋଟି ଟଙ୍କାର ପ୍ରକଳ୍ପ ଏବଂ ଉତ୍ତରପ୍ରଦେଶର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଜଡିତ ପ୍ରାୟ ୪୬୦୦ କୋଟି ଟଙ୍କାର ପ୍ରକଳ୍ପ ଅନ୍ତର୍ଭୁକ୍ତ ।

ଏନପିଡିଆରଆର ର ତୃତୀୟ ବୈଠକ ଏବଂ ଶୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-2023 ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10th, 09:43 pm

ସର୍ବ ପ୍ରଥମେ ମୁଁ ବିପର୍ଯ୍ୟୟ ହ୍ରାସ ଏବଂ ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ସମସ୍ତ ସାଥୀମାନଙ୍କୁ ଶୁଭେଚ୍ଛା ଜଣାଉଛି । କାରଣ କାର୍ଯ୍ୟ ହେଉଛି ଏଭଳି ଯେ, ଆପଣ ଅନେକ ଥର ନିଜ ଜୀବନକୁ ବିପଦରେ ପକାଇ ମଧ୍ୟ ଅନ୍ୟମାନଙ୍କର ଜୀବନ ବଂଚାଇବା ପାଇଁ ବହୁତ ଭଲ କାର୍ଯ୍ୟ କରିଥାନ୍ତି । ନିକଟରେ ତୁର୍କୀ ଏବଂ ସିରିଆରେ ଭାରତୀୟ ଦଳର ପ୍ରୟାସକୁ ସମଗ୍ର ବିଶ୍ୱ ପ୍ରଶଂସା କରିଛି ଆଉ ଏହି କଥା ହେଉଛି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗୌରବର ବିଷୟ । ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସହିତ ଜଡିତ ମାନବ ସମ୍ବଳ ଏବଂ ବୈଷୟିକ ଦକ୍ଷତାକୁ ଭାରତ ଯେଭଳି ଭାବେ ବୃଦ୍ଧି କରିଛି, ତାହାଦ୍ୱାରା ଦେଶରେ ମଧ୍ୟ ଭିନ୍ନ- ଭିନ୍ନ ବିପର୍ଯ୍ୟୟ ସମୟରେ ଅନେକ ଗୁଡିଏ ଲୋକଙ୍କର ଜୀବନ ବଂଚାଇବାରେ ସହାୟତା ମିଳିଛି । ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ବ୍ୟବସ୍ଥା ସଶକ୍ତ ହେଉ, ଏଥିପାଇଁ ପ୍ରୋତ୍ସାହନ ମିଳୁ, ଏବଂ ସାରା ଦେଶରେ ଏକ ସୁସ୍ଥ ପ୍ରତିଯୋଗିତାର ବାତାବରଣ ସୃଷ୍ଟି ହେଉ, ଏହି କାର୍ଯ୍ୟ ଲାଗି ଏବଂ ଏଥିପାଇଁ ଏକ ସ୍ୱତନ୍ତ୍ର ପୁରସ୍କାରର ମଧ୍ୟ ଘୋଷଣା କରାଯାଇଛି । ଆଜି ଏଠାରେ ଦୁଇଟି ସଂସ୍ଥାନକୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ଦିଆଯାଇଛି । ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(Odisha State Disaster Management Authority), ବାତ୍ୟାଠାରୁ ନେଇ ସୁନାମୀ ପର୍ଯ୍ୟନ୍ତ, ବିଭିନ୍ନ ବିପର୍ଯ୍ୟୟ ସମୟରେ ବହୁତ ଭଲ କାର୍ଯ୍ୟ କରୁଛି । ସେହିଭଳି ମିଜୋରମର ଲୁଙ୍ଗଲେଇ ଅଗ୍ନିଶମ କେନ୍ଦ୍ର ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାରେ କଠିନ ପରିଶ୍ରମ କରିଛି, ସମଗ୍ର ଅଂଚଳକୁ ବଂଚାଇଲା ଏବଂ ନିଆଁ ବ୍ୟାପିବାକୁ ରୋକିଲା । ମୁଁ ଏହି ସଂସ୍ଥାନରେ କାର୍ଯ୍ୟ କରୁଥିବା ସମସ୍ତ ସାଥୀମାନଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।

ଜାତୀୟ ବିପର୍ଯ୍ୟୟ ଭୟ ହ୍ରାସ ମଞ୍ଚର ତୃତୀୟ ଅଧିବେଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

March 10th, 04:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍‌ଡିପିଆର୍‌ଆର)ର ତୃତୀୟ ଅଧିବେଶନକୁ ଉଦ୍‌ଘାଟନ କରିଛନ୍ତି । ଏହି ମଂଚରେ ତୃତୀୟ ଅଧିବେଶନର ମୁଖ୍ୟ ବିଷୟବସ୍ତୁ ଥିଲା “ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ ମୁକାବିଲା ପ୍ରସ୍ତୁତି ।”

'ମନ୍ କୀ ବାତ୍' ଜନ ଭାଗିଦାରୀର ପରିପ୍ରକାଶର ଏକ ଅଦ୍ଭୁତ ମାଧ୍ୟମ ପାଲଟିଛି: ପ୍ରଧାନମନ୍ତ୍ରୀ ମୋଦୀ

February 26th, 11:00 am

ଆପଣମାନଙ୍କର ମନେଥିବ, ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅର୍ଥାତ ଏକତା ଦିବସ ଅବସରରେ ‘ମନ୍ କି ବାତ୍‌’ରେ ଆମେ ତିନୋଟି ପ୍ରତିଯୋଗିତା କଥା କହିଥିଲୁ । ଏହି ପ୍ରତିଯୋଗିତାଗୁଡ଼ିକ ଦେଶଭକ୍ତି ଗୀତ ରଚନା, ନାନାବାୟା ଗୀତ ରଚନା ଏବଂ ରଙ୍ଗୋଲି ଅଙ୍କନ ଉପରେ ଆଧାରିତ ଥିଲା । ଏ କଥା କହିବାରେ ମୋତେ ଖୁସି ଲାଗୁଛି ଯେ, ସମଗ୍ର ଦେଶର ୭୦୦ରୁ ଅଧିକ ଜିଲ୍ଲାରୁ ୫ ଲକ୍ଷରୁ ଅଧିକ ଲୋକେ ଏଥିରେ ଉତ୍ସାହର ସହିତ ଅଂଶଗ୍ରହଣ କରିଛନ୍ତି । ପିଲା, ବୟସ୍କ ବ୍ୟକ୍ତି, ବରିଷ୍ଠ ଲୋକେ, ସମସ୍ତେ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ୨୦ରୁ ଅଧିକ ଭାଷାରେ ନିଜର କୃତିମାନ ପଠାଇଛନ୍ତି । ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶ ଗ୍ରହଣକାରୀ ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଆପଣମାନଙ୍କ ମଧ୍ୟରୁ ପ୍ରତ୍ୟେକେ ଜଣେ ଜଣେ ଚମ୍ପିଆନ୍‌, କଳାର ସାଧକ । ନିଜ ଦେଶର ବିବିଧତା ଏବଂ ସଂସ୍କୃତି ପ୍ରତି ଆପଣମାନଙ୍କ ହୃଦୟରେ କେତେ କେତେ ପ୍ରେମ ଭରି ରହିଛି, ତାହା ଆପଣମାନେ ଦର୍ଶାଇଛନ୍ତି ।

ନୂଆଦିଲ୍ଲୀରେ କର୍ତବ୍ୟ ପଥର ଉଦଘାଟନତ୍ତଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳ ପାଠ

September 08th, 10:41 pm

ଆଜିର ଏହି ଐତିହାସିକ କାର୍ଯ୍ୟକ୍ରମ ଉପରେ ସମଗ୍ର ଦେଶର ଦୃଷ୍ଟି ନିବିଦ୍ଧ ରହିଛି, ସମସ୍ତ ଦେଶବାସୀ ଏବେ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଛନ୍ତି । ଏହି ଐତିହାସିକ ମୁହୂର୍ତର ସାକ୍ଷୀ ପାଲଟୁଥିବା ସମସ୍ତ ଦେଶବାସୀଙ୍କୁ ମୁଁ ହୃଦୟରୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଏହି ଐତିହାସିକ ମୁହୂର୍ତରେ ମୋ ସହ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀ ହରଦୀପ ପୁରୀ ଜୀ, ଶ୍ରୀ ଜୀ କିଶନ ରେଡ୍ଡୀ ଜୀ, ଶ୍ରୀ ଅର୍ଜୁନ ରାମ ମେଘୱାଲ ଜୀ, ଶ୍ରୀମତି ମିନାକ୍ଷୀ ଲେଖି ଜୀ, ଶ୍ରୀ କୌଶଲ କିଶୋର ଜୀ, ଆଜି ମୋ ସହ ମଧ୍ୟ ମଂଚ ଉପରେ ଉପସ୍ଥିତ ଅଛନ୍ତି । ଦେଶର ଅନେକ ମାନ୍ୟଗଣ୍ୟ ଅତିଥି ଗଣ, ସେମାନେ ମଧ୍ୟ ଆଜି ଏଠାରେ ଉପସ୍ଥିତ ଅଛନ୍ତି ।

PM inaugurates 'Kartavya Path' and unveils the statue of Netaji Subhas Chandra Bose at India Gate

September 08th, 07:00 pm

PM Modi inaugurated Kartavya Path and unveiled the statue of Netaji Subhas Chandra Bose. Kingsway i.e. Rajpath, the symbol of colonialism, has become a matter of history from today and has been erased forever. Today a new history has been created in the form of Kartavya Path, he said.

ନେତାଜୀ ଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତିକୁ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

April 05th, 02:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କଳାକାର ଅରୁଣ ଯୋଗୀରାଜଙ୍କଠାରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୂର୍ତ୍ତି ଗ୍ରହଣ କରିଛନ୍ତି ।