Today’s projects are one more step towards Viksit West Bengal: PM Modi
March 09th, 04:10 pm
Prime Minister Narendra Modi addressed ‘Viksit Bharat Viksit West Bengal’ program in Siliguri, West Bengal. He inaugurated and dedicated to the nation multiple projects of rail and road sector worth more than Rs 4500 crores in West Bengal. Speaking on the occasion, the Prime Minister expressed happiness to be present in the beautiful land of tea. He called today’s projects another step towards Viksit West Bengal.ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ସିଲିଗୁଡି ଠାରେ 'ବିକଶିତ ଭାରତ ବିକଶିତ ପଶ୍ଚିମବଙ୍ଗ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି
March 09th, 03:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ସିଲିଗୁଡି ଠାରେ ' ବିକଶିତ ଭାରତ ବିକଶିତ ପଶ୍ଚିମବଙ୍ଗ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ସେ ପଶ୍ଚିମବଙ୍ଗରେ ୪୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ଓ ସଡ଼କ କ୍ଷେତ୍ର ସହିତ ଜଡିତ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।ଆସାମରୁ ଆସନ୍ତା 29 ତାରିଖ ଦିନ ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
May 28th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 29 ତାରିଖ ଦିନ ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ।ଭିଡିଓ କନଫରେନସିଂ ମାଧ୍ୟମରେ ହାଓଡ଼ାରୁ ନ୍ୟୁ ଜଳପାଇଗୁଡ଼ିକୁ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଏବଂ କୋଲକାତା ମେଟ୍ରୋର ପର୍ପଲ ଲାଇନର ଜୋକା-ତାରାତେଲା ଖଣ୍ଡର ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 30th, 11:50 am
ଆଜି ମୋତେ ଆପଣ ସମସ୍ତଙ୍କ ସମ୍ମୁଖକୁ ଆସିବାର ଥିଲା, କିନ୍ତୁ ମୋର ବ୍ୟକ୍ତିଗତ କାରଣ ଯୋଗୁ ମୁଁ ଆପଣ ସମସ୍ତଙ୍କ ମଧ୍ୟକୁ ଆସିପାରିଲି ନାହିଁ, ଏଥିପାଇଁ ମୁଁ ଆପଣଙ୍କୁ, ବଙ୍ଗଳାକୁ କ୍ଷମା ମାଗୁଛି । ବଙ୍ଗଳାର ପୁଣ୍ୟ ଧରିତ୍ରୀକୁ, କଲିକତାର ଐତିହାସିକ ଧରିତ୍ରୀକୁ ଆଜି ମୋ ପାଇଁ ପ୍ରଣାମ କରିବାର ଅବସର ଅଟେ । ବଙ୍ଗଳାର କୋଣ ଅନୁକୋଣରେ ସ୍ୱାଧୀନତାର ଆଂଦୋଳନର ଇତିହାସ ସମାହିତ ହୋଇ ରହିଛି । ଯେଉଁ ମାଟିରୁ ବଂଦେ ମାତରମର ଜୟଘୋଷ ହୋଇଥିଲା, ସେଠାରେ ବର୍ତ୍ତମାନ ବଂଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଗଲା । ଆଜି ୩ଠ ଡିସେମ୍ବରର ତାରିଖର ଇତିହାସରେ ମଧ୍ୟ ନିଜସ୍ୱ ବହୁତ ମହତ୍ୱ ରହିଛି । ୩ଠ ଡିସେମ୍ବର, ୧୯୪୩, ସେହି ଦିନ ନେତାଜୀ ସୁଭାଷ ଆଣ୍ଡାମାନରେ ତ୍ରିରଙ୍ଗା ଉଡ଼ାଇ ଭାରତର ସ୍ୱାଧୀନତାର ବିଗୁଲ ଫୁଙ୍କିଥିଲେ ।PM flags off Vande Bharat Express connecting Howrah to New Jalpaiguri via video conferencing
December 30th, 11:25 am
PM Modi flagged off the Vande Bharat Express, connecting Howrah to New Jalpaiguri as well as inaugurated other metro and railway projects in West Bengal via video conferencing. The PM linked reforms and development of Indian Railways with the development of the country. He said that the central government was making record investments in the modern railway infrastructure.ପ୍ରଧାନମନ୍ତ୍ରୀ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ
December 29th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧.୧୫ରେ ହାଓଡ଼ା ରେଳଷ୍ଟେସନରେ ପହଞ୍ଚିବେ, ଯେଉଁଠାରେ ସେ ହାଓଡ଼ାକୁ ନୁ୍ୟ ଜଳପାଇଗୁଡ଼ି ସହ ଯୋଡ଼ୁଥିବା ବନେ୍ଦ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ କୋଲକାତାରେ ମେଟ୍ରୋର ଜୋକା-ତାରାତଲା ପର୍ପଲ ଲାଇନର ଭିତ୍ତିପ୍ରସ୍ତର ରଖିବେ ଏବଂ ବିଭିନ୍ନ ରେଳ ପ୍ରକଳ୍ପର ଲୋକାର୍ପଣ କରିବେ । ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ଆଇଏନଏସ ନେତାଜୀ ସୁଭାଷରେ ପହଞ୍ଚି ନେତାଜୀ ସୁଭାଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ - ନ୍ୟାସନାଲ ଇନଷ୍ଟିଚୁ୍ୟଟ୍ ଅଫ ୱାଟର ଆଣ୍ଡ ସାନିଟେସନର ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ସ୍ୱଚ୍ଛ ଗଙ୍ଗା ମିଶନ ଅଧୀନରେ ପଶ୍ଚିମବଙ୍ଗ ନିମନ୍ତେ ଅନେକ ସ୍ୱେରେଜ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ସେ ଅପରାହ୍ନ ପ୍ରାୟ ୧୨.୨୫ରେ ରାଷ୍ଟ୍ରୀୟ ଗଙ୍ଗା ପରିଷଦର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିବେ ।