Action Plan (2024-2028) for the Implementation of the India-Poland Strategic Partnership
August 22nd, 08:22 pm
Building on the consensus reached by the Prime Ministers of India and Poland during talks held on August 22, 2024, in Warsaw and recognising the momentum in bilateral cooperation created by the establishment of the Strategic Partnership, the two sides agreed to formulate and execute a five-year Action Plan that will guide bilateral collaboration in the years 2024-2028 across various sectors.India- Poland Joint Statement “Establishment of Strategic Partnership”
August 22nd, 08:21 pm
At the invitation of PM Donald Tusk of Poland, PM Narendra Modi paid an official visit to Poland from August 21-22, 2024. The historic visit, came as both nations celebrate the 70th anniversary of their diplomatic relations. Recognizing their long-standing ties, reaffirming the deep-rooted bonds of friendship between their countries and peoples, and commitment to realizing the full potential of their ties, the two leaders decided to elevate India-Poland bilateral relations to the level of a Strategic Partnership.”ପୋଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
August 22nd, 03:00 pm
ୱାର୍ସା ଭଳି ଏକ ସୁନ୍ଦର ସହରରେ ଭବ୍ୟ ସ୍ୱାଗତ, ସୁନ୍ଦର ଆତିଥ୍ୟ ଏବଂ ବନ୍ଧୁତ୍ୱପୂର୍ଣ୍ଣ ଶବ୍ଦ ପାଇଁ ମୁଁ ପ୍ରଧାନମନ୍ତ୍ରୀ ଟସ୍କଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣ ଦୀର୍ଘ ଦିନ ଧରି ଭାରତର ଜଣେ ଭଲ ବନ୍ଧୁ ଅଟନ୍ତି । ଭାରତ ଏବଂ ପୋଲାଣ୍ଡ ମଧ୍ୟରେ ବନ୍ଧୁତାକୁ ସୁଦୃଢ କରିବାରେ ଆପଣଙ୍କର ଅବଦାନ ଅତୁଳନୀୟ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର
October 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆମେ ପବିତ୍ର ଛଠ୍ ପର୍ବ ବିଷୟରେ ଆଲୋଚନା କଲୁ । ଭଗବାନ ସୂର୍ଯ୍ୟଙ୍କ ଉପାସନା ବିଷୟରେ ଆଲୋଚନା କଲୁ । ତେବେ ସୂର୍ଯ୍ୟ ଉପାସନା ସହ ଆଜି ତାଙ୍କ ବରଦାନ ସମ୍ପର୍କରେ ମଧ୍ୟ କାହିଁକି ଆଲୋଚନା ନ କରିବା? ସୌରଶକ୍ତି ହେଉଛି ସୂର୍ଯ୍ୟଦେବଙ୍କ ବରଦାନ । ସୌରଶକ୍ତି ଏଭଳି ଗୋଟିଏ ବିଷୟ ଯେଉଁଥିରେ ସମଗ୍ର ବିଶ୍ୱ ଆଜି ନିଜର ଭବିଷ୍ୟତକୁ ଦେଖୁଛି । ଆଉ ଭାରତ ପାଇଁ ତ ସୂର୍ଯ୍ୟଦେବ ଶହ ଶହ ବର୍ଷ ଧରି କେବଳ ଉପାସନା ନୁହେଁ ବରଂ ଜୀବନ ପ୍ରଣାଳୀର କେନ୍ଦ୍ରସ୍ଥଳରେ ରହିଆସିଛନ୍ତି । ଭାରତ ଆଜି ନିଜର ପାରମ୍ପରିକ ଅନୁଭୂତିକୁ ଆଧୁନିକ ବିଜ୍ଞାନ ସହ ଯୋଡ଼ୁଛି । ସେଥିପାଇଁ ଆଜି ଆମେ ସୌରଶକ୍ତିରୁ ବିଜୁଳି ଉତ୍ପାଦନ କରିବାରେ ସବୁଠାରୁ ବଡ଼ ଦେଶମାନଙ୍କ ମଧ୍ୟରେ ସାମିଲ ହୋଇପାରିଛୁ । ସୌରଶକ୍ତିରୁ କିଭଳି ଆମ ଦେଶର ଗରିବ ଓ ମଧ୍ୟବିତ ଶ୍ରେଣୀର ଲୋକଙ୍କ ଜୀବନରେ ପରବର୍ତ୍ତନ ଘଟୁଛି, ତାହା ମଧ୍ୟ ଏକ ଅଧ୍ୟୟନର ବିଷୟ ।ପିଏସଏଲଭି-ସି51/ଆମାଜୋନିଆ-1 ମିଶନର ପ୍ରଥମ ଉତ୍ସର୍ଗୀକୃତ ବ୍ୟବସାୟିକ ଉତକ୍ଷେପଣ ପାଇଁ ଏନଏସଆଇଏଲ ଏବଂ ଇସ୍ରୋକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 28th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏସଏଲଭି-ସି51/ଆମାଜୋନିଆ-1 ମିଶନର ପ୍ରଥମ ଉତ୍ସର୍ଗୀକୃତ ବ୍ୟବସାୟିକ ଉତକ୍ଷେପଣର ସଫଳତା ପାଇଁ ଏନଏସଆଇଏଲ ଏବଂ ଇସ୍ରୋକୁ ଅଭିନନ୍ଦନ ଜଣାଇଛନ୍ତି ।Historic reforms initiated in the Space sector
June 24th, 04:02 pm
Union Cabinet chaired by PM Modi approved far reaching reforms in the Space sector aimed at boosting private sector participation in the entire range of space activities. The decision taken is in line with the PM's long-term vision of making the country self-reliant and technologically advanced.