Tribal society is the one that led the fight for centuries to protect India's culture and independence: PM Modi

November 15th, 11:20 am

PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.

ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 15th, 11:00 am

ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 13th, 11:00 am

ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍‌-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।

ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ

November 13th, 10:45 am

ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।

କଂଗ୍ରେସ ଓ ଏହାର ସହଯୋଗୀ ଦଳମାନେ ଦେଶର ୬୦ ବର୍ଷ ନଷ୍ଟ କରିଛନ୍ତି: ବିହାରର ଚମ୍ପାରଣରେ ପ୍ରଧାନମନ୍ତ୍ରୀ ମୋଦୀ

May 21st, 11:30 am

ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଚମ୍ପାରଣଠାରେ ଏକ ଉତ୍ସାହଜନକ ଜନସଭାକୁ ସମ୍ବୋଧିତ କରି ତାଙ୍କ ନେତୃତ୍ୱରେ ଭାରତ ଗ୍ରହଣ କରିଥିବା ପରିବର୍ତନଶୀଳ ଯାତ୍ରା ଏବଂ ଏହି ଗତିଜାରି ରଖିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ, ବିଶେଷ କରି ଇଣ୍ଡି ମେଣ୍ଟର ବିଫଳତାକୁ ପଦାରେ ପକାଇବା ସହିତ ତାଙ୍କ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସଫଳତା ଉପରେ ଆଲୋକପାତ କରିଥିଲେ।

ବିହାରର ଚମ୍ପାରଣ ଓ ମହାରାଜଗଞ୍ଜରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

May 21st, 11:00 am

ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଚମ୍ପାରଣ ଏବଂ ମହାରାଜଗଞ୍ଜରେ ଉତ୍ସାହଜନକ ଜନସଭାକୁ ସମ୍ବୋଧିତ କରି ତାଙ୍କ ନେତୃତ୍ୱରେ ଭାରତ ଗ୍ରହଣ କରିଥିବା ପରିବର୍ତନଶୀଳ ଯାତ୍ରା ଏବଂ ଏହି ଗତିଜାରି ରଖିବାର ଜରୁରୀ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ, ବିଶେଷ କରି ଇଣ୍ଡି ମେଣ୍ଟର ବିଫଳତାକୁ ପଦାରେ ପକାଇବା ସହିତ ତାଙ୍କ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ସଫଳତା ଉପରେ ଆଲୋକପାତ କରିଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାର ମୁଖ୍ୟମନ୍ତ୍ରୀ

February 07th, 05:09 pm

ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

January 28th, 06:35 pm

ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।

ବିହାର ବିଧାନସଭା ଶତାବ୍ଦୀ ସମାରୋହର ଉଦଯାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

July 12th, 06:44 pm

ଏହି ଐତିହାସିକ କାର୍ଯ୍ୟକ୍ରମରେ ଆମ ମଧ୍ୟରେ ଉପସ୍ଥିତ ବିହାରର ରାଜ୍ୟପାଳ ଶ୍ରୀ ଫଗୁ ଚୌହାନ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ବିଧାନସଭା ବାଚସ୍ପତି ଶ୍ରୀ ବିଜୟ ସିହ୍ନା ଜୀ, ବିହାର ବିଧାନସଭା ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ଶ୍ରୀ ଅବଧେଶ ନାରାୟଣ ସିଂହ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଣୁ ଦେବୀ ଜୀ, ତାରକିଶୋର ପ୍ରସାଦ ଜୀ, ବିରୋଧୀ ଦଳ ନେତା ଶ୍ରୀ ତେଜସ୍ୱୀ ଯାଦବ ଜୀ, ସମସ୍ତ ମନ୍ତ୍ରୀଗଣ, ବିଧାୟକଗଣ, ଅନ୍ୟ ମହାନୁଭବ, ମହିଳା ଓ ଭଦ୍ର ଲୋକମାନେ,

PM addresses the closing ceremony of the Centenary celebrations of the Bihar Legislative Assembly

July 12th, 06:43 pm

PM Modi addressed closing ceremony of the Centenary celebrations of the Bihar Legislative Assembly in Patna. Recalling the glorious history of the Bihar Assembly, the Prime Minister said big and bold decisions have been taken in the Vidhan Sabha building here one after the other.

PM congratulates Shri Nitish Kumar on taking oath as CM of Bihar

November 16th, 07:12 pm

PM Narendra Modi congratulated Shri Nitish Kumar on taking oath as Chief Minister of Bihar. In a tweet, the PM said, Congratulations to Nitish Kumar Ji on taking oath as Bihar’s CM. I also congratulate all those who took oath as Ministers in the Bihar Government. The NDA family will work together for the progress of Bihar. I assure all possible support from the Centre for the welfare of Bihar.

ବିହାର ବନ୍ୟା ପ୍ରଭାବିତ ଅଂଚଳ ଆକାଶମାର୍ଗରୁ ଅନୁଧ୍ୟାନ କଲେ ପ୍ରଧାନମନ୍ତ୍ରୀ; 500 କୋଟି ଟଙ୍କାର ତ୍ୱରିତ ସହାୟତା ଘୋଷଣା

August 26th, 12:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ବନ୍ୟା ପ୍ରଭାବିତ ଅଂଚଳ ଆକାଶମାର୍ଗରୁ ଅନୁଧ୍ୟାନ କରିଥିଲେ; ସେ ମଧ୍ୟ ପୂର୍ଣ୍ଣିଆଠାରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସୁଶୀଲ ମୋଦୀ ଏବଂ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ମହଜୁଦ ଥିବା ରିଲିଫ ସାମଗ୍ରୀ, ଉଦ୍ଧାରକାର୍ଯ୍ୟ ଏବଂ କ୍ଷତିପୂରଣଜନିତ ପଦକ୍ଷେପ ସମ୍ପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଥିଲେ । ରାଜ୍ୟକୁ ସବୁପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଆଶ୍ୱାସନା ଦେଇଥିଲେ ଏବଂ ସେ ତୁରନ୍ତ 500 କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ ।

ବିହାର ବନ୍ୟା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ

August 14th, 01:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କେତେକ ଭାଗରେ ବନ୍ୟା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାରଙ୍କ ସହ କଥାବାର୍ତ୍ତା କରିଛନ୍ତି ।ପ୍ରଧାନମନ୍ତ୍ରୀ ଟ୍ୱିଟ ଜରିଆରେ କହିଛନ୍ତି ଯେ ବନ୍ୟା ପରିସ୍ଥିତି ସମ୍ଭାଳିବା ପାଇଁ ବିହାରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ପ୍ରତିଶୃତି ଦେଇଛି ଏବଂ ବନ୍ୟା ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖାଯାଇଛି ।