ଏନପିଡିଆରଆର ର ତୃତୀୟ ବୈଠକ ଏବଂ ଶୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-2023 ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 10th, 09:43 pm
ସର୍ବ ପ୍ରଥମେ ମୁଁ ବିପର୍ଯ୍ୟୟ ହ୍ରାସ ଏବଂ ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ସମସ୍ତ ସାଥୀମାନଙ୍କୁ ଶୁଭେଚ୍ଛା ଜଣାଉଛି । କାରଣ କାର୍ଯ୍ୟ ହେଉଛି ଏଭଳି ଯେ, ଆପଣ ଅନେକ ଥର ନିଜ ଜୀବନକୁ ବିପଦରେ ପକାଇ ମଧ୍ୟ ଅନ୍ୟମାନଙ୍କର ଜୀବନ ବଂଚାଇବା ପାଇଁ ବହୁତ ଭଲ କାର୍ଯ୍ୟ କରିଥାନ୍ତି । ନିକଟରେ ତୁର୍କୀ ଏବଂ ସିରିଆରେ ଭାରତୀୟ ଦଳର ପ୍ରୟାସକୁ ସମଗ୍ର ବିଶ୍ୱ ପ୍ରଶଂସା କରିଛି ଆଉ ଏହି କଥା ହେଉଛି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗୌରବର ବିଷୟ । ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସହିତ ଜଡିତ ମାନବ ସମ୍ବଳ ଏବଂ ବୈଷୟିକ ଦକ୍ଷତାକୁ ଭାରତ ଯେଭଳି ଭାବେ ବୃଦ୍ଧି କରିଛି, ତାହାଦ୍ୱାରା ଦେଶରେ ମଧ୍ୟ ଭିନ୍ନ- ଭିନ୍ନ ବିପର୍ଯ୍ୟୟ ସମୟରେ ଅନେକ ଗୁଡିଏ ଲୋକଙ୍କର ଜୀବନ ବଂଚାଇବାରେ ସହାୟତା ମିଳିଛି । ବିପର୍ଯ୍ୟୟ ପରିଚାଳନା ସହିତ ଜଡିତ ବ୍ୟବସ୍ଥା ସଶକ୍ତ ହେଉ, ଏଥିପାଇଁ ପ୍ରୋତ୍ସାହନ ମିଳୁ, ଏବଂ ସାରା ଦେଶରେ ଏକ ସୁସ୍ଥ ପ୍ରତିଯୋଗିତାର ବାତାବରଣ ସୃଷ୍ଟି ହେଉ, ଏହି କାର୍ଯ୍ୟ ଲାଗି ଏବଂ ଏଥିପାଇଁ ଏକ ସ୍ୱତନ୍ତ୍ର ପୁରସ୍କାରର ମଧ୍ୟ ଘୋଷଣା କରାଯାଇଛି । ଆଜି ଏଠାରେ ଦୁଇଟି ସଂସ୍ଥାନକୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ଦିଆଯାଇଛି । ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(Odisha State Disaster Management Authority), ବାତ୍ୟାଠାରୁ ନେଇ ସୁନାମୀ ପର୍ଯ୍ୟନ୍ତ, ବିଭିନ୍ନ ବିପର୍ଯ୍ୟୟ ସମୟରେ ବହୁତ ଭଲ କାର୍ଯ୍ୟ କରୁଛି । ସେହିଭଳି ମିଜୋରମର ଲୁଙ୍ଗଲେଇ ଅଗ୍ନିଶମ କେନ୍ଦ୍ର ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାରେ କଠିନ ପରିଶ୍ରମ କରିଛି, ସମଗ୍ର ଅଂଚଳକୁ ବଂଚାଇଲା ଏବଂ ନିଆଁ ବ୍ୟାପିବାକୁ ରୋକିଲା । ମୁଁ ଏହି ସଂସ୍ଥାନରେ କାର୍ଯ୍ୟ କରୁଥିବା ସମସ୍ତ ସାଥୀମାନଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଜାତୀୟ ବିପର୍ଯ୍ୟୟ ଭୟ ହ୍ରାସ ମଞ୍ଚର ତୃତୀୟ ଅଧିବେଶନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 10th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍ଡିପିଆର୍ଆର)ର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରିଛନ୍ତି । ଏହି ମଂଚରେ ତୃତୀୟ ଅଧିବେଶନର ମୁଖ୍ୟ ବିଷୟବସ୍ତୁ ଥିଲା “ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ ମୁକାବିଲା ପ୍ରସ୍ତୁତି ।”ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀ ଠାରେ ନିଜ ବାସଭବନରେ ଏନସିସି କ୍ୟାଡେଟ୍ ଏବଂ ଏନଏସଏସ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଥିବାର ମୂଳପାଠ
January 25th, 06:40 pm
ଗତ କିଛି ସପ୍ତାହ ମଧ୍ୟରେ, ମୁଁ ଯୁବ ସହକର୍ମୀମାନଙ୍କୁ ବାରମ୍ବାର ଭେଟିବାର ସୁଯୋଗ ପାଇଲି । ଏକ ମାସ ପୂର୍ବରୁ ଆମେ ‘ବୀର ବାଲ ଦିବସ’ ପାଳନ କରିଥିଲୁ, ଆମେ ବୀର ସାହସୀ ପୁଅମାନଙ୍କ ସାହସିକତା ଏବଂ ବଳିଦାନକୁ ପ୍ରଣାମ କରିବାର ସୁଯୋଗ ପାଇଲୁ । ଏହାପରେ କର୍ଣ୍ଣାଟକରେ ଚାଲିଥିବା ‘ଜାତୀୟ ଯୁବ ମହୋତ୍ସବ’ରେ ସାମିଲ ହୋଇଥିଲି । ଏହାର ମାତ୍ର ଦୁଇଦିନ ପରେ ଦେଶର ଯୁବ ଅଗ୍ନିବୀରମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲି । ତା’ପରେ ଯୁପିୟରେ ଖେଳ ମହାକୁମ୍ଭର ଏକ କାର୍ଯ୍ୟକ୍ରମରେ ଯୁବ ଖେଳାଳିମାନଙ୍କ ସହ ଏକ ଆଲୋଚନା ହୋଇଥିଲା । ଏହାପରେ ଆଜି ମୁଁ ସଂସଦରେ ଏବଂ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆପଣଙକ୍ ନେତାଙ୍କୁ ଜାଣନ୍ତୁ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମଗ୍ର ଦେଶର ବିଦ୍ୟାର୍ଥୀମାନଙ୍କ ସହ ମିଶିବାର ସୁଯୋଗ ମିଳିଲା । ଗତକାଲି ମୁଁ ଦେଶର ପ୍ରତିଭାଧାରୀ ପିଲାମାନଙ୍କୁ ଭେଟିଥିଲି ଯେଉଁମାନେ ଜାତୀୟ ପୁରସ୍କାର ଜିତିଥିଲେ । ଆଜି ମୁଁ ଏହି ବିଶେଷ କାର୍ଯ୍ୟକ୍ରମରେ ଆପଣମାନେ ସମସ୍ତଙ୍କୁ ଭେଟୁଛି । କିଛି ଦିନ ପରେ ‘ପରୀକ୍ଷା ପେ ଚର୍ଚ୍ଚା’ ମାଧ୍ୟମରେ ଦେଶର ଲକ୍ଷ ଲକ୍ଷ ଯୁବକ ଏବଂ ଛାତ୍ରଙ୍କ ସହ ଯୋଗାଯୋଗ କରିବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ମୁଁ ଏନସିସି କାର୍ଯ୍ୟକ୍ରମରେ ଅଂଶ ହେବାକୁ ସୁଯୋଗ ପାଇବାକୁ ଯାଉଛି ।ଏନସିସି କ୍ୟାଡେଟ୍ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 25th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନସିସି କ୍ୟାଡେଟ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ପ୍ରଥମ ଥର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରି ପୋଷାକ ପରିହିତ ଅନେକ ଶିଶୁ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଆସିଥିଲେ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜୟ ହିନ୍ଦର ମନ୍ତ୍ର ସମସ୍ତଙ୍କୁ ପ୍ରେରଣା ଯୋଗାଉଛି ।ପୁଣେର ସିମ୍ବୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 06th, 05:17 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶୀୟାରୀ ମହୋଦୟ, ଶ୍ରୀମାନ ଦେବେନ୍ଦ୍ର ଫଡ଼ନବୀସ ମହାଶୟ, ଶ୍ରୀମାନ ସୁଭାଷ ଦେଶାଇ ମହାଶୟ, ଏହି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଏସବି ମଜୁମଦାର ମହାଶୟ, ପ୍ରମୁଖ ନିର୍ଦ୍ଦେଶକ ଡଃ ବିଦ୍ୟା ୟେରାୱଦେକର ମହାଶୟ, ସମସ୍ତ ଅଧ୍ୟାପକଗଣ, ବିଶିଷ୍ଟ ଅତିଥିଗଣ, ଆଉ ମୋର ଯୁବ ସାଥୀଗଣ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପୁଣେସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦ୍ଘାଟିତ
March 06th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣେ ସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ ଉତ୍ସବକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିମ୍ବାୟୋସିସ୍ ଆରୋଗ୍ୟଧାମ ଉଦ୍ଘାଟିତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିୟାରି ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।No power can stop the country whose youth is moving ahead with the resolve of Nation First: PM Modi
January 28th, 01:37 pm
Prime Minister Narendra Modi addressed the National Cadet Corps Rally at Cariappa Ground in New Delhi. The PM talked about the steps being taken to strengthen the NCC in the country in a period when the country is moving forward with new resolutions. He elaborated on the steps being taken to open the doors of the defence establishments for girls and women.କ୍ୟାରିଅପ୍ପା ଗ୍ରାଉଣ୍ଡ ଏନସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୧.୨୨) କ୍ୟାରିଅପ୍ପା ଗ୍ରାଉଣ୍ଡରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର୍ୟାଲିକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗାର୍ଡ ଅଫ ଅନର ନିରୀକ୍ଷଣ କରିବା ସହ ସମର ଶିକ୍ଷାର୍ଥୀ ବାହିନୀ ଦ୍ୱାରା ଆୟୋଜିତ ମାର୍ଚ୍ଚଫାଷ୍ଟର ମଧ୍ୟ ସମୀକ୍ଷା କରିଥିଲେ । ଏହାଛଡା ଶ୍ରୀ ମୋଦୀ ସମର ଶିକ୍ଷାର୍ଥୀମାନେ ସେମାନଙ୍କ ଦ୍ୱାରା ପ୍ରଦର୍ଶିତ ସେବା କୌଶଳ, ମାଇକ୍ରୋଲାଇଟ୍ ଫ୍ଲାଇଂ,ଖସଡିବା, ପାରାସେଲିଂ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଅବଲୋକନ କରିଥିଲେ । ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଠାରୁ ପଦକ ଓ ବ୍ୟାଟନ ଗ୍ରହଣ କରିଥିଲେ ।ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ
November 03rd, 01:49 pm
ଇଟାଲୀ ଏବଂ ଗ୍ଲାସଗୋ ଗସ୍ତରୁ ଫେରିବାର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ର ନରେନ୍ଦ୍ର ମୋଦୀ ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ 50 ପ୍ରତିଶତରୁ କମ ପ୍ରଥମ ଡୋଜ୍ ଟିକାକରଣ ଏବଂ ଦ୍ୱିତୀୟ ଡୋଜ୍ ଟିକାକରଣରେ ବିଶେଷ ଅଗ୍ରଗତି କରିପାରିନଥିବା ଜିଲ୍ଲାମାନଙ୍କୁ ସାମିଲ କରାଯାଇଥିଲା। କମ୍ ଟିକାକରଣ ହୋଇଥିବା ଝାଡ଼ଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଓ ଅନ୍ୟ ରାଜ୍ୟର 40ରୁ ଅଧିକ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଲୋଚନା କରିଥିଲେ।ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ
November 03rd, 01:30 pm
ଇଟାଲୀ ଏବଂ ଗ୍ଲାସଗୋ ଗସ୍ତରୁ ଫେରିବାର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ର ନରେନ୍ଦ୍ର ମୋଦୀ ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ 50 ପ୍ରତିଶତରୁ କମ ପ୍ରଥମ ଡୋଜ୍ ଟିକାକରଣ ଏବଂ ଦ୍ୱିତୀୟ ଡୋଜ୍ ଟିକାକରଣରେ ବିଶେଷ ଅଗ୍ରଗତି କରିପାରିନଥିବା ଜିଲ୍ଲାମାନଙ୍କୁ ସାମିଲ କରାଯାଇଥିଲା। କମ୍ ଟିକାକରଣ ହୋଇଥିବା ଝାଡ଼ଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଓ ଅନ୍ୟ ରାଜ୍ୟର 40ରୁ ଅଧିକ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଲୋଚନା କରିଥିଲେ।How can one become a ‘Covid Warrior’? Know more here…
April 26th, 07:43 pm
During Mann Ki Baat, Prime Minister Modi expressed deepest respect, for the sentiment displayed by 130 crore Indians in the fight against COVID-19 pandemic. PM Modi said that to facilitate the selfless endeavour of people towards our country, the government has come up with a digital platform - covidwarriors.gov.in.Take part in ‘Janata Curfew’ and add strength to the fight against Coronavirus
March 20th, 10:02 am
Addressing the nation, PM Narendra Modi made an appeal to people across India. He urged all countrymen to follow ‘Janata Curfew’ on Sunday, 22nd March, from 7 AM to 9 PM.Urge citizens to observe 'Janta Curfew' on 22nd March: PM Modi
March 19th, 08:02 pm
Addressing the nation on Coronavirus, PM Modi said the entire world is going through a deep crisis. PM Modi urged citizens to exercise restraint by staying at home and not stepping out as much as possible during the Coronavirus pandemic. Social distancing measures are very important at this time, he said. PM Modi urged all citizens to follow 'Janta Curfew' on 22nd March, from 7 AM to 9 PM.PM addresses nation on combating COVID-19
March 19th, 08:01 pm
Addressing the nation on Coronavirus, PM Modi said the entire world is going through a deep crisis. PM Modi urged citizens to exercise restraint by staying at home and not stepping out as much as possible during the Coronavirus pandemic. Social distancing measures are very important at this time, he said. PM Modi urged all citizens to follow 'Janta Curfew' on 22nd March, from 7 AM to 9 PM.71ତମ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗନେଉଥିବା ଆଦିବାସୀ ଅତିଥି, ଏନସିସି କ୍ୟାଡେଟସ୍, ଏନଏସଏସ୍ ସ୍ୱେଚ୍ଛାସେବୀ ଏବଂ ପ୍ରଜ୍ଞାପନ ମେଢର କଳାକାରଙ୍କ “ଆଟ୍ ହୋମ୍” କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 24th, 04:19 pm
ପଅରଦିନ ଆପଣମାନଙ୍କର ବହୁତ ବଡ଼ ପରୀକ୍ଷା ରହିଛି ଆଉ ମୋତେ ଜଣାଅଛି କି ଆପଣମାନେ ସେଥିରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହେବେ, ସଫଳ ହେବେ ।71ତମ ସାଧାରଣତନ୍ତ୍ର ଦିବସ ପରେଡରେ ପ୍ରଦର୍ଶନ କରିବାକୁ ଥିବା ଆଦିବାସୀ ଅତିଥି, ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ ଓ ପ୍ରଜ୍ଞାପନ କଳାକାରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
January 24th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଆଟ ହୋମ କାର୍ଯ୍ୟକ୍ରମରେ 1730ଜଣ ଆଦିବାସୀ ଅତିଥି, ଏନସିସି କ୍ୟାଡେଟ, ଏନଏସଏସ ସ୍ୱେଚ୍ଛାସେବୀ ଏବଂ ପ୍ରଜ୍ଞାପନ କଳାକାରଙ୍କ ସହ ଭାବବିନିମୟ କରିଛନ୍ତି । ଏମାନେ ଜାତୀୟ ରାଜଧାନୀଠାରେ 71ତମ ସାଧାରଣତନ୍ତ୍ର ଦିବସ ପରେଡରେ ପ୍ରଦର୍ଶନ କରିବେ ।ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ମତବିନିମୟ କରିବେ ପ୍ରଧାନମନ୍ତ୍ରୀ
January 23rd, 04:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାନୁଆରୀ 24, 2020ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର 2020 ବିଜେତା 49 ଜଣ ଶିଶୁଙ୍କୁ ଭେଟିବା ସହ ସେମାନଙ୍କ ସହିତ ମତବିନିମୟ କରିବେ ।“ଏଟ ହୋମ” ଆସରରେ ପ୍ରଜ୍ଞାପନ ମେଢ କଳାକାର, ଆଦିବାସୀ ଅତିଥି, ଏନସିସି କ୍ୟାଡେଟ ଏବଂ ଏନଏସଏସର ସ୍ୱୟଂସେବକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
January 24th, 05:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଗୁରୁବାର) ଲୋକକଲ୍ୟାଣ ମାର୍ଗ ସ୍ଥିତ ନିଜ ନିବାସରେ ପ୍ରଜ୍ଞାପନ ମେଢ କଳାକାର, ଆଦିବାସୀ ଅତିଥି, ଏନସିସି କ୍ୟାଡେଟ ଏବଂ ଏନଏସଏସର ସ୍ୱୟଂସେବକମାନଙ୍କୁ ସ୍ୱାଗତ କରିଥିଲେ ।PM meets tableaux artists, people from tribal communities, NCC cadets, NSS volunteers & other officers
January 24th, 09:29 pm
PM Narendra Modi today met tableaux artists, guests from tribal communities, NCC cadets, NSS volunteers and other officers.