ଆବୁଧାବିର କ୍ରାଉନ୍ ପ୍ରିନ୍ସ ମହାମହିମ ଶେଖ୍ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ୍ ଙ୍କ ଭାରତ ଗସ୍ତ (ସେପ୍ଟେମ୍ବର ୯-୧୦, ୨୦୨୪)
September 09th, 07:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣକ୍ରମେ ଆବୁଧାବିର କ୍ରାଉନ୍ ପ୍ରିନ୍ସ ମହା ମହିମ ଶେଖ୍ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ୍ ୯-୧୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ଏହି ପଦବୀରେ କ୍ରାଉନ୍ ପ୍ରିନ୍ସଙ୍କ ଏହା ହେଉଛି ପ୍ରଥମ ସରକାରୀ ଭାରତ ଗସ୍ତ। ଗତକାଲି ନୂଆଦିଲ୍ଲୀରେ ପହଞ୍ଚିବା ପରେ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ତାଙ୍କୁ ସ୍ୱାଗତ କରିଥିଲେ ଏବଂ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ତାଙ୍କ ସହ ମନ୍ତ୍ରୀ, ବରିଷ୍ଠ ଅଧିକାରୀ ଏବଂ ଏକ ବିଶାଳ ବ୍ୟବସାୟିକ ପ୍ରତିନିଧି ଦଳ ମଧ୍ୟ ଅଛନ୍ତି।Congress always insulted Dr Babasaheb Ambedkar, we honoured him: PM Modi at Hoshangabad
April 14th, 01:15 pm
Ahead of the 2024 Lok Sabha Elections, Prime Minister Narendra Modi extended his heartfelt appreciation to all those who gathered at the Hoshangabad, Madhya Pradesh rally upon his arrival. PM Modi paid tribute to Dr. Babasaheb Ambedkar on his birth anniversary, stating, The Constitution drafted by Babasaheb is the reason why today, for the third time, I am seeking your blessings to serve. It is because of Babasaheb's Constitution that today, the country's President hails from a tribal family.PM Modi campaigns in Madhya Pradesh’s Hoshangabad
April 14th, 12:50 pm
Ahead of the 2024 Lok Sabha Elections, Prime Minister Narendra Modi extended his heartfelt appreciation to all those who gathered at the Hoshangabad, Madhya Pradesh rally upon his arrival. PM Modi paid tribute to Dr. Babasaheb Ambedkar on his birth anniversary, stating, The Constitution drafted by Babasaheb is the reason why today, for the third time, I am seeking your blessings to serve. It is because of Babasaheb's Constitution that today, the country's President hails from a tribal family.ତାମିଲନାଡୁର ତିରୁଚିରାପଲ୍ଲୀରେ ଶିଳାନ୍ୟାସ ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 02nd, 12:30 pm
ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ଜୀ ଏବଂ ଏହି ମାଟିର ସନ୍ତାନ ମୋର ସହଯୋଗୀ ଏଲ ମୁରୁଗନ ଜୀ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ତାମିଲନାଡୁର ମୋ ପରିବାର ସଦସ୍ୟ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ତିରୁଚିରାପଲ୍ଲୀରେ ୨୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଓ ଶିଳାନ୍ୟାସ
January 02nd, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ତାମିଲନାଡୁରେ ରେଳ, ସଡକ, ତୈଳ, ଓଗ୍ୟାସ ଏବଂ ଜାହାଜ ଚଳାଚଳ୍ ଆଦି କ୍ଷେତ୍ରକୁ ଏହି ବିକାଶ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି ।ଅନ୍ୟ ଏକ ମାଇଲଖୁଣ୍ଟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ବୈଜ୍ଞାନିକ ଏବଂ ଇଞ୍ଜିନିୟର ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି
August 31st, 09:45 pm
ଅନ୍ୟ ଏକ ମାଇଲଖୁଣ୍ଟ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୈଜ୍ଞାନିକ ଏବଂ ଇଞ୍ଜିନିୟର ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।