ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
December 05th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି । ମହାରାଷ୍ଟ୍ରର ବିକାଶ ପାଇଁ କେନ୍ଦ୍ର ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି ।ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 28th, 07:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM Modi conveys best wishes to Justice Sanjiv Khanna on taking oath as Chief Justice of Supreme Court of India
November 11th, 01:34 pm
The Prime Minister, Shri Narendra Modi has conveyed his best wishes to Justice Sanjiv Khanna on taking oath as Chief Justice of Supreme Court of India.ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ନାୟବ ସିଂହ ସୈନିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
October 17th, 03:48 pm
ହରିୟାଣାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନାୟବ ସିଂ ସୈନିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
October 16th, 01:58 pm
ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଥିବାରୁ ଓମର ଅବଦୁଲ୍ଲାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।୧୮ତମ ଲୋକସଭା ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
June 24th, 11:44 am
ସଂସଦୀୟ ଗଣତନ୍ତ୍ର ପାଇଁ ଆଜିର ଦିନ ଏକ ଗୌରବର ଦିନ, ବୈରବର ଦିନ । ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଆମ ନୂଆ ସଂସଦରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୁରୁଣା ଗୃହରେ ଏହି ପ୍ରକ୍ରିୟା ଚାଲିଥିଲା। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ମୁଁ ସମସ୍ତ ନବନିର୍ବାଚିତ ସାଂସଦଙ୍କୁ ସ୍ୱାଗତ କରୁଛି, ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଉଛି।୧୮ତମ ଲୋକସଭାର ପ୍ରଥମ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 24th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ।ସଂସଦରେ ଅଷ୍ଟାଦଶ ଲୋକସଭାର ସଦସ୍ୟ ଭାବେ ଶପଥ ନେଲେ ପ୍ରଧାନମନ୍ତ୍ରୀ
June 24th, 11:20 am
ଅଷ୍ଟାଦଶ ଲୋକସଭା ପାଇଁ ସଂସଦର ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ କରିଛନ୍ତି ।ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
June 13th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଓଡ଼ିଶାରେ ଶପଥ ଗ୍ରହଣ ସମାରୋହର କିଛି ଦୃଶ୍ୟକୁ ନେଇ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ
June 12th, 11:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ଐତିହାସିକ ଶପଥ ଗ୍ରହଣ ସମାରୋହର କିଛି ଦୃଶ୍ୟକୁ ନେଇ ଏକ ଭିଡିଓ ଶେୟାର କରିଛନ୍ତି ।ନୂଆ ଓଡ଼ିଶା ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 09:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ଶୁଭକାମନା ଜ୍ଞାପନ କରିଛନ୍ତି ।ଆନ୍ଧ୍ରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 02:17 pm
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 10th, 10:06 pm
ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶ୍ରୀ ନରେନ୍ଦ୍ର ମୋଦୀ
June 09th, 11:55 pm
ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସହଯୋଗୀମାନଙ୍କୁ ଶପଥ ପାଠ କରାଇଥିଲେ ।ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଅଂଶଗ୍ରହଣ କରିଥିଲେ
June 09th, 11:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିଲା । ସମ୍ମାନିତ ଅତିଥି ଭାବେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ
June 08th, 12:24 pm
୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
January 28th, 06:35 pm
ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ସେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।PM congratulates Shri Bhajan Lal Sharma on taking oath as Chief Minister of Rajasthan
December 15th, 04:27 pm
PM Modi congratulated Bhajan Lal Sharma on taking oath as the Chief Minister of Rajasthan. He also congratulated Diya Kumari and Premchand Bairwa on taking oath as the Deputy Chief Ministers of the state. He said, The BJP government will tirelessly work to fulfill the trust and hope that my family members here have placed in us, providing us with abundant blessings.ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଡ. ମୋହନ ଯାଦବଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 13th, 02:01 pm
‘ଦେଶର ହୃଦୟ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଡ. ମୋହନ ଯାଦବ ଏବଂ ଉପମୁଖ୍ୟମନ୍ତ୍ରୀ ଜଗଦୀଶ ଦେଓରା ଓ ରାଜେନ୍ଦ୍ର ଶୁକ୍ଳାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ! ଆପଣଙ୍କ ନେତୃତ୍ୱରେ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଦୁଇଗୁଣ ଉତ୍ସାହର ସହ କାମ କରିବ ଏବଂ ବିକାଶର ନୂଆ ଢାଞ୍ଚା ସୃଷ୍ଟି କରିବ ବୋଲି ମୋର ବିଶ୍ୱାସ । ଏହି ଅବସରରେ ମୁଁ ମୋର ସମସ୍ତ ପରିବାରଜନଙ୍କୁ ଆଶ୍ୱାସନା ଦେଉଛି ଯେ, ଆପଣଙ୍କ ଜୀବନକୁ ସହଜ କରିବା ପାଇଁ ବିଜେପି ସରକାର ସବୁପ୍ରକାର ଉଦ୍ୟମ କରିବ ।’ପ୍ରଧାନମନ୍ତ୍ରୀ ଶ୍ରୀ ପୁ ଲାଲଦୁହୋମାଙ୍କୁ ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅଭିନନ୍ଦନ ଜଣାଇଛନ୍ତି
December 08th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ପୁ ଲାଲଦୁହୋମାଙ୍କୁ ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଅଭିନନ୍ଦନ ଜଣାଇଛନ୍ତି ।