Congress Party has only indulged in appeasement politics: PM Modi in Badami

May 06th, 03:30 pm

PM Modi addressed a public rally at Badami in Bagalkot, Karnataka by greeting the residents in Kannada while also acknowledging Badami as the capital of the Chalukya Dynasty. While addressing the crowd PM Modi said, “Your persistent encouragement and support gives me the belief that the BJP will once again come to power in the upcoming elections.”

PM Modi addresses public rallies at Badami and Haveri in Karnataka

May 06th, 03:08 pm

PM Modi addressed two public rallies at Badami and Haveri in Karnataka. PM Modi outlined BJP's focus on good governance and urged people to elect a stable and development oriented BJP Government in the state with a full majority.

Co-operative is a great model of self-reliance: PM Modi at Sahkar Se Samrudhi programme in Gujarat

May 28th, 04:55 pm

Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. ​​Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.

PM addresses a seminar of leaders of various cooperative institutes in Gandhinagar

May 28th, 04:54 pm

Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. ​​Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.

କୃଷି କ୍ଷେତ୍ରରେ କେନ୍ଦ୍ରୀୟ ବଜେଟ ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

February 24th, 10:13 am

ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ, ସମସ୍ତ ରାଜ୍ୟ ସରକାରଙ୍କ ପ୍ରତିନିଧିଗଣ, ଶିଳ୍ପ ଏବଂ ଶିକ୍ଷାୟତନ ସହିତ ଜଡିତ ସମସ୍ତ ସାଥୀ, କୃଷି ବିଜ୍ଞାନ ସହିତ ଜଡିତ ଆମର ସମସ୍ତ କୃଷକ ଭାଇ-ଭଉଣୀ, ଏବଂ ମାତା ଓ ସୁଜନମାନେ । ଏହା ଏକ ସୁଖଦ ସଂଯୋଗ ଯେ ତିନିବର୍ଷ ପୂର୍ବେ ଆଜିର ହିଁ ଦିନରେ ପିଏମ୍ କିଷାନ ସମ୍ମାନନିଧିର ଶୁଭାରମ୍ଭ କରାଯାଇଥିଲା । ଏହି ଯୋଜନା ଆଜି ଦେଶର କ୍ଷୁଦ୍ର ଚାଷୀମାନଙ୍କର ବହୁତ ବଡ ସମ୍ବଳ ପାଲଟିଛି ।

କୃଷି କ୍ଷେତ୍ର ଉପରେ କେନ୍ଦ୍ର ବଜେଟ - ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 24th, 10:03 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷି କ୍ଷେତ୍ର ଉପରେ କେନ୍ଦ୍ର ବଜେଟ ୨୦୨୨ର ସକାରାତ୍ମକ ପ୍ରଭାବ ଉପରେ ଏକ ୱେବିନାରକୁ ସମ୍ବୋଧିତ କରିଛନ୍ତି । କୃଷି କ୍ଷେତ୍ରକୁ ସୁଦୃଢ଼ କରିବା କ୍ଷେତ୍ରରେ ବଜେଟ କେଉଁ ମାର୍ଗରେ ଯୋଗଦାନ କରିପାରିବ ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ଏହି ୱେବିନାରରେ ‘ସ୍ମାର୍ଟ କୃଷି’ – କାର୍ଯ୍ୟକାରିତା ରଣନୀତି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସମ୍ପୃକ୍ତ କେନ୍ଦ୍ର ମନ୍ତ୍ରୀ ଗଣ, ରାଜ୍ୟ ସରକାରଙ୍କ ପ୍ରତିନିଧି, ଉଦ୍ୟୋଗ ଜଗତ ପ୍ରତିନିଧି, ଶିକ୍ଷାବିତ ଏବଂ କୃଷକମାନେ ବିଭିନ୍ନ କୃଷି ବିଜ୍ଞାନ କେନ୍ଦ୍ର ଜରିଆରେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

Manipur is becoming the gateway to trade with the rest of East Asia: PM Modi in Imphal

February 22nd, 10:45 am

Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”

PM Modi addresses a public meeting in Imphal, Manipur

February 22nd, 10:41 am

Prime Minister Narendra Modi today addressed a public meeting in Imphal, Manipur. PM Modi started his address by highlighting that Manipur has completed 50 years of its establishment in the past month only. PM Modi said, “In the decades of Congress rule, Manipur only got inequality and unbalanced development. But in the last five years, the Double Engine Sarkar of BJP has made sincere efforts for the development of Manipur.”

ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

January 04th, 09:45 am

କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!

ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

January 04th, 09:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।

ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 01st, 12:31 pm

ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।

ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

January 01st, 12:30 pm

ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍‌-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।

2022-23 ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ

September 08th, 02:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ 2022-23 ରବି ବିପଣନ ଋତୁ (ଆରଏମଏସ) ପାଇଁ ସମସ୍ତ ସୂଚୀଭୁକ୍ତ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଜାତୀୟ ଖାଇବା ତେଲ ମିଶନ-ଅଏଲ ପାମର କାର୍ଯ୍ୟକାରିତାକୁ କ୍ୟାବିନେଟ ମଞ୍ଜୁର

August 18th, 11:54 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାମ ଅଏଲ (ତାଳ ତେଲ) ଲାଗି ଏକ ନୂତନ ମିଶନ ଆରମ୍ଭ କରାଯିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ଯୋଜନା ଜାତୀୟ ଖାଇବା ତେଲ ମିଶନ-ପାମ ଅଏଲ (ଏନଏମଇଓ-ଓପି) ନାମରେ ପରିଚିତ ହେବ। ଏହା ଏକ କେନ୍ଦ୍ର ପ୍ରୟୋଜିତ ଯୋଜନା। ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପ ସମୂହ ଉପରେ ବିଶେଷ ଗୁରୁତ୍ବାରୋପ କରାଯାଇ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ଖାଇବା ତେଲ ପାଇଁ ବର୍ତ୍ତମାନ ଆମଦାନୀ ଉପରେ ଅଧିକ ନିର୍ଭରଶୀଳ ହେବାକୁ ପଡ଼ୁଛି, ସେଥିପାଇଁ ଖାଇବା ତେଲ ଉତ୍ପାଦନ ବୃଦ୍ଧି କରିବାର ଆବଶ୍ୟକତା ରହିଛି। ଏଥିପାଇଁ ପାମ ଅଏଲ ଚାଷ ଓ ଉତ୍ପାଦନ ବଢ଼ାଇବା ଅତ୍ୟନ୍ତ ଜରୁରି।