Now we are working to create 3 crore Lakhpati Didis in the country: PM Modi in Karauli
April 11th, 10:19 pm
A massive crowd in Karauli, Rajasthan celebrated the much-awaited arrival of Prime Minister Narendra Modi ahead of the Lok Sabha Elections in 2024. PM Modi showered his love and admiration to each one of them and indulged in a hearty conversation to discuss about the future of Rajasthan and its glory. He said, “What will be the result on 4th June is clearly visible in Karauli today. Karauli is telling- 4th June..., 400 Paar! The whole of Rajasthan is echoing – Phir Ek Baar, Modi Sarkar!”PM Modi addresses a high-spirited crowd gathered at a public meeting in Karauli, Rajasthan
April 11th, 03:30 pm
A massive crowd in Karauli, Rajasthan celebrated the much-awaited arrival of Prime Minister Narendra Modi ahead of the Lok Sabha Elections in 2024. PM Modi showered his love and admiration to each one of them and indulged in a hearty conversation to discuss about the future of Rajasthan and its glory. He said, “What will be the result on 4th June is clearly visible in Karauli today. Karauli is telling- 4th June..., 400 Paar! The whole of Rajasthan is echoing – Phir Ek Baar, Modi Sarkar!”ସମବାୟ କ୍ଷେତ୍ରରେ ଥିବା ବହୁମୁଖୀ ଉଦ୍ୟୋଗର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ମୋଦୀ
February 24th, 10:36 am
ଆଜି ଭାରତ ମଣ୍ଡପମ ବିକଶିତ ଭାରତର ଅମୃତ ଯାତ୍ରା ଅବସରରେ ମିଳିଥିବା ଅଭିଜ୍ଞତାର ଏକ ସାକ୍ଷୀ। ସମବାୟରୁ ସମୃଦ୍ଧିର ଯେଉଁ ସଂକଳ୍ପ ଦେଇ ନେଇଛି, ଏହାକୁ ସାକାର କରିବା ଦିଗରେ ଆମେ ଆଜି ଆଗକୁ ବଢ଼ିଚାଲିଛୁ। କୃଷି ଏବଂ କୃଷକଙ୍କ ମୂଳଦୁଆ ମଜଭୁତ କରିବା ପାଇଁ ସମବାୟର ଶକ୍ତି ବହୁତ ବଡ଼ ଭୂମିକା ଗ୍ରହଣ କରିଥାଏ। ଏହି ବିଚାରକୁ ନେଇ ଆମେ ଅଲଗା ସମବାୟ ମନ୍ତ୍ରଣାଳୟ ଗଠନ କରିଛୁ। ଏବେ ଏହି ବିଚାରଧାରାକୁ ନେଇ ଆଜିର ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଆଜି ଆମେ ଆମ କୃଷକମାନଙ୍କ ପାଇଁ ବିଶ୍ବର ସବୁଠାରୁ ବଡ଼ ଶସ୍ୟ ଭଣ୍ଡାର ଯୋଜନା ଅନ୍ୟ ଅର୍ଥରେ ଭଣ୍ଡାରଣ ଯୋଜନା ଆରମ୍ଭ କରୁଛୁ। ଏହା ପରେ ପରେ ଦେଶର ପ୍ରତି କୋଣରେ ହଜାର ହଜାର ଓୟାର ହାଉସ (ଭଣ୍ଡାର ଗୃହ) ନିର୍ମାଣ କରାଯିବ। ହଜାର ହଜାର ଗୋଦାମ ମଧ୍ୟ ନିର୍ମାଣ କରାଯିବ। ଆଜି 18 ହଜାର ପେକ୍ସର କମ୍ପ୍ୟୁଟର ଶିକ୍ଷା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି। ଏହି ସମସ୍ତ କାର୍ଯ୍ୟ ଦେଶର କୃଷିକୁ ଆଧୁନିକ ବୈଷୟିକ ଜ୍ଞାନକୌଶଳ ସହିତ ସଂଯୁକ୍ତ କରିବ। ମୁଁ ଏହି ସମସ୍ତ ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଏବଂ ଭବିଷ୍ୟତଦ୍ରଷ୍ଟା ପରିଣାମ ରହିଥବା କାର୍ଯ୍ୟକୁ ନେଇ ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ ଦେଉଛି ଏବଂ ଅନେକ ଶୁଭକାମନା ମଧ୍ୟ ଦେଉଛି।ପ୍ରଧାନମନ୍ତ୍ରୀ ସମବାୟ କ୍ଷେତ୍ର ପାଇଁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି
February 24th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ସମବାୟ କ୍ଷେତ୍ର ପାଇଁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ୧୧ ଟି ରାଜ୍ୟର ୧୧ଟି ପ୍ରାଥମିକ କୃଷି ଋଣ ସମିତି (ପ୍ୟାକ୍ସ)ରେ ଚାଲିଥିବା 'ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ ଯୋଜନା' ର ପାଇଲଟ୍ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିଥିଲେ । ଏହି ପଦକ୍ଷେପ ଅଧୀନରେ ଗୋଦାମ ଏବଂ ଅନ୍ୟାନ୍ୟ କୃଷି ଭିତ୍ତିଭୂମି ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ଅତିରିକ୍ତ ୫୦୦ଟି ପ୍ୟାକ୍ସର ଶିଳାନ୍ୟାସ କରିଥିଲେ ।One nation, one fertilizer: PM Modi
October 17th, 11:11 am
Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi
October 17th, 11:10 am
The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.ଜାତୀୟ ଖାଇବା ତେଲ ମିଶନ-ଅଏଲ ପାମର କାର୍ଯ୍ୟକାରିତାକୁ କ୍ୟାବିନେଟ ମଞ୍ଜୁର
August 18th, 11:54 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପାମ ଅଏଲ (ତାଳ ତେଲ) ଲାଗି ଏକ ନୂତନ ମିଶନ ଆରମ୍ଭ କରାଯିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ଯୋଜନା ଜାତୀୟ ଖାଇବା ତେଲ ମିଶନ-ପାମ ଅଏଲ (ଏନଏମଇଓ-ଓପି) ନାମରେ ପରିଚିତ ହେବ। ଏହା ଏକ କେନ୍ଦ୍ର ପ୍ରୟୋଜିତ ଯୋଜନା। ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପ ସମୂହ ଉପରେ ବିଶେଷ ଗୁରୁତ୍ବାରୋପ କରାଯାଇ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ଖାଇବା ତେଲ ପାଇଁ ବର୍ତ୍ତମାନ ଆମଦାନୀ ଉପରେ ଅଧିକ ନିର୍ଭରଶୀଳ ହେବାକୁ ପଡ଼ୁଛି, ସେଥିପାଇଁ ଖାଇବା ତେଲ ଉତ୍ପାଦନ ବୃଦ୍ଧି କରିବାର ଆବଶ୍ୟକତା ରହିଛି। ଏଥିପାଇଁ ପାମ ଅଏଲ ଚାଷ ଓ ଉତ୍ପାଦନ ବଢ଼ାଇବା ଅତ୍ୟନ୍ତ ଜରୁରି।