ମିଳିତ ବିବୃତି: ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ (ଆଇଜିସି)
October 25th, 08:28 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫେଡେରାଲ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ୍ ୨୫ ଅକ୍ଟୋବର ୨୦୨୪ରେ ନୂଆଦିଲ୍ଲୀଠାରେ ଭାରତ-ଜର୍ମାନୀ ଆନ୍ତଃସରକାରୀ ପରାମର୍ଶ (ସପ୍ତମ ଆଇଜିସି)ର ସପ୍ତମ ରାଉଣ୍ଡର ସହ-ଅଧ୍ୟକ୍ଷତା କରିଥିଲେ । ଭାରତ ପକ୍ଷରୁ ଏହି ପ୍ରତିନିଧି ଦଳରେ ପ୍ରତିରକ୍ଷା ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ,ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ,ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ,ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ (MOS) ଏବଂ ଦକ୍ଷତା ବିକାଶ ମନ୍ତ୍ରୀ (MOS) ଏବଂ ଜର୍ମାନୀ ପକ୍ଷରୁ ଅର୍ଥନୈତିକ ବ୍ୟାପାର ଓ ଜଳବାୟୁ କାର୍ଯ୍ୟ ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶ୍ରମ ଓ ସାମାଜିକ ବ୍ୟାପାର ଏବଂ ଶିକ୍ଷା ଓ ଗବେଷଣା ମନ୍ତ୍ରୀ ସାମିଲ ଥିଲେ। ଏହା ସହିତ ଏହି ପ୍ରତିନିଧି ଦଳରେ ଜର୍ମାନ ପକ୍ଷରୁ ଅର୍ଥ,ପରିବେଶ, ପ୍ରକୃତି ସଂରକ୍ଷଣ,ପରମାଣୁ ନିରାପତ୍ତା ଏବଂ ଖାଉଟି ସୁରକ୍ଷା ଏବଂ ଅର୍ଥନୈତିକ ସହଯୋଗ ଓ ବିକାଶ ପାଇଁ ସଂସଦୀୟ ରାଜ୍ୟ ସଚିବ ଏବଂ ଉଭୟ ପକ୍ଷର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।List of outcomes during visit of German Chancellor to India
October 25th, 07:47 pm
India and Germany are strengthening partnerships across innovation, green energy, security, science, and education. New agreements focus on green hydrogen, urban mobility, and startup incubation to drive sustainable tech. Enhanced security cooperation includes treaties on legal assistance and data protection. Collaborative science initiatives target disaster mitigation, genomics, ocean research, and mobile diagnostics. Upcoming events include the Asia-Pacific Conference and joint Indo-German naaval exercises.ଫଳାଫଳ ତାଲିକା: ସପ୍ତମ ଆନ୍ତଃସରକାରୀ ପରାମର୍ଶ ପାଇଁ ଜର୍ମାନୀର ଚାନ୍ସେଲରଙ୍କ ଭାରତ ଗସ୍ତ
October 25th, 04:50 pm
ଅପରାଧିକ ମାମଲାରେ ପାରସ୍ପରିକ ଆଇନଗତ ସହାୟତା ଚୁକ୍ତି (ଏମଏଲଏଟି)ଜର୍ମାନୀ ଚାନସେଲରଙ୍କ ସହିତ ସଂଯୁକ୍ତ ପ୍ରେସ୍ ବାର୍ତ୍ତାରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବକ୍ତବ୍ୟ
October 25th, 01:50 pm
ପ୍ରଥମେ ମୁଁ ଚାନସେଲର ସୋଲଜ ଏବଂ ତାଙ୍କ ପ୍ରତିନିଧି ଦଳଙ୍କୁ ଭାରତରେ ସ୍ୱାଗତ କରୁଛି । ମୁଁ ଖୁସିଯେ ବିଗତ ଦୁଇ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଛି ।ଜର୍ମାନ ବ୍ୟବସାୟସମୂହର ୧୮ତମ ଏସିଆ - ପ୍ରଶାନ୍ତ ମହାସାଗରୀୟ ସମ୍ମିଳନୀ (ଏପିକେ ୨୦୨୪)ରେ ପ୍ରଧାନମନ୍ତ୍ରୀ
October 25th, 11:20 am
ମେୟର ଥିବା ସମୟରେ ତାଙ୍କର ପ୍ରଥମ ଭାରତ ଗସ୍ତ ଥିଲା ଏବଂ ପରବର୍ତ୍ତୀ ତିନି ଥର ଚାନସେଲର ଭାବରେ ତାଙ୍କ କାର୍ଯ୍ୟକାଳ ସମୟରେ ସେ ଆସିଛନ୍ତି, ଯାହା ଭାରତ-ଜର୍ମାନୀ ସମ୍ପର୍କ ଉପରେ ତାଙ୍କର ଗୁରୁତ୍ଵକୁ ଦର୍ଶାଏ ।ଜର୍ମାନ ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 10th, 06:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ସେପ୍ଟେମ୍ବର 2023 ରେ ନୂଆଦିଲ୍ଲୀରେ ଜି-20 ଶିଖର ସମ୍ମିଳନୀ ଅବସରରେ ଜର୍ମାନିର ଚାନସେଲର ମହାମହିମ ଶ୍ରୀ ଓଲାଫ୍ ସ୍କୋଲଜଙ୍କୁ ଭେଟିଥିଲେ । ଫେବ୍ରୁଆରି ୨୦୨୩ରେ ଭାରତ ଗସ୍ତ ପରେ ଚାନସେଲରଙ୍କ ଏହା ଚଳିତ ବର୍ଷର ଦ୍ବିତୀୟ ଭାରତ ଗସ୍ତ ଥିଲା।ଜର୍ମାନୀର ଚାନ୍ସଲରଙ୍କ ଭାରତ ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବକ୍ତବ୍ୟ
February 25th, 01:49 pm
ମୁଁ ମୋର ମିତ୍ର ସୋଲ୍ଜ ଏବଂ ତାଙ୍କର ଡେଲିଗେସନଙ୍କୁ ଭାରତରେ ସ୍ବାଗତ କରୁଛି। ଚାନ୍ସଲର ସୋଲ୍ଜ ଅନେକ ବର୍ଷ ପରେ ଭାରତକୁ ପରିଦର୍ଶନ କରୁଛନ୍ତି। 2012 ରେ ତାଙ୍କର ଭାରତ ଯାତ୍ରା, ହିମବର୍ଗର କୌଣସି ମେୟରଙ୍କ ପ୍ରଥମ ଭାରତ ଯାତ୍ରା ଥିଲା। ଏହା ସ୍ପଷ୍ଟ ଯେ ସେ ଭାରତ-ଜର୍ମାନୀ ସମ୍ପର୍କର ସମ୍ଭାବନାକୁ ବହୁତ ପୂର୍ବରୁ ବୁଝି ସାରିଥିଲେ।Prime Minister’s meeting with Chancellor of the Federal Republic of Germany on the sidelines of G-20 Summit in Bali
November 16th, 02:49 pm
Prime Minister Modi met German Chancellor Olaf Scholz on the sidelines of the G-20 Summit in Bali. The leaders discussed the wide range of bilateral cooperation between India and Germany, which entered a new phase with the signing of the Partnership on Green and Sustainable Development by Prime Minister and Chancellor during the IGC.ଜି -୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନୀ ରିପବ୍ଲିକର ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 27th, 09:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ରିପବ୍ଲିକ୍ ଅଫ୍ ଜର୍ମାନୀର ଚାନସେଲର ମାନ୍ୟବର ଶ୍ରୀ ଓଲାଫ୍ ସ୍କୋଲଜ୍ଙ୍କୁ ଭେଟିଛନ୍ତି ।ଜୁନ ୨୬-୨୮, ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଜର୍ମାନୀ ଓ ୟୁଏଇ ଗସ୍ତ ଅବ୍ୟବହିତ ପୂର୍ବରୁ ବିବୃତ୍ତି
June 25th, 03:51 pm
ଜର୍ମାନ ଚାନସେଲର ମହାମହିମ ଓଲାଫ ସୋଜଙ୍କ ଆମନ୍ତ୍ରଣ କ୍ରମେ ଜି୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ମୁଁ ଜର୍ମାନୀର ସୋଲସ ଏଲାମୁ ଗସ୍ତରେ ଯାଉଛି । ଗତ ମାସର ଭାରତ-ଜର୍ମାନୀ ଆନ୍ତଃ ସରକାରୀ ଫଳପ୍ରଦ ବିଚାରବିମର୍ଶ ପରେ ଚାନସେଲର ସୋଜଙ୍କୁ ପୁଣି ଦେଖାକରିବା ଏକ ନିଶ୍ଚିତ ଭାବେ ସୁଖଦ ଅବସର ।ଜୁନ୍ ୨୬-୨୮, ୨୦୨୨ ରୁ ଜର୍ମାନୀ ଏବଂ ୟୁଏଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
June 22nd, 06:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀର ଚାନସେଲର ମାନ୍ୟବର ଶ୍ରୀ ଓଲାଫ ସ୍କୋଲେଜଙ୍କ ଆମନ୍ତ୍ରଣ କ୍ରମେ ୨୬-୨୭ ଜୁନ୍ ୨୦୨୨ ରେ ଜର୍ମାନରେ ଅନୁଷ୍ଠିତ ଜି୭ ସମ୍ମିଳନୀରେ ଯୋଗଦେବା ପାଇଁ ଜମାନର ସ୍କୋଲ୍ସ ଏଲମାଉ ଗସ୍ତ କରିବେ । ଏହି ସମ୍ମିଳନୀରେ ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ ସୁରକ୍ଷା, ସ୍ୱାସ୍ଥ୍ୟ, ଲିଙ୍ଗଗତ ସମାନତା ଏବଂ ଗଣତନ୍ତ୍ର ଉପରେ ଆୟୋଜିତ ଦୁଇଟି ଅଧିବେଶନରେ ଭାଷଣ ଦେବେ ବୋଲି ଆଶା କରାଯାଉଛି । ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆନ୍ତର୍ଜାତୀୟ ସହଯୋଗକୁ ମଜବୁତ କରିବାକୁ ଏକ ପ୍ରୟାସରେ ଆର୍ଜେଣ୍ଟିନା, ଇଣ୍ଡୋନେସିଆ, ସେନେଗାଲ ଏବଂ ଦକ୍ଷିଣ ଆଫ୍ରିକା ଭଳି ଅନ୍ୟ ଗଣତାନ୍ତ୍ରିକ ରାଷ୍ଟ୍ରମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ କିଛି ଅଂଶଗ୍ରହଣକାରୀ ଦେଶର ନେତାଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ।ବର୍ଲିନରେ ବ୍ୟବସାୟ ଗୋଲ ଟେବୁଲ ବୈଠକରେ ସହ-ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
May 02nd, 11:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜର୍ମାନ ଚାନସେଲର ଶ୍ରୀ ଓଲାଫ ସୋଜଙ୍କ ସହ ଏକ ବ୍ୟବସାୟ ଗୋଲ ଟେବୁଲ ବୈଠକରେ ମିଳିତ ଭାବେ ଅଧ୍ୟକ୍ଷତା କରିଛନ୍ତି । ନିଜ ମନ୍ତବ୍ୟରେ ପ୍ରଧାନମନ୍ତ୍ରୀ ତାଙ୍କ ସରକାର ଦ୍ୱାରା କରାଯାଇଥିବା ବଡ ବଡ ସଂସ୍କାର ସହ ଭାରତର କ୍ରମବର୍ଦ୍ଧିଷ୍ଣୁ ଷ୍ଟାର୍ଟଅପ ଓ ୟୁନିକର୍ଣ୍ଣ ଉପରେ ଆଲୋକପାତ କରିଥିଲେ । ଭାରତୀୟ ଯୁବଶକ୍ତିଙ୍କ ପଛରେ ପୁଞ୍ଜିନିବେଶ ନିମନ୍ତେ ସେ ବ୍ୟବସାୟୀ ନେତୃବୃନ୍ଦଙ୍କୁ ଆମନ୍ତ୍ରଣ କରିଥିଲେ ।PM Modi's remarks after talks with German Chancellor Olaf Scholz
May 02nd, 10:09 pm
After meeting the German Chancellor in Berlin, PM Modi said, As democracies, India and Germany share many common values. On the basis of these shared values and shared interests, there has been remarkable progress in our bilateral relations over the years. He also spoke about the decision of both the sides to create a Green Hydrogen Task Force., which will be very useful in enhancing the green hydrogen infrastructure.ଷଷ୍ଠ ଭାରତ- ଜର୍ମାନୀ ଆନ୍ତଃ- ସରକାରୀସ୍ତରୀୟ ବିଚାରବିମର୍ଷ ସମ୍ପର୍କୀତ ମିଳିତ ବିବୃତି
May 02nd, 08:28 pm
ଆଜି ଜର୍ମାନ ସଂଘୀୟ ଗଣରାଜ୍ୟ ସରକାର ଏବଂ ଭାରତୀୟ ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ସଂଘୀୟ ଚାନସେଲର ଓଲାଫ ସୋଲଜ୍ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ଅଧ୍ୟକ୍ଷତାରେ ଷଷ୍ଠ ଆନ୍ତଃ- ସରକାରୀ ସ୍ତରୀୟ ବିଚାର ଆଲୋଚନା ଅନୁଷ୍ଠିତ ହୋଇଛି । ଉଭୟ ରାଷ୍ଟ୍ରର ଦୁଇ ନେତାଙ୍କ ବ୍ୟତୀତ ଏହି ବିଚାରବିମର୍ଷରେ ଉଭୟ ରାଷ୍ଟ୍ରର ମନ୍ତ୍ରୀବୃନ୍ଦ ଏବଂ ଅନ୍ୟାନ୍ୟ ଉଚ୍ଚସ୍ତରୀୟ ପ୍ରତିନିଧି ଯେଉଁମାନେ କି ଆଲୋଚନା ସମ୍ପର୍କୀତ ମନ୍ତ୍ରଣାଳୟ ସହିତ ସଂପୃକ୍ତ ଏହି ପ୍ରତିନିଧିମଣ୍ଡଳରେ ସାମିଲ ହୋଇଥିଲେ ଓ ସେମାନଙ୍କ ନାମ ପରିଶିଷ୍ଟରେ ପ୍ରଦାନ କରାଯାଇଛି ।ଜର୍ମାନୀ ସଂଘୀୟ ସାଧାରଣତନ୍ତ୍ରର ଚାନ୍ସେଲରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ ସମ୍ପର୍କରେ ପ୍ରେସ ବିଜ୍ଞପ୍ତି
May 02nd, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀ ସଂଘୀୟ ସାଧାରଣତନ୍ତ୍ରର ଚାନ୍ସେଲର ମହାମହିମ ମିଃ ଓଲାଫ ସ୍କୋଲ୍ଜ୍ଙ୍କ ସହିତ ସାକ୍ଷାତ ଆଲୋଚନା କରିଛନ୍ତି । ଭାରତ ଏବଂ ଜର୍ମାନୀ ମଧ୍ୟରେ ଷଷ୍ଠ ପର୍ଯ୍ୟାୟ ଦ୍ବିପାକ୍ଷିକ ଆନ୍ତଃସରକାରୀ ବିଚାରବିମର୍ଶ (ଆଇଜିସି) ପୂର୍ବରୁ ଦୁଇ ନେତାଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଥିଲା ।ପ୍ରଧାନମନ୍ତ୍ରୀ ମୋଦୀ ଜର୍ମାନୀର ବର୍ଲିନରେ ପହଞ୍ଚିଛନ୍ତି
May 02nd, 10:04 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ବର୍ଲିନରେ ପହଞ୍ଚିଛନ୍ତି , ଯେଉଁଠାରେ ସେ ଜର୍ମାନ ଚାନସେଲରଙ୍କ ସହ ଆଲୋଚନା କରିବା ସହିତ ଅନ୍ୟାନ୍ୟ କାର୍ଯ୍ୟରେ ଅଂଶଗ୍ରହଣ କରିବେ ।ପ୍ରଧାନମନ୍ତ୍ରୀ ଟେଲିଫୋନ୍ ଯୋଗେ ଜର୍ମାନୀ ଚାନସେଲର ମାନ୍ୟବର ଓଲାଫ ସ୍କୋଲାଜଙ୍କ ସହ କଥା ହୋଇଛନ୍ତି
January 05th, 08:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଚାନସେଲର ମାନ୍ୟବର ଓଲାଫ ସ୍କୋଲାଜଙ୍କ ସହ ଫୋନରେ କଥା ହୋଇଛନ୍ତି ।ପ୍ରଧାନମନ୍ତ୍ରୀ ଜର୍ମାନୀର ଫେଡେରାଲ୍ ଚାନସେଲର ଭାବରେ ର୍ନିବାଚିତ ହୋଇଥିବାରୁ ମହାମହିମ ଓଲାଫ୍ ସ୍କୋଲଜଙ୍କୁ ଅଭିନନ୍ଦନ ଜଣାଇଛନ୍ତି
December 09th, 10:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାମହିମ ଓଲାଫ୍ ସ୍କୋଲଜଙ୍କୁ ଜର୍ମାନୀର ଫେଡେରାଲ୍ ଚାନସେଲର ଭାବରେ ର୍ନିବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।