ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ  ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 20th, 11:01 am

ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ

August 20th, 11:00 am

ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍‌ଘାଟନ ମଧ୍ୟ କରିଛନ୍ତି । ଉଦ୍‌ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

ଅଗଷ୍ଟ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ସୋମନାଥ ଠାରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ

ଅଗଷ୍ଟ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ସୋମନାଥ ଠାରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ

August 18th, 05:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ସୋମନାଥରେ ଅଗଷ୍ଟ ୨୦ତାରିଖ ଦିନ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରକଳ୍ପର ଉଦଘାଟନ କରିବେ । ଉଦଘାଟିତ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ସୋମନାଥ ପ୍ରୋମେନାଡ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପୁରୁଣା (ଜୁନା) ସୋମନାଥର ପୁନଃ ର୍ନିମାଣ ମନ୍ଦିର ପରିସର ଅନ୍ତର୍ଭୁକ୍ତ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ ।