ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 29th, 11:30 am
ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।Hackathon solutions are proving to be very useful for the people of the country: PM Modi
December 11th, 05:00 pm
PM Modi interacted with young innovators at the Grand Finale of Smart India Hackathon 2024 today, via video conferencing. He said that many solutions from the last seven hackathons were proving to be very useful for the people of the country.ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 11th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରୁ ତାଙ୍କ ଅଭିଭାଷଣରୁ 'ସବକା ପ୍ରୟାସ'ର ପୁନରାବୃତ୍ତି ବିଷୟରେ ମନେ ପକାଇଥିଲେ। ଆଜିର ଭାରତ 'ସବକା ପ୍ରୟାସ' କିମ୍ବା ସମସ୍ତଙ୍କ ପ୍ରୟାସ ଦ୍ୱାରା ଦ୍ରୁତ ଗତିରେ ଅଗ୍ରଗତି କରିପାରିବ ଏବଂ ଆଜିର ଅବସର ଏକ ଉଦାହରଣ ବୋଲି ସେ କହିଛନ୍ତି। ମୁଁ ସ୍ମାର୍ଟ ଇଣ୍ଡିଆ ହାକାଥନର ଗ୍ରାଣ୍ଡ ଫାଇନାଲକୁ ଉତ୍ସାହର ସହ ଅପେକ୍ଷା କରିଛି, ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ସେ ଯୁବ ଉଦ୍ଭାବକମାନଙ୍କ ମଧ୍ୟରେ ଥାଆନ୍ତି ସେତେବେଳେ ତାଙ୍କୁ କିଛି ନୂଆ ଶିଖିବାର ଏବଂ ବୁଝିବାର ସୁଯୋଗ ମିଳିଥାଏ । ଯୁବ ଉଦ୍ଭାବକମାନଙ୍କ ପ୍ରତି ତାଙ୍କର ଉଚ୍ଚ ଆଶା ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାବ୍ଦୀର ଭାରତକୁ ଭିନ୍ନ ଦୃଷ୍ଟିରେ ଦେଖିବା ନିମନ୍ତେ ସେମାନଙ୍କର ଦୃଷ୍ଟିକୋଣ ରହିଛି । ତେଣୁ, ଶ୍ରୀ ମୋଦୀ କହିଥିଲେ, ଆପଣଙ୍କର ସମାଧାନ ମଧ୍ୟ ଭିନ୍ନ ଏବଂ ଯେତେବେଳେ ଏକ ନୂତନ ଚ୍ୟାଲେଞ୍ଜ ଆସେ, ଆପଣ ନୂତନ ଏବଂ ଅନନ୍ୟ ସମାଧାନ ବାହାର କରନ୍ତି। ପ୍ରଧାନମନ୍ତ୍ରୀ ଅତୀତରେ ହୋଇଥିବା ହାକାଥନ କଥା ମନେ ପକାଇ କହିଥିଲେ, ସେଥିରେ ପ୍ରଦାନ କରାଯାଇଥିବା ସମାଧାନଗୁଡ଼ିକୁ ବିଭିନ୍ନ ମନ୍ତ୍ରଣାଳୟରେ ବ୍ୟବହାର କରାଯାଉଛି । ଶ୍ରୀ ମୋଦୀ ଅଂଶଗ୍ରହଣକାରୀଙ୍କ ବିଷୟରେ ଅଧିକ ଜାଣିବାପାଇଁ ଆଗ୍ରହ ପ୍ରକାଶ କରିଥିଲେ ଏବଂ ବାର୍ତ୍ତାଳାପ ଆରମ୍ଭ କରିଥିଲେ ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ପ୍ୟାରିସ୍ ଅଲମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ରେସ୍ଲର୍ ଅମନ୍ ସେରାୱତ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 09th, 11:43 pm
ଫ୍ରାନ୍ସର ପ୍ୟାରିସ୍ରେ ଚାଲିଥିବା ଅଲମ୍ପିକ୍ସରେ ପୁରୁଷ ଫ୍ରି-ଷ୍ଟାଇଲ୍ ୫୭ କିଲୋ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରେସ୍ଲର୍ ଅମନ୍ ସେରାୱତ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM congratulates Abhinav Bindra on being awarded prestigious Olympic Order
July 24th, 11:19 pm
The Prime Minister Shri Narendra Modi today congratulated athlete Abhinav Bindra on being awarded the Olympic Order.ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପାଇଁ ଭାରତୀୟ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
July 05th, 05:07 pm
ଉପସ୍ଥାପିକା: ମାନନୀୟ ପ୍ରଧାନମନ୍ତ୍ରୀ ମହୋଦୟ, ସମ୍ମାନନୀୟ ମନ୍ତ୍ରୀଗଣ ଡ. ପି.ଟି. ଉଷା ଆଜି ଆମ ପ୍ୟାରିସ୍ ଅଲିମ୍ପିକ୍ସରେ ଭାଗ ନେଉଥିବା ସମସ୍ତ ଆଥଲେଟ୍ ଆପଣଙ୍କ ସହ କଥା ହେବାକୁ ଆସିଛନ୍ତି। ସାର୍ ଆମକୁ ମାର୍ଗଦର୍ଶନ କରିବେ ବୋଲି ଆଶା କରୁଛୁ। ପାଖାପାଖି ୯୮ଜଣ ଅନଲାଇନରେ ଯୋଡ଼ି ହୋଇଥିବା ବେଳେ ସେମାନେ ବିଦେଶରେ ପ୍ରଶିକ୍ଷଣ ଚାଲିଛି । ଦେଶର ଅନ୍ୟାନ୍ୟ କେନ୍ଦ୍ରରେ ପ୍ରଶିକ୍ଷଣ ଚାଲିଛି। ଏବଂ ଆଗାମୀ କିଛି ଦିନ ମଧ୍ୟରେ ଆପଣ ସମସ୍ତେ ପ୍ୟାରିସ୍ ଅଭିମୁଖେ ଯାତ୍ରା କରିବେ । ମୁଁ ସାରଙ୍କୁ ଅନୁରୋଧ କରୁଛି ଯେ ଦୟାକରି ସମସ୍ତଙ୍କୁ ମାର୍ଗଦର୍ଶନ କରନ୍ତୁ, ସେମାନଙ୍କୁ ଉତ୍ସାହିତ କରନ୍ତୁ। ଧନ୍ୟବାଦ ସାର୍!୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ଦଳ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ
July 04th, 09:36 pm
୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ଦଳ ସହ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବ ବିନିମୟ କରିଛନ୍ତି ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଜି-୭ ଶିଖର ସମ୍ମିଳନୀ ଅବସରରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 14th, 03:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରୋନ୍ ଆଜି ଇଟାଲୀର ଆପୁଲିଆଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଦ୍ୱିପାକ୍ଷିକ ବୈଠକ କରିଥିଲେ । କ୍ରମାଗତ ତୃତୀୟ ଥର ପାଇଁ କାର୍ଯ୍ୟଭାର ଗ୍ରହଣ କରିବା ପାଇଁ ରାଷ୍ଟ୍ରପତି ମାକ୍ରୋନ୍ ଶୁଭେଚ୍ଛା କରିଥିବାରୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।BJP is emphasizing the true social empowerment of Dalits and OBC: PM Modi in Patiala, Punjab
May 23rd, 05:00 pm
Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’ପଞ୍ଜାବରେ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିବା ଅବସରରେ ପଟିଆଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ
May 23rd, 04:30 pm
୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିଥିବା ବେଳେ ପଞ୍ଜାବର ପଟିଆଲାବାସୀ ଏହାକୁ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ଗୁରୁ ତେଗ ବାହାଦୁରଙ୍କ ଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି, ୫ଟି ପର୍ଯ୍ୟାୟ ମତଦାନ ପରେ ଭାରତବାସୀଙ୍କ ବାର୍ତ୍ତା 'ଫିର ଏକ ବାର, ମୋଦି ସରକାର'ରେ ପ୍ରତିଫଳିତ ହେଉଛି। 'ବିକଶିତ ଭାରତ' ସୁନିଶ୍ଚିତ କରିବା ପାଇଁ ସେ ପଞ୍ଜାବକୁ ବିଜେପିକୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି।Modi is tirelessly working day and night to change your lives: PM Modi in Dharashiv
April 30th, 10:30 am
PM Modi addressed enthusiastic crowds in Dharashiv, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.Under Modi's leadership, it is a guarantee to provide tap water to every sister’s household: PM Modi in Latur
April 30th, 10:15 am
PM Modi addressed enthusiastic crowds in Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.A stable government takes care of the present while keeping in mind the needs of the future: PM Modi in Madha
April 30th, 10:13 am
PM Modi addressed an enthusiastic crowd in Madha, Maharashtra. Addressing the farmers' struggles, PM Modi empathized with their difficulties and assured them of his government's commitment to finding sustainable solutions for their welfare.PM Modi electrifies the crowd at spirited rallies in Madha, Dharashiv & Latur, Maharashtra
April 30th, 10:12 am
PM Modi addressed enthusiastic crowds in Madha, Dharashiv & Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.Congress’s philosophy is ‘Loot, Zindagi ke Saath bhi, Zindagi ke Baad bhi: PM Modi in Goa
April 27th, 08:01 pm
Ahead of the Lok Sabha elections in 2024, PM Modi addressed a powerful rally amid a gigantic crowd greeting him in South Goa. He said that owing to the two phases of voting, the ground-level feedback resonates with only one belief, ‘Fir ek Baar Modi Sarkar.’PM Modi attends public meeting in South Goa
April 27th, 08:00 pm
Ahead of the Lok Sabha elections in 2024, PM Modi addressed a powerful rally amid a gigantic crowd greeting him in South Goa. He said that owing to the two phases of voting, the ground-level feedback resonates with only one belief, ‘Fir ek Baar Modi Sarkar.’The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.