Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଭାରତ ଉର୍ଜ୍ଜା ସପ୍ତାହ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 06th, 11:50 am
ବର୍ତମାନ ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ଉପରେ ଆମ ସମସ୍ତଙ୍କର ଦୃଷ୍ଟି ଲାଗି ରହିଛି । ବହୁତ ଲୋକମାନଙ୍କର ଦୁଃଖଦ ମୃତ୍ୟୁ ଏବଂ ବହୁତ କ୍ଷୟକ୍ଷତିର ଖବର ରହିଛି । ତୁର୍କୀର ଆଖପାଖ ଦେଶଗୁଡ଼ିକରେ ମଧ୍ୟ କ୍ଷୟକ୍ଷତିର ଆଶଙ୍କା ରହିଛି । ଭାରତର 140କୋଟି ଲୋକମାନଙ୍କର ସମ୍ବେଦନା, ସମସ୍ତ ଭୂକମ୍ପ ପୀଡ଼ିତମାନଙ୍କ ସହିତ ରହିଛି । ଭାରତ ଭୂକମ୍ପ ପୀଡ଼ିତମାନଙ୍କୁ ସମସ୍ତ ଯଥାସାଧ୍ୟ ସାହାଯ୍ୟ କରିବା ପାଇଁ ତତ୍ପର ରହିଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବେଙ୍ଗାଲୁରୁ ଠାରେ ଭାରତ ଶକ୍ତି ସପ୍ତାହ ୨୦୨୩ ଉଦଘାଟିତ
February 06th, 11:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୬-୦୨-୨୦୨୩) ବେଙ୍ଗାଲୁରୁ ଠାରେ ଭାରତୀୟ ଶକ୍ତି ସପ୍ତାହ (ଆଇଇଡବ୍ଲୁ)ର ଉଦଘାଟନ କରିଛନ୍ତି । ଭାରତୀୟ ତୈଳ ସଂସ୍ଥାର ପଦକ୍ଷେପ ‘ଅନବଟଲଡ’ ସ୍ୱରୂପ ପ୍ରଧାନମନ୍ତ୍ରୀ ପୋଷାକ ଉନ୍ମୋଚନ କରିଛନ୍ତି । ଏହି ପୋଷାକଗୁଡ଼ିକ ପିଇଟି ବଟଲ ପୁନଃପ୍ରକ୍ରିୟାକରଣ ଜରିଆରେ ହୋଇଛି । ସେ ମଧ୍ୟ ଭାରତୀୟ ତୈଳ ସଂସ୍ଥାର ଇନଡୋର ସୋଲାର କୁକିଂ ସିଷ୍ଟମ ଅନ୍ତର୍ଗତ ଟୁଇନ କୁକଟପ୍ ମଡେଲ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ବାଣିଜି୍ୟକ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।The 'Panch Pran' must be the guiding force for good governance: PM Modi
October 28th, 10:31 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.PM addresses ‘Chintan Shivir’ of Home Ministers of States
October 28th, 10:30 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.ନୂତନ ବିଦ୍ୟୁତ ବିତରଣ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 30th, 12:31 pm
ଆଜିକାର ଏହି କାର୍ଯ୍ୟକ୍ରମ, ଏକବିଂଶ ଶତାବ୍ଦୀର ନୂତନ ଭାରତର ନୂତନ ଲକ୍ଷ୍ୟ ଏବଂ ନୂତନ ସଫଳତାର ହେଉଛି ପ୍ରତୀକ। ସ୍ୱାଧୀନତାର ଏହି ଅମୃତକାଳରେ ଭାରତ, ଆଗାମୀ 25 ବର୍ଷର ଦୃଷ୍ଟିକୋଣକୁ ନେଇ କାର୍ଯ୍ୟ କରିବା ଆରମ୍ଭ କରି ଦେଇଛି। ଆଗାମୀ 25 ବର୍ଷରେ ଭାରତର ପ୍ରଗତିକୁ ଗତି ପ୍ରଦାନ କରିବାରେ ଏହି ଶକ୍ତି କ୍ଷେତ୍ର, ଉର୍ଜ୍ଜା କ୍ଷେତ୍ରର ବହୁତ ବଡ଼ ଭୂମିକା ରହିଛି। ଶକ୍ତି କ୍ଷେତ୍ରର ଦୃଢ଼ତା, ବ୍ୟବସାୟ ସୁଗମତା ପାଇଁ ମଧ୍ୟ ହେଉଛି ଜରୁରୀ ଆଉ ସହଜରେ ସହାବସ୍ଥାନ ପାଇଁ ମଧ୍ୟ ସେତିକି ହିଁ ଗୁରୁତ୍ୱପୂର୍ଣ୍ଣ। ଆମେ ସମସ୍ତେ ଦେଖିଛୁ ଯେ ଏବେ ମୋର ଯେଉଁ ହିତାଧିକାରୀ ସାଥୀମାନଙ୍କ ସହିତ ବାର୍ତାଳାପ ହେଲା, ସେମାନଙ୍କ ଜୀବନରେ ବିଜୁଳି କେତେ ବଡ଼ ପରିବର୍ତନ ଆଣି ପାରିଛି।PM launches Power Sector’s Revamped Distribution Sector Scheme
July 30th, 12:30 pm
PM Modi participated in the Grand Finale marking the culmination of ‘Ujjwal Bharat Ujjwal Bhavishya – Power @2047’. He launched the Revamped Distribution Sector Scheme as well as launched various green energy projects of NTPC. Four different directions were worked together to improve the power system - Generation, Transmission, Distribution and Connection, the PM added.ଲକ୍ଷ୍ନୌ ଠାରେ ୟୁପିର ନିବେଶକମାନଙ୍କ ଶିଖର ସମ୍ମିଳନୀରେ ଗ୍ରାଉଣ୍ଡ ବ୍ରେକିଂ ସମାରୋହ @୩.୦ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 03rd, 10:35 am
ଉତ୍ତର ପ୍ରଦେଶର ଯଶସ୍ୱୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ଲକ୍ଷ୍ନୌର ସାଂସଦ ଏବଂ ଭାରତ ସରକାରଙ୍କ ଆମର ବରିଷ୍ଠ ସାଥୀ ଶ୍ରୀ ରାଜନାଥ ସିଂହ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ଅନ୍ୟ ସହଯୋଗୀଗଣ, ୟୁପିର ଉପ-ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ବିଧାନସଭା ଓ ବିଧାନ ପରିଷଦର ବାଚସ୍ପତି ମହୋଦୟ, ଏଠାରେ ଉପସ୍ଥିତ ଉଦ୍ୟୋଗ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ!PM attends the Ground Breaking Ceremony @3.0 of the UP Investors Summit at Lucknow
June 03rd, 10:33 am
PM Modi attended Ground Breaking Ceremony @3.0 of UP Investors Summit at Lucknow. “Only our democratic India has the power to meet the parameters of a trustworthy partner that the world is looking for today. Today the world is looking at India's potential as well as appreciating India's performance”, he said.ବହୁମୁଖୀ ସଂଯୋଗୀକରଣ ପାଇଁ ପିଏମ ଗତିଶକ୍ତି ନ୍ୟାସନାଲ ମାଷ୍ଟର ପ୍ଲାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳପାଠ
October 13th, 11:55 am
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀ ନୀତିନ ଗଡ଼କରୀ ଜୀ, ଶୀ ପିୟୁଷ ଗୋୟଲ ଜୀ, ଶ୍ରୀ ହରଦୀପ ସିଂ ପୁରୀ ଜୀ, ଶ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଶ୍ରୀ ରାଜକୁମାର ଜୀ ଭିନ୍ନ-ଭିନ୍ନ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ, ଲେଫ୍ଟନାଣ୍ଟ ଗଭର୍ଣ୍ଣାଣ୍ଟ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ, ଉଦ୍ୟୋଗ ଜଗତର ସାଥୀ, ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପିଏମ୍ ଗତିଶକ୍ତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
October 13th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବହୁମୁଖୀ ସଂଯୋଗୀକରଣ ମାଷ୍ଟର ପ୍ଳାନ ଆଜି(ତା୧୩-୧୦-୨୦୨୧) ନୂଆଦିଲ୍ଳୀଠାରେ ଉଦଘାଟନ କରିଛନ୍ତି । ଏଥିସହ ସେ ପ୍ରଗତି ମଇଦାନଠାରେ ନୂତନ ପ୍ରଦର୍ଶନୀ ପରିସରକୁ ମଧ୍ୟ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ନିତୀନ ଗଡକରୀ, ପୀୟୁଷ ଗୋୟଲ, ହରଦୀପ ସିଂପୁରୀ, ସର୍ବାନନ୍ଦ ସୋନୱାଲ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଅଶ୍ୱିନୀ ବୈଷ୍ଣବ, ଆରକେ ସିଂହ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, ରାଜ୍ୟମନ୍ତ୍ରୀ ଓ ବିଶିଷ୍ଟ ଶିଳ୍ପପତିମାନେ ଏଥିରେ ଉପସ୍ଥିତ ଥିଲେ । ଶିଳ୍ପାନୁଷ୍ଠାନରୁ ଶ୍ରୀ କୁମାର ମଙ୍ଗଳମ୍ ବିରଳା (ଆଦିତ୍ୟ ବିରଳାଗ୍ରୁପ ଅଧ୍ୟକ୍ଷ) ଟ୍ରାକ୍ଟର ଓ ଚାଷୋପକରଣର ଅଧ୍ୟକ୍ଷ ଶ୍ରୀମତୀ ମଲ୍ଲିକା ଶ୍ରୀନିବାସନ, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ (ଟାଟା ଷ୍ଟିଲ) ଶ୍ରୀ ଟି.ଭି. ନରେନ୍ଦ୍ରନ୍, ଭାରତୀୟ ଶିଳ୍ପ ସଂଘର ସଭାପତି ତଥା ସିଭିଗୋର ସହ ପ୍ରତିଷ୍ଠାତା ଶ୍ରୀ ଦୀପକ ଗର୍ଗ ଏହି ଅବସରରେ ସେମାନଙ୍କ ମତାମତ ରଖିଥିଲେ ।