ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 06th, 01:00 pm

ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।

ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 06th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।

ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:00 am

ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

March 12th, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

Youth have the maximum right to decide how Viksit Bharat will unfold: PM Modi

February 26th, 01:25 pm

PM Modi laid the foundation stone and inaugurated and dedicated to the Nation around 2000 railway infrastructure projects worth more than Rs. 41,000 crores via video conferencing. Whatever India does today, it does it on an unprecedented speed and scale. We dream big and work tirelessly to realize them. This resolve is visible in this Viksit Bharat Viksit Railway programme”, he said.

ପ୍ରାୟ ୪୧,୦୦୦ କୋଟି ଟଙ୍କାର ୨୦୦୦ରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

February 26th, 12:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରାୟ ୨୦୦୦ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ୫୦୦ ଟି ରେଳ ଷ୍ଟେସନ ଏବଂ ଅନ୍ୟ ୧୫୦୦ ଟି ସ୍ଥାନରୁ ଲକ୍ଷ ଲକ୍ଷ ଲୋକ 'ବିକଶିତ ଭାରତ ବିକାଶିତ ରେଳବାଇ' କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିଲେ ।

୨୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୫୦୮ଟି ରେଳ ଷ୍ଟେସନର ପୁନର୍ବିକାଶର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 06th, 11:30 am

ନମସ୍କାର, ଦେଶର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, କାର୍ଯ୍ୟକ୍ରମରେ ଦେଶର କୋଣ ଅନୁକୋଣରୁ ଯୋଡ଼ି ହୋଇଥିବା କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟାନ୍ୟ ସଦସ୍ୟଗଣ, ବିଭିନ୍ନ ରାଜ୍ୟମାନଙ୍କର ରାଜ୍ୟପାଳଗଣ, ମୁଖ୍ୟମନ୍ତ୍ରୀଗଣ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଅନ୍ୟ ସମସ୍ତ ମହାନୁଭବ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ସମଗ୍ର ଦେଶର ୫୦୮ ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ

August 06th, 11:05 am

ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାରା ଦେଶରେ ୫୦୮ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ୨୪,୪୭୦ କୋଟିରୁ ଅଧିକ ଟଙ୍କା ମୂଲ୍ୟରେ ପୁନଃ ବିକାଶ ହେବାକୁ ଥିବା ଏହି ୫୦୮ ଷ୍ଟେସନ ୨୭ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ରହିଛି, ସେଥିମଧ୍ୟରେ ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ୫୫ଟି କରି, ବିହାରରେ ୪୯, ମହାରାଷ୍ଟ୍ରରେ ୪୪, ପଶ୍ଚିମବଙ୍ଗରେ ୩୭, ମଧ୍ୟପ୍ରଦେଶରେ ୩୪, ଅ।ସାମରେ ୩୨, ଓଡିଶାରେ ୨୫, ପଞ୍ଜାବରେ ୨୨, ଗୁଜୁରାଟ ଏବଂ ତେଲେଙ୍ଗାନାରେ ୨୧ଟି କରି, ଝାଡଡଖଣ୍ଡରେ ୨୦, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ୧୮ଟି କରି, ହରିୟାଣାରେ ୧୫, କର୍ଣ୍ଣାଟକରେ ୧୩ ଟି ରହିଛି ।

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଛାଡ଼ିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 29th, 12:22 pm

ଆସାମର ରାଜ୍ୟପାଳ ଶ୍ରୀମାନ ଗୁଲାବ ଚାନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଭାଇ ହେମନ୍ତ ବିଶ୍ୱା ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସଦସ୍ୟ ଅଶ୍ୱିନୀ ବୈଷ୍ଣବ ଜୀ, ସର୍ବାନନ୍ଦ ସୋନୱାଲ ଜୀ, ରାମେଶ୍ୱର ତେଲି ଜୀ, ନିଶିଥ ପରମାଣିକ ଜୀ, ଜନ୍ ବାରଲା ଜୀ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦ ଗଣ, ବିଧାୟକ ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ,

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

May 29th, 12:21 pm

ପ୍ରଧାନମନ୍ତ୍ରୀ ଆଜି (୨୯-୦୫-୨୦୨୩) ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଗୌହାଟୀ ସହ ନ୍ୟୁ ଜଳପାଇଗୁଡ଼ିକୁ ଯୋଡ଼ିବ ଓ ଏହାର ଯାତ୍ରା ଅବଧି ସାଢ଼େ ପାଞ୍ଚ ଘଣ୍ଟା ରହିବ । ପ୍ରଧାନମନ୍ତ୍ରୀ ମଧ୍ୟ ୧୮୨ କିଲୋମିଟର ଦୀର୍ଘ ବିଦ୍ୟୁତକରଣ ହୋଇଥିବା ରେଳପଥ ସେକ୍ସନ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଆସାମର ଲାମଡିଙ୍ଗ ଠାରେ ନବନିର୍ମିତ ଡେମୁ/ମେମୁର ମଧ୍ୟ ଉଦଘାଟନ କରିଥିଲେ ।

Congress Party has only indulged in appeasement politics: PM Modi in Badami

May 06th, 03:30 pm

PM Modi addressed a public rally at Badami in Bagalkot, Karnataka by greeting the residents in Kannada while also acknowledging Badami as the capital of the Chalukya Dynasty. While addressing the crowd PM Modi said, “Your persistent encouragement and support gives me the belief that the BJP will once again come to power in the upcoming elections.”

PM Modi addresses public rallies at Badami and Haveri in Karnataka

May 06th, 03:08 pm

PM Modi addressed two public rallies at Badami and Haveri in Karnataka. PM Modi outlined BJP's focus on good governance and urged people to elect a stable and development oriented BJP Government in the state with a full majority.

ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 01st, 03:51 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଆଉ ବିଶାଳ ସଂଖ୍ୟାରେ ଆସିଥିବା ଭୋପାଳର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ମଧ୍ୟପ୍ରଦେଶର ଭୋପାଳ କମଳାପତି ଷ୍ଟେସନଠାରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କଲେ ଶୁଭାରମ୍ଭ

April 01st, 03:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୪.୨୦୨୩) ମଧ୍ୟପ୍ରଦେଶର ଭୋପାଳସ୍ଥିତ ରାଣୀକମଳପତି ଷ୍ଟେସନରୁ ଭୋପାଳ-ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ସ୍ଥଳରେ ପହଞ୍ଚି ରାଣୀ କମଳାପତି -ନୂଆଦିଲ୍ଳୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ନିରୀକ୍ଷଣ କରିବା ସହ ପିଲା ଓ ଟ୍ରେନର କର୍ମଚାରୀଙ୍କ ସହ ମତ ବିନିମୟ କରିଥିଲେ ।