ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.Ensuring a better life for Jharkhand’s sisters and daughters is my foremost priority: PM Modi in Bokaro
November 10th, 01:18 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed a mega rally in Bokaro. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”ସମନ୍ୱିତ ସାଗର ଜୀବନ ରକ୍ଷା ପ୍ରଶିକ୍ଷଣ କେନ୍ଦ୍ର, ଓଏନଜିସି ପ୍ରତିଷ୍ଠାନକୁ ଉଦଘାଟନ କରିଲେ ପ୍ରଧାନମନ୍ତ୍ରୀ
February 06th, 02:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆ ଠାରେ ଓଏନ୍ଜିସି ପ୍ରତିଷ୍ଠାନର ସମନ୍ୱିତ ସାଗର ରକ୍ଷା ପ୍ରଶିକ୍ଷଣ କେନ୍ଦ୍ରକୁ ଉଦ୍ଘାଟନ କରିଛନ୍ତି । ଶ୍ରୀ ମୋଦୀ ଜଳ ଭିତରେ ପଳାୟନ ଅଭ୍ୟାସ ଏବଂ ପ୍ରଶିକ୍ଷଣ କେନ୍ଦ୍ରର ପ୍ରଦର୍ଶନ ସମ୍ପର୍କିତ ଏକ ବିବରଣୀ ମଧ୍ୟ ଦେଖିଥିଲେ ।ପ୍ରଧାନମନ୍ତ୍ରୀ ଫେବୃଆରୀ ୬ ରେ ଗୋଆ ଗସ୍ତ କରିବେ
February 05th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୬, ୨୦୨୪ରେ ଗୋଆ ଗସ୍ତ କରିବେ । ସକାଳ ପ୍ରାୟ ୧୦.୩୦ ରେ ପ୍ରଧାନମନ୍ତ୍ରୀ ଓଏନଜିସି ସି ସର୍ଭାଇଭଲ ସେଣ୍ଟରକୁ ଉଦଘାଟନ କରିବେ । ସକାଳ ପ୍ରାୟ ୧୦ଟା ୪୫ରେ ସେ ଇଣ୍ଡିଆ ଏନର୍ଜି ସପ୍ତାହ ୨୦୨୪ କୁ ଉଦଘାଟନ କରିବେ । ଏହାପରେ ଅପରାହ୍ନ ପ୍ରାୟ ୨ଟା ୪୫ରେ ସେ ବିକଶିତ ଭାରତ, ବିକଶିତ ଗୋଆ ୨୦୪୭ କାର୍ଯ୍ୟକ୍ରମରେ ଯୋଗଦେବେ।ଭାରତୀୟ ନୌସେନାର ଅସାଧାରଣ ଦକ୍ଷତା ଓ ଦୃଢ ସଂକଳ୍ପକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 13th, 10:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଓଏନଜିସିର ଜଟିଳ ଇନ୍ଧନ ଉତ୍ତୋଳନ ଉପକରଣକୁ ଠିକ ଭାବେ ସଜାଡି ପାଣି ତଳେ ଅତିରିକ୍ତ ଇନ୍ଧନ ଲାଇନ ସ୍ଥାପନ କରିଥିବା ଭାରତୀୟ ନୌସେନାର ଅସାଧାରଣ ଦକ୍ଷତା ଓ ଦୃଢ ସଂକଳ୍ପକୁ ପ୍ରଶଂସା କରିଛନ୍ତି ।ଜୁଲାଇ ୧୨ ତାରିଖରେ ଦେଓଘର ଏବଂ ପାଟନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
July 09th, 09:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଜୁଲାଇ, ୨୦୨୨ ରେ ଦେଓଘର ଏବଂ ପାଟନା ଗସ୍ତ କରିବେ । ଅପରାହ୍ନ ପ୍ରାୟ ୧:୧୫ ସମୟରେ ପ୍ରଧାନମନ୍ତ୍ରୀ ଦେଓଘରରେ ୧୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ତା'ପରେ ଅପରରାହ୍ନ ପ୍ରାୟ ୨:୪୦ ରେ ସେ ବାର ଜ୍ୟୋର୍ତିଲିଙ୍ଗଙ୍କ ମଧ୍ୟରୁ ଅନ୍ୟତମ ବାବା ବୈଦ୍ୟନାଥ ମନ୍ଦିରରେ ଦର୍ଶନ ଏବଂ ପୂଜା କରିବେ । ସଂଧ୍ୟା ପ୍ରାୟ ୬ ଟା ସମୟରେ ପ୍ରଧାନମନ୍ତ୍ରୀ ପାଟନାରେ ବିହାର ବିଧାନସଭାର ଶତବାର୍ଷିକୀ ଉତ୍ସବର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିବେ ।ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍, ମାଇ ଗଭ୍ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।ଫେବୃଆରୀ 17ରେ ପ୍ରଧାନମନ୍ତ୍ରୀ ତାମିଲନାଡୁରେ ପ୍ରମୁଖ ତୈଳ ଓ ଗ୍ୟାସ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
February 15th, 08:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ଫେବୃଆରୀ 2021 ଅପରାହ୍ନ 4.30 ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାମିଲନାଡୁରେ ପ୍ରମୁଖ ତୈଳ ଓ ଗ୍ୟାସ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ସହିତ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମନାଲିସ୍ଥିତ ଚେନ୍ନାଇ ପେଟ୍ରୋଲିୟମ କର୍ପୋରେସନ୍ ଲିମିଟେଡର ରାମାନାଥପୁରମ୍ – ଥୋଥୁକୁଡି ପ୍ରାକୃତିକ ଗ୍ୟାସ୍ ପାଇପଲାଇନ ଏବଂ ଗ୍ୟାସୋଲିନ ଡେସୁଲଫୁରିଜେସନ୍ ୟୁନିଟ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ନାଗାପଟ୍ଟିନମରେ ଥିବା କୌଭେରୀ ବେସିନ ରିଫାଇନାରୀର ଭିତ୍ତିପ୍ରସ୍ତର ମଧ୍ୟ ସେ ରଖିବେ । ଏହି ପ୍ରକଳ୍ପଗୁଡିକ ସାମାଜିକ-ଆର୍ଥିକ ଲାଭରେ ପରିଣତ ହେବ ଏବଂ ଉର୍ଜା ଆତ୍ମନିର୍ଭରଭାରତ ଆଡକୁ ଦେଶକୁ ଆଗେଇ ନେବ । ଏହି ଅବସରରେ ତାମିଲନାଡୁର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।Historic decisions taken by Cabinet to boost infrastructure across sectors
June 24th, 04:09 pm
Union Cabinet chaired by PM Narendra Modi took several landmark decisions, which will go a long way providing a much needed boost to infrastructure across sectors, which are crucial in the time of pandemic. The sectors include animal husbandry, urban infrastructure and energy sector.N Chandrababu Naidu promised sunrise for the state of Andhra Pradesh. But he seems interested only in rise of his son: PM Modi
February 10th, 01:13 pm
At the public meeting in Andhra Pradesh’s Guntur, PM Narendra Modi said that Amravati in Guntur had been a centre of India's faith and spirituality since ages and now it was becoming a centre of energy of a new Andhra Pradesh and New India. “The central government has also selected Amravati under HRIDAY scheme, so that the heritage sites here can be conserved and developed”, the PM added.PM Modi addresses public meeting in Andhra Pradesh’s Guntur
February 10th, 01:12 pm
At the public meeting in Andhra Pradesh’s Guntur, PM Narendra Modi said that Amravati in Guntur had been a centre of India's faith and spirituality since ages and now it was becoming a centre of energy of a new Andhra Pradesh and New India. “The central government has also selected Amravati under HRIDAY scheme, so that the heritage sites here can be conserved and developed”, the PM added.ଶକ୍ତି ସୁରକ୍ଷାକୁ ପ୍ରୋତ୍ସାହନ
February 10th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ର ପ୍ରଦେଶ ଗୁଣ୍ଟୁର ଗସ୍ତ କରି ତିନୋଟି ପ୍ରମୁଖ ପ୍ରକଳ୍ପର ଲୋକାର୍ପଣ କରିଥିଲେ ।ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ଓଏନଜିସିକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
September 25th, 09:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ଏକ ଆହ୍ୱାନ ଗ୍ରହଣ କରିବା ଲାଗି ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ - ଓଏନଜିସିକୁ ଆମନ୍ତ୍ରଣ ଜଣାଇଥିଲେ । ସୌଭାଗ୍ୟ ଯୋଜନା ଶୁଭାରମ୍ଭ କରିବା ଅବସରରେ ଓଏନଜିସିର ଅଧିକାରୀ ଏବଂ କର୍ମଚାରୀଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଦକ୍ଷ ବୈଦ୍ୟୁତିକ ଚୁଲା ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ଚୁଲା ବିଦ୍ୟୁତ ଶକ୍ତିର ଉପଯୋଗ କରି ରୋଷେଇ କାର୍ଯ୍ୟ ସମ୍ପାଦନ କରିପାରିବ ।ଭାରତର କୋଟି କୋଟି ଜୀବନକୁ ଆଲୋକିତ କରିବ ସୌଭାଗ୍ୟ ଯୋଜନା :ପ୍ରଧାନମନ୍ତ୍ରୀ ମୋଦୀ
September 25th, 08:34 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ । ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ମଧ୍ୟ ଓଏନଜିସିର ନୂଆ କୋଠା - ଦୀନଦୟାଲ ଉର୍ଜା ଭବନର ଲୋକାର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ମଧ୍ୟ ବାସେନ୍ ଗ୍ୟାସ ଫିଲ୍ଡ ଠାରେ ବୁଷ୍ଟର କମ୍ପ୍ରେସର ବ୍ୟବସ୍ଥାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ।ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା, ବୀମା ଯୋଜନା, ମୁଦ୍ରା ଯୋଜନା, ଉଜ୍ଜ୍ୱଳା ଯୋଜନା ଏବଂ ଉଡାନ୍ ଆଦିର ସଫଳତା ସମ୍ପର୍କରେ ଉଲ୍ଲେଖ କରିଥିଲେ ।“ସୌଭାଗ୍ୟ” ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ସମର୍ପିତ କଲେ ଦୀନଦୟାଲ ଉର୍ଜା ଭବନ
September 25th, 08:28 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ ।ଦହେଜ ONGC ପେଟ୍ରୋ ଏଡିସନ୍ସ ଲିମିଟେଡ(ଓପାଲ) ଶିଳ୍ପଗୋଷ୍ଠୀ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:55 pm
PM Narendra Modi today visited of Central Control Room of ONGC Petro Additions Limited. At an industry meet, Shri Modi spoke at length how Dahej SEZ region was being upgraded to benefit the entire nation.ସୋସିଆଲ ମିଡିଆ କର୍ଣ୍ଣର 7 ମାର୍ଚ୍ଚ 2017
March 07th, 03:46 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।Social Media Corner 14th Aug
August 14th, 07:04 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!