
PM Modi meets President of the Republic of Poland
August 22nd, 08:14 pm
Prime Minister Narendra Modi met with the President of the Republic of Poland, Andrzej Duda, during his visit to Warsaw. Both the leaders engaged in fruitful discussions aimed at strengthening bilateral ties between India and Poland. They explored opportunities for collaboration in various sectors, including trade, technology, and cultural exchange, reflecting the shared commitment to deepening the partnership between the two nations.
Narendra Modi: The Go-To Man in Times of Crises
November 29th, 09:56 pm
“I salute the determination of all those involved in this rescue campaign. Their courage and resolve have given a new life to our fellow workers. Everyone involved in this mission has set a remarkable example of humanity and teamwork,” PM Modi said in a telephonic conversation with the rescued workers who were successfully pulled out of a collapsed tunnel in Uttarakhand.
G-20 ପର୍ଯ୍ୟାବରଣ ଏବଂ ଜଳବାୟୁ ସ୍ଥିରତା ମନ୍ତ୍ରିସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 28th, 09:01 am
ମୁଁ ଇତିହାସ ଏବଂ ସଂସ୍କୃତିରେ ସମୃଦ୍ଧ ସହର ଚେନ୍ନଇକୁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି! ମୁଁ ଆଶ କରୁଛି ଯେ ଆପଣମାନେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳର ମାନ୍ୟତା ଲାଭ କରିଥିବା ମାମଲ୍ଲପୁରମ୍ କୁ ଦେଖିବା ପାଇଁ ନିଶ୍ଚୟ କିଛି ସମୟ ବାହାର କରିବେ । ଉନ୍ନତମାନର ପ୍ରସ୍ତର କାରୁକାର୍ଯ୍ୟର ଅଦ୍ଭୁତ ସୁନ୍ଦରତା ସହିତ ଏହା ହେଉଛି ଏକ ‘ଦର୍ଶନୀୟ’ ଗନ୍ତବ୍ୟ ସ୍ଥଳ ।ଜି-୨୦ ପରିବେଶ ଓ ଜଳବାୟୁ ମନ୍ତ୍ରୀ ସମୂହ ବୈଠକ
July 28th, 09:00 am
ଗଣ୍ୟମାନ୍ୟ ଅତିଥିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ହେଉଛି ଇତିହାସ ଓ ସଂସ୍କୃତି ଦୃଷ୍ଟିରୁ ସମୃଦ୍ଧ ନଗରୀ । ସେ ସେମାନଙ୍କୁ ୟୁନେସ୍କୋ ଦ୍ୱାରା ସ୍ୱୀକୃତ ବିଶ୍ୱ ଐତିହ୍ୟ ସ୍ଥଳୀ ମାମଲାପୁରମ ନିଶ୍ଚିତଭାବେ ଗସ୍ତ କରି ସେଠାକାର ପ୍ରେରଣାଦାୟୀ ପଥର ଖୋଦେଇ ଓ ତାହାର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଅନୁରୋଧ କରିଥିଲେ ।ଅପରେସନ୍ ଗଙ୍ଗା ଭାରତର ଅତୁଳନୀୟ ଉତ୍ସାହକୁ ପ୍ରତିଫଳିତ କରେ: ପ୍ରଧାନମନ୍ତ୍ରୀ
June 17th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ୟୁକ୍ରେନରୁ ଭାରତୀୟମାନଙ୍କୁ ଉଦ୍ଧାର ପାଇଁ ଅପରେସନ୍ ଗଙ୍ଗା ଉପରେ ଏକ ନୂତନ ଡକ୍ୟୁମେଣ୍ଟାରୀ ଏହି ଅପରେସନ୍ ସମ୍ବନ୍ଧୀୟ ଦିଗ ଉପରେ ଅତ୍ୟନ୍ତ ସୂଚନାଧର୍ମୀ ହେବ।ତୁର୍କୀ ଏବଂ ସିରିଆରେ ‘ଅପରେସନ୍ ଦୋସ୍ତ’ରେ ସାମିଲ ହୋଇଥିବା ଏନଡିଆରଏଫ କର୍ମଚାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
February 20th, 06:20 pm
ଆପଣମାନେ ମାନବତା ମାଇଁ ଏକ ବହୁତ ବଡ଼ କାର୍ଯ୍ୟ କରି ଫେରି ଆସିଛନ୍ତି । ଅପରେସନ୍ ଦୋସ୍ତ ସହିତ ଜଡ଼ିତ ସମଗ୍ର ଟିମ୍, ଏନଡିଆରଏଫ ହୁଅନ୍ତୁ, ସେନା ହୁଅନ୍ତୁ, ବାୟୁସେନା ହୁଅନ୍ତୁ କିମ୍ବା ଆମର ଅନ୍ୟାନ୍ୟ ସେବାଗୁଡ଼ିକରେ ରହିଥିବା ସାଥୀ ହୁଅନ୍ତୁ, ସମସ୍ତେ ବହୁତ ହିଁ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଆଉ ଏପରିକି ଆମର କଥା କହି ପାରୁ ନଥିବା ମୁକ ବନ୍ଧୁ ମାନଙ୍କୁ, ଡଗ୍ ସ୍କ୍ୱାଡ଼ର ସଦସ୍ୟମାନେ ମଧ୍ୟ ଅଦ୍ଭୁତ କ୍ଷମତାର ପ୍ରଦର୍ଶନ କରିଛନ୍ତି । ଆପଣ ସମସ୍ତଙ୍କୁ ନେଇ ଦେଶକୁ ବହୁତ ଗର୍ବ ଅନୁଭବ କରୁଛି ।ତୁର୍କୀ ଏବଂ ସିରିଆରେ "ଅପରେସନ ଦୋସ୍ତ” ସହିତ ଜଡିତ ଏନ୍ଡିଆରଏଫ୍ କର୍ମଚାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 20th, 06:00 pm
ପ୍ରଧାନମନ୍ତ୍ରୀ ଭୂକମ୍ପ ପ୍ରଭାବିତ ତୁର୍କୀ ଏବଂ ସିରିଆରେ ଅପରେସନ ଦୋସ୍ତ” ସହିତ ଜଡିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀର କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ।ସଂସଦରେ ୟୁକ୍ରେନ ସମସ୍ୟା ଓ ଅପରେସନ ଗଙ୍ଗାକୁ ନେଇ ସୁସ୍ଥ ବାତାବରଣ ମଧ୍ୟରେ ଆଲୋଚନାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
April 06th, 08:30 pm
ଗତ କିଛିଦିନ ମଧ୍ୟରେ ୟୁକ୍ରେନ ସମସ୍ୟା ଓ ଅପରେସନ ଗଙ୍ଗାକୁ ନେଇ ସଂସଦରେ ହୋଇଥିବା ସୁସ୍ଥ ବାତାବରଣ ଆଲୋଚନାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ନିଜ ନିଜ ମତାମତ ଦେଇ ଯେଉଁମାନେ ଆଲେଚାନାକୁ ରୁଦ୍ଦିମନ୍ତ କରିଛନ୍ତି ସେହି ସଂସଦ ସଦସ୍ୟମାନଙ୍କୁ ଶ୍ରୀ ମୋଦୀ କୃତଜ୍ଞତା ଜଣାଇଛନ୍ତି। ପ୍ରତିକୂଳ ପରିସ୍ଥିତିରେ ଆମର ନାଗରିମାନଙ୍କ ନିରାପତ୍ତା ପ୍ରତି ଯତ୍ନବାନ ହେବା ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି ।ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ଲାଗି ଆରମ୍ଭ ହୋଇଥିବା ଅପରେସନ ଗଙ୍ଗାରେ ସମ୍ପୃକ୍ତ ଅଂଶୀଦାରମାନଙ୍କ ସହିତ ଭର୍ଚୁଆଲ ବୈଠକରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 15th, 08:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରେସନ ଗଙ୍ଗାରେ ସାମିଲ ହୋଇଥିବା ସମସ୍ତ ଅଂଶୀଦାରମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ ଆଲୋଚନା କରିଛନ୍ତି । ଅପରେସନ ଗଙ୍ଗା ମାଧ୍ୟମରେ ୟୁକ୍ରେନରେ ଫସି ରହିଥିବା ପ୍ରାୟ ୨୩ ହଜାର ଭାରତୀୟ ନାଗରିକ ଏବଂ ୧୮ଟି ଦେଶର ୧୪୭ ଜଣ ବିଦେଶୀ ନାଗରିକମାନଙ୍କୁ ସଫଳତାପୂର୍ବକ ଉଦ୍ଧାର କରାଯାଇଥିଲା।ନେଦରଲ୍ୟାଣ୍ଡର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ ରୁଟେଙ୍କ ସହିତ ଟେଲିଫୋନ୍ରେ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 09:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେଦରଲ୍ୟାଣ୍ଡର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ ରୁଟେଙ୍କ ସହିତ ଫୋନରେ କଥା ହୋଇଥିଲେ ।ପୁଣେର ସିମ୍ବୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 06th, 05:17 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶୀୟାରୀ ମହୋଦୟ, ଶ୍ରୀମାନ ଦେବେନ୍ଦ୍ର ଫଡ଼ନବୀସ ମହାଶୟ, ଶ୍ରୀମାନ ସୁଭାଷ ଦେଶାଇ ମହାଶୟ, ଏହି ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଏସବି ମଜୁମଦାର ମହାଶୟ, ପ୍ରମୁଖ ନିର୍ଦ୍ଦେଶକ ଡଃ ବିଦ୍ୟା ୟେରାୱଦେକର ମହାଶୟ, ସମସ୍ତ ଅଧ୍ୟାପକଗଣ, ବିଶିଷ୍ଟ ଅତିଥିଗଣ, ଆଉ ମୋର ଯୁବ ସାଥୀଗଣ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପୁଣେସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦ୍ଘାଟିତ
March 06th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣେ ସ୍ଥିତ ସିମ୍ବାୟୋସିସ୍ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ ଉତ୍ସବକୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିମ୍ବାୟୋସିସ୍ ଆରୋଗ୍ୟଧାମ ଉଦ୍ଘାଟିତ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିୟାରି ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ମିର୍ଜାପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି
March 04th, 12:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଥମ 6ଟି ପର୍ଯ୍ୟାୟ ନିର୍ବାଚନରେ ୟୁପିର ଲୋକମାନେ କିପରି ବିଜେପିର ସୁଶାସନକୁ ଭୋଟ୍ ଦେଇଛନ୍ତି ଏବଂ ମିର୍ଜାପୁରର ଲୋକଙ୍କୁ ୟୁପିରୁ 'ପରିବାରବାଦ' ଏବଂ 'ମାଫିଆବାଦ' ହଟାଇବା ପାଇଁ ଦାୟିତ୍ୱ ଦେଇଛନ୍ତି ତାହାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।ୟୁକ୍ରେନରୁ ଫେରିଥିବା ଛାତ୍ରଛାତ୍ରୀମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ସେମାନଙ୍କର ଅନୁଭୂତି ବାଣ୍ଟିଛନ୍ତି
March 03rd, 07:54 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଯୁଦ୍ଧ ପ୍ରଭାବିତ ୟୁକ୍ରେନରୁ ଫେରିଥିବା ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ଛାତ୍ରଛାତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କ ସହ ଉଦ୍ଧାର କାର୍ଯ୍ୟର ଅନୁଭୂତି ବାଣ୍ଟିଥିଲେ।ପ୍ରତ୍ୟେକ ଭୋଟ ଆମକୁ ଆଗାମୀ ବିଧାନସଭା ନିର୍ବାଚନରେ ରେକର୍ଡ ବିଜୟ ହାସଲ କରିବା ସାହାଯ୍ୟ କରିବ : ଗାଜିପୁରରେ ପ୍ରଧାନମନ୍ତ୍ରୀ ମୋଦୀ
March 02nd, 12:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗାଜିପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାରେ ଭାରତ ଅଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଅପରେସନ୍ ଗଙ୍ଗା ଅଧୀନରେ ଅନେକ ହଜାର ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଏହି ମିଶନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ଏହାର ଚାରି ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ମଧ୍ୟ ସେଠାକୁ ପଠାଇଛି । ବିପଦରେ ଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବାୟୁସେନା ମଧ୍ୟ ନିୟୋଜିତ କରାଯାଇଛି।ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ସୋନଭଦ୍ରା ଏବଂ ଗାଜିପୁରରେ ପ୍ରଚାର ଅଭିଯାନ କରିଛନ୍ତି
March 02nd, 12:37 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସୋନଭଦ୍ରାଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାରେ ଭାରତ ଅଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଅପରେସନ୍ ଗଙ୍ଗା ଅଧୀନରେ ଅନେକ ହଜାର ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଏହି ମିଶନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ଏହାର ଚାରି ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ମଧ୍ୟ ସେଠାକୁ ପଠାଇଛି । ବିପଦରେ ଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବାୟୁସେନାକୁ ମଧ୍ୟ ନିୟୋଜିତ କରାଯାଇଛି।ଅପରେସନ ଗଙ୍ଗାର ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
February 28th, 10:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲଗାତାର ଦ୍ୱିତୀୟ ଦିନ ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅପରେସନ ଗଙ୍ଗାର ସମୀକ୍ଷା କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନଙ୍କୁ ଉଦ୍ଧାର କରିବା ଲାଗି ଭାରତ ସରକାର ଏହି ଅଭିଯାନ ଜାରି ରଖିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେଠାରେ ଥିବା ଭାରତୀୟ ନାଗରିକମାନଙ୍କୁ ସୁରକ୍ଷିତ ଓ ନିରାପଦ ରଖିବା ଲାଗି ସମ୍ପୂର୍ଣ୍ଣ ସରକାରୀ କଳ ଦିନରାତି ୨୪ ଘଣ୍ଟା କାର୍ଯ୍ୟ କରୁଛି ।