କର୍ଣ୍ଣାଟକ ବିଜେପି କୃଷକ ମୋର୍ଚ୍ଚାର କର୍ମକର୍ତ୍ତାମାନଙ୍କୁ ପ୍ରଧାନମନ୍ତ୍ରୀ ମତ ବିନିମୟ କରିଛନ୍ତି

May 02nd, 10:08 am

'ନରେନ୍ଦ୍ର ମୋଦୀ ଆପ ' ଜରିଆରେ ଆଜି ବିଜେପିର କୃଷକ ମୋର୍ଚ୍ଚା କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ର ସରକାରଙ୍କ ବିଭିନ୍ନ କୃଷକ ଅନୁକୂଳ ପଦକ୍ଷେପ ଏବଂ କିପରି କେନ୍ଦ୍ର ସରକାରଙ୍କ ଦ୍ଵାରା କରାଯାଇଥିବା ପ୍ରୟାସରୁ ବ୍ୟାପକ ମାତ୍ରାରେ କୃଷକମାନେ ଲାଭାନ୍ଵିତ ହୋଇଛନ୍ତି ସେ ଉପରେ ବିଶେଷ ଭାବେ ଉଲ୍ଲେଖ କରିଥିଲେ ।

କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର କଡ଼ା ସମାଲୋଚନା କରି କହିଲେ ଯେ ବିଜେପି ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

May 02nd, 10:07 am

'ନରେନ୍ଦ୍ର ମୋଦୀ ଆପ ' ଜରିଆରେ ଆଜି ବିଜେପିର କୃଷକ ମୋର୍ଚ୍ଚା କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ର ସରକାରଙ୍କ ବିଭିନ୍ନ କୃଷକ ଅନୁକୂଳ ପଦକ୍ଷେପ ଏବଂ କିପରି କେନ୍ଦ୍ର ସରକାରଙ୍କ ଦ୍ଵାରା କରାଯାଇଥିବା ପ୍ରୟାସରୁ ବ୍ୟାପକ ମାତ୍ରାରେ କୃଷକମାନେ ଲାଭାନ୍ଵିତ ହୋଇଛନ୍ତି ସେ ଉପରେ ବିଶେଷ ଭାବେ ଉଲ୍ଲେଖ କରିଥିଲେ ।

ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀ

April 21st, 11:01 pm

ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଶାସନିକ ସେବା ଦିବସ ଉପଲକ୍ଷେ ପ୍ରଶାସନିକ ସେବାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 21st, 05:45 pm

ପ୍ରଶାସନିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶାସନିକ ସେବାଧିକାରୀମାନଙ୍କୁ ଉଦ୍ବୋଧନ ଦେଇଛନ୍ତି । ସେ କହିଥିଲେ ଯେ ଏହା ହେଉଛି ପ୍ରଶଂସା, ସମୀକ୍ଷା, ମୂଲ୍ୟାଙ୍କନ ଏବଂ ତର୍ଜମା କରିବାର ସମୟ । ପ୍ରଶାସନିକ ସେବାଧିକାରୀମାନଙ୍କୁ ଉତ୍ସାହିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ଏକ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିବା ସହିତ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଏହି ପୁରସ୍କାର ସରକାରଙ୍କ ପ୍ରାଥମିକତାକୁ ପ୍ରତିଫଳିତ କରୁଛି ।

କେନ୍ଦ୍ର 2022 କୃଷକମାନଙ୍କ ଆୟକୁ ଦ୍ଵିଗୁଣ କରିବା ପାଇଁ ପ୍ରତିଶୃତିବଦ୍ଧ :ପ୍ରଧାନମନ୍ତ୍ରୀ ମୋଦୀ

March 17th, 01:34 pm

ଆଜି ନୂଆଦିଲ୍ଲୀର ପୁସା କ୍ୟାମ୍ପସରେ ଥିବା ଆଇଏଆରଆଇ ମେଳା ପଡିଆରେ ଅନୁଷ୍ଠିତ କୃଷି ଉନ୍ନତି ମେଳାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗସ୍ତ କରିଛନ୍ତି । ସେ ବିଭିନ୍ନ ବିଷୟକୁ ନେଇ ହୋଇଥିବା ମଂଚ ଏବଂ ଜୈବିକ ମେଳା ପ୍ରଦର୍ଶନୀକୁ ପରିଦର୍ଶନ କରିଥିଲେ । ସେ 25ଟି କୃଷି ବିଜ୍ଞାନ କେନ୍ଦ୍ରର ଆଧାରଶିଳା ସ୍ଥାପନ କରିଥିଲେ । ସେ ମଧ୍ୟ ଜୈବ ଉତ୍ପାଦ ଗୁଡ଼ିକ ପାଇଁ ଇ-ମାର୍କେଟିଂ ପୋର୍ଟାଲର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସେ କୃଷି କର୍ମଣ ପୁରସ୍କାର ଏବଂ ପଣ୍ଡିତ ଦୀନ ଦୟାଲ କୃଷି ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରିଥିଲେ ।

କୃଷି ଉନ୍ନତି ମେଳାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 17th, 01:33 pm

ଆଜି ନୂଆଦିଲ୍ଲୀର ପୁସା କ୍ୟାମ୍ପସରେ ଥିବା ଆଇଏଆରଆଇ ମେଳା ପଡିଆରେ ଅନୁଷ୍ଠିତ କୃଷି ଉନ୍ନତି ମେଳାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗସ୍ତ କରିଛନ୍ତି । ସେ ବିଭିନ୍ନ ବିଷୟକୁ ନେଇ ହୋଇଥିବା ମଂଚ ଏବଂ ଜୈବିକ ମେଳା ପ୍ରଦର୍ଶନୀକୁ ପରିଦର୍ଶନ କରିଥିଲେ । ସେ 25ଟି କୃଷି ବିଜ୍ଞାନ କେନ୍ଦ୍ରର ଆଧାରଶିଳା ସ୍ଥାପନ କରିଥିଲେ । ସେ ମଧ୍ୟ ଜୈବ ଉତ୍ପାଦ ଗୁଡ଼ିକ ପାଇଁ ଇ-ମାର୍କେଟିଂ ପୋର୍ଟାଲର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସେ କୃଷି କର୍ମଣ ପୁରସ୍କାର ଏବଂ ପଣ୍ଡିତ ଦୀନ ଦୟାଲ କୃଷି ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରିଥିଲେ ।

କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି :ପ୍ରଧାନମନ୍ତ୍ରୀ ମୋଦୀ

February 27th, 05:01 pm

କର୍ଣ୍ଣାଟକର ଦବାନଗେରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଖରାପ ପ୍ରଶାସନ ଲାଗି କଂଗ୍ରେସ ସରକାରକୁ ନିନ୍ଦା କରିଥିଲେ ଏବଂ କହିଲେ ଯେ ଆଗାମୀ ନିର୍ବାଚନରେ କଂଗ୍ରେସର ପରାଜୟ ନିଶ୍ଚିତ । ସେ କହିଲେ ,''କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି । ''

କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି :ପ୍ରଧାନମନ୍ତ୍ରୀ ମୋଦୀ

February 27th, 05:00 pm

କର୍ଣ୍ଣାଟକର ଦବାନଗେରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଖରାପ ପ୍ରଶାସନ ଲାଗି କଂଗ୍ରେସ ସରକାରକୁ ନିନ୍ଦା କରିଥିଲେ ଏବଂ କହିଲେ ଯେ ଆଗାମୀ ନିର୍ବାଚନରେ କଂଗ୍ରେସର ପରାଜୟ ନିଶ୍ଚିତ । ସେ କହିଲେ ,''କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି । ''

‘କୃଷି 2022 : କୃଷକଙ୍କ ଦ୍ୱିଗୁଣ ଉପାର୍ଜନ’ ସଂକ୍ରାନ୍ତ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (20.02.2018)

February 20th, 05:47 pm

ସମଗ୍ର ଦେଶରୁ ଆସିଥିବା ବୈଜ୍ଞାନିକଗଣ, ଚାଷୀ ଭାଇ ଓ ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ । ଆମେ ସମସ୍ତେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଅତି ଗମ୍ଭୀର ଓ ବହୁତ ଜରୁରୀ ପ୍ରସଙ୍ଗରେ ମନ୍ଥନ କରିବା ପାଇଁ ଏଠି ଏକଜୁଟ ହୋଇଛେ ।

“କୃଷି-2022: କୃଷକଙ୍କ ଆୟ ଦ୍ୱିଗୁଣିତ କରିବା” ଶୀର୍ଷକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

February 20th, 05:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସାସ୍ଥିତ ଏନଏଏସି କମ୍ପ୍ଲେକ୍ସ ପରିସରରେ ଆୟୋଜିତ ହୋଇଥିବା “କୃଷି-2022 : କୃଷକଙ୍କ ଆୟ ଦ୍ୱିଗୁଣିତ କରିବା” ସମ୍ମିଳନୀରେ ଯୋଗ ଦେଇଥିଲେ ।

2018-19 କେନ୍ଦ୍ର ବଜେଟ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ବିବୃତି;125 କୋଟି ଲୋକଙ୍କର ଆଶା ଆକାଂକ୍ଷା ପୁରଣ କରିବା ଭଳି ବଜେଟ

February 01st, 02:00 pm

“ମୁଁ ଅର୍ଥମନ୍ତ୍ରୀ ମାନନୀୟ ଅରୁଣ ଜେଟଲୀ ମହାଶୟଙ୍କୁ ଏହି ବଜେଟ ପାଇଁ ଅଭିନନ୍ଦନ ଜଣାଉଛି । ଏହି ବଜେଟ ନିଉ ଇଣ୍ଡିଆର ମୂଳଦୁଆକୁ ସୁଦୃଢ କରିଲା ଭଳି ବଜେଟ । ଏହି ବଜେଟରେ ଦେଶର କୃଷିଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଧ୍ୟାନ ଦିଆଯାଇଛି । ବଜେଟରେ ଗରିବ ଏବଂ ମଧ୍ୟମ ବର୍ଗଙ୍କ ଚିନ୍ତା ଦୂର କରୁଥିବା ସ୍ୱାସ୍ଥ୍ୟ ଯୋଜନାଗୁଡ଼ିକ ଅଛି ତ, ଦେଶର ଛୋଟ ଉଦ୍ୟୋଗୀଙ୍କ ସମ୍ପତ୍ତି ବୃଦ୍ଧି କରିବା ପାଇଁ ଯୋଜନାଗୁଡ଼ିକ ମଧ୍ୟ ରହିଛି । ଖାଦ୍ୟ ପ୍ରକ୍ରିୟାକରଣ ଠାରୁ ଆରମ୍ଭ କରି ଫାଇବର ଅପ୍ଟିକସ୍ ପର୍ଯ୍ୟନ୍ତ, ସଡ଼କ ଠାରୁ ବନ୍ଦର ପର୍ଯ୍ୟନ୍ତ, ଯୁବକଙ୍କ ଠାରୁ ବରିଷ୍ଠ ନାଗରିକଙ୍କ ପର୍ଯ୍ୟନ୍ତ, ଗ୍ରାମୀଣ ଭାରତରୁ ଆୟୁଷ୍ମାନ ଭାରତ ପର୍ଯ୍ୟନ୍ତ, ଡିଜିଟାଲ ଇଣ୍ଡିଆରୁ ଷ୍ଟାର୍ଟ ଅପ୍ ଇଣ୍ଡିଆ ପର୍ଯ୍ୟନ୍ତ ସବୁକିଛି ସାମିଲ ହୋଇଛି ।