ଚେସ୍ ଅଲିମ୍ପିଆଡ୍ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

September 26th, 12:15 pm

ସାର, ପ୍ରଥମ ଥର ଭାରତ ଉଭୟ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛି ଏବଂ ଦଳ ଯେଉଁଭଳି ପ୍ରଦର୍ଶନ କରିଛି ତାହା ଚମତ୍କାର ଥିଲା, ଅର୍ଥାତ୍ ବାଳକଙ୍କ ଦ୍ୱାରା ୨୨ ରୁ ୨୧ ପଏଣ୍ଟ ଏବଂ ବାଳିକାଙ୍କ ଦ୍ୱାରା ୨୨ ରୁ ୧୯ ପଏଣ୍ଟ, ଆମର ମୋଟ ୪୪ ରୁ ୪୦ ପଏଣ୍ଟ । ଏତେ ଭଲ, ଉତ୍ତମ ପ୍ରଦର୍ଶନ ପୂର୍ବରୁ କେବେ ହୋଇନଥିଲା

ପ୍ରଧାନମନ୍ତ୍ରୀ ମୋଦୀ ଆମ ଚେସ୍ ଚମ୍ପିଆନମାନଙ୍କୁ ଭେଟି ଉତ୍ସାହିତ କରିଛନ୍ତି

September 26th, 12:00 pm

ଐତିହାସିକ ଦ୍ବିତୀୟ ସ୍ୱର୍ଣ୍ଣ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଚେସ୍ ଦଳ ସହ ମତ ବିନିମୟ କରିଛନ୍ତି। ଆଲୋଚନାରେ ସେମାନଙ୍କ କଠିନ ପରିଶ୍ରମ, ଚେସ୍ ର ବଢୁଥିବା ଲୋକପ୍ରିୟତା, ଖେଳ ଉପରେ ଏଆଇର ପ୍ରଭାବ ଏବଂ ସଫଳତା ହାସଲ ରେ ସଂକଳ୍ପ ଏବଂ ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।

PM meets makers of award winning documentary short film ‘The Elephant Whisperers’

March 30th, 03:46 pm

The Prime Minister, Shri Narendra Modi has met the makers of Oscar winning documentary short film ‘The Elephant Whisperers’.

ଅସ୍କାର ଜିତିଥିବା ‘ଦ ଏଲିଫ୍ୟାଣ୍ଟ ହ୍ୱିସ୍ପରର୍ସ’ର ସମ୍ପୂର୍ଣ୍ଣ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

March 13th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରେଷ୍ଠ ପ୍ରାମାଣିକ ଲଘୁ ଫିଲ୍ମ ବର୍ଗରେ ିଲ୍ଫିଅସ୍କାର ଜିତିଥିବା ପ୍ରାମାଣିକ ଫିଲ୍ମ ନିର୍ମାତା କାର୍ତ୍ତିକି ଗୋନସାଲଭିସ, ପ୍ରଯୋଜକ ଗୁନୀତ ମୋଙ୍ଗା ଓ ‘ଦ ଏଲିଫ୍ୟାଣ୍ଟ ହ୍ୱିସ୍ପରର୍ସ’ର ସମ୍ପୂର୍ଣ୍ଣ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।

ଅସ୍କାର ପୁରସ୍କାର ଜିତିଥିବା ‘ନାଟୁ ନାଟୁ’ର ସମ୍ପୂର୍ଣ୍ଣ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

March 13th, 10:59 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସର୍ବଶ୍ରେଷ୍ଠ ମୌଳିକ ସଂଗୀତ ବର୍ଗରେ ଆରଆରଆର ଫିଲ୍ମର ଗୀତ ‘ନାଟୁ ନାଟୁ’ ଅସ୍କାର ପୁରସ୍କାର ଜିତିଥିବାରୁ ଭାରତୀୟ ସଂଯୋଜକ ଏମ.ଏମ. କୀରାଭନି, ଗୀତିକାର ଚନ୍ଦ୍ରବୋଷ ଓ ସମ୍ପୂର୍ଣ୍ଣ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ଅସାଧାରଣ ଓ ସାରା ବିଶ୍ୱରେ ‘ନାଟୁ ନାଟୁ’ ଲୋକପ୍ରିୟ ହୋଇଛି ବୋଲି ଶ୍ରୀ ମୋଦୀ କହିଛନ୍ତି ।