ମଣିପୁରରେ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 04th, 09:45 am
କାର୍ଯ୍ୟକ୍ରମରେ ଉପସ୍ଥିତ ମଣିପୁରର ରାଜ୍ୟପାଳ ଲା. ଗଣେଶନ ମହୋଦୟ, ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ବିରେନ ସିଂହ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ୱାୟ. ଜୋୟ କୁମାର ସିଂହ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଭୁପେନ୍ଦ୍ର ଯାଦବ ମହାଶୟ, ରାଜକୁମାର ରଂଜନ ସିଂହ ମହାଶୟ, ମଣିପୁର ସରକାରଙ୍କ ମନ୍ତ୍ରୀ ବିଶ୍ୱଜିତ ସିଂହ ମହାଶୟ, ଲୋସି ଦିଖୋ ମହାଶୟ, ଲେତ୍ପାଓ ହାଓକିପ ମହାଶୟ, ଅବାଙ୍ଗବାଓ ନ୍ୟୁମାଈ ମହାଶୟ, ଏସ. ରାଜେନ ସିଂହ ମହାଶୟ, ବୁଙ୍ଗଜାଗିନ ୱାଲେ ମହାଶୟ, ସତ୍ୟବ୍ରତେ ସିଂହ ମହାଶୟ, ଔ ଲୁଖୋଈ ସିଂହ ମହାଶୟ, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ଜନ-ପ୍ରତିନିଧିଗଣ, ଏବଂ ମଣିପୁରର ମୋର ପ୍ରିୟ ଭାଇ ଓ ଭଉଣୀମାନେ! ଖୁରୁମଜରୀ!ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
January 04th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୧.୨୦୨୨) ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, ପୂୂର୍ତ୍ତ, ସୂଚନା ପ୍ରଯୁକ୍ତି ବିଦ୍ୟା, କୌଶଳ ବିକାଶ, କଳା ଓ ସଂସ୍କୃତି ଅନ୍ତର୍ଭୁକ୍ତ ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୭ତାରିଖରେ ପିଏମ୍ କେୟାର୍ସ ଅଧୀନରେ ପ୍ରତିଷ୍ଠିତ ପିଏସ୍ଏ ଅକ୍ସିଜେନ ପ୍ଲାଣ୍ଟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
October 06th, 02:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବର ୭ତାରିଖ ପୂର୍ବାହ୍ନ ୧୧ଟାରେ ଉତ୍ତରାଖଣ୍ଡରେ ଋଷିକେଶ ସ୍ଥିତ ଏମ୍ସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ୩୫ ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ପିଏମ୍ କେୟାର୍ସ ଅଧିନରେ ପ୍ରତିଷ୍ଠା ହୋଇଥିବା ୩୫ଟି ପ୍ରେସର ସ୍ୱିଙ୍ଗ ଆଡସର୍ପସନ୍ (ପିଏସ୍ଏ) ଅକ୍ସିଜେନ ପ୍ଲାଣ୍ଟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହା ସହିତ ଦେଶର ସମସ୍ତ ଜିଲ୍ଲା ବର୍ତ୍ତମାନ ପିଏସ୍ଏ ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।କୋଭିଡ-୧୯ ସ୍ଥିତି ସମ୍ପର୍କରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ବିଷୟବସ୍ତୁ
July 16th, 12:07 pm
କରୋନା ବିରୋଧରେ ଦେଶର ଲଢେଇରେ ଅନେକ ମହତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆପଣମାନେ ସମସ୍ତେ ନିଜ ନିଜର ମତ ରଖିଛନ୍ତି । ଏବେ ଦୁଇ ଦିନ ପୂର୍ବରୁ ମୁଁ ଉତର ପୂର୍ବର ସମସ୍ତ ସମ୍ମାନିତ ମୁଖ୍ୟମନ୍ତ୍ରୀମାନଙ୍କ ସହ ଏହି ବିଷୟରେ ଆଲୋଚନା କରିବାର ସୁଯୋଗ ପାଇଥିଲି । କାରଣ ଯେଉଁଠି ଯେଉଁଠି ଚିନ୍ତାଜନକ ସ୍ଥିତି ରହିଛି ସେହି ସବୁ ରାଜ୍ୟ ସହିତ ମୁଁ ବିଶେଷ ଭାବରେ କଥାବାର୍ତା କରୁଛି ।କୋଭିଡ୍ ପରିସ୍ଥିତିକୁ ନେଇ ଓଡ଼ିଶା ସମେତ 6 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 16th, 12:06 pm
କୋଭିଡ୍ ଜନିତ ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ । କୋଭିଡ ମୁକାବିଲା ନିମନ୍ତେ ଯଥାସମ୍ଭବ ସହାୟତା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେମାନେ ଟିକାକରଣର ଅଗ୍ରଗତି ଏବଂ ସେମାନଙ୍କ ରାଜ୍ୟରେ ଭୂତାଣୁ ସଂକ୍ରମଣ ହ୍ରାସ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ଟିକାକରଣ ରଣନୀତି ସମ୍ପର୍କରେ ମଧ୍ୟ ସେମାନେ ନିଜ ନିଜ ମତାମତ ଦେଇଥିଲେ ।କୋଭିଡ଼-୧୯ ପରିସ୍ଥିତି ସମ୍ପର୍କରେ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 13th, 03:53 pm
ଆପଣ ସମସ୍ତଙ୍କୁ ନମସ୍କାର! ସର୍ବପ୍ରଥମେ କିଛି ନୂତନ ଦାୟିତ୍ୱ ନେଇଥିବା ଲୋକ ଅଛନ୍ତି ତେବେ ମୁଁ ସେମାନଙ୍କର ପରିଚୟ କରାଇ ଦେଉଛି ଫଳରେ ଆପଣମାନଙ୍କୁ ସୁବିଧା ହେବ। ଶ୍ରୀମାନ ମନସୁଖ ଭାଇ ମାଣ୍ଡଭିୟାଆ, ସେ ମଧ୍ୟ ଆମର ନୂତନ ସ୍ୱାସ୍ଥ୍ୟ ମନ୍ତ୍ରୀ ହୋଇଛନ୍ତି, ତାଙ୍କ ସହିତ ରାଷ୍ଟ୍ରମନ୍ତ୍ରୀ ଭାବେ ଡା. ଭାରତୀ ପାୱାର ମହାଶୟା ମଧ୍ୟ ବସିଛନ୍ତି। ସେ ଆମର ସ୍ୱାସ୍ଥ୍ୟ ବିଭାଗର ଏମଓଏସ ଭାବେ କାର୍ଯ୍ୟ କରୁଛନ୍ତି। ଆଉ ଦୁଇଜଣ ଲୋକ ଅଛନ୍ତି ଯାହାଙ୍କ ସହିତ ଆପଣମାନଙ୍କର ସମ୍ବନ୍ଧ କ୍ରମାଗତ ଭାବେ ରହିବ ସେ ହେଉଛନ୍ତି ଡୋନର ମନ୍ତ୍ରଣାଳୟର ନୂତନ ମନ୍ତ୍ରୀ ଶ୍ରୀମାନ ଜି. କିଷନ ରେଡ୍ଡି ମହାଶୟ ଆଉ ତାଙ୍କ ସହିତ ଅଛନ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀମାନ ବି.ଏଲ.ବର୍ମା ମହାଶୟ, ତେବେ ଏହି ପରିଚୟ ମଧ୍ୟ ଆପଣମାନଙ୍କ ପାଇଁ ହେଉଛି ଜରୁରୀ।କରୋନା ସଂକ୍ରମଣ ସ୍ଥିତି ଘେନି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ସମୂହର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
July 13th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର-ପୂର୍ବାଞ୍ଚଳ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ସେଠାକାର କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ମତ ବିନିମୟ କରିଥିଲେ । ଏଥିରେ ନାଗାଲାଣ୍ଡ, ତ୍ରିପୁରା, ସିକ୍କିମ, ମେଘାଳୟ, ମିଜୋରାମ, ଅରୁଣାଚଳପ୍ରଦେଶ, ମଣିପୁର ଓ ଆସାମର ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।ସାରା ଦେଶରେ ଅକ୍ସିଜେନ ଯୋଗାଣକୁ ତ୍ୱରାନ୍ୱିତ କରିବାର ସ୍ଥିତି ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
July 09th, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାରା ଦେଶରେ ଅକ୍ସିଜେନ ଉତ୍ପାଦନ ବୃଦ୍ଧି ଓ ଉପଲବ୍ଧତାରେ ହୋଇଥିବା ଅଗ୍ରଗତି ସମ୍ପର୍କରେ ସ୍ଥିତି ସମୀକ୍ଷା କରିଥିଲେ।‘କୋଭିଡ଼-୧୯ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 18th, 09:45 am
କରୋନା ବିରୋଧରେ ମହାଯୁଦ୍ଧରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଯାନର ଆଉ ଏକ ପର୍ଯ୍ୟାୟ ପ୍ରାରମ୍ଭ ହେଉଛି। କରୋନାର ପ୍ରଥମ ଲହର ସମୟରେ ଦେଶରେ ହଜାର ହଜାର ପେଶାଦାରମାନେ, କୌଶଳ ବିକାଶ ଅଭିଯାନ ସହିତ ସାମିଲ ହୋଇଥିଲେ। ଏହି ପ୍ରୟାସ ଦେଶକୁ କରୋନା ମୁକାବିଲା କରିବା ପାଇଁ ବଡ଼ ଶକ୍ତି ଦେଇଥିଲା। ଏବେ କରୋନାର ଦ୍ୱିତୀୟ ଲହର ପରେ ଯେଉଁ ଅନୁଭବ ମିଳିଛି, ସେହି ଅନୁଭବ ଆଜିର ଏହି କାର୍ଯ୍ୟକ୍ରମର ପ୍ରମୁଖ ଆଧାର ପାଲଟିଛି। କରୋନାର ଦ୍ୱିତୀୟ ଲହରରେ ଆମେମାନେ ଦେଖିଲେ ଯେ, କରୋନା ଭୁତାଣୁର ପରିବର୍ତିତ ଏବଂ ବାରମ୍ବାର ପରିବର୍ତନ ହେଉଥିବା ସ୍ୱରୂପ କେଉଁ ପ୍ରକାରର ଆହ୍ୱାନ ସବୁକୁ ଆମ ସମ୍ମୁଖକୁ ଆଣିପାରେ। ଏହି ଭୂତାଣୁ ଏବେ ମଧ୍ୟ ଆମ ମାନଙ୍କ ଗହଣରେ ଅଛି ଆଉ ଯେ ପର୍ଯ୍ୟନ୍ତ ଏହା ରହିଛି, ଏହାର ମ୍ୟୁଟେଂଟ ହେବାର ସମ୍ଭାବନା ମଧ୍ୟ ରହିଛି। ତେଣୁ, ପ୍ରତ୍ୟେକ ପ୍ରକାରର ଚିକିତ୍ସା, ସମସ୍ତ ସାବଧାନତା ଅବଲମ୍ବନ କରି ଆଗାମୀ ଆହ୍ୱାନ ଗୁଡ଼ିକର ମୁକାବିଲା କରିବା ପାଇଁ ଆମ୍ଭମାନଙ୍କୁ ଦେଶର ପ୍ରସ୍ତୁତିକୁ ଆହୁରି ଅଧିକ ବଢ଼଼ାଇବାକୁ ହେବ। ଏହି ଲକ୍ଷ୍ୟକୁ ନେଇ ଆଜି ଦେଶରେ 1 ଲକ୍ଷ ଆଗଧାଡ଼ିର କରୋନା ଯୋଦ୍ଧା ପ୍ରସ୍ତୁତ କରିବାର ମହାଅଭିଯାନ ଆରମ୍ଭ କରାଯାଉଛି।‘ସମ୍ମୁଖ କୋଭିଡ-19 କର୍ମୀଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
June 18th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ‘କୋଭିଡ-19 ସମ୍ମୁଖ ଯୋଦ୍ଧାଙ୍କ ପାଇଁ ଅନୁକୂଳ କ୍ରାଶ କୋର୍ସ’ର ଶୁଭାରମ୍ଭ କରିଛନ୍ତି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ 26ଟି ରାଜ୍ୟର 111ଟି କେନ୍ଦ୍ରରେ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମ ଅଧୀନରେ ପାଖାପାଖି 1 ଲକ୍ଷ ସମ୍ମୁଖ ଯୋଦ୍ଧାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଡ. ମହେନ୍ଦ୍ର ନାଥ ପାଣ୍ଡେ, ଆହୁରି ବହୁ କେନ୍ଦ୍ର ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ, ବିଶେଷଜ୍ଞ ଓ ଅନ୍ୟ ଅଂଶୀଦାରମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।ସିଏସଆଇଆର ବୈଠକରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
June 04th, 10:28 am
କୌଣସି ଦେଶର ଶିଳ୍ପ ଯେତିକି ଉନ୍ନତ ଭାବରେ ବଜାର ସହ ଯୋଡି ହୋଇଥାଏ, ସମନ୍ୱୟ ରଖିଥାଏ, ଆନ୍ତଃ ସଂଯୋଗ ବ୍ୟବସ୍ଥା ରଖିଥାଏ, ସେହି ଦେଶରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ସେତିକି ଶୀର୍ଷ ସ୍ଥାନରେ ପହଂଚିିଥାଏ । ଆମ ଦେଶରେ ସିଏସଆଇଆର ବିଜ୍ଞାନ, ସମାଜ ଏବଂ ଶିଳ୍ପସଂସ୍ଥା ସହ ଏହି ବ୍ୟବସ୍ଥାକୁ ବଜାୟ ରଖିବା ପାଇଁ ଏକ ଆନୁଷ୍ଠାନିକ ବ୍ୟବସ୍ଥାର କାର୍ଯ୍ୟ କରୁଛି । ଆମର ଏହି ପ୍ରତିଷ୍ଠାନ ଦେଶକୁ କେତେ ପ୍ରଭିଭା ଦେଇଛି, କେତେ ବୈଜ୍ଞାନିକ ଦେଇଛି । ଶାନ୍ତିସ୍ୱରୂପ ଭଟ୍ଟନାଗରଙ୍କ ଭଳି ମହାନ ବୈଜ୍ଞାନିକ ଏହି ପ୍ରତିଷ୍ଠାନକୁ ନେତୃତ୍ୱ ଦେଇଥିଲେ । ମୁଁ ଯେବେ ବି ଆପଣମାନଙ୍କ ଗହଣକୁ ଆସିଛି ଏବଂ ଏଥିପାଇଁ ପ୍ରତ୍ୟେକ ଥର ଏହି ବିଷୟ ଉପରେ ଗୁରୁତ୍ୱ ଦେଇଛି ଯେ, ଯେତେବେଳେ କୌଣସି ଅନୁଷ୍ଠାନର ଏତେ ମହାନ୍ ପରମ୍ପରା ରହିଛି, ତାହାହେଲେ ଭବିଷ୍ୟତ ପାଇଁ ଏହାର ଦାୟିତ୍ୱ ମଧ୍ୟ ସେତିକି ବଢିଯାଉଛି । ଆଜି ମଧ୍ୟ ମୋର ଆଉ ଦେଶର, ଏପରିକି ମାନବ ଜାତିର ଆପଣ ସମସ୍ତଙ୍କଠାରୁ ଅନେକ କିଛି ଆଶା ରହିଛି, ବୈଜ୍ଞାନିକମାନଙ୍କଠାରୁ, ବୈଷୟିକବିତମାନଙ୍କଠାରୁ ଢେର୍ ଆଶା ରହିଛି ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସିଏସଆଇଆର ସୋସାଇଟିର ବୈଠକ ଅନୁଷ୍ଠିତ
June 04th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବୈଜ୍ଞାନିକ ଓ ଶିଳ୍ପ ଗବେଷଣା ପରିଷଦ (ସିଏସଆଇଆର) ସୋସାଇଟିର ବୈଠକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଯାଇଛି ।ଗତ 7 ବର୍ଷ ମଧ୍ୟରେ ଆମେ ସମସ୍ତେ 'ଟିମ୍ ଇଣ୍ଡିଆ' ଭାବେ କାର୍ଯ୍ୟ କରିଛୁ : ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
May 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆହ୍ୱାନ ଯେତେ ବଡ଼ ହୋଇଥାଉ ନା କାହିଁକି, ଭାରତର ବିଜୟ ସଂକଳ୍ପ ମଧ୍ୟ ସର୍ବଦା ସେତିକି ବିଶାଳ ହୋଇଛି । ଦେଶର ସାମୁହିକ ଶକ୍ତି ଏବଂ ଆମର ସେବା ମନୋଭାବ ଦେଶକୁ ପ୍ରତ୍ୟେକ ବିପର୍ଯ୍ୟୟରୁ ଉଦ୍ଧାର କରିଛି । ବିଗତ ଦିନମାନଙ୍କରେ ଆମେ ଦେଖିଲୁ, କେଉଁଭଳି ଭାବେ ଆମ ଡାକ୍ତରମାନେ, ନର୍ସମାନେ ଏବଂ ଅଗ୍ରଣୀ କରୋନା ଯୋଦ୍ଧାମାନେ ନିଜ କଥା ଚିନ୍ତା ନ କରି ଦିନରାତି କାମ କଲେ ଏବଂ ଆଜି ମଧ୍ୟ କରୁଛନ୍ତି । ଏମାନଙ୍କ ମଧ୍ୟରେ ଅନେକ ଏଭଳି ମଧ୍ୟ ଅଛନ୍ତି, ଯେଉଁମାନଙ୍କର କରୋନା ଦ୍ୱିତୀୟ ଲହରୀ ସହ ସଂଗ୍ରାମରେ ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଏହି କରୋନା ଯୋଦ୍ଧାମାନଙ୍କ ସମ୍ପର୍କରେ ଆଲୋଚନା କରିବା ପାଇଁ ମନ୍ କି ବାତ୍ ର ଅନେକ ଶ୍ରୋତା ନମୋ ଆପ୍ ଏବଂ ଚିଠି ମାଧ୍ୟମରେ ମୋତେ ଅନୁରୋଧ କରିଛନ୍ତି ।କୋଭିଡ଼-୧୯ ପରିଚାଳନା ସମ୍ପର୍କରେ ରାଜ୍ୟ ଏବଂ ଜିଲ୍ଲାସ୍ତରର ଅଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 18th, 11:40 am
Prime Minister Modi through video conference interacted with field officials from States and Districts regarding their experience in handling the Covid-19 pandemic. During the interaction, the officials thanked the Prime Minister for leading the fight against the second wave of Covid from the front.କୋଭିଡ ପରିସ୍ଥିତି ସମ୍ପର୍କରେ ସାରା ଦେଶର ଡାକ୍ତରମାନଙ୍କ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ର
May 18th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ ସଂକ୍ରାନ୍ତ ପରିସ୍ଥିତି ସମ୍ପର୍କରେ ଆଜି ଦେଶର ବିଭିନ୍ନ ସ୍ଥାନରୁ ଡାକ୍ତରମାନଙ୍କ ଦଳ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋଭିଡ ଓ ଟିକାକରଣ ସଂକ୍ରାନ୍ତ ସ୍ଥିତି ଉପରେ ଉଚ୍ଚସ୍ତରୀୟ ବୈଠକ
May 15th, 02:42 pm
ଅକ୍ସିଜେନ କନସେଣ୍ଟ୍ରେଟର ବ୍ୟବସ୍ଥା ସମେତ, ଗ୍ରାମାଞ୍ଚଳରେ ଅକ୍ସିଜେନ ଯୋଗାଣ ସୁନିଶ୍ଚିତ କରିବା ଲାଗି ଏକ ବିତରଣ ଯୋଜନା ପ୍ରସ୍ତୁତ କରିବା ଲାଗି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପ୍ରଧାନମନ୍ତ୍ରୀ ସୂଚନା ଦେଇ କହିଥିଲେ ଯେ ଏପରି ଉପକରଣ ପରିଚାଳନା ପାଇଁ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯିବା ଆବଶ୍ୟକ ଏବଂ ମେଡ଼ିକାଲ ଉପକରଣର ସୁଗମ ପରିଚାଳନା ନିମନ୍ତେ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରାଯିବା ଉଚିତ୍।ପିଏମ୍-କିଷାନ ଯୋଜନା ଅଧୀନରେ ଅଷ୍ଟମ କିସ୍ତି ଆର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 14th, 11:04 am
Prime Minister Shri Narendra Modi released 8th instalment of financial benefit of Rs 2,06,67,75,66,000 to 9,50,67,601 beneficiary farmers under Pradhan Mantri Kisan Samman Nidhi (PM-KISAN) scheme today via video conferencing. Prime Minister also interacted with farmer beneficiaries during the event. Union Agriculture Minister was also present on the occasion.