Parliament is not just walls but is the center of aspiration of 140 crore citizens: PM Modi in Lok Sabha
June 26th, 11:30 am
PM Modi addressed the Lok Sabha after the House elected Shri Om Birla as the Speaker of the House. Noting the significance of Shri Birla taking over second time during the Amrit Kaal, the Prime Minister expressed the hope that his experience of five years and the members’ experience with him will enable the re-elected Speaker to guide the house in these important times.ବାଚସ୍ପତି ନିର୍ବାଚିତ ହେବା ପରେ ଲୋକସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 26th, 11:26 am
ଗୃହର ବାଚସ୍ପତି ଭାବେ ଶ୍ରୀ ଓମ୍ ବିର୍ଲା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକସଭାକୁ ସମ୍ବୋଧିତ କରିଛନ୍ତି ।ନୂଆଦିଲ୍ଲୀରେ ଆୟୋଜିତ ନବମ ଜି-୨୦ ସଂସଦୀୟ ଅଧ୍ୟକ୍ଷ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 13th, 11:22 am
୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ଜି-୨୦ ସଂସଦୀୟ ଅଧ୍ୟକ୍ଷ ସମ୍ମିଳନୀରେ ଆପଣମାନଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି। ଏହି ସମ୍ମିଳନୀ ଏକ ପ୍ରକାରରେ ବିଶ୍ୱର ବିଭିନ୍ନ ସଂସଦୀୟ ପ୍ରଥାର ଏକ 'ମହାକୁମ୍ଭ' ବା ବିଶାଳ ସମାବେଶ। ଆପଣଙ୍କ ଭଳି ସମସ୍ତ ପ୍ରତିନିଧି ବିଭିନ୍ନ ସଂସଦର କାର୍ଯ୍ୟଶୈଳୀରେ ଅଭିଜ୍ଞ। ଏତେ ସମୃଦ୍ଧ ଗଣତାନ୍ତ୍ରିକ ଅନୁଭୂତି ନେଇ ଆପଣଙ୍କ ଭାରତ ଗସ୍ତ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆନନ୍ଦର ବିଷୟ ।ନବମ ଜି - ୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦) କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 13th, 11:06 am
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଜି -୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀରେ ଯୋଗ ଦେଇଥିବା ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ । ଏହି ଶିଖର ସମ୍ମିଳନୀ ବିଶ୍ୱର ସମସ୍ତ ସଂସଦୀୟ ପ୍ରଥା ଗୁଡିକର ଏକ ‘ମହାକୁମ୍ଭ' ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଆଜି ଉପସ୍ଥିତ ସମସ୍ତ ପ୍ରତିନିଧି ବିଭିନ୍ନ ଦେଶର ସଂସଦୀୟ ଢାଞ୍ଚାର ଅଭିଜ୍ଞତା ରଖିଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ଆଜିର କାର୍ଯ୍ୟକ୍ରମରେ ଅତ୍ୟନ୍ତ ସନ୍ତୋଷ ବ୍ୟକ୍ତ କରିଥିଲେ ।