Reform, Perform and Transform has been our mantra: PM Modi at the ET World Leaders’ Forum
August 31st, 10:39 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.PM Modi addresses Economic Times World Leaders Forum in New Delhi
August 31st, 10:13 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.ମହାରାଷ୍ଟ୍ରର ପାଲଘରଠାରେ ଭଧାଭନ ବନ୍ଦରର ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ଅଭିଭାଷଣ
August 30th, 01:41 pm
ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକୃଷ୍ଣନଜୀ , ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ଶିନ୍ଦେଜୀ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଶ୍ରୀ ରାଜୀବ ରଞ୍ଜନ ସିଂହଜୀ, ସର୍ବାନନ୍ଦ ସେନୋୱାଲଜୀ, ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶଜୀ, ଅଜିତ୍ ଦାଦା ପାୱାରଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସହଯୋଗୀଗଣ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀବୃନ୍ଦ, ଅନ୍ୟ ମହାନୁଭବଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମହାରାଷ୍ଟ୍ରର ପାଲଘର ଠାରେ ପ୍ରାୟ ୭୬,୦୦୦ କୋଟି ଟଙ୍କାର ବାଧବାନ ବନ୍ଦରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 30th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପାଲଘରଠାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ପାଖାପାଖି ୭୬,୦୦୦ କୋଟି ଟଙ୍କା ବ୍ୟୟରେ ବାଧବାନ ବନ୍ଦରର ଶିଳାନ୍ୟାସ ଏବଂ ପ୍ରାୟ ୧୫୬୦ କୋଟି ଟଙ୍କା ମୂଲ୍ୟର ୨୧୮ଟି ମତ୍ସ୍ୟ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ପାଖାପାଖି ୩୬୦ କୋଟି ଟଙ୍କା ବ୍ୟୟରେ ଭେସେଲ୍ କମ୍ୟୁନିକେସନ୍ ଆଣ୍ଡ ସପୋର୍ଟ ସିଷ୍ଟମର ଜାତୀୟ ସ୍ତରରେ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ମାଛଧରା ବନ୍ଦର, ମାଛ ଅବତରଣ କେନ୍ଦ୍ର, ମାଛ ମାର୍କେଟ ନିର୍ମାଣ ଏବଂ ବିକାଶ, ଉନ୍ନତିକରଣ ଏବଂ ଆଧୁନିକୀକରଣ ସମେତ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ସେ ମତ୍ସ୍ୟଜୀବୀ ହିତାଧିକାରୀଙ୍କୁ ଟ୍ରାନ୍ସପୋଣ୍ଡର ସେଟ୍ ଏବଂ କିଷାନ କ୍ରେଡିଟ୍ କାର୍ଡ ପ୍ରଦାନ କରିଥିଲେ।ଅଗଷ୍ଟ ୩୦ତାରିଖରେ ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 29th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩୦, ୨୦୨୪ରେ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପାଲଘର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ଜିଓ ୱାର୍ଲ୍ଡ କନଭେନ୍ସନ୍ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫ୍ଏଫ୍) ୨୦୨୪କୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ପ୍ରଧାନମନ୍ତ୍ରୀ ପାଲଘରସ୍ଥିତ ସିଡକୋ ପଡ଼ିଆରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କରିବେ।'ମହାରାଷ୍ଟ୍ରର ବଧବନଠାରେ ସବୁ ଋତୁରେ ସଞ୍ଚାଳନ ଯୋଗ୍ୟ ଗ୍ରୀନଫିଲ୍ଡ ଡିପଡ୍ରାଫ୍ଟ ମୁଖ୍ୟ ବନ୍ଦରର ବିକାଶ'କୁ କ୍ୟାବିନେଟ୍ ର ଅନୁମୋଦନ
June 19th, 09:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମହାରାଷ୍ଟ୍ରର ଦହାନୁ ନିକଟବର୍ତ୍ତୀ ବଧାବନଠାରେ ଏକ ବୃହତ୍ ବନ୍ଦର ପ୍ରତିଷ୍ଠାକୁ ମଞ୍ଜୁରୀ ମିଳିଛି । ଜବାହରଲାଲ ନେହେରୁ ବନ୍ଦର କର୍ତ୍ତୃପକ୍ଷ (ଜେଏନ୍ ପି ଏ) ଏବଂ ମହାରାଷ୍ଟ୍ର ମେରିଟାଇମ୍ ବୋର୍ଡ (ଏମ୍ଏମ୍ ବି ) ଦ୍ୱାରା ଗଠିତ ଏସ ପି ଭି ବଧବନ ପୋର୍ଟ ପ୍ରୋଜେକ୍ଟ ଲିମିଟେଡ୍ (ଭିପିପିଏଲ୍) ଦ୍ୱାରା ଏହି ପ୍ରକଳ୍ପ ନିର୍ମାଣ କରାଯିବ। ମହାରାଷ୍ଟ୍ରର ପାଲଘର ଜିଲ୍ଲାର ବଧାବନଠାରେ ବଧାବନ ବନ୍ଦରକୁ ସର୍ବକାଳୀନ ଗ୍ରୀନଫିଲ୍ଡ ଡିପ୍ ଡ୍ରାଫ୍ଟ ପ୍ରମୁଖ ବନ୍ଦର ଭାବରେ ବିକଶିତ କରାଯିବ ।PM expresses sadness on demise of MP from Palghar, Shri Chintaman Wanaga
January 30th, 03:57 pm
PM expressed sadness on demise of MP from Palghar, Shri Chintaman Wanaga. He said, Pained by the unfortunate demise of my colleague and MP from Palghar, Shri Chintaman Wanaga. He played an important role in building the BJP in the Thane region and did commendable work for the welfare of tribals. My thoughts are with his family and supporters in this sad hour.