During Congress rule, nothing was done to empower Panchayati Raj institutions: PM Modi

August 07th, 10:37 pm

Today, PM Modi addressed the Kshetriya Panchayati Raj Parishad in Haryana via video conferencing. Addressing the gathering, the PM said, “Today, the country is moving forward with full enthusiasm to fulfill the resolutions of Amrit Kaal and to build a developed India. The PM said, District Panchayats hold tremendous potential to drive significant transformations in various sectors. In this context, your role as representatives of the BJP becomes exceptionally vital.

PM Modi addresses at Kshetriya Panchayati Raj Parishad in Haryana

August 07th, 10:30 am

Today, PM Modi addressed the Kshetriya Panchayati Raj Parishad in Haryana via video conferencing. Addressing the gathering, the PM said, “Today, the country is moving forward with full enthusiasm to fulfill the resolutions of Amrit Kaal and to build a developed India. The PM said, District Panchayats hold tremendous potential to drive significant transformations in various sectors. In this context, your role as representatives of the BJP becomes exceptionally vital.

ମାଳଦ୍ୱୀପ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ- ମାଳଦ୍ୱୀପ ମଧ୍ୟରେ ଜାରି ମିଳିତ ବିବୃତି

August 02nd, 10:18 pm

ମାଳଦ୍ୱୀପ ପ୍ରଜାତନ୍ତ୍ରର ରାଷ୍ଟ୍ରମତି ମହାମହିମ ଶ୍ରୀ ଇବ୍ରାହିମ୍ ମହମ୍ମଦ ସୋଲିହ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆମନ୍ତ୍ରଣ କ୍ରମେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ ।

ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

April 24th, 09:51 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତରାଜ ଦିବସ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ପଞ୍ଚାୟତ ହେଉଛି ଭାରତୀୟ ଗଣତନ୍ତ୍ରର ସ୍ତମ୍ଭ ।

ଜାତୀୟ ପଞ୍ଚାୟତିରାଜ ଦିବସ ପାଳନରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଗସ୍ତ କରିବେ ଜମ୍ମୁ ଓ କଶ୍ମୀର

April 23rd, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଂଶ ଗ୍ରହଣ କରିବା ନିମନ୍ତେ ଆସନ୍ତା କାଲି ଜମ୍ମୁ ଓ କଶ୍ମୀର ଗସ୍ତ କରି ସେଠାରେ ଦେଶବ୍ୟାପୀ ଗ୍ରାମସଭାଗୁଡିକୁ ସମ୍ବୋଧିତ କରିବେ । ସେ ଶମ୍ବା ଜିଲ୍ଲାର ପାଲୀ ପଞ୍ଚାୟତ ପରିଦର୍ଶନ କରିବେ । ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟି ଟଙ୍କାରୁ ଅଧିକ ଅନେକ ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେ ଅମୃତ ସରୋବର କାର୍ଯ୍ୟ ମଧ୍ୟ ଆରମ୍ଭ କରିବେ । ପରେ ପରେ ଅପରାହ୍ନ ପ୍ରାୟ ୫ଟା ବେଳକୁ ପ୍ରଧାନମନ୍ତ୍ରୀ ମୁମ୍ବାଇରେ ମାଷ୍ଟର ଦୀନନାଥ ମଙ୍ଗେସକର ସମ୍ମାନ ସମାରୋହରେ ଯୋଗଦେବେ ଓ ସେଠାରେ ସେ ପ୍ରଥମ ଲତା ଦୀନନାଥ ମଙ୍ଗେସକର ସମ୍ମାନ ଗ୍ରହଣ କରିବେ ।

ପରିକ୍ଷା ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦୀ ଝିଅକୁ ଶିକ୍ଷିତ କରିବା ଉପରେ ଗୁରୁତ୍ଵାରୋପ କରିଛନ୍ତି

April 01st, 08:15 pm

ଗୁଜରାଟର ନବସାରୀର ଜଣେ ଅଭିଭାବକ ସୀମା ଚିନ୍ତନ ଦେଶାଇ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିଲେ ଯେ, ଗ୍ରାମାଞ୍ଚଳର ଝିଅମାନଙ୍କ ଉନ୍ନତି ଦିଗରେ ସମାଜ କିଭଳି ଯୋଗଦାନ କରିପାରିବ। ଏହି ପ୍ରଶ୍ନର ଉତ୍ତରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ପୂର୍ବରୁ ଝିଅମାନଙ୍କ ଶିକ୍ଷାକୁ ଅଣଦେଖା କରାଯାଉଥିବା ବେଳେ ଏବେ ଝିଅମାନଙ୍କ ସ୍ଥିତିରେ ଯଥେଷ୍ଟ ସୁଧାର ଆସିଛି। ଝିଅମାନଙ୍କର ଉପଯୁକ୍ତ ଶିକ୍ଷା ବିନା କୌଣସି ସମାଜର ଉନ୍ନତି ସମ୍ଭବ ନୁହେଁ ବୋଲି ସେ ମତବ୍ୟକ୍ତ କରିଥିଲେ।

ମଧ୍ୟପ୍ରଦେଶରେ ସ୍ୱାମୀତ୍ୱ ଯୋଜନାର ହିତାଧିକାରୀଙ୍କ ସହ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 06th, 12:31 pm

ସ୍ୱାମୀତ୍ୱ ଯୋଜନା ଦ୍ୱାରା ଯେଉଁ ଆତ୍ମବିଶ୍ୱାସ, ଯେଉଁ ଭରସା ଗାଁଗୁଡିକରେ ଆସିଛି, ତାହା ହିତାଧିକାରୀମାନଙ୍କ ସହ କଥାବାର୍ତାରେ ସ୍ପଷ୍ଟ ଭାବେ ଝଲସୁଛି ଏବଂ ମୁଁ ଆଜି ଏଠାରେ ମଧ୍ୟ ଦେଖୁଛି ଯେ ଆପଣମାନେ ମତେ ଆପଣମାନଙ୍କର ବାଉଁଶରେ ତିଆରି ଚୌକି ତ ଦେଖାଇଲେ କିନ୍ତୁ ମୋ ନଜର ତ ଅନେକ ଦୂର ପର୍ଯ୍ୟନ୍ତ ଏହି ଯେଉଁ ଜନତା ଜନାର୍ଦ୍ଦନ, ସେମାନଙ୍କର ଯେଉଁ ଉତ୍ସାହ, ଉମଙ୍ଗ ରହିଛି, ତାରି ଉପରେ ଲାଖି ରହିଛି । ଜନତା ଜନାର୍ଦ୍ଦନଙ୍କର ଏତେ ଭଲ ପାଇବା, ଏତେ ଆଶୀର୍ବାଦ ମିଳୁଛି, ସେମାନଙ୍କୁ କେତେ ସୁଫଳ ମିଳୁଥିବ, ମୁଁ ସେସବୁ ସଂପୂର୍ଣ୍ଣ ଭାବରେ ଅନୁମାନ କରିପାରୁଛି । ଏହି ଯୋଜନା କେତେ ବଡ ଶକ୍ତି ଭାବେ ଉଭା ହେଉଛି, ଏହି ଅନୁଭବ ଏବେ ଯେଉଁ ସାଥୀମାନଙ୍କ ସହ କଥା ହେବାର ମାତେ ସୁଯୋଗ ମିଳିଲା, ସେମାନେ ମତେ ଏସବୁ ବିସ୍ତୃତ ଭାବରେ ଜଣାଇଛନ୍ତି । ସ୍ୱାମୀତ୍ୱ ଯୋଜନା ପରେ ଲୋକମାନଙ୍କୁ ବ୍ୟାଙ୍କରୁ ଋଣ ମିଳିବା ଆହୁରି ଅଧିକ ସହଜ ହୋଇଛି ।

ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଲେ ଭାବ ବିନିମୟ

October 06th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ ଜରିଆରେ ଭାବ ବିନିମୟ କରିଛନ୍ତି । ଏହି ଅବସରରେ ଏହି ଯୋଜନା ଅଧୀନରେ ଉପକୃତ ହୋଇଥିବା ପ୍ରାୟ ୧,୭୧,୦୦୦ ଲାଭାର୍ଥମାନଙ୍କୁ ସେ ଇ- ପ୍ରପର୍ଟି କାର୍ଡ଼ ବିତରଣ କରିଥିଲେ । କାର୍ଯ୍ୟକ୍ରମରେ ଅନେକ କେନ୍ଦ୍ରୀୟ ମନ୍ତ୍ରୀ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ, ସାଂସଦ ଏବଂ ବିଧାୟକ, ବିଭିନ୍ନ ଲାଭାର୍ଥୀ, ଗାଁ, ଜିଲ୍ଲା ଏବଂ ରାଜ୍ୟର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅକ୍ଟୋବର ୬ରେ ମଧ୍ୟପ୍ରଦେଶର ସ୍ୱାମୀତ୍ୱ ଯୋଜନା ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

October 05th, 03:04 pm

ଅକ୍ଟୋବର ୬, ମଧ୍ୟାହ୍ନ ୧୨.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସ୍ୱାମୀତ୍ୱ ଯୋଜନା ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧,୭୧,୦୦୦ ହିତାଧିକାରୀଙ୍କୁ ଇ-ପ୍ରପର୍ଟି କାର୍ଡ ବଣ୍ଟନ କରିବେ ।

ପ୍ରଧାନମନ୍ତ୍ରୀ ଅଗଷ୍ଟ ୧୨ ତାରିଖରେ " ଆତ୍ମନିର୍ଭର ନାରୀଶକ୍ତି ସେ ସମ୍ବାଦ ” ରେ ଅଂଶଗ୍ରହଣ କରିବେ

August 11th, 01:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଅଗଷ୍ଟ ୨୦୨୧ ଅପରାହ୍ନ ୧୨.୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ “ ରେ ଅଂଶଗ୍ରହଣ କରିବେ ଏବଂ ଦୀନଦୟାଲ ଅନ୍ତ୍ୟୋଦୟ ଯୋଜନା – ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଡିଏୱାଇ-ଏନ୍‍ଆରଏଲ୍‍ଏମ୍‍) ସହ ଜଡିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‍ଏଚ୍‍ଜି) ସଦସ୍ୟମାନଙ୍କ ସହିତ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ମହିଳା ଏସଏଚଜି ସଦସ୍ୟଙ୍କ ସଫଳତାର କାହାଣୀ ସହିତ ସାର୍ବଜନୀନ ଭାବେ ଚାଷ ଜମିରୁ ଉତ୍ପାଦିତ ଜୀବିକା ଉପରେ ଏକ ଏକ ପୁସ୍ତିକା ମଧ୍ୟ ପ୍ରଧାନମନ୍ତ୍ରୀ ଉନ୍ମୋଚନ କରିବେ ।

ସ୍ୱାମୀତ୍ୱ ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଶୁଭାରମ୍ଭ କରିବେ ଇ-ପ୍ରପଟି କାର୍

April 23rd, 07:07 pm

ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଭିଡିଓ କନଫରେନ୍ସିଂ ଜରିଆରେ ଦିନ ୧୨ଟା ବେଳେ ଏହା କରାଯିବ । ଏଥିସହ ସାରା ଦେଶରେ ସ୍ୱାମୀତ୍ୱ ଯୋଜନା ତ୍ୱରାନ୍ୱିତ ହେବା ସହିତ ୪.୦୯ଲକ୍ଷ ଜମି ମାଲିକଙ୍କୁ ଏହି କାର୍ଡ ପ୍ରଦାନ କରାଯିବ । କେନ୍ଦ୍ରମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏଥିରେ ଉପସ୍ଥିତ ରହିବେ।

PM Modi addresses public meetings at West Bengal’s Bardhaman, Kalyani and Barasat

April 12th, 11:59 am

PM Modi addressed three mega rallies in West Bengal’s Bardhaman, Kalyani and Barasat today. Speaking at the first rally the PM said, “Two things are very popular here- rice and mihi dana. In Bardhaman, everything is sweet. Then tell me why Didi doesn't like Mihi Dana. Didi's bitterness, her anger is increasing every day because in half of West Bengal's polls, TMC is wiped out. People of Bengal hit so many fours and sixes that BJP has completed century in four phases of assembly polls.”

ବିହାରରେ ବହୁମୁଖୀ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

September 15th, 12:01 pm

ସାଥୀଗଣ, ଆଜି ଯେଉଁ 4ଟି ଯୋଜନାଗୁଡିକର ଉଦଘାଟନ ହେଉଛି, ସେଥିରେ ପାଟନା ସହରର ବେଉରୁ ଏବଂ କରମ-ଲୀଚକମେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଳାଣ୍ଟ ବ୍ୟତୀତ ଅମୃତ ଯୋଜନା ଅଧୀନରେ ସୀୱାନ ଏବଂ ଛପରାରେ ଜଳ ସହିତ ଜଡିତ ପ୍ରକଳ୍ପଗୁଡିକ ମଧ୍ୟ ସାମିଲ ହୋଇଛି । ଏହା ସହିତ ମୁଙ୍ଗେର ଏବଂ ଜମାଲପୁରରେ ଜଳ ସଙ୍କଟକୁ ଦୂର କରିବା ଭଳି ଜଳ ଯୋଗାଣ ପରିଯୋଜନାଗୁଡିକ ଓ ମୁଜଫରପୁରରେ ନମାମୀ ଗଙ୍ଗେ ଅଧୀନରେ ରିଭର ଫ୍ରଣ୍ଟ ବିକାଶ ଯୋଜନାର ମଧ୍ୟ ଆଜି ଶିଳାନ୍ୟାସ କରାଯାଇଛି । ସହରୀ ଗରିବ, ସହରରେ ରହୁଥିବା ମଧ୍ୟମ ବର୍ଗର ସାଥୀମାନଙ୍କ ଜୀବନକୁ ସହଜ ଓ ସରଳ କରିବା ପାଇଁ ଏହି ନୂତନ ସୁବିଧାଗୁଡିକ ନିମନ୍ତେ ବହୁତ-ବହୁତ ଅଭିନନ୍ଦନ ।

ବିହାରରେ ‘ନମାମି ଗଙ୍ଗେ’ ଓ ‘ଅମୃତ’ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରରେ କାର୍ଯ୍ୟକାରୀ ହେଉଥିବା ନମାମି ଗଙ୍ଗେ ଓ ଅମୃତ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଉଦ୍‌ଘାଟନ କରିଛନ୍ତି । ଆଜି ଉଦ୍‌ଘାଟିତ 4ଟି ପ୍ରକଳ୍ପରେ ରହିଛି ପାଟନା ସହରର ବେଉର ଓ କରମ-ଲିଛକ୍‌ର ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଏବଂ ଅମୃତ ଯୋଜନାରେ ସିୱାନ ଓ ଛାପ୍ରାର ଦୁଇଟି ଜଳପ୍ରକଳ୍ପ । ଏହାଛଡା ପ୍ରଧାନମନ୍ତ୍ରୀ ମୁଙ୍ଗେର ଏବଂ ଜମାଲପୁରରେ ଦୁଇଟି ଜଳଯୋଗାଣ ପ୍ରକଳ୍ପର ଶୁଭ ଦେଇଥିବାବେଳେ ମୁଜାଫରପୁରଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମରେ ଏକ ରିଭରଫ୍ରଣ୍ଟ ବିକାଶ ଯୋଜନାର ଶିଳାନ୍ୟାସ କରିଛନ୍ତି ।

PM to lay Foundation Stone for Manipur Water Supply Project on 23rd July 2020

July 22nd, 11:43 am

PM Modi will lay the foundation stone for Manipur Water Supply Project on 23rd July via video conferencing. Manipur Water Supply Project is an important component of efforts of the State government to achieve the goal of 'Har Ghar Jal' by 2024. The project outlay is about ₹3054.58 crores with a loan component funded by New Development Bank.

Prime Minister reviews progress of Indian Council of Agricultural Research

July 04th, 06:50 pm

Prime Minister Shri Narendra Modi reviewed the progress of agriculture research, extension and education in India through video conference earlier today.

PM Modi to launch Garib Kalyan Rojgar Abhiyaan on 20th June to boost livelihood opportunities in Rural India

June 18th, 09:40 am

Government of India has decided to launch a massive rural public works scheme ‘Garib Kalyan Rojgar Abhiyaan’to empower and provide livelihood opportunities to the returnee migrant workers and rural citizens. PM Modi will launch this Abhiyaan on 20th June, 2020 at 11 am through Video-Conference in presence of the Chief Minister and Deputy Chief Minister of Bihar.

ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ପ୍ରାକ ବଜେଟ ବୈଠକ

January 09th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତକୁ 5 ଲକ୍ଷ କୋଟି ଡଲାର ଅର୍ଥବ୍ୟବସ୍ଥାରେ ପରିଣତ କରିବାର ଲକ୍ଷ୍ୟ ହାସଲ ନିମନ୍ତେ ସମସ୍ତ ଅଂଶୀଦାରଙ୍କୁ ଲକ୍ଷ୍ୟବଦ୍ଧ ପ୍ରୟାସ କରିବା ଲାଗି ଆହ୍ୱାନ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମବଙ୍ଗ ମେଦିନୀପୁରରେ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିଛନ୍ତି

July 16th, 01:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ମେଦିନୀପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ଦେଶ ପରିବର୍ତ୍ତନ ଦେଖୁଛି ଏବଂ 125 କୋଟି ଭାରତୀୟ ସାମୁହିକ ଭାବେ ଏକ ନୂଆ ଭାରତର ସ୍ୱପ୍ନକୁ ସାକାର କରିବା ଦିଗରେ ଆଗକୁ ବଢ଼ୁଛନ୍ତି ।

ଟିଏମସି ପଶ୍ଚିମବଙ୍ଗରେ ଗଣତନ୍ତ୍ରକୁ କ୍ଷୁର୍ଣ୍ଣ କରି 'ସିଣ୍ଡିକେଟ ରାଜ' ଚଲାଇଛି ,ଯାହା ଯୋଗୁ ରାଜ୍ୟରେ ବିକାଶ ହୋଇପାରୁନାହିଁ :ପ୍ରଧାନମନ୍ତ୍ରୀ ମୋଦୀ

July 16th, 01:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ମେଦିନୀପୁରରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି କହିଛନ୍ତି ଯେ ଦେଶ ପରିବର୍ତ୍ତନ ଦେଖୁଛି ଏବଂ 125 କୋଟି ଭାରତୀୟ ସାମୁହିକ ଭାବେ ଏକ ନୂଆ ଭାରତର ସ୍ୱପ୍ନକୁ ସାକାର କରିବା ଦିଗରେ ଆଗକୁ ବଢ଼ୁଛନ୍ତି ।