Since 2014, the country has taken up the cause of empowerment of its panchayats and the results are visible today: PM Modi

April 24th, 11:46 am

PM Modi addressed the National Panchayati Raj Day in Rewa, Madhya Pradesh, where he also laid the foundation stone and dedicated to the nation projects worth Rs. 17,000 crores. Referring to eGram Swaraj and GeM portal PM Modi stated that these initiatives will ease the working of the Panchayats. He also distributed 35 lakh SVAMITVA Cards enabling property rights.

ମଧ୍ୟପ୍ରଦେଶର ରେୱା ଠାରେ ଅନୁଷ୍ଠିତ ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

April 24th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ରେୱା ଠାରେ ଜାତୀୟ ପଞ୍ଚାୟତି ରାଜ ଦିବସକୁ ସମ୍ବୋଧିତ କରିଛନ୍ତି । ସେ ୧୭,୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

ପଞ୍ଚାୟତିରାଜ ଦିବସ ଅବସରରେ ଦେଶର ଗ୍ରାମସଭାମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

April 24th, 11:31 am

ଜମ୍ମୁ କଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂହଜୀ, ଏହି ମାଟିର ସନ୍ତାନ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ଶ୍ରୀ କପିଳ ମାରେଶ୍ୱର ପାଟିଲଜୀ, ସଂସଦରେ ମୋର ସାଥୀ ଶ୍ରୀ ଯୁଗଳ କିଶୋରଜୀ, ଜମ୍ମୁ କଶ୍ମୀର ସହିତ ସମଗ୍ର ଦେଶରୁ ଏହି କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିବା ସମସ୍ତ ଜନପ୍ରତିନିଧିଗଣ, ଭାଇ ଓ ଭଉଣୀଗଣ!

ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜାମ୍ମୁ ଓ କାଶ୍ମୀର ଗସ୍ତ

April 24th, 11:30 am

ନୂଆଦିଲ୍ଲୀ, ୨୪-୪(ପିଆଇବି): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗନେବାକୁ ଆଜି ଜାମ୍ମୁ ଓ କାଶ୍ମୀର ଗସ୍ତ କରିଛନ୍ତି । ଏହି ଅବସରରେ ସେ ସାମ୍ବା ଜିଲ୍ଲାର ପାଲ୍ଲିଗ୍ରାମ ଗସ୍ତ କରି ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ସବୁ ଗ୍ରାମସଭାକୁ ସମ୍ବୋଧିଥ କରିଥିଲେ । ସେ ମଧ୍ୟ ଆଜି ୨୦ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶୁଭ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆଜି ମଧ୍ୟ ଜାମ୍ମୁ-କାଶ୍ମୀରରେ ସମଗ୍ର ଦେଶ ପାଇଁ ଅମୃତ ସରୋବର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜାମ୍ମୁ ଓ କାଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ, ଡକ୍ଟର ଜିତେନ୍ଦ୍ର ସିଂହ ଓ କପିଳ ଯୋଗେଶ୍ୱର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ ।

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଜାତୀୟ ପଞ୍ଚାୟତ ପୁରସ୍କାର 2021 ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 24th, 11:55 am

ଏହି କାର୍ଯ୍ୟକ୍ରମରେ ମୋ ସହିତ ସାମିଲ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମର ମହାଶୟ, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ହରିୟାଣା, ଅରୁଣାଚଳ ପ୍ରଦେଶ, ଉତର ପ୍ରଦେଶ, ହିମାଚଳ ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ଏବଂ ଉତରାଖଣ୍ଡର ସମସ୍ତ ଆଦରଣୀୟ ମୁଖ୍ୟମନ୍ତ୍ରୀଗଣ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ମହାଶୟ, ରାଜ୍ୟଗୁଡ଼ିକର ପଞ୍ଚାୟତିରାଜ ମନ୍ତ୍ରୀ, ଗ୍ରାମୀଣ ବିକାଶ ମନ୍ତ୍ରୀ, ସାରା ଦେଶର ଗ୍ରାମପଞ୍ଚାୟତ ସହିତ ଜଡ଼ିତ ସମସ୍ତ ଜନ-ପ୍ରତିନିଧିଗଣ, ଆଉ ଏବେ ଯେପରି ନରେନ୍ଦ୍ର ସିଂହ ମହାଶୟ କହିଲେ ଯେ ପ୍ରାୟ ପାଞ୍ଚ କୋଟି ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ପଞ୍ଜିକରଣ କରାଇଛନ୍ତି। ଏତେ ବିପୁଳ ସଂଖ୍ୟାରେ ଗାଁ ଏହି କାର୍ଯ୍ୟକ୍ରମରେ ସହଭାଗୀ ହେବା ଏହା ହେଉଛି ନିଜକୁ ନିଜ ମଧ୍ୟରେ ଗ୍ରାମ ବିକାଶର ଦିଗରେ ଯେଉଁ ପଦକ୍ଷେପ ରହିଛି ତାହାକୁ ଶକ୍ତି ପ୍ରଦାନ କରୁଛି। ଏହି ସମସ୍ତ ପାଞ୍ଚ କୋଟି ଭାଇ ଭଉଣୀଙ୍କୁ ମୋର ଆଦରପୂର୍ବକ ନମସ୍କାର।

ସ୍ୱାମୀତ୍ୱ ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଇ-ପ୍ରପଟି କାର୍ଡ ବିତରଣ ଶୁଭାରମ୍

April 24th, 11:54 am

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପର୍ଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରାଯାଇଥିବା ଏହି ସମାରୋହରେ ୪.୦୯ ଲକ୍ଷ ଜମି ମାଲିକଙ୍କୁ ଇ-ପ୍ରପର୍ଟି କାର୍ଡ ପ୍ରଦାନ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମର ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ପଞ୍ଚାୟତିରାଜ ମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

PM Modi launches Swamitva scheme on Panchayati Raj Divas

April 24th, 11:07 pm

While interacting with Sarpanchs from across the country via video conferencing, PM Narendra Modi launched the Swamitva scheme. The scheme is already being run in pilot mode across 6 states.

PM Modi launches e-GramSwaraj portal and mobile app on Panchayati Raj Divas

April 24th, 11:07 pm

Interacting with the Sarpanchs from across the country via video conferencing, PM Narendra Modi launched the e-GramSwaraj portal and mobile app.

To become self-reliant and self-sufficient is the biggest lesson learnt from Corona pandemic: PM

April 24th, 11:05 am

PM Modi interacted with village sarpanchs across the country via video conferencing on the occasion of the National Panchayati Raj Divas. He said the biggest lesson learnt from Coronavirus pandemic is that we have to become self-reliant. He added that the villages have given the mantra of - 'Do gaj doori' to define social distancing in simpler terms amid the battle against COVID-19 virus.

PM Modi interacts with Sarpanchs from across India via video conferencing on Panchayati Raj Divas

April 24th, 11:04 am

PM Modi interacted with village sarpanchs across the country via video conferencing on the occasion of the National Panchayati Raj Divas. He said the biggest lesson learnt from Coronavirus pandemic is that we have to become self-reliant. He added that the villages have given the mantra of - 'Do gaj doori' to define social distancing in simpler terms amid the battle against COVID-19 virus.

PM Modi to take part in National Panchayati Raj Day through video conferencing

April 22nd, 09:30 pm

PM Modi will be addressing various Gram Panchayats across the country on Friday, the 24th of April 2020 via video conferencing. The PM Modi will be launching the unified e-GramSwaraj Portal and Swamitva Scheme.

ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2018

April 24th, 07:48 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଜାତୀୟ ପଞ୍ଚାୟତିରାଜ ଦିବସରେ ମଧ୍ୟପ୍ରଦେଶର ମାଣ୍ଡଲାରୁ ରାଷ୍ଟ୍ରୀୟ ଗ୍ରାମ ସ୍ୱରାଜ ଅଭିଯାନ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

April 24th, 01:47 pm

ଜାତୀୟ ପଞ୍ଚାୟତିରାଜ ଦିବସରେ ମଧ୍ୟପ୍ରଦେଶର ମାଣ୍ଡଲାରୁ ରାଷ୍ଟ୍ରୀୟ ଗ୍ରାମ ସ୍ୱରାଜ ଅଭିଯାନ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ରାଷ୍ଟ୍ରୀୟ ଗ୍ରାମୀଣ ସ୍ୱରାଜ ଅଭିଯାନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ଆଗାମୀ 5 ବର୍ଷ ମଧ୍ୟରେ ଆଦିବାସୀଙ୍କ ସାମଗ୍ରୀକ ବିକାଶ ପାଇଁ ଉନ୍ମୋଚିତ ହେଲା ମାର୍ଗଚିତ୍ର

April 24th, 01:40 pm

ମଧ୍ୟପ୍ରଦେଶର ମାଣ୍ଡଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ରାମୀଣ ସ୍ୱରାଜ ଅଭିଯାନ ଆଜି ଆରମ୍ଭ କରିଛନ୍ତି । ଏହି ଅବସରରେ ସେ ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ଆଗାମୀ 5 ବର୍ଷ ନିମନ୍ତେ ଏକ ମାର୍ଗଚିତ୍ର ବା ରୋଡମ୍ୟାପକୁ ଉନ୍ମୋଚନ କରିଥିଲେ ।

ପଞ୍ଚାୟତିରାଜ ଦିବସ ଅବସରରେ ଆସନ୍ତାକାଲି ଗ୍ରାମ ସ୍ୱରାଜ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

April 23rd, 05:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ରାଷ୍ଟ୍ରୀୟ ଗ୍ରାମ ସ୍ୱରାଜ ଅଭିଯାନର ଶୁଭାରମ୍ଭ କରିବେ । ମଧ୍ୟପ୍ରଦେଶର ମାଣ୍ଡଲାଠାରେ ଆୟୋଜିତ ପଞ୍ଚାୟତିରାଜ ଦିବସ ସମାରୋହରେ ଏହି ଅଭିଯାନର ଆନୁଷ୍ଠାନିକ ଶୁଭାରମ୍ଭ କରାଯିବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମାଣ୍ଡଲାରୁ ସମଗ୍ର ଦେଶର ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ସମ୍ବୋଧିତ କରିବେ । ସେହିପରି ସେଠାରେ ଏକ ଜନସମାବେଶକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦ୍ବୋଧନ ଦେବେ ।

ସୋସିଆଲ ମିଡିଆ କର୍ଣ୍ଣର 24 ଏପ୍ରିଲ 2017

April 24th, 07:43 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଜାତୀୟ ପଞ୍ଚାୟତିରାଜ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା

April 24th, 01:58 pm

ସାରା ଭାରତରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ଜରିଆରେ ଲୋକମାନଙ୍କ ସେବା କରୁଥିବା କଠିନ ପରିଶ୍ରମୀ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜଣାଇଛନ୍ତି ।

India's strength lies in the villages: PM Narendra Modi

April 24th, 04:41 pm



PM addresses Panchayats across the country, from Jamshedpur, on National Panchayati Raj Day

April 24th, 04:40 pm



I thank the 1 crore families for giving up LPG subsidy for the poor. It's not a small thing: PM Modi

April 24th, 11:35 am