ଗୁଜୁରାଟର ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର ପ୍ରଥମ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷର ମୂଳ ପାଠ
March 12th, 12:14 pm
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ, ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର କୁଳପତି ବିମଲ ପଟେଲ ଜୀ, ଅଫିସର୍ସ, ଶିକ୍ଷକ, ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଅଭିଭାବକ ଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ।ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହ ପ୍ରଥମ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ
March 12th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଠାରେ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟର ଏକ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହିତ ଏଠାରେ ପ୍ରଥମ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଉପସ୍ଥିତ ଥିଲେ ।ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।ପଣ୍ଡିତ ଦୀନଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର 8ମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
November 21st, 11:06 am
ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ବଧେଇ । ଯେଉଁ ସାଥୀ ଆଜି ଗ୍ରାଜୁଏଟ ହେବାକୁ ଯାଉଛନ୍ତି, ସେମାନଙ୍କ ଏବଂ ସେମାନଙ୍କର ମାତାପିତାମାନଙ୍କୁ ମଧ୍ୟ ମୋର ଅନେକ ଅନେକ ଶୁଭକାମନା! ଆଜି ଦେଶକୁ ଆପଣମାନଙ୍କ ଭଳି ଶିଳ୍ପସଂସ୍ଥାରେ କାର୍ଯ୍ୟକ୍ଷମ ଗ୍ରାଜୁଏଟ ମିଳିପାରୁଛି । ଆପଣମାନଙ୍କ ପରିଶ୍ରମ ପାଇଁ, ଆପଣମାନେ ବିଶ୍ୱବିଦ୍ୟାଳୟରୁ ଯାହା କିଛି ଶିକ୍ଷାଲାଭ କରିଛନ୍ତି ସେଥି ପାଇଁ ସେଥିପାଇଁ ଆପଣମାନଙ୍କୁ ବହୁତ ଶୁଭକାମନା ଜ୍ଞାପନ କରୁଛି । ରାଷ୍ଟ୍ର ନିର୍ମାଣ ଭଳି ବିରାଟ ଲକ୍ଷ୍ୟକୁ ନେଇ ଆଜି ଆପଣମାନେ ଏଠାରୁ ପ୍ରସ୍ଥାନ କରିବାକୁ ଯାଉଛନ୍ତି, ସେହି ଲକ୍ଷ୍ୟସ୍ଥଳରେ ପହଞ୍ଚବା ସକାଶେ, ଆପଣମାନଙ୍କର ଏହି ନୂତନ ଯାତ୍ରା ନିମନ୍ତେ ମୋର ଶୁଭକାମନା ।ଗୁଜରାଟ ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 21st, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (21.11.2020) ଗୁଜରାଟର ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ 45 ମେଗାୱାଟଯୁକ୍ତ ମନୋକ୍ରିଷ୍ଟାଲିନ ସୋଲାର ଫୋଟୋ ଭୋଲ୍ଟାଇକ ପ୍ୟାନେଲ ଯୁକ୍ତ ଜଳ ପ୍ରଯୁକ୍ତି ଉତ୍କର୍ଷ କେନ୍ଦ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାବ୍ୟତୀତ ଶ୍ରୀ ମୋଦୀ ଉଦ୍ଭାବନ ଓ ଇନକ୍ୟୁବେଶନ ସେଣ୍ଟର, ପ୍ରଯୁକ୍ତି ବ୍ୟାପାର ଇନକ୍ୟୁବେଶନ, ଅନୁବାଦ ଗବେଷଣା କେନ୍ଦ୍ର ଓ କ୍ରିଡାଙ୍ଗନ ଇତ୍ୟାଦି ବିଶ୍ଵବିଦ୍ୟାଳୟ ପରିସର ମଧ୍ୟରେ ଉଦଘାଟନ କରିଛନ୍ତି ।ଗାନ୍ଧୀନଗରଠାରେ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 19th, 07:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 21 ତାରିଖ ଶନିବାର ଦିନ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେବେ । ପୂର୍ବାହ୍ନ 11ଟା ବେଳେ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଯୋଗଦେଉଥିବା ବେଳେ ପ୍ରାୟ 2600 ଛାତ୍ରଛାତ୍ରୀ ଏହି ସମାବର୍ତ୍ତନ ସମାରୋହରେ ଡିଗ୍ରୀ ଓ ଡିପ୍ଲୋମା ହାସଲ କରିବେ ।