Parliament is not just walls but is the center of aspiration of 140 crore citizens: PM Modi in Lok Sabha
June 26th, 11:30 am
PM Modi addressed the Lok Sabha after the House elected Shri Om Birla as the Speaker of the House. Noting the significance of Shri Birla taking over second time during the Amrit Kaal, the Prime Minister expressed the hope that his experience of five years and the members’ experience with him will enable the re-elected Speaker to guide the house in these important times.ବାଚସ୍ପତି ନିର୍ବାଚିତ ହେବା ପରେ ଲୋକସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 26th, 11:26 am
ଗୃହର ବାଚସ୍ପତି ଭାବେ ଶ୍ରୀ ଓମ୍ ବିର୍ଲା ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକସଭାକୁ ସମ୍ବୋଧିତ କରିଛନ୍ତି ।Need of the hour is to focus on application of science and technology: PM Modi
May 10th, 12:05 pm
At an event to mark introduction of digital filing as a step towards paperless Supreme Court, PM Narendra Modi emphasized the role of technology. PM urged to put to use latest technologies to provide legal aid to the poor. He added that need of the hour was to focus on application of science and technology.ପେପରମୁକ୍ତ ସୁପ୍ରିମକୋର୍ଟ ପାଇଁ ପ୍ରାରମ୍ଭିକ ପଦକ୍ଷେପ ସ୍ୱରୁପ ଡିଜିଟାଲ୍ ଆବେଦନ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
May 10th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁପ୍ରିମକୋର୍ଟରେ ପେପରମୁକ୍ତ କାର୍ଯ୍ୟ କରିବା ଲାଗି ସୁପ୍ରିମକୋର୍ଟ ୱେବସାଇଟରେ ଇଂଟିଗ୍ରେଟେଡ୍ କେସ୍ ମ୍ୟାନେଜମେଣ୍ଟ ଇନଫରମେସନ୍ ବ୍ୟବସ୍ଥାର ଅପଲୋଡ୍ କରିଥିଲେ ।ଏହି ଅବସରରେ ଉଦ୍ବୋଧନ ଦେଇ ଭାରତର ପ୍ରଧାନ ବିଚାରପତି ଶ୍ରୀ ଜଷ୍ଟିସ୍ ଜେଏସ୍ ଖେହର ଗତ ଏପ୍ରିଲ୍ 2 ତାରିଖରେ ଅନୁଷ୍ଠିତ ଆହ୍ଲାବାଦ ହାଇକୋର୍ଟର 150 ବର୍ଷ ପୂର୍ତ୍ତି ଘଟଣାର ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଉପରୋକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ କୋର୍ଟ କାର୍ଯ୍ୟକୁ ଅଧିକ ସହଜ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେକ୍ନୋଲଜି ବ୍ୟବହାର କରିବା ଲାଗି ଜୋର ଦେଇଥିଲେ ।