
The National Games are a celebration of India's incredible sporting talent: PM Modi in Dehradun
January 28th, 09:36 pm
PM Modi during the 38th National Games inauguration in Dehradun addressed the nation's youth, highlighting the role of sports in fostering unity, fitness, and national development. He emphasized the government's efforts in promoting sports, the importance of sports infrastructure, and India's growing sports economy.
PM Modi inaugurates the 38th National Games in Dehradun
January 28th, 09:02 pm
PM Modi during the 38th National Games inauguration in Dehradun addressed the nation's youth, highlighting the role of sports in fostering unity, fitness, and national development. He emphasized the government's efforts in promoting sports, the importance of sports infrastructure, and India's growing sports economy.
ପୁରୁଷ ଜାଭେଲିନ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ଆଥଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 08th, 08:33 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୪୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ନବଦୀପଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ମହିଳା ୨୦୦ ମିଟର ଦୌଡରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥ୍ଲେଟ୍ ସିମ୍ରନ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 08th, 08:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ମହିଳା ୨୦୦ ମିଟର ଟି୧୨ ଇଭେଣ୍ଟ୍ରେ ବ୍ରୋଞ୍ଜ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥଲେଟ୍ ସିମରନ୍ ଶର୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପୁରୁଷ ସଟପୁଟରେ ବ୍ରୋଞ୍ଜ ପଦକ ବିଜୟୀ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 07th, 09:04 am
ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସର ପୁରୁଷ ସଟପୁଟ ଏଫ୫୭ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ପ୍ରବୀଣ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 05:22 pm
ପ୍ୟାରିସ ପାରାଲିମ୍ପିକ୍ସର ପୁରୁଷ ହାଇ ଜମ୍ପ ଟି୬୪ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରବୀଣ କୁମାରଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପୁରୁଷ କ୍ଲବ୍ ଥ୍ରୋରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 05th, 08:05 am
ପ୍ୟାରିସ୍ ପାରାଲିମ୍ପିକ୍ସ ପୁରୁଷ କ୍ଲବ୍ ଥ୍ରୋ ଏଫ୍୫୧ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଥଲେଟ୍ ପ୍ରଣବ ସୁର୍ମାଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଦୃଢ଼ତା ଏବଂ ଉଦ୍ୟମର ପ୍ରଶଂସା କରିଛନ୍ତି ।ପୁରୁଷ କ୍ଲବ୍ ଥ୍ରୋରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଧରମ୍ବୀରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 05th, 07:59 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ କ୍ଲବ ଥ୍ରୋ ଏଫ୍୫୧ ଇଭେଣ୍ଟ୍ରେ ଭାରତର ସର୍ବପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥଲେଟ୍ ଧରମ୍ବୀରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଭାରତୀୟ ପାରାଲିମ୍ପିକ୍ସ ଦଳ ସର୍ବୋଚ୍ଚ ପଦକ ଜିତିବାର ରେକର୍ଡ ସ୍ଥାପନ କରିଥିବାରୁ ଅତ୍ୟନ୍ତ ଗର୍ବ ଓ ଖୁସି ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
September 04th, 04:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୌଣସି ପାରାଲିମ୍ପିକ୍ସରେ ଭାରତୀୟ ପାରାଲିମ୍ପିକ୍ସ ଦଳ ଆମ ଦେଶ ପାଇଁ ସର୍ବୋଚ୍ଚ ପଦକ ହାସଲ କରିବାର ରେକର୍ଡ ସ୍ଥାପନ କରିଥିବାରୁ ଅତ୍ୟନ୍ତ ଗର୍ବ ଏବଂ ଖୁସି ବ୍ୟକ୍ତ କରିଛନ୍ତି | ଶ୍ରୀ ମୋଦୀ ଆଥଲେଟମାନଙ୍କ ପ୍ରତିବଦ୍ଧତା ଏବଂ ଉତ୍ସାହକୁ ପ୍ରଶଂସା କରିଥିଲେ ଏବଂ ପ୍ରତ୍ୟେକ ଖେଳାଳିଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ ।ପୁରୁଷ ଶଟ୍ପୁଟ୍ରେ ରୌପ୍ୟ ପଦକ ଜିତିଥିବାରୁ ସଚିନ ଖିଲାରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 04th, 03:30 pm
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଶଟ୍ପୁଟ୍ ଏଫ୍୪୬ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଚିନ ଖିଲାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପୁରୁଷ ହାଇ ଜମ୍ପ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ହାଇ ଜମ୍ପ୍ ଟି ୬୩ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପୁରୁଷ ହାଇ ଜମ୍ପ୍ ଟି୬୩ରେ ରୌପ୍ୟ ପଦକ ଜିତିଥିବାରୁ ଶରଦ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 04th, 10:27 am
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୬୩ ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶରଦ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବ୍ରୋଞ୍ଜ ପଦକ ଜିତିଥିବାରୁ ସୁନ୍ଦର ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 04th, 10:25 am
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୪୬ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁନ୍ଦର ସିଂହ ଗୁର୍ଜର୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ରୌପ୍ୟ ପଦକ ବିଜେତା ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:22 am
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଜିତ ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୪୬ରେ ଅଜିତ ସିଂହ ରୌପ୍ୟ ପଦକ ଜିତିଛନ୍ତି ।Paralympics 2024: PM Modi congratulates Deepthi Jeevanji on winning Bronze Medal
September 04th, 06:40 am
The Prime Minister Shri Narendra Modi today congratulated athlete Deepthi Jeevanji for winning a bronze medal in the Women's 400M T20 event at the ongoing Paris Paralympics.ବ୍ରୋଞ୍ଜ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ନିତ୍ୟା ଶ୍ରୀ ଶିବନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 03rd, 10:53 am
ଚଳିତ ପ୍ୟାରିସ ପାରାଲିମ୍ପିକ୍ସର ମହିଳା ଏକକ ବ୍ୟାଡମିଣ୍ଟନ ଏସଏଚ୬ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ନିତ୍ୟା ଶ୍ରୀ ଶିବନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପାରାଲିମ୍ପିକ୍ସରେ ଜାଭେଲିନ୍ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ବିଜୟୀ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 03rd, 12:01 am
ପ୍ୟାରିସ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୬୪ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥଲେଟ ଶୀତଲ୍ ଦେବୀ ଓ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 02nd, 11:40 pm
ଚାଲିଥିବା ପ୍ୟାରିସ ପାରାଲିମ୍ପିକ୍ସରେ ମିକ୍ସଡ୍ ଟିମ୍ କମ୍ପାଉଣ୍ଡ୍ ଓପନ୍ ତୀରନ୍ଦାଞ୍ଜରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥଲେଟ୍ ଶୀତଲ୍ ଦେବୀ ଏବଂ ରାକେଶ କୁମାରଙ୍କୁ ତାଙ୍କର ଦଳଗତ ଉତ୍ସାହଜନକ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ପାରାଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ୟାଡ୍ମିଣ୍ଟନ୍ ଖେଳାଳୀ ସୁହାସ୍ ୟାଥିରାଜ୍ଙ୍କୁ ଅଭିନନ୍ଦନ ଜଣାଇଲେ
September 02nd, 11:35 pm
ଚାଲିଥିବା ପ୍ୟାରିସ ପାରାଲିମ୍ପିକ୍ସରେ ପୁରୁଷ ସିଙ୍ଗଲ୍ସ ଏସ୍ଏଲ୍୪ ବ୍ୟାଡ୍ମିଣ୍ଟନ୍ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁହାସ୍ ୟାଥିରାଜ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।