To protect Jharkhand's identity, a BJP government is necessary: PM Modi in Gumla
November 10th, 04:21 pm
Kickstarting his rally of the day in Gumla, Jharkhand, PM Modi said, Under Atal Ji's leadership, the BJP government created the states of Jharkhand and Chhattisgarh and established a separate ministry for the tribal community. Since you gave me the opportunity to serve in 2014, many historic milestones have been achieved. Our government declared Birsa Munda's birth anniversary as Janjatiya Gaurav Diwas, and this year marks his 150th birth anniversary. Starting November 15, we will celebrate the next year as Janjatiya Gaurav Varsh nationwide.PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”PM Modi delivers powerful speeches at public meetings in Taranagar & Jhunjhunu, Rajasthan
November 19th, 11:03 am
PM Modi, in his unwavering election campaign efforts ahead of the Rajasthan assembly election, addressed public meetings in Taranagar and Jhunjhunu. Observing a massive gathering, he exclaimed, “Jan-Jan Ki Yahi Pukar, Aa Rahi Bhajpa Sarkar”. PM Modi said, “Nowadays, the entire country is filled with the fervour of cricket. In cricket, a batsman comes and scores runs for his team. But among the Congress members, there is such a dispute that scoring runs is far-fetched; these people are engaged in getting each other run out. The Congress government spent five years getting each other run out.”ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 11:17 pm
ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।BJP is making Rajasthan one of the strongest states in the country: PM Modi in Dausa
February 12th, 03:31 pm
Addressing a huge gathering in Dausa today, Prime Minister Narendra Modi congratulated the people of Rajasthan for commencement of the first phase of Delhi-Mumbai Expressway. He said, “Today, the Delhi-Dausa-Lalsot stretch of Delhi-Mumbai Expressway, the longest expressway being constructed in the country, has been inaugurated. Due to this, it will be cheaper and easier to deliver milk, fruits and vegetables to a big market like Delhi.”PM Modi addresses a public meeting in Rajasthan’s Dausa
February 12th, 03:30 pm
Addressing a huge gathering in Dausa today, Prime Minister Narendra Modi congratulated the people of Rajasthan for commencement of the first phase of Delhi-Mumbai Expressway. He said, “Today, the Delhi-Dausa-Lalsot stretch of Delhi-Mumbai Expressway, the longest expressway being constructed in the country, has been inaugurated. Due to this, it will be cheaper and easier to deliver milk, fruits and vegetables to a big market like Delhi.”ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର
February 09th, 02:15 pm
ରାଷ୍ଟ୍ରପତି ମହାଶୟାଙ୍କର ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଯେଉଁ ଚର୍ଚ୍ଚା ଚାଲୁ ରହିଛି । ସେହି ଚର୍ଚ୍ଚାରେ ସାମିଲ ହୋଇ ମୁଁ ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଆଦରପୂର୍ବକ ଧନ୍ୟବାଦ ଜଣାଉଛି । ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଅଭିନନ୍ଦନ ଜଣାଉଛି । ଆଦରଣୀୟ ସଭାପତି ମହାଶୟ, ଦୁଇଟି ଯାକ ସଦନକୁ ସମ୍ବୋଧନ କରି ସେ ବିକଶିତ ଭାରତର ଏକ ସ୍ୱତନ୍ତ୍ର ଏବଂ ବିକଶିତ ଭାରତର ସଂକଳ୍ପ ପାଇଁ ଏକ ରୋଡ଼ ମ୍ୟାପ୍ ପ୍ରସ୍ତୁତ କରିଛନ୍ତି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ
February 09th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ବିକଶିତ ଭାରତ” ର ଦର୍ଶନ ଉପସ୍ଥାପନ କରି ଉଭୟ ଗୃହକୁ ମାର୍ଗଦର୍ଶନ କରିଥିବାରୁ ରାଷ୍ଟ୍ରପତି ଜୀଙ୍କୁ ଧନ୍ୟବାଦ ଜଣାଇବା ସହ ଏହାର ଉତ୍ତର ପ୍ରଦାନ ଆରମ୍ଭ କରିଥିଲେ ।ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ୨୧ଟି ଦ୍ୱୀପପୁଞ୍ଜର ନାମ ପରମବୀର ଚକ୍ର ପୁରସ୍କାରପ୍ରାପ୍ତ ବ୍ୟକ୍ତିଙ୍କ ନାମରେ ନାମିତ କରିବା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
January 23rd, 11:01 am
କାର୍ଯ୍ୟକ୍ରମରେ ଉପସ୍ଥିତ ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଭାଇ ଶାହା, ଆଣ୍ଡାମାନ ନିକୋବର ଉପ-ରାଜ୍ୟପାଳ, ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ, ଆମର ତିନି ସେନାର ଅଧ୍ୟକ୍ଷ, ଭାରତୀୟ ତଟରକ୍ଷୀ ବାହିନୀର ମହାନିର୍ଦେଶକ, ସେନାଧ୍ୟକ୍ଷ, ଆଣ୍ଡାମାନ ଏବଂ ନିକୋବର କମାଣ୍ଡ, ସମସ୍ତ ଅଧିକାରୀଗଣ, ପରମବୀର ଚକ୍ର ବିଜେତା ବୀର ସୈନିକମାନଙ୍କ ପରିବାରର ସଦସ୍ୟଗଣ, ଅନ୍ୟ ମହାନୁଭବ, ମହିଳା ଏବଂ ଭଦ୍ର ଲୋକମାନେ!୨୧ ପରମ ବୀର ଚକ୍ର ପୁରସ୍କାର ପାଇଥିବା ଯବାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ନାମକରଣ ହୋଇନଥିବା ୨୧ ବୃହତ ଦ୍ୱୀପପୁଞ୍ଜର ନାମକରଣ ଉତ୍ସବରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
January 23rd, 11:00 am
ପରାକ୍ରମ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ୨୧ ପରମ ବୀର ଚକ୍ର ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ୨୧ ଟି ନାମବିହୀନ ଦ୍ୱୀପପୁଞ୍ଜର ନାମକରଣ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଦ୍ୱୀପରେ ନେତାଜୀଙ୍କ ନାମରେ ଉତ୍ସର୍ଗ ପାଇଁ ର୍ନିମାଣ ହେବାକୁ ଥିବା ଜାତୀୟ ସ୍ମାରକୀ ମଡେଲକୁ ଉନ୍ମୋଚନ କରିଛନ୍ତି ।