Prime Minister applauds India’s best ever performance at the Paralympic Games
September 08th, 10:29 pm
The Prime Minister, Shri Narendra Modi has lauded India’s best ever performance at the Paralympic Games. The Prime Minister hailed the unwavering dedication and indomitable spirit of the nation’s para-athletes who bagged 29 medals at the Paralympic Games 2024 held in Paris.ହାଇ ଜମ୍ପରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ପ୍ରବୀଣ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 05:22 pm
ପ୍ୟାରିସ ପାରାଲିମ୍ପିକ୍ସର ପୁରୁଷ ହାଇ ଜମ୍ପ ଟି୬୪ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରବୀଣ କୁମାରଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା
September 05th, 11:00 am
ସମ୍ମାନାସ୍ପଦ ପ୍ରତିନିଧିବୃନ୍ଦ, ବିଶିଷ୍ଟ ଅତିଥିଗଣ ଏବଂ ମୋର ପ୍ରିୟ ବନ୍ଧୁଗଣ, ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ମୋର ଭବ୍ୟ ସ୍ୱାଗତ ଜ୍ଞାପନ କରୁଛି । ମୁଁ ଆପଣମାନଙ୍କ ପ୍ରଥମ ଅନ୍ତରାଷ୍ଟ୍ରୀୟ ସୌର ଉତ୍ସବକୁ ସ୍ୱାଗତ କରିବା ଅବସରରେ ଖୁବ୍ ଆନନ୍ଦ ଅନୁଭବ କରୁଛି । ଏଭଳି ଏକ ଅଭିନବ ଉପକ୍ରମ ନିମନ୍ତେ ମୁଁ ଅନ୍ତରାଷ୍ଟ୍ରୀୟ ସୌର ସଂଗଠନକୁ ମଧ୍ୟ ଅଭିନନ୍ଦନ ଜଣାଉଛି ।୨୦୨୪ ପ୍ୟାରିସ ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:50 am
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 02nd, 10:50 am
ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ହାଇ ଜମ୍ପ୍ ଟି୪୭ ଇଭେଣ୍ଟ୍ରେ ରୌପ୍ୟ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନିଶାଦ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ ପାରାଅଲିମ୍ପିକ୍ସ -୨୦୨୪ରେ ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ବ୍ରୋଞ୍ଜ ବିଜୟୀ ହୋଇଥିବାରୁ ରୁବିନା ଫ୍ରାନ୍ସିସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 31st, 08:19 pm
ପ୍ୟାରିସ ପାରାଅଲିମ୍ପିକ୍ସ -୨୦୨୪ରେ ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ରୁବିନା ଫ୍ରାନ୍ସିସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।Paralympics 2024: PM Modi congratulates Manish Narwal on winning Silver Medal
August 30th, 08:55 pm
The Prime Minister, Shri Narendra Modi expressed happiness as Manish Narwal wins the Silver in the P1 Men's 10m Air Pistol SH1 event at Paris Paralympics 2024.୧୦୦ ମିଟର ଟି୩୫ ଖେଳରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ଆଥଲେଟ୍ ପ୍ରୀତି ପାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 06:42 pm
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ଟି୩୫ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଆଥଲେଟ୍ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ସୁଟର ମୋନା ଅଗ୍ରୱାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 30th, 04:57 pm
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍୨ ମହିଳା ୧୦ ମିଟର୍ ଏୟାର୍ ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ମୋନା ଅଗ୍ରୱାଲ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ୍ ପାରାଲିମ୍ପିକ୍ସରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 04:49 pm
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ଆର୍୨ ମହିଳା ୧୦ ମିଟର ଏୟାର ରାଇଫଲ୍ ଏସ୍ଏଚ୍୧ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସୁଟର ଅବନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାମନ୍ତ୍ରୀ କହିଛନ୍ତି ଯେ, ଅବନୀ ଲେଖରା ମଧ୍ୟ ଇତିହାସ ସୃଷ୍ଟି କରିଛନ୍ତି, କାରଣ ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଆଥଲେଟ୍ ଟିଏ ୩ଟି ପାରାଲିମ୍ପିକ୍ ପଦକ ଜିତିଛନ୍ତି ।୨୦୨୪ ପ୍ୟାରିସ୍ ପାରାଅଲିମ୍ପିକ୍ସରେ ସାମିଲ ହୋଇଥିବା ଭାରତୀୟ ଦଳକୁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 28th, 09:47 pm
ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ରେ ଭାଗ ନେଉଥିବା ଭାରତୀୟ ଦଳକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । କ୍ରୀଡ଼ାବିତମାନଙ୍କୁ ସାହସ ଓ ଦୃଢ଼ ନିଶ୍ଚିତତାକୁ ସେ ପ୍ରଶଂସା କରି କହିଛନ୍ତି, ୧୪୦ କୋଟି ଭାରତୀୟ ସେମାନଙ୍କ ସଫଳତା କାମନା କରୁଛନ୍ତି ।ପ୍ୟାରିସ୍ ପାରାଲିମ୍ପିକ୍ କ୍ରୀଡ଼ା ପାଇଁ ଭାରତୀୟ ଦଳ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
August 19th, 06:30 pm
ପ୍ୟାରିସ୍ ପାରାଲିମ୍ ଗେମ୍ସ ପାଇଁ ଭାରତୀୟ ଦଳ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଜାଦାର ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବେ ଶୀତଲ ଦେବୀ, ଅବନୀ ଲେଖାରା, ସୁନୀଲ ଆଣ୍ଟିଲ, ମରିୟାପ୍ପାନ ଥାଙ୍ଗାଭେଲୁ ଏବଂ ଅରୁଣା ତନୱରଙ୍କ ଭଳି ଆଥଲେଟଙ୍କ ସହ କଥା ହୋଇଥିଲେ। ସେ ଖେଳ ପାଇଁ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ପ୍ୟାରିସ୍ ଅଲିମ୍ପିକ୍ସକୁ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 05:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି । ନୂଆଦିଲ୍ଲୀରେ ସେମାନଙ୍କୁ ଭେଟିବା ସମୟରେ ଶ୍ରୀ ମୋଦୀ ଅଲିମ୍ପିକ୍ସ କ୍ରୀଡ଼ା ବିଷୟରେ ସେମାନଙ୍କ ଅନୁଭୂତି ଶୁଣିବା ସହ କ୍ରୀଡ଼ା କ୍ଷେତ୍ରରେ ସେମାନଙ୍କ ସଫଳତାକୁ ପ୍ରଶଂସା କରିଥିଲେ।ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 30th, 01:38 pm
୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଖେଳରେ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଭାରତୀୟ ସୁଟର ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନରରେ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନିତ କରାଯାଇଛି
July 13th, 11:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଫ୍ରାନ୍ସର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଇମାନୁଏଲ୍ ମାକ୍ରୋନ୍ ଫ୍ରାନ୍ସର ସର୍ବୋଚ୍ଚ ପୁରସ୍କାର ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଲେଜିଅନ୍ ଅଫ୍ ଅନର ରେ ସମ୍ମାନିତ କରିଛନ୍ତି ।ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକର ପ୍ରେସ ବିଜ୍ଞପ୍ତି
May 04th, 10:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ମସିହା ମଇ ୪ ତାରିଖରେ କୋପେନହାଗେନରେ ଅନୁଷ୍ଠିତ ଦ୍ୱିତୀୟ ଭାରତ-ନର୍ଡିକ ସମ୍ମିଳନୀରୁ ଫେରୁଥିବା ସମୟରେ ସରକାରୀ ଗସ୍ତରେ ଫ୍ରାନ୍ସ ଯାଇଥିଲେ ।ବର୍ଲିନ୍, କୋପେନହେଗେନ ଏବଂ ପ୍ୟାରିସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିଦାୟକାଳୀନ ମନ୍ତବ୍ୟ
May 01st, 11:34 am
ମୁଁ ଜର୍ମାନ ଚାନସେଲର ମାନ୍ୟବର ଓଲାଫ ସ୍କୋଲେଜଙ୍କ ନିମନ୍ତ୍ରଣ କ୍ରମେ ମଇ ୨, ୨୦୨୨ ରେ ଜର୍ମାନୀର ବର୍ଲିନ୍ ଗସ୍ତ କରିବି, ଏହା ପରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡେରିକସେନ୍ଙ୍କ ଆମନ୍ତ୍ରଣ କ୍ରମେ ମୁଁ ମଇ ୩ ରୁ ୪, ୨୦୨୨ ପର୍ଯ୍ୟନ୍ତ ଡେନମାର୍କର କୋପେନହେଗେନ ଅଭିମୁଖେ ଯାତ୍ରା କରି ଦ୍ୱିପାକ୍ଷିକ ଆଲୋଚନାରେ ଯୋଗଦାନ କରିବି ଏବଂ ଦ୍ୱିତୀୟ ଭାରତ-ନର୍ଡିକ୍ ସମ୍ମିଳନୀରେ ଅଂଶଗ୍ରହଣ କରିବି । ଭାରତକୁ ଫେରିବା ବାଟରେ, ମୁଁ ଫ୍ରାନ୍ସ ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଇମାନୁଏଲ ମାକ୍ରନଙ୍କ ସହିତ ବୈଠକ ଲାଗି ପ୍ୟାରିସରେ ଅଟକିବି ।ସେପ୍ଟେମ୍ବର ୨୫ରେ ‘ଗ୍ଲୋବାଲ ସିଟିଜେନ୍ ଲାଇଭ’କୁ ଭିଡ଼ିଓ ଯୋଗେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ
September 24th, 05:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟାରେ ଗ୍ଲୋବାଲ ସିଟିଜେନ ଲାଇଭ୍ କାର୍ଯ୍ୟକ୍ରମକୁ ଭିଡିଓ ଯୋଗେ ଉଦ୍ବୋଧନ ଦେବେ । ଗ୍ଲୋବାଲ ସିଟିଜେନ ଏକ ବୈଶ୍ୱିକ ମାନବୀୟ ଅଧିକାର ସଂଗଠନ, ଯାହା ବିଶ୍ୱରୁ ଉତ୍କଟ ଦାରିଦ୍ର୍ୟ ଦୂରୀକରଣ ଦିଗରେ କାର୍ଯ୍ୟ କରି ଆସୁଛି । ଏହା ଏକ ୨୪ ଘଣ୍ଟିଆ କାର୍ଯ୍ୟକ୍ରମ । ଯାହା ସେପ୍ଟମ୍ବର ୨୫ ଓ ୨୬ ତାରିଖ ରାତିରେ ଆୟୋଜିତ ହୋଇଛି । ମୁମ୍ବାଇ, ନ୍ୟୁୟର୍କ, ପ୍ୟାରିସ୍, ରିଓ-ଡି-ଜେନିରୋ, ସିଡନୀ, ଲସ୍ଆଞ୍ଜେଲ୍ସ, ଲାଗୋସ ଓ ସିଓଲ ଭଳି ପ୍ରମୁଖ ନଗରୀରେ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ । ବିଭିନ୍ନ ସାମାଜିକ ଗଣମାଧ୍ୟମ ଚାନେଲରେ ବିଶ୍ୱର ୧୨୦ଟି ଦେଶରେ ଏହାର ପ୍ରସାରଣ ହେବ ।