ବ୍ରୋଞ୍ଜ ପଦକ ଜିତିଥିବାରୁ ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 30th, 01:38 pm
୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଖେଳରେ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଭାରତୀୟ ସୁଟର ମନୁ ଭାକର ଓ ସରବଜୋତ ସିଂହଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।Paris Olympics: PM extends best wishes for Indian Contingent
July 26th, 10:50 pm
The Prime Minister Shri Narendra Modi today extended warm wishes to the Indian contingent in the Paris Olympics.ଋଷ୍ରେ ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 11:35 am
ମୁଁ ତୁମର ସ୍ନେହ, ଭଲପାଇବା ଏବଂ ତୁମେ ଏଠାରେ ରହିବାକୁ ନେଇଥିବା ସମୟକୁ ଗଭୀର ପ୍ରଶଂସା କରୁଛି । ମୁଁ ଏକୁଟିଆ ଏଠାକୁ ଆସିନାହିଁ; ମୁଁ ମୋ ସହିତ ବହୁତ କିଛି ଆଣିଛି । ମୁଁ ଭାରତର ମାଟିର ବାସ୍ନା, ୧୪୦ କୋଟି ଦେଶବାସୀଙ୍କ ଭଲପାଇବା ଏବଂ ଆପଣଙ୍କ ପାଇଁ ସେମାନଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଆଣିଛି । ତୃତୀୟ ଥର ପାଇଁ ନିର୍ବାଚିତ ହେବା ପରେ ପ୍ରବାସୀ ଭାରତୀୟଙ୍କ ସହ ମୋର ପ୍ରଥମ କଥାବାର୍ତ୍ତା ମସ୍କୋରେ ହେଉଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ।ରୁଷରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 09th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରୁଷରେ ରହୁଥିବା ଭାରତୀୟ ସମୁଦାୟ ସହ ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ପ୍ରବାସୀ ଭାରତୀୟମାନେ ସହୃଦୟତା ଓ ସ୍ନେହର ସହିତ ସ୍ୱାଗତ କରିଥିଲେ ।ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପାଇଁ ଭାରତୀୟ ଦଳ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
July 05th, 05:07 pm
ଉପସ୍ଥାପିକା: ମାନନୀୟ ପ୍ରଧାନମନ୍ତ୍ରୀ ମହୋଦୟ, ସମ୍ମାନନୀୟ ମନ୍ତ୍ରୀଗଣ ଡ. ପି.ଟି. ଉଷା ଆଜି ଆମ ପ୍ୟାରିସ୍ ଅଲିମ୍ପିକ୍ସରେ ଭାଗ ନେଉଥିବା ସମସ୍ତ ଆଥଲେଟ୍ ଆପଣଙ୍କ ସହ କଥା ହେବାକୁ ଆସିଛନ୍ତି। ସାର୍ ଆମକୁ ମାର୍ଗଦର୍ଶନ କରିବେ ବୋଲି ଆଶା କରୁଛୁ। ପାଖାପାଖି ୯୮ଜଣ ଅନଲାଇନରେ ଯୋଡ଼ି ହୋଇଥିବା ବେଳେ ସେମାନେ ବିଦେଶରେ ପ୍ରଶିକ୍ଷଣ ଚାଲିଛି । ଦେଶର ଅନ୍ୟାନ୍ୟ କେନ୍ଦ୍ରରେ ପ୍ରଶିକ୍ଷଣ ଚାଲିଛି। ଏବଂ ଆଗାମୀ କିଛି ଦିନ ମଧ୍ୟରେ ଆପଣ ସମସ୍ତେ ପ୍ୟାରିସ୍ ଅଭିମୁଖେ ଯାତ୍ରା କରିବେ । ମୁଁ ସାରଙ୍କୁ ଅନୁରୋଧ କରୁଛି ଯେ ଦୟାକରି ସମସ୍ତଙ୍କୁ ମାର୍ଗଦର୍ଶନ କରନ୍ତୁ, ସେମାନଙ୍କୁ ଉତ୍ସାହିତ କରନ୍ତୁ। ଧନ୍ୟବାଦ ସାର୍!୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ଦଳ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ
July 04th, 09:36 pm
୨୦୨୪ ପ୍ୟାରିସ ଅଲିମ୍ପିକ୍ସକୁ ଯାଉଥିବା ଭାରତୀୟ ଖେଳାଳିଙ୍କ ଦଳ ସହ ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାବ ବିନିମୟ କରିଛନ୍ତି ।