Voting for Congress means putting Haryana's stability and development at risk: PM Modi in Sonipat
September 25th, 12:48 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.PM Modi addresses a massive gathering in Sonipat, Haryana
September 25th, 12:00 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.ପୁରୁଷ ସଟପୁଟରେ ବ୍ରୋଞ୍ଜ ପଦକ ବିଜୟୀ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 07th, 09:04 am
ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସର ପୁରୁଷ ସଟପୁଟ ଏଫ୫୭ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ୍ ଅଲିମ୍ପିକ୍ସକୁ ଯାଇଥିବା ପ୍ରତ୍ୟେକ ଖେଳାଳି ଚାମ୍ପିୟନ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 05:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସ ଅଲିମ୍ପିକ୍ସରେ ଆମ ଦେଶର ପ୍ରତିନିଧିତ୍ୱ କରିଥିବା ଭାରତୀୟ ଦଳ ସହ ଆଲୋଚନା କରିଛନ୍ତି । ନୂଆଦିଲ୍ଲୀରେ ସେମାନଙ୍କୁ ଭେଟିବା ସମୟରେ ଶ୍ରୀ ମୋଦୀ ଅଲିମ୍ପିକ୍ସ କ୍ରୀଡ଼ା ବିଷୟରେ ସେମାନଙ୍କ ଅନୁଭୂତି ଶୁଣିବା ସହ କ୍ରୀଡ଼ା କ୍ଷେତ୍ରରେ ସେମାନଙ୍କ ସଫଳତାକୁ ପ୍ରଶଂସା କରିଥିଲେ।୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 03:04 pm
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୁଖ୍ୟାଂଶଗୁଡ଼ିକ ନିମ୍ନରେ ଦିଆଗଲା :୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 01:09 pm
ଆଜି ହେଉଛି ସେହି ଶୁଭ ମୁହୂର୍ତ୍ତ, ଯେତେବେଳେ ଆମେ ଦେଶ ପାଇଁ ଜୀବନ ଦେଇଥିବା, ଦେଶର ସ୍ୱାଧୀନତା ପାଇଁ ନିଜକୁ ସମର୍ପଣ କରିଦେଇଥିବା, ଆଜୀବନ ସଂଘର୍ଷ କରିଥିବା, ଫାଶୀର ଖୁଣ୍ଟରେ ଭାରତ ମା’ କୀ ଜୟର ସ୍ଳୋଗାନ ଦେଇ ଅଗଣିତ ସ୍ୱାଧୀନତା ସଂଗ୍ରାମୀ ସାହାସୀକତାର ସହ ଫାଶୀକୁ ଆଲିଙ୍ଗନ କରିଥିଲେ । ଆଜି ସେମାନଙ୍କୁ ସ୍ମରଣ କରିବାର ଏକ ପର୍ବ । ସ୍ୱାଧୀନତା ସଂଗ୍ରାମୀମାନେ ଆଜି ଆମକୁ ସ୍ୱାଧୀନତାର ଏହି ପର୍ବରେ ସ୍ୱତନ୍ତ୍ରତାର ନିଶ୍ୱାସ ନେବାର ସୌଭାଗ୍ୟ ପ୍ରଦାନ କରିଛନ୍ତି । ଦେଶ ସେମାନଙ୍କ ନିକଟରେ ଋଣୀ । ଏଭଳି ପ୍ରତ୍ୟେକ ମହାପୁରୁଷଙ୍କ ପ୍ରତି ଆମେ ଆମର ଶ୍ରଦ୍ଧା ଭାବ ପ୍ରକାଶ କରୁଛୁ ।78ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 07:30 am
78ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। 2036 ଅଲିମ୍ପିକ୍ସ ଆୟୋଜନ ଠାରୁ ଆରମ୍ଭ କରି ଧର୍ମନିରପେକ୍ଷ ନାଗରିକ ସଂହିତାକୁ ପ୍ରୋତ୍ସାହିତ କରିବା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ସାମୂହିକ ପ୍ରଗତି ଏବଂ ପ୍ରତ୍ୟେକ ନାଗରିକଙ୍କ ସଶକ୍ତୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଦୁର୍ନୀତି ବିରୋଧରେ ଲଢ଼େଇ କୁ ନୂଆ ଉତ୍ସାହ ସହ ଜାରି ରଖିବାକୁ ସେ କହିଥିଲେ। ଉଦ୍ଭାବନ, ଶିକ୍ଷା ଏବଂ ବିଶ୍ୱ ନେତୃତ୍ୱ ଉପରେ ଗୁରୁତ୍ୱ ଦେଇ ସେ ଦୋହରାଇଥିଲେ ଯେ 2047 ସୁଦ୍ଧା ଭାରତକୁ ଏକ ବିକଶିତ ଭାରତ ହେବାରୁ କେହି ଅଟକାଇ ପାରିବେ ନାହିଁ ।ପ୍ୟାରିସ୍ ଅଲିମ୍ପିକ୍ସ ଶେଷ ହେବା ପରେ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
August 11th, 11:40 pm
ଫ୍ରାନ୍ସର ପ୍ୟାରିସରେ ଆୟୋଜିତ ଅଲିମ୍ପିକ୍ସ ୨୦୨୪ର ଆଜି ସମାପନ ହୋଇଯାଇଥିବା ବେଳେ ଏଥିରେ ଭାରତୀୟ ଦଳର ଉଦ୍ୟମକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ପ୍ୟାରିସ୍ ଅଲମ୍ପିକରେ ରୌପ୍ୟ ପଦକ ଜିତିଥିବାରୁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 09th, 08:14 am
ଫ୍ରାନ୍ସର ପ୍ୟାରିସ୍ରେ ଚାଲିଥିବା ଅଲମ୍ପିକ୍ସରେ ଜାଭେଲିନ୍ ଥ୍ରୋ’ରେ ରୌପ୍ୟ ପଦକ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୀରଜ ଚୋପ୍ରାଙ୍କୁ ଆଜି ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଟିମକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 08th, 07:46 pm
ଫ୍ରାନ୍ସର ପ୍ୟାରିସରେ ଚାଲିଥିବା ଅଲିମ୍ପିକ୍ସ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ହକି ଟିମକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଭିନେଶ, ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ: ପ୍ରଧାନମନ୍ତ୍ରୀ
August 07th, 01:16 pm
ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ଦୁଃଖ ପ୍ରକାଶ କରିଛନ୍ତି ।ପ୍ୟାରିସ ଅଲିମ୍ପିକ୍ସ-୨୦୨୪ରେ ପୁରୁଷ ୫୦ ମିଟର ରାଇଫଲ-୩ ପୋଜିସନ୍ସରେ ସ୍ୱପ୍ନିଲ କୁସାଲେଙ୍କୁ ବ୍ରୋଞ୍ଜ ପଦକ ମିଳିଥିବାରୁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
August 01st, 02:38 pm
ପ୍ୟାରିସ ଅଲିମ୍ପିକ୍ସ-୨୦୨୪ରେ ପୁରୁଷ ୫୦ ମିଟର ରାଇଫଲ-୩ ପୋଜିସନ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସ୍ୱପ୍ନିଲ କୁସାଲେଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 28th, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।