ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀକୁ ସେପ୍ଟେମ୍ବର ୨୩ରେ କରିବେ ଉଦ୍ଘାଟନ
September 21st, 04:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପରିବେଶ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀକୁ ଆସନ୍ତା ୨୩ ତାରିଖ ପୂର୍ବାହ୍ନ ସାଢେ ଦଶଟାରେ ଗୁଜରାଟର ଏକତାନଗରଠାରେ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିବେ । ଏହି ଅବସରରେ ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେବେ ।ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀ 2018ରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 07th, 02:01 pm
ଉତ୍ତରାଖଣ୍ଡର ରାଜ୍ୟପାଳ, ଶ୍ରୀମତୀ ବେବୀ ରାଣୀ ମୌର୍ଯ୍ୟ ମହୋଦୟା, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସମସ୍ତ ସହଯୋଗୀ, ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀମାନ ତ୍ରିବେନ୍ଦ୍ର ସିଂହ ରାୱତ ମହାଶୟ, ଉତ୍ତରାଖଣ୍ଡ କ୍ୟାବିନେଟର ସମସ୍ତ ସଦସ୍ୟଗଣ, ସିଙ୍ଗାପୁରର ସୂଚନା ପ୍ରସାରଣ ମନ୍ତ୍ରୀ ଏସ.ଇଶ୍ଵରନ ମହାଶୟ, ଜାପାନ ଏବଂ ଚେକ୍ ଗଣରାଜ୍ୟର ରାଜଦୂତ, ଦେଶ-ବିଦେଶରୁ ଆସିଥିବା ସମସ୍ତ ଉଦ୍ୟମୀ ସାଥୀଗଣ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତି ଗଣ ।ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 07th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେରାଡୁନରେ ଲକ୍ଷ୍ୟସ୍ଥଳୀ ଉତ୍ତରାଖଣ୍ଡ : ନିବେଶକ ସମ୍ମିଳନୀ 2018ରେ ଉଦବୋଧନ ଦେଇଥିଲେ ।ବିଶ୍ୱ ଜୈବ ଇନ୍ଧନ ଦିବସରେ ଆୟୋଜିତ ଉତ୍ସବକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ବିଶ୍ୱ ଜୈବ ଇନ୍ଧନ ଦିବସ ପାଳନ ଅବସରରେ ଆୟୋଜିତ ଉତ୍ସବକୁ ସମ୍ବୋଧିତ କରିଛନ୍ତି । ସେ ବିବିଧ ବର୍ଗଙ୍କ ଏକ ସମ୍ମିଳନୀରେ କୃଷକ, ବୈଜ୍ଞାନିକ, ଉଦ୍ୟୋଗୀ, ଛାତ୍ର, ସରକାରୀ କର୍ମଚାରୀ ଏବଂ ବିଧାୟକମାନଙ୍କୁ ସମ୍ବୋଧିତ କରିଥିଲେ ।Biofuels can power India’s growth in 21st century: PM Modi
August 10th, 11:10 am
The Prime Minister, Shri Narendra Modi, today addressed an event to mark World Biofuel Day in New Delhi. He addressed a perse gathering, consisting of farmers, scientists, entrepreneurs, students, government officials, and legislators.