ଲାଲକିଲ୍ଲାରେ ପରାକ୍ରମ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 23rd, 06:31 pm
କେନ୍ଦ୍ର ମନ୍ତ୍ରିମଣ୍ଡଳ ମୋର କ୍ୟାବିନେଟ୍ ସହଯୋଗୀ କିଶନ ରେଡ୍ଡୀ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଅଜୟ ଭଟ୍ଟ ଜୀ, ବ୍ରିଗେଡିୟର ଆରଏସ ଚିକାରା ଜୀ, ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନ ଜୀ ଏବଂ ମୋର ପ୍ରିୟ ଦେଶବାସୀମାନେ !ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 23rd, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଲାଲକିଲ୍ଲାଠାରେ ପରାକ୍ରମ ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ସେ ଭାରତ ପର୍ବର ଶୁଭାରମ୍ଭ କରିଥିଲେ ଯାହା ସାଧାରଣତନ୍ତ୍ର ଦିବସ ପ୍ରଜ୍ଞାପନ ମେଢ଼ ଏବଂ ସାଂସ୍କୃତିକ ପ୍ରଦର୍ଶନୀ ସହିତ ଦେଶର ସମୃଦ୍ଧ ବିବିଧତାକୁ ପ୍ରଦର୍ଶିତ କରିବ । ପ୍ରଧାନମନ୍ତ୍ରୀ ନେତାଜୀଙ୍କ ଉପରେ ଫଟୋ, ଚିତ୍ର, ପୁସ୍ତକ ଏବଂ ମୂର୍ତ୍ତିକୁ ନେଇ ଜାତୀୟ ଅଭିଲେଖାଗାରର ଟେକ୍ନୋଲୋଜି ପରିଚାଳିତ ଇଣ୍ଟରଆକ୍ଟିଭ୍ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ଏବଂ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା ଦ୍ୱାରା ଉପସ୍ଥାପିତ ନେତାଜୀଙ୍କ ଜୀବନୀ ଉପରେ ପ୍ରୋଜେକ୍ସନ ମ୍ୟାପିଂ ସହିତ ସମନ୍ୱିତ ଏକ ନାଟକ ମଧ୍ୟ ଦେଖିଥିଲେ। ସେ ଏକମାତ୍ର ଜୀବିତ ଆଇଏନଏ ଭେଟେରାନ ଲେଫ୍ଟନାଣ୍ଟ ଆର ମାଧବନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ସ୍ୱାଧୀନତା ସଂଗ୍ରାମରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅବଦାନକୁ ସମ୍ମାନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଅନୁଯାୟୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ୨୦୨୧ ରୁ ପରାକ୍ରମ ଦିବସ ପାଳନ କରାଯାଉଛି ।ଜେନେରାଲ ବିପିନ ରାୱତ ଜଣେ ଉଲ୍ଲେଖନୀୟ ସୈନିକ ଥିଲେ: ପ୍ରଧାନମନ୍ତ୍ରୀ ମୋଦୀ
December 08th, 06:36 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜେନେରାଲ ବିପିନ ରାୱତଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି , “ତାମିଲନାଡୁରେ ହେଲିକପ୍ଟର ଦୁର୍ଘଟଣାରେ ମୁଁ ଗଭୀର ମର୍ମାହତ, ଯେଉଁଥିରେ ଆମେ ଜେନରାଲ ବିପିନ୍ ରାୱତ, ତାଙ୍କ ପତ୍ନୀ ଏବଂ ସଶସ୍ତ୍ର ବାହିନୀର ଅନ୍ୟ କର୍ମଚାରୀଙ୍କୁ ହରାଇଛୁ । ସେମାନେ ଅତି ପରିଶ୍ରମର ସହ ଭାରତର ସେବା କରିଛନ୍ତି । ମୋର ସମବେଦନା ଶୋକସନ୍ତପ୍ତ ପରିବାର ସହ ଅଛି ।ଶହୀଦ ଭଗତ ସିଂହଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ
September 28th, 11:34 am
ଜୟନ୍ତୀ ଅବସରରେ ଶହୀଦ ଭଗତ ସିଂହଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ବିଜେପି ଏକ ମଜବୁତ ଏବଂ ସ୍ଥିର ସରକାର ଗଠନ କରିଛି : ପ୍ରଧାନମନ୍ତ୍ରୀ ମୋଦୀ
November 25th, 12:03 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ଦୁଇଟି ମେଗା ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ସଭାକୁ ସମ୍ବୋଧିତ କରି ,ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,'' ବିଜେପିର ନେତୃତ୍ୱରେ ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ,ଏକ ମଜବୁତ ଏବଂ ସ୍ଥିର ବିଜେପି ସରକାର ଗଠନ ହୋଇଛି ।''ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର
November 25th, 12:02 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ଦୁଇଟି ମେଗା ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ସଭାକୁ ସମ୍ବୋଧିତ କରି ,ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,'' ବିଜେପିର ନେତୃତ୍ୱରେ ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ,ଏକ ମଜବୁତ ଏବଂ ସ୍ଥିର ବିଜେପି ସରକାର ଗଠନ ହୋଇଛି ।''ଆମର ସଭ୍ୟତା ,ସଂସ୍କୃତି ଏବଂ ଭାଷାଗୁଡ଼ିକ ସାରା ବିଶ୍ୱରେ ଅନେକତାରେ ଏକତାର ସନ୍ଦେଶ ଦେଉଛି : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
November 24th, 11:30 am
ଆପଣମାନେ ଜାଣନ୍ତି ନା? ନଭେମ୍ବର ମାସ ଚତୁର୍ଥ ରବିବାରକୁ ପ୍ରତିବର୍ଷ ‘ଏନସିସି ଦିବସ’ ରୂପେ ପାଳନ କରାଯାଇଥାଏ । ସାଧାରଣତଃ ଆମର ଯୁବପିଢ଼ିଙ୍କୁ ‘ଫ୍ରେଣ୍ଡସିପ ଡେ’ ଭଲଭାବେ ମନେଥାଏ, କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନଙ୍କୁ ‘ଏନସିସି ଦିବସ’ ମଧ୍ୟ ସେତିକି ମନେଥାଏ । ତେବେ ଆସନ୍ତୁ, ଆଜି ‘ଏନସିସି ଦିବସ’ ବିଷୟରେ କିଛି କଥା ହେବା । ମୋତେ ମଧ୍ୟ କିଛି ସ୍ମୃତିକୁ ସତେଜ କରିବାର ସୁଯୋଗ ମିଳିଯିବ । ସର୍ବପ୍ରଥମେ ମୁଁ ଏନସିସିର ସମସ୍ତ ପୂର୍ବତନ ଏବଂ ବର୍ତ୍ତମାନର କ୍ୟାଡେଟମାନଙ୍କୁ ‘ଏନସିସି ଦିବସ’ର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । କାରଣ ମୁଁ ବି ଆପଣମାନଙ୍କ ଭଳି କ୍ୟାଡେଟ୍ ଥିଲି ଏବଂ ମନରେ ଆଜି ବି ନିଜକୁ କ୍ୟାଡେଟ୍ ବୋଲି ଗ୍ରହଣ କରେ । ଏକଥା ତ ଆମେ ସମସ୍ତେ ଜାଣିଛୁ ଯେ ଏନସିସି ଅର୍ଥାତ୍ ନ୍ୟାସନାଲ କ୍ୟାଡେଟ କ୍ରପ୍ସ ।Congress and TRS are playing a friendly match in Telangana: PM Modi
November 27th, 12:08 pm
Prime Minister Narendra Modi today addressed two major public meetings in Nizamabad and Mahabubnagar in Telangana. The rallies saw PM Modi thanking the BJP supporters across all the election-bound states for their faith and support for his government.TRS same as Congress: PM Modi in Telangana
November 27th, 12:00 pm
Prime Minister Narendra Modi today addressed two major public meetings in Nizamabad and Mahabubnagar in Telangana. The rallies saw PM Modi thanking the BJP supporters across all the election-bound states for their faith and support for his government."ଅଟଲଜୀ ଜଣେ ସଚ୍ଚା ଦେଶଭକ୍ତ ଥିଲେ : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "
August 26th, 11:30 am
ମନ କି ବାତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରକ୍ଷାବନ୍ଧନ ଏବଂ ଜନ୍ମାଷ୍ଟମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଟଳଜୀଙ୍କୁ ସ୍ମରଣ କରି ତାଙ୍କ ଜୀବନର ବିଭିନ୍ନ ପଦକ୍ଷେପର ଗୁରୁତ୍ୱାରୋପ କରି ତାଙ୍କୁ ସଚ୍ଚା ଦେଶଭକ୍ତ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀ ବିଶ୍ୱ ସଂସ୍କୃତ ଦିବସ ,ଗୁରୁଦିବସ ,ଏସୀୟ କ୍ରୀଡ଼ା ଏବଂ ସଂସଦର ମୌସୁମୀ ଅଧିବେଶନର ଉତ୍ପାଦକତା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ । କେରଳରେ ହୋଇଥିବା ପ୍ରବଳ ବନ୍ୟାର ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସଶସ୍ତ୍ର ବଳ ଏବଂ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଦ୍ୱାରା ସଂଚାଳିତ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଅଭିଯାନର ପ୍ରଶଂସା କରିଥିଲେ ।