ସ୍ପେନ୍ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ-ସ୍ପେନ୍ ମିଳିତ ବିବୃତି (ଅକ୍ଟୋବର ୨୮-୨୯, ୨୦୨୪)
October 28th, 06:32 pm
ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ନୂତନ ରୂପ ଦେଇଛି ଏବଂ ଏହାକୁ ନୂତନ ଗତି ପ୍ରଦାନ କରିଛି ଏବଂ ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସହଯୋଗର ଏକ ନୂତନ ଯୁଗ ପାଇଁ ମଞ୍ଚ ସ୍ଥାପନ କରିଛି ବୋଲି ଦୁଇ ନେତା ଉଲ୍ଲେଖ କରିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ପେନ ଗସ୍ତ ପର ଠାରୁ ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତିକୁ ନେଇ ଉଭୟ ନେତା ସନ୍ତୋଷ ବ୍ୟକ୍ତ କରିଛନ୍ତି। ଦ୍ୱିପାକ୍ଷିକ ଏଜେଣ୍ଡାକୁ ଆହୁରି ଉନ୍ନତ କରିବା ସହ ରାଜନୈତିକ, ଅର୍ଥନୈତିକ, ନିରାପତ୍ତା, ପ୍ରତିରକ୍ଷା, ଜନସାଧାରଣଙ୍କ ମଧ୍ୟରେ ଏବଂ ସାଂସ୍କୃତିକ ସହଯୋଗର ସମସ୍ତ ଦିଗରେ ସହଯୋଗ ସ୍ଥାପନ କରିବାକୁ ଉଭୟ ନେତା ସେମାନଙ୍କ ଦଳକୁ ନିର୍ଦ୍ଦେଶ ଦେଇଛନ୍ତି।ନିସ୍କର୍ଷ ସୂଚୀ : ସ୍ପେନ୍ର ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜ୍ଙ୍କ ଭାରତ ଗସ୍ତ (୨୮-୨୯ ଅକ୍ଟୋବର ୨୦୨୪)
October 28th, 06:30 pm
ଭଦୋଦରାରେ ସି୨୯୫ ବିମାନର ଫାଇନାଲ୍ ଆସେମ୍ବଲି ଲାଇନ୍ ପ୍ଲାଣ୍ଟର ମିଳିତ ଉଦ୍ଘାଟନ, ଯାହା ଏୟାରବସ୍ ସ୍ପେନ୍ ସହଯୋଗରେ ଟାଟା ଆଡ୍ଭାନ୍ସ ସିଷ୍ଟମ୍ ଦ୍ୱାରା ନିର୍ମିତ।ଅକ୍ଟୋବର ୨୮ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 26th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ପ୍ରାୟ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ । ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ଭଦୋଦରାର ଲକ୍ଷ୍ମୀ ବିଳାସ ପ୍ୟାଲେସ ଯିବେ । ପ୍ରଧାନମନ୍ତ୍ରୀ ଭଦୋଦରାରୁ ଆମ୍ରେଲି ଯିବେ । ଅପରାହ୍ଣ ପ୍ରାୟ ୨ଟା ୪୫ ମିନିଟରେ ସେ ଆମ୍ରେଲିର ଦୁଧାଲା ଠାରେ ଭାରତମାତା ସରୋବରର ଉଦଘାଟନ କରିବେ । ଅପରାହ୍ଣ ପ୍ରାୟ ୩ଟା ବେଳେ ସେ ଆମ୍ରେଲିର ଲାଠିଠାରେ ୪,୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ।ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
November 17th, 06:57 pm
ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ନେତାମାନଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
September 08th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୯ ଓ ୧୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପହଞ୍ଚିଥିବା ନେତାମାନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।ସ୍ପେନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଟେଲିଫୋନ ବାର୍ତ୍ତାଳାପ
February 15th, 08:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ସ୍ପେନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ
December 05th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜି-୨୦ ଅଧ୍ୟକ୍ଷତା ପାଇଁ ଭାରତକୁ ସମର୍ଥନ କରିଥିବାରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋଁଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ରୋମରେ ଅନୁଷ୍ଠିତ ଜି -୨୦ ଶିଖର ସମ୍ମିଳନୀ ଅବସରରେ ସ୍ପେନର ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି
October 31st, 06:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ପେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଡ୍ରୋ ସାନେଜଙ୍କୁ ରୋମରେ ଅନୁଷ୍ଠିତ ଜି୨୦ ଶିଖର ସମ୍ମିଳନୀ ଅବସରରେ ଅକ୍ଟୋବର ୩୧, ୨୦୨୧ ରେ ସାକ୍ଷାତ କରିଛନ୍ତି ।