ଅରୁଣାଚଳ ପ୍ରଦେଶର ଦେଶପ୍ରେମ ରାଜ୍ୟର ସାଂସ୍କୃତିକ ଐତିହ୍ୟରେ ପ୍ରତିଫଳିତ ହୋଇଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 13th, 05:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ୍ର ସେପ୍ପାଠରେ #ହର୍ଘର୍ତ୍ରିରଙ୍ଗା ଯାତ୍ରା ଉପରେ ଖୁସି ବ୍ୟକ୍ତ କରିଛନ୍ତି । ସେ କହିଥିଲେ ଯେ, ଅରୁଣାଚଳ ପ୍ରଦେଶର ସାଂସ୍କୃତିକ ଐତିହ୍ୟରେ ଦେଶପ୍ରେମ ଭାବ ସ୍ପଷ୍ଟ ଭାବରେ ପ୍ରତିଫଳିତ ହୋଇଛି ।Arunachal Pradesh CM calls on PM
July 28th, 10:34 pm
Chief Minister of Arunachal Pradesh, Shri Pema Khandu called on the Prime Minister, Shri Narendra Modi today.ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
June 13th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ପେମା ଖାଣ୍ଡୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅରୁଣାଚଳ ମୁଖ୍ୟମନ୍ତ୍ରୀ
September 22nd, 06:16 pm
ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖାଣ୍ଡୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ଅରୁଣାଚଳ ପ୍ରଦେଶର ସରକାରୀ ମାଧ୍ୟମିକ ବିଦ୍ୟାଳୟ, ଜାଙ୍ଗକୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 04th, 04:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅରୁଣାଚଳ ପ୍ରଦେଶର ଜାଙ୍ଗ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଉତ୍ତମ ରକ୍ଷଣାବେକ୍ଷଣ ପାଇଁ ଖୁସି ବ୍ୟକ୍ତ କରିଛନ୍ତି ।ଅରୁଣାଚଳ ପ୍ରଦେଶର ଇଟାନଗରଠାରେ ବିକାଶ ପ୍ରକଳ୍ପସମୂହକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (15.02.2018)
February 15th, 12:38 pm
ଯେତେବେଳେ ସାରା ହିନ୍ଦୁସ୍ଥାନ ଉଦୀୟମାନ ସୂର୍ଯ୍ୟଙ୍କ ଆଡ଼କୁ ଦେଖିଥାଏ, ସୂର୍ଯ୍ୟଙ୍କ ଉଦୟକୁ ଦେଖିଥାଏ; ସାରା ହିନ୍ଦୁସ୍ଥାନକୁ ସର୍ବପ୍ରଥମେ ଅରୁଣାଚଳ ପ୍ରଦେଶ ଆଡ଼କୁ ମୁହଁ ବୁଲାଇବାକୁ ପଡ଼ିଥାଏ । ଆମର ସାରା ଦେଶ, 130ରୁ କୋଟିରୁ ଅଧିକ ଦେଶବାସୀଙ୍କୁ ସୂର୍ଯ୍ୟଙ୍କ ଉଦୟକୁ ଦେଖିବାକୁ ହେଲେ ଅରୁଣାଚଳ ଆଡ଼କୁ ନଚାହିଁ ସୂର୍ଯ୍ୟଙ୍କ ଉଦୟକୁ ଦେଖିପାରିନଥା’ନ୍ତି । ଯେଉଁ ଅରୁଣାଚଳ ପ୍ରଦେଶରୁ ଅନ୍ଧାର ଦୂର ହେଉଛି, ଆଲୋକ ବ୍ୟାପୁଛି, ଆଗାମୀ ଦିନରେ ମଧ୍ୟ ଏଠାରେ ବିକାଶର ଏପରି ଆଲୋକ ବ୍ୟାପିବ ଯାହା ସାରା ଭାରତକୁ ଆଲୋକିତ କରିବାରେ ସହାୟକ ହେବ ।ପ୍ରଧାନମନ୍ତ୍ରୀଙ୍କ ଅରୁଣାଚଳ ପ୍ରଦେଶ ଗସ୍ତ, ଇଟାନଗରରେ ଉଦ୍ଘାଟନ କଲେ ସମ୍ମେଳନ କେନ୍ଦ୍ର
February 15th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶ ଗସ୍ତ କରିବା ସହ ଇଟାନଗରରେ ଆୟୋଜିତ ଏକ ସମାରୋହରେ ଦୋର୍ଜୀ ଖାଣ୍ଡୁ ରାଜ୍ୟ ସମ୍ମେଳନ କେନ୍ଦ୍ରର ଉଦ୍ଘାଟନ କରିଥିଲେ । ଏହି ସମ୍ମେଳନ କେନ୍ଦ୍ରରେ ଏକ ସଭାଗୃହ, ଏକ ସମ୍ମିଳନୀ କକ୍ଷ ସହ ପ୍ରଦର୍ଶନୀ କକ୍ଷ ରହିଛି ।ପ୍ରଧାନମନ୍ତ୍ରୀ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ,ମୁଖ୍ୟମନ୍ତ୍ରୀମାନକ ସହିତ ଆଲୋଚନା କଲେ
August 01st, 01:19 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ,ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରେମା ଖଣ୍ଡୁ ,ନାଗାଲେଣ୍ଡ ମୁଖ୍ୟମନ୍ତ୍ରୀ ଟି.ଆର. ଜେଲିୱାଙ୍ଗ ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର ବନ୍ୟା ପରିସ୍ଥିତି ନେଇ ଆଲୋଚନା ଓ ସମୀକ୍ଷା କରିଛନ୍ତି ।ଦେଶର ଉତ୍ତର-ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ନେଇ ବ୍ୟଥା ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 12th, 04:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶର ଉତ୍ତର-ପୂର୍ବାଞ୍ଚଳର ବିଭିନ୍ନ ଭାଗରେ ଗମ୍ଭୀର ବନ୍ୟା ପରିସ୍ଥିତି ନେଇ ବ୍ୟଥିତ ହୋଇଛନ୍ତି ।“ଉତ୍ତର-ପୂର୍ବାଞ୍ଚଳରେ ବନ୍ୟା ପରିସ୍ଥିତି ବଢୁଥିବାରୁ ମୁଁ ଅତ୍ୟନ୍ତ ବ୍ୟଥିତ । ବନ୍ୟାରେ ପ୍ରଭାବିତ ସମସ୍ତ ଲୋକଙ୍କ ପ୍ରତି ମୁଁ ମୋର ସମବେଦନା ଜଣାଉଛି ।ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ସାରା ଦେଶର ଲୋକେ ଉତ୍ତର-ପୂର୍ବାଞ୍ଚଳ ଲୋକଙ୍କ ସହିତ ରହିଛନ୍ତି । ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ସ୍ଵାଭାବିକ ଅବସ୍ଥା ଫେରାଇ ଆଣିବା ଦିଗରେ କେନ୍ଦ୍ର ସବୁମନ୍ତେ ସହାୟତା କରିବାକୁ ପ୍ରତିଶ୍ରୁତିବଦ୍ଧ ।