I consider industry, and also the private sector of India, as a powerful medium to build a Viksit Bharat: PM Modi at CII Conference
July 30th, 03:44 pm
Prime Minister Narendra Modi attended the CII Post-Budget Conference in Delhi, emphasizing the government's commitment to economic reforms and inclusive growth. The PM highlighted various budget provisions aimed at fostering investment, boosting infrastructure, and supporting startups. He underscored the importance of a self-reliant India and the role of industry in achieving this vision, encouraging collaboration between the government and private sector to drive economic progress.ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 30th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା ଆୟୋଜିତ 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ସମ୍ମିଳନୀ'ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଥିଲେ । ଅଭିବୃଦ୍ଧି ପାଇଁ ସରକାରଙ୍କ ବୃହତ ଦୃଷ୍ଟିକୋଣ ଏବଂ ଶିଳ୍ପର ଭୂମିକା ପାଇଁ ରୂପରେଖ ଉପସ୍ଥାପନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ । ଏହି ସମ୍ମିଳନୀରେ ଉଦ୍ୟୋଗୀ, ସରକାରୀ ଅଧିକାରୀ, କୂଟନୀତିଜ୍ଞ ଏବଂ ଚିନ୍ତକଙ୍କ ସମେତ ୧୦୦୦ରୁ ଅଧିକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ଯୋଗ ଦେଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସିଆଇଆଇ କେନ୍ଦ୍ରରୁ ଅନେକ ଯୋଡି ହୋଇଥିଲେ।ରାଷ୍ଟ୍ରୀୟ ଇସ୍ପାତ ନୀତି-2017 କୁ କ୍ୟାବିନେଟ୍ ମଞ୍ଜୁରୀ
May 03rd, 08:16 pm
ନୂଆ ନୀତିରେ ଦୀର୍ଘକାଳୀନ ଲକ୍ଷ୍ୟର ପ୍ରତିଫଳନ • ଘରୋଇ ଉପଯୋଗ ବୃଦ୍ଧି ଓ ଉଚ୍ଚ ଗୁଣାତ୍ମକ ମାନର ଇସ୍ପାତ ଉତ୍ପାଦନ ସହ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଉପରେ ଗୁରୁତ୍ୱ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଜାତୀୟ ଇସ୍ପାତ ନୀତି(NSP)-2017 କୁ ଅନୁମୋଦନ ଦେଇଛନ୍ତି । ନୂଆ ଇସ୍ପାତ ନୀତିରେ ଇସ୍ପାତ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ଦୀର୍ଘକାଳୀନ ଲକ୍ଷ୍ୟକୁ ସାମିଲ କରିଛନ୍ତି । ଏହା ଘରୋଇ ଇସ୍ପାତ ଉପଯୋଗକୁ ବୃଦ୍ଧି ଓ ଉଚ୍ଚ ଗୁଣାତ୍ମକ ମାନର ଇସ୍ପାତ ଉତ୍ପାଦନକୁ ସୁନିଶ୍ଚିତ କରିବା ଓ ଜ୍ଞାନକୌଶଳ ଦୃଷ୍ଟିରୁ ଉନ୍ନତ ଓ ବିଶ୍ୱସ୍ତରର ପ୍ରତିଯୋଗିତାପୂର୍ଣ୍ଣ ଷ୍ଟିଲ ଉଦ୍ୟୋଗ ନିମନ୍ତେ ପ୍ରୋତ୍ସାହିତ କରିବ ।ଦହେଜ ONGC ପେଟ୍ରୋ ଏଡିସନ୍ସ ଲିମିଟେଡ(ଓପାଲ) ଶିଳ୍ପଗୋଷ୍ଠୀ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:55 pm
PM Narendra Modi today visited of Central Control Room of ONGC Petro Additions Limited. At an industry meet, Shri Modi spoke at length how Dahej SEZ region was being upgraded to benefit the entire nation.