ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା

December 16th, 03:26 pm

16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି

December 16th, 01:00 pm

ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।

India- Saudi Arabia hold first meeting of the High-Level Task Force on Investments

July 28th, 11:37 pm

The first meeting of the India-Saudi Arabia High Level Task Force on Investments, co-chaired by the Principal Secretary to the Prime Minister H.E. Dr. P.K. Mishra and the Saudi Energy Minister His Royal Highness Prince Abdulaziz bin Salman bin Abdulaziz Al Saud was held today, in virtual mode.

ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:00 am

ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

March 12th, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ଓଡ଼ିଶାର ଯାଜପୁରରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

March 05th, 05:30 pm

ଓଡିଶାର ରାଜ୍ୟପାଳ ରଘୁବର ଦାସ ଜୀ, ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ବିଶ୍ୱେଶ୍ୱର ଟୁଡୁ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !

ଚଣ୍ଡିଖୋଲ ଠାରେ ୧୯,୬୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 05th, 01:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଚଣ୍ଡିଖୋଲଠାରେ ୧୯,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏସବୁ ପ୍ରକଳ୍ପ ତୈଳ ଓ ଗ୍ୟାସ୍, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ପରମାଣୁ ଶକ୍ତି କ୍ଷେତ୍ର ସହ ଜଡ଼ିତ ।

ତେଲେଙ୍ଗାନାର ସଙ୍ଗାରେଡ୍ଡିରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 05th, 10:39 am

ତେଲେଙ୍ଗାନାର ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଜି. କିଶନ ରେଡ୍ଡୀଜୀ, ତେଲେଙ୍ଗାନା ସରକାରଙ୍କ ମନ୍ତ୍ରୀ, କୋଣ୍ଡା ସୁରେଖା ଜୀ ଏବଂ କେ ଭେଙ୍କଟ ରେଡ୍ଡୀ ଜୀ, ସଂସଦରେ ମୋର ସାଥି ଡକ୍ଟର କେ ଲକ୍ଷ୍ମଣ ଜୀ ଏବଂ ଅନ୍ୟ ସମସ୍ତ ସମ୍ମାନିତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଠାରେ ପ୍ରଧାନମନ୍ତ୍ରୀ ୬,୮୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି

March 05th, 10:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ସଙ୍ଗାରେଡ୍ଡୀ ଠାରେ ୬,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳ, ପେଟ୍ରୋଲିୟମ, ବିମାନ ଚଳାଚଳ ଏବଂ ପ୍ରାକୃତିକ ଗ୍ୟାସ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତର୍ଭୁକ୍ତ ।

ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।

March 02nd, 08:06 pm

ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।

ବିହାରର ବେଗୁସରାଇରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

March 02nd, 04:50 pm

: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ବେଗୁସରାଇଠାରେ ଦେଶବ୍ୟାପୀ ପ୍ରାୟ ୧.୪୮ ଲକ୍ଷ କୋଟି ଟଙ୍କାର ଏକାଧିକ ତୈଳ ଓ ଗ୍ୟାସ କ୍ଷେତ୍ର ପ୍ରକଳ୍ପ ଏବଂ ବିହାରରେ ୧୩,୪୦୦ ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଫେବୃୟାରୀ ୨୦ରେ ଜାମ୍ମୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 19th, 08:55 am

ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଜାମ୍ମୁର ମୌଲାନା ଆଜାଦ ଷ୍ଟାଡିୟମରେ ଆୟୋଜିତ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ସ୍ୱାସ୍ଥ୍ୟ, ଶିକ୍ଷା, ରେଳ, ସଡ଼କ, ବିମାନ ଚଳାଚଳ, ପେଟ୍ରୋଲିୟମ, ନାଗରିକ ଭିତ୍ତିଭୂମି ସମେତ ଅନେକ କ୍ଷେତ୍ର ସହିତ ଏହି ପ୍ରକଳ୍ପ ଗୁଡିକ ଜଡିତ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୫୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବେ । ପ୍ରଧାନମନ୍ତ୍ରୀ 'ବିକଶିତ ଭାରତ ବିକଶିତ ଜାମ୍ମୁ' କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ ।

ଓଡିଶାର ସମ୍ବଲପୁର ଠାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ତଥା ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

February 03rd, 02:10 pm

ଓଡିଶାର ରାଜ୍ୟପାଳ ରଘୁବର ଦାସ ଜୀ, ମୁଖ୍ୟମନ୍ତ୍ରୀ ତଥା ମୋର ବନ୍ଧୁ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜୀ, କେନ୍ଦ୍ରିୟ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱୀନି ବୈଷ୍ଣବ ଜୀ, ବିଶ୍ୱେଶର ଟୁଡୁ ଜୀ, ସସଂଦରେ ମୋର ସାଥୀ ନିତେଶ ଗଙ୍ଗଦେବ ଜୀ, ଆଇଆଇଏମ୍ ସମ୍ବଲପୁରର ନିର୍ଦେଶକ ପ୍ରଫେସର୍ ମହାଦେବ ଜୟସ୍ୱାଲ୍‌, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ ।

ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

February 03rd, 02:07 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପକୁ ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପରେ ପ୍ରାକୃତିକ ବାଷ୍ପ, କୋଇଲା ଏବଂ ଶକ୍ତି ପ୍ରକଳ୍ପ ରହିଛି ଯାହା ଇନ୍ଧନ କ୍ଷେତ୍ରକୁ ପ୍ରୋତ୍ସାହିତ କରିବ। ଏହାବ୍ୟତୀତ ସଡ଼କ, ରେଳ ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ର ସହ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟ ସାମିଲ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଆଇଆଇଏମ୍ ସମ୍ବଲପୁର ମଡେଲ୍ ଓ ଫଟୋ ପ୍ରଦର୍ଶନୀ ବୁଲି ଦେଖିଥିଲେ।

ଗଭୀର ଜଳ କ୍ରିଷ୍ଣା ଗୋଦାବରୀ ଅବବାହିକାରୁ ତୈଳ ଉତ୍ପାଦନ ଆରମ୍ଭ କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି

January 08th, 10:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗର ଉପକୂଳରେ ଅବସ୍ଥିତ ଜଟିଳ ଏବଂ କଠିନ ଗଭୀର ଜଳ କ୍ରିଷ୍ଣା ଗୋଦାବରୀ ଅବବାହିକା (କେଜି-ଡିଡବ୍ଲ୍ୟୁଏନ୍-୯୮/୨ ବ୍ଲକ) ରୁ ପ୍ରଥମ ତୈଳ ଉତ୍ପାଦନ ଆରମ୍ଭ କୁ ପ୍ରଶଂସା କରିଛନ୍ତି ।

ଲକ୍ଷ୍ୟଦ୍ୱୀପ ଅଗତୀ ବିମାନବନ୍ଦରର ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

January 02nd, 04:45 pm

ଲକ୍ଷ୍ୟଦ୍ୱୀପ ଅନେକ ସମ୍ଭାବନାରେ ପରିପୂର୍ଣ୍ଣ । କିନ୍ତୁ ସ୍ୱାଧୀନତା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଲକ୍ଷ୍ୟଦ୍ୱୀପର ଭିତିଭୂମି ଉପରେ ସେତେଟା ଧ୍ୟାନ ଦିଆଗଲା ନାହିଁ । ଯଦିଓ ନୌପରିବହନ ଏଠାକାର ଜୀବନରେଖା ହୋଇ ରହିଆସିଛି । ଏହାସତ୍ୱେ ଏଠି ବନ୍ଦର ଭିତିଭୂମି ମଧ୍ୟ ଦୁର୍ବଳ ରହିଥିଲା । ଶିକ୍ଷା ହେଉ, ସ୍ୱାସ୍ଥ୍ୟ ହେଉ, ଏପରିକି ପେଟ୍ରୋଲ ଓ ଡିଜେଲ୍ ପାଇଁ ମଧ୍ୟ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା । ଏହିସବୁ ଆହ୍ୱାନ ଗୁଡିକର ବର୍ତମାନ ଆମ ସରାକର ସମାଧାନ କରୁଛନ୍ତି । ଲକ୍ଷ୍ୟଦ୍ୱୀପର ପ୍ରଥମ ପିଓଏଲ୍‌, ବୃହତ ଭଣ୍ଡାରଣ କେନ୍ଦ୍ର, କବରତୀ ଏବଂ ମିନିକାଁୟ ଦ୍ୱୀପରେ ନିର୍ମାଣ କରାଯାଇଛି । ବର୍ତମାନ ଏଠାରେ ଅନେକ କ୍ଷେତ୍ରରେ ନୂତନ ନିଯୁକ୍ତିର ସୁଯୋଗ ସୃଷ୍ଟି ହେଉଛି ।

ଲାକ୍ଷାଦ୍ୱୀପର ଅଗାତି ବିମାନବନ୍ଦରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

January 02nd, 04:30 pm

ଲାକ୍ଷାଦ୍ୱୀପର ଅଗାତି ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ସାର୍ବଜନୀନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହା ସହିତ ଲାକ୍ଷାଦ୍ୱୀପରେ ରହିବ ପ୍ରଧାନମନ୍ତ୍ରୀଙ୍କ ରାତ୍ରି ଭୋଜନ ବ୍ୟବସ୍ଥା ରହିଛି ।

ବାରାଣସୀରେ ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 18th, 02:16 pm

ମୋ କାଶୀର ଲୋକମାନଙ୍କ ଏହି ଉତ୍ସାହ ଥଣ୍ଡା ପରିବେଶରେ ମଧ୍ୟ ଉତାପ ଭରି ଦେଇଛି । ବାରଣାସୀରେ କ’ଣ କୁହାଯାଏ .. ଜିୟା ରଜା ବନାରସ !!! ହଁ, ପ୍ରଥମେ କାଶୀର ଲୋକମାନଙ୍କ ପାଖରେ ମୋର ଗୋଟିଏ ଅଭିଯୋଗ ରହିଛି । ଚଳିତ ଥର ଦେବ ଦୀପାବଳୀରେ ମୁଁ ଏଠାରେ ନଥିଲି ଏବଂ ଏଥର ଦେବ ଦୀପାବଳୀରେ କାଶୀର ଲୋକମାନେ ଏକ ସଙ୍ଗେ ମିଶି ରେକର୍ଡ ଭାଙ୍ଗି ଦେଲେ ।

ଉତ୍ତର ପ୍ରଦେଶର ବାରଣାସୀରେ ପ୍ରଧାନମନ୍ତ୍ରୀ ୧୯,୧୫୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି

December 18th, 02:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରଣାସୀ ଠାରେ ୧୯,୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

PM Modi Addresses public meetings in Sagwara and Kotri, Rajasthan

November 22nd, 09:05 am

The electoral atmosphere intensified as PM Narendra Modi engaged in two spirited rallies in Sagwara and Kotri ahead of the Rajasthan assembly election. “This region has suffered greatly under Congress rule. The people of Dungarpur are well aware of how the misrule of the Congress has shattered the dreams of the youth,” PM Modi said while addressing the public rally.