PM Modi meets Prime Minister of Kuwait
December 22nd, 06:38 pm
PM Modi held talks with His Highness Sheikh Ahmad Al-Abdullah Al-Ahmad Al-Sabah, PM of the State of Kuwait. The two leaders discussed a roadmap to strengthen the strategic partnership in areas including political, trade, investment, energy, defence, security, health, education, technology, cultural, and people-to-people ties.The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.Prime Minister Shri Narendra Modi addresses Indian Community at ‘Hala Modi’ event in Kuwait
December 21st, 06:30 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ବାର୍ବାଡୋସର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 21st, 09:13 am
ଗୁୟାନାର ଜର୍ଜଟାଉନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୦ ତାରିଖରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ବାର୍ବାଡୋସର ପ୍ରଧାନମନ୍ତ୍ରୀ ମିଆ ଅମର ମୋଟଲେଙ୍କୁ ଭେଟିଛନ୍ତି । ଏହି ଉଚ୍ଚସ୍ତରୀୟ ଆଲୋଚନା ଦୁଇ ନେତାଙ୍କ ପାଇଁ ଭାରତ ଓ ବାର୍ବାଡୋସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ପ୍ରତିବଦ୍ଧ ଓ ସୁଦୃଢ଼ କରିବାକୁ ସୁଯୋଗ ଦେଇଛି ।ଗୁୟାନାର ରାଷ୍ଟ୍ରପତିଙ୍କ ସହ ସରକାରୀ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 21st, 04:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଜର୍ଜଟାଉନ୍ ସ୍ଥିତ ଷ୍ଟେଟ୍ ହାଉସ୍ରେ ଡକ୍ଟର ମହମ୍ମଦ ଇରଫାନ୍ ଅଲିଙ୍କୁ ସାକ୍ଷାତ କରିଥିଲେ । ଷ୍ଟେଟ୍ ହାଉସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଅଲି ତାଙ୍କୁ ସ୍ୱାଗତ କରିଥିଲେ ଏବଂ ଗାର୍ଡ ଅଫ୍ ଅନର୍ ପ୍ରଦାନ କରିଥିଲେ ।ଫଳାଫଳ ତାଲିକା - ଗୁୟାନାକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ନଭେମ୍ବର ୧୯-୨୧, ୨୦୨୪)
November 20th, 09:55 pm
ହାଇଡ୍ରୋକାର୍ବନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ରଚିଲୀ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:36 pm
ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ନଭେମ୍ବର ୧୯ ତାରିଖରେ ଚିଲୀର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରେ ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲ ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ଭେଟିଛନ୍ତି । ବ୍ରାଜିଲର ଜି-୨୦ ଏବଂ ଆଇବିଏସଏ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରପତି ଲୁଲାଙ୍କୁ ତାଙ୍କ ଆତିଥେୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ଦାରିଦ୍ୟ ଓ ବୁଭୁକ୍ଷୁତା ବିରୋଧରେ ବୈଶ୍ୱିକ ମେଣ୍ଟ ପ୍ରତିଷ୍ଠା ଦିଗରେ ବ୍ରାଜିଲର ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଭାରତର ଦୃଢ଼ ସମର୍ଥନ ଜଣାଇଥିଲେ । ଜି-୨୦ ଟ୍ରୋଇକା ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଜି-୨୦ରେ ବ୍ରାଜିଲ ଦ୍ୱାରା ଆଗତ କାର୍ଯ୍ୟସୂଚୀକୁ ସମର୍ଥନ ଜଣାଇଥିଲେ । ଏହା ଶତତ ବିକାଶ ଏବଂ ବୈଶ୍ୱିକ ପ୍ରଶାସନିକ ସଂସ୍କାର, ଯାହାକି ଗ୍ଲୋବାଲ ସାଉଥର ଉଦବେଗକୁ ଗୁରୁତ୍ୱ ଦେଇଛି ସ୍ଥାନ ପାଇଛି । ଆସନ୍ତା ବର୍ଷ ବ୍ରିକ୍ସ ଏବଂ ସିଓପି ୩୦ରେ ବ୍ରାଜିଲର ନେତୃତ୍ୱ ପାଇଁ ସେ ଶୁଭେଚ୍ଛା ଜଣାଇବା ସହ ଭାରତର ସମ୍ପର୍ଣ୍ଣ ସହାୟତା ସକାଶେ ପ୍ରତିଶ୍ରୁତି ଦେଇଥିଲେ ।Now every senior citizen of the country above the age of 70 years will get free treatment: PM Modi
October 29th, 01:28 pm
PM Modi launched, inaugurated and laid the foundation stone for multiple projects related to the health sector worth around Rs 12,850 crore at All India Institute of Ayurveda (AIIA) in New Delhi. Noting that the progress of a nation is directly proportional to the health of its citizens, PM Modi outlined the five pillars of health policy.୧୨,୮୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 01:00 pm
ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦ କୋଟି ଟଙ୍କାର ସ୍ୱାସ୍ଥ୍ୟ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।ସ୍ପେନ୍ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ-ସ୍ପେନ୍ ମିଳିତ ବିବୃତି (ଅକ୍ଟୋବର ୨୮-୨୯, ୨୦୨୪)
October 28th, 06:32 pm
ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ନୂତନ ରୂପ ଦେଇଛି ଏବଂ ଏହାକୁ ନୂତନ ଗତି ପ୍ରଦାନ କରିଛି ଏବଂ ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସହଯୋଗର ଏକ ନୂତନ ଯୁଗ ପାଇଁ ମଞ୍ଚ ସ୍ଥାପନ କରିଛି ବୋଲି ଦୁଇ ନେତା ଉଲ୍ଲେଖ କରିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ପେନ ଗସ୍ତ ପର ଠାରୁ ଦ୍ୱିପାକ୍ଷିକ ସମ୍ପର୍କର ଅଗ୍ରଗତିକୁ ନେଇ ଉଭୟ ନେତା ସନ୍ତୋଷ ବ୍ୟକ୍ତ କରିଛନ୍ତି। ଦ୍ୱିପାକ୍ଷିକ ଏଜେଣ୍ଡାକୁ ଆହୁରି ଉନ୍ନତ କରିବା ସହ ରାଜନୈତିକ, ଅର୍ଥନୈତିକ, ନିରାପତ୍ତା, ପ୍ରତିରକ୍ଷା, ଜନସାଧାରଣଙ୍କ ମଧ୍ୟରେ ଏବଂ ସାଂସ୍କୃତିକ ସହଯୋଗର ସମସ୍ତ ଦିଗରେ ସହଯୋଗ ସ୍ଥାପନ କରିବାକୁ ଉଭୟ ନେତା ସେମାନଙ୍କ ଦଳକୁ ନିର୍ଦ୍ଦେଶ ଦେଇଛନ୍ତି।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।ସି-୨୯୫ ବିମାନ କାରଖାନାର ଉଦ୍ ଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 28th, 10:45 am
ମହାମହିମ ପେଡ୍ରୋ ସାଞ୍ଚେଜ୍, ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଜୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଏସ ଜୟଶଙ୍କର ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ସ୍ପେନ୍ ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ଏୟାରବସ୍ ଏବଂ ଟାଟା ଟିମ୍ର ସମସ୍ତ ସହଯୋଗୀ, ମହିଳା ଏବଂ ଭଦ୍ରଲୋକ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ମିଳିତ ଭାବେ ଗୁଜରାଟର ଭଦୋଦରା ଠାରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି
October 28th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ଆଜି ଗୁଜରାଟର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ୍ ସିଷ୍ଟମ୍ ଲିମିଟେଡ୍ (ଟିଏଏସଏଲ) କ୍ୟାମ୍ପସରେ ସି- ୨୯୫ ବିମାନ ଉତ୍ପାଦନ ପାଇଁ ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସକୁ ମିଳିତ ଭାବେ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ଉଭୟ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ।Action Plan (2024-2028) for the Implementation of the India-Poland Strategic Partnership
August 22nd, 08:22 pm
Building on the consensus reached by the Prime Ministers of India and Poland during talks held on August 22, 2024, in Warsaw and recognising the momentum in bilateral cooperation created by the establishment of the Strategic Partnership, the two sides agreed to formulate and execute a five-year Action Plan that will guide bilateral collaboration in the years 2024-2028 across various sectors.India- Poland Joint Statement “Establishment of Strategic Partnership”
August 22nd, 08:21 pm
At the invitation of PM Donald Tusk of Poland, PM Narendra Modi paid an official visit to Poland from August 21-22, 2024. The historic visit, came as both nations celebrate the 70th anniversary of their diplomatic relations. Recognizing their long-standing ties, reaffirming the deep-rooted bonds of friendship between their countries and peoples, and commitment to realizing the full potential of their ties, the two leaders decided to elevate India-Poland bilateral relations to the level of a Strategic Partnership.”ପୋଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
August 22nd, 03:00 pm
ୱାର୍ସା ଭଳି ଏକ ସୁନ୍ଦର ସହରରେ ଭବ୍ୟ ସ୍ୱାଗତ, ସୁନ୍ଦର ଆତିଥ୍ୟ ଏବଂ ବନ୍ଧୁତ୍ୱପୂର୍ଣ୍ଣ ଶବ୍ଦ ପାଇଁ ମୁଁ ପ୍ରଧାନମନ୍ତ୍ରୀ ଟସ୍କଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣ ଦୀର୍ଘ ଦିନ ଧରି ଭାରତର ଜଣେ ଭଲ ବନ୍ଧୁ ଅଟନ୍ତି । ଭାରତ ଏବଂ ପୋଲାଣ୍ଡ ମଧ୍ୟରେ ବନ୍ଧୁତାକୁ ସୁଦୃଢ କରିବାରେ ଆପଣଙ୍କର ଅବଦାନ ଅତୁଳନୀୟ ।ଇଣ୍ଡି ମେଣ୍ଟ କେବଳ ସାମ୍ପ୍ରଦାୟିକତା, ଜାତିବାଦ ଓ ବଂଶବାଦ ରାଜନୀତି ବିସ୍ତାର କରୁଛି: ଭିୱାନୀ-ମହେନ୍ଦ୍ରଗଡ଼ରେ ପ୍ରଧାନମନ୍ତ୍ରୀ ମୋଦୀ
May 23rd, 02:30 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ଭିୱାନୀ-ମହେନ୍ଦ୍ରଗଡ଼ବାସୀ ତାଙ୍କୁ ସ୍ୱାଗତ କରିଥିଲେ। ବୁଦ୍ଧ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇ ଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ହରିୟାଣାରେ ଗୋଟିଏ ଗ୍ଲାସ ରାବଡି ଏବଂ ପିଆଜ ସହିତ ଏକ ରୁଟି ଭୋକ ମେଣ୍ଟାଇବା ପାଇଁ ଯଥେଷ୍ଟ ।