Prime Minister Narendra Modi to lead a special tree plantation drive under Ek Ped Maa Ke Naam initiative

June 04th, 01:20 pm

On World Environment Day, PM Modi will lead a special tree plantation initiative in New Delhi. As a part of the ‘Aravalli Green Wall project’ the PM will plant a Banyan sapling under the Ek Ped Maa Ke Naam initiative. The project aims to boost biopersity of the Aravallis and also provide employment to locals. He will also flag off 200 Electric Buses under Delhi Government's sustainable transport initiative.

Mauritius is not just a partner country; For us, Mauritius is family: PM Modi

March 12th, 06:07 am

PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.

ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 11th, 07:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।

ପ୍ରଧାନମନ୍ତ୍ରୀ କୃତଜ୍ଞତା ଜଣାଇଲେ ଏବଂ ସ୍ଥିର ଗ୍ରହ ସକାଶେ ଅବଦାନ ପାଇଁ ମା’ଙ୍କ ନାମରେ ଅଧିକରୁ ଅଧିକ ଗଛ ଲଗାଇବାକୁ ଆହ୍ୱାନ

November 16th, 09:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ ମାନଙ୍କୁ ସ୍ଥିର ଗ୍ରହ ପାଇଁ ଅବଦାନ ସକାଶେ ମା’ଙ୍କ ନାମରେ ଅଧିକରୁ ଅଧିକ ଗଛ ଲଗାଇବାକୁ ଅନୁରୋଧ କରିଛନ୍ତି । ଗୋଟିଏ ଗଛ ମା’ଙ୍କ ନାମରେ ଅଭିଯାନରେ ଯେଉଁମାନେ ସାମିଲ ହୋଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କୃତଜ୍ଞତା ଜଣାଇଛନ୍ତି ।

ଆସାମର ଗୋଆଲପଡାରେ ଏଚପିସିଏଲର ଏଲପିଜି ବଟଲିଂ କାରଖାନା ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

April 13th, 10:08 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆସାମର ଗୋଆଲପଡାରେ ଏଚପିସିଏଲର ଏଲପିଜି ବଟଲିଂ କାରଖାନା ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଥିବାରୁ ପ୍ରଶଂସା କରିଛନ୍ତି । ଏହା ଆସାମ, ତ୍ରିପୁରା ଓ ମେଘାଳୟର ଉପଭୋକ୍ତାମାନଙ୍କୁ ବେଶ ସାହାଯ୍ୟ କରିବ ବୋଲି ସେ କହିଛନ୍ତି ।

PM reiterates the pledge to preserve the planet’s rich biodiversity

June 05th, 12:20 pm

On the occasion of World Environment Day, the Prime Minister, Shri Narendra Modi in a tweet said, “On #World Environment Day, we reiterate our pledge to preserve our planet’s rich biopersity.